ଜାତୀୟ

ମୈତ୍ରୀ ସେତୁ ଲୋକାର୍ପିତ

ନୂଆଦିଲ୍ଲୀ,୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମୈତ୍ରୀ ସେତୁ ଲୋକାର୍ପିତ କରିଛନ୍ତି। ଏହା ଦ୍ୱାରା ଏଣିକି ତ୍ରିପୁରାରୁ ବାଂଲାଦେଶ ଯିବା ସହଜ ହୋଇ ପାରିବ। ସେତୁ ନିର୍ମାଣ ଯୋଗୁ ତ୍ରିପୁରାର ବିକାଶ ସମ୍ଭବ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ୧.୯ କିଲୋମିଟର…

କରୋନା ସଂକ୍ରମଣ: ୧୫ ମାର୍ଚ୍ଚ ପରେ ବିବାହ ମନା

ନାସିକ,୯ ।୩: କରୋନାର ଲେଉଟାଣି ପୁଣି ଥରେ ଦେଶବାସୀଙ୍କୁ ଚିନ୍ତାରେ ପକାଇଥିବା ବେଳେ ବିଶେଷ ଭାବେ ପ୍ରଥମଥର ଭଳି ଏଥର ବି ମହାରାଷ୍ଟ୍ର ଉପରେ ଯେମିତି ଦାଉ ସାଧିଛି । ତେବେ ନାସିକରେ ବେଳକୁ ବେଳ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ…

୬୯ ହଜାର କୋଟିର ଦେଶଭକ୍ତି ବଜେଟ: ସ୍ବାସ୍ଥ୍ୟ ପାଇଁ ୯୯୩୪ କୋଟି

ନୂଆଦିଲ୍ଲୀ,୯।୩: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ୬୯ ହଜାର କୋଟି ଟଙ୍କାର ଦେଶଭକ୍ତି ବଜେଟ ମଙ୍ଗଳବାର ଘୋଷଣା କରାଯାଇଛି। ଦିଲ୍ଲୀ ଅର୍ଥମନ୍ତ୍ରୀ ମନିଶ ସିସୋଦିଆ ପେପରଲେସ୍‌ ବଜେଟ୍‌ ଉପସ୍ଥାପନ କରିଛନ୍ତି। ବଜେଟରେ ସ୍ବାସ୍ଥ୍ୟ ପାଇଁ ୯୯୩୪ କୋଟି ଟଙ୍କା ଆବଣ୍ଟିତ…

କୋଲକାତା ଅଗ୍ନିକାଣ୍ଡରେ ୯ ମୃତ: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

କୋଲକାତା,୯ ।୩: ପଶ୍ଚିମବଙ୍ଗ କୋଲକାତାର କୋଲାଘାଟ ପ୍ରସାଦାର ୧୩ ମହଲାରେ ସୋମବାର ସନ୍ଧ୍ୟାରେ ଲାଗିଥିବା ନିଆଁରେ ଏପର୍ଯ୍ୟନ୍ତ ୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ୪ ଦମକଳ କର୍ମୀ, ରେଲୱେ ପୋଲିସ କର୍ମୀ, ଏଏସ୍‌ଆଇ ସମେତ…

ଦରଦାମ୍‌ ବୃଦ୍ଧି ନେଇ ପାର୍ଲାମେଣ୍ଟ ଅଚଳ

ନୂଆଦିଲ୍ଲୀ,୯।୩: ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ବୃଦ୍ଧି ଯୋଗୁ ସଙ୍କଟ ଦେଖାଦେଇଛି। ଏହି ପ୍ରସଙ୍ଗକୁ ନେଇ ବିରୋଧୀଦଳ ରାଜ୍ୟ ସଭା ଏବଂ ଲୋକ ସଭାରେ ଶାସକ ଦଳକୁ ଘେରିବା ଜାରି ରଖିଛନ୍ତି। ଉଭୟ ଗୃହରେ ବିରୋଧି ସଦସ୍ୟମାନେ ମଙ୍ଗଳବାର ପ୍ରବଳ ହଟ୍ଟଗୋଳ…

ଶାଶୁଘରେ ନିର୍ଯାତନା ପାଇଁ ସ୍ବାମୀ ଦାୟୀ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଳୀ,୯।୩: ଶାଶୁଘରେ ମହିଳାଙ୍କର ଯେ କୌଣସି ଶାରୀରିକ ଖଣ୍ଡିଆ ଖାବରା ପାଇଁ ସ୍ବାମୀ ହିଁ ଦାୟୀ ହେବେ। ଏହାକୁ ନିର୍ଯାତନା ଭାବେ ଗ୍ରହଣ କରାଯିବ ବୋଲି ସୁପ୍ରିମ୍‌କୋର୍ଟ ଏକ ଆଗୁଆ ଜାମିନ ଆବେଦନର ବିଚାର ସମୟରେ କହିଛନ୍ତି। ଏହା ସହିତ କୋର୍ଟଙ୍କ…

୧୦ ହଜାର ଟଙ୍କାର ଶପିଂ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି: ଜାଣନ୍ତୁ କ’ଣ କିଣିଲେ

ନୂଆଦିଲ୍ଲୀ,୯।୩: ସାରା ଦେଶରେ ଅନ୍ତର୍ଜାତୀୟ ମହିଳା ଦିବସ ଧୁମ୍‌ଧାମ୍‌ରେ ପାଳନ କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ମହିଳା ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ମୋଦି ମହିଳାଙ୍କ ହାତ ତିଆରି ଜିନିଷ କିଣିଥିଲେ। ତାମିଲନାଡୁର ମହିଳାଙ୍କ ଦ୍ୱାରା ଡିଜାଇନ୍‌ ହୋଇଥିବା…

୪ ବର୍ଷର ପୁଅକୁ ଛାତିରେ ଜାବୁଡି ଧରି ଟ୍ରେନ୍‌ ଆଗକୁ ଡେଇଁଲେ ଶିକ୍ଷକ

ରୋହତକ,୯।୩: ରୋହତକରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ରହୁଥିବା ଜଣେ ଶିକ୍ଷକ ନିଜ ଚାରି ବର୍ଷର ପୁଅକୁ ଛାତି ଧରି ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ରେଳବାଇ ପୋଲିସ ପହଞ୍ଚି ଉଭୟଙ୍କ ମୃତଦେହ ପୋଷ୍ଟମର୍ଟମ ପରେ ସମ୍ପୃକ୍ତ ପରିବାରକୁ…

ଅପେକ୍ଷାର ଅନ୍ତ: ପାକିସ୍ତାନରୁ ଭାରତ ଆସିଲେ ଦୁଇ ବୋହୂ

ବାଡମେର,୯।୩: ପାକିସ୍ତାନରେ ରହୁଥିବା ଦୁଇ ନବବିବାହିତା ଭାରତ ଫେରିଛନ୍ତି। ଦୁଇ ବର୍ଷ ପୂର୍ବେ ବିବାହ ସତ୍ତ୍ୱେ ଭିସା ନ ପାଇ ପାକିସ୍ତାନରୁ ଭାରତ ଆସିପାରି ନ ଥିଲେ। ବାଡମେର ଏବଂ ଜୈସଲମେରର ଦୁଇ ବ୍ୟକ୍ତି ବିବାହ ପରେ ପାକିସ୍ତାନରେ ସ୍ତ୍ରୀଙ୍କୁ ଛାଡି…

ମୁମ୍ବାଇରେ କରୋନା ସଂକ୍ରମଣ ୮୯ ପ୍ରତିଶତ ବୃଦ୍ଧି

ମୁମ୍ବାଇ,୯।୩: କରୋନା ସଂକ୍ରମଣ ଯୋଗୁ ମହାରାଷ୍ଟ୍ରରେ ଆତଙ୍କ ଦେଖାଦେଇଛି। ମୁମ୍ବାଇରେ ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୯.୨୫ ପ୍ରତିଶତ ବୃଦ୍ଧି ଘଟିଛି। ସୁରକ୍ଷା ଦୃଷ୍ଟିରୁ ମୁମ୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ କଡ଼ା କଟକଣା ଜାରି କରାଯାଇଛି।…

ରାମମନ୍ଦିର ଚାନ୍ଦା ନ ଦେବାରୁ ଚାକିରି ଗଲା

ବାଲିଆ (ୟୁପି),୯।୩: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ଉତ୍ତରପ୍ରଦେଶର ଜଣେ ଶିକ୍ଷକ ଚାନ୍ଦା ଦେବାକୁ ମନା କରିବାରୁ ତାଙ୍କ ଚାକିରି ଯାଇଛି। ଯଶଓ୍ବନ୍ତ ପ୍ରତାପ ସିଂ ବାଲିଆ ଜିଲାର ଜଗଦୀଶପୁରଠାରେ ଥିବା ଆର୍‌ଏସ୍‌ଏସ୍‌ ପରିଚାଳିତ ସରସ୍ବତୀ ଶିଶୁ ମନ୍ଦିରରେ ଶିକ୍ଷକତା କରୁଥିଲେ।…

ନିର୍ବାଚନ ପୂର୍ବରୁ ଶେଷ ହୋଇପାରେ ଅଧିବେଶନ

ନୂଆଦିଲ୍ଲୀ,୯।୩ (ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ କାଟଛାଣ୍ଟ ହୋଇପାରେ। ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମାର୍ଚ୍ଚ ୨୭ରେ ଅନୁଷ୍ଠିତ ହେବାକୁ ଥିବାବେଳେ ଏହା ପୂର୍ବରୁ ଅଧିବେଶନ ଶେଷ ହୋଇପାରେ ବୋଲି ଜଣାପଡ଼ିଛି। ମଙ୍ଗଳବାରଠାରୁ ଉଭୟ ଗୃହ ସ୍ବାଭାବିକ ଭାବେ ପୂର୍ବାହ୍ନ ୧୧ଟାରୁ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri