ଜାତୀୟ

ବୁଦ୍ଧପୂର୍ଣ୍ଣିମା ଅବସରରେ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୪।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଦ୍ଧପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି କହିଛନ୍ତି ଯେ, ବୁଦ୍ଧଦେବଙ୍କ ଧର୍ମଚକ୍ର ପରିବର୍ତ୍ତନକୁ ଇତିମଧ୍ୟରେ ୨୬୦୦ ବର୍ଷ ବିତିଛି। ବୁଦ୍ଧଦେବଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ବାଣୀ ପୃଥିବୀରେ ଅହିଂସା,…

ଭୂସ୍ଖଳନରେ ୭୧ ମୃତ

ମୁମ୍ବାଇ, ୨୪।୭: ଦୁଇଦିନ ଧରି ଲଗାଣ ବର୍ଷା ଫଳରେ ମହାରାଷ୍ଟ୍ରର ରାଇଗଡ଼, ରତ୍ନଗିରି ଏବଂ ସତାରା ଜିଲାରେ ଭୂସ୍ଖଳନ ଘଟି ୭୧ ଜଣଙ୍କ ମୃତ୍ୟୁ ହୋଇଛି। ରାଇଗଡ଼ ଜିଲାର ତାଲିୟା ଗ୍ରାମ ନିକଟରେ ଭୂସ୍ଖଳନ ଯୋଗୁ ୩୮ ଜୀବନ ଯାଇଥିବାବେଳେ ପୋଲାଦପୁରରେ…

ବାନ୍ଦିପୋରା ଜଙ୍ଗଲରେ ଏନ୍‌କାଉଣ୍ଟର, ୨ ଆତଙ୍କବାଦୀ ନିହତ…

ଶ୍ରୀନଗର,୨୪।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଉତ୍ତର କଶ୍ମୀରର ବାନ୍ଦିପୋରାରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସୁମ୍ବଲର ଅଞ୍ଚଳର ଶୋକବାବା ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା…

ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ…

ପର୍ନଫିଲ୍ମ ମାମଲାରେ ଶିଳ୍ପାଙ୍କୁ ପଚରାଉଚୁରା

ମୁମ୍ବାଇ,୨୩।୭: ଅଶ୍ଳୀଳ ଫିଲ୍ମ ନିର୍ମାଣ ଓ ବିକ୍ରି ମାମଲାରେ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସମ୍ପୃକ୍ତି ସମ୍ପର୍କରେ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ବୟାନ ରେକର୍ଡ କରିଛି ମୁମ୍ବାଇ ପୋଲିସ କ୍ରାଇମ୍‌ ବ୍ରାଞ୍ଚ୍‌। ପୋଲିସ ଟିମ୍‌ ଶୁକ୍ରବାର ସନ୍ଧ୍ୟାରେ କୁନ୍ଦ୍ରାଙ୍କ ବାସଭବନରେ ପହଞ୍ଚିଥିଲା।…

ମମତାଙ୍କ ଦିଲ୍ଲୀ ଗସ୍ତ ପୂର୍ବରୁ ଟିଏମ୍‌ସିର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩ା୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସଂସଦୀୟ ଦଳ ଅଧ୍ୟକ୍ଷା ହେବାକୁ ଯାଉଛନ୍ତି। ଟିଏମ୍‌ସି ସୁପ୍ରିମୋଙ୍କ ସୋମବାର ନୂଆଦିଲ୍ଲୀ ଗସ୍ତ ପୂର୍ବରୁ ଶୁକ୍ରବାର ଦଳୀୟ ଏମ୍‌ପି ଡେରେକ୍‌ ଓ’ବ୍ରାଏନ୍‌ ଏନେଇ ଘୋଷଣା କରିଛନ୍ତି। ଟିଏମ୍‌ସିର ସୁଦୀପ ବନ୍ଦୋପାଧ୍ୟାୟଙ୍କଠାରୁ…

ବେଲୁନ, ଆଇସକ୍ରିମରେ ଆଉ ବ୍ୟବହାର ହୋଇ ପାରିବ ନାହିଁ ପ୍ଲାଷ୍ଟିକ କାଠି!

ନୂଆଦିଲ୍ଲୀ,୨୩ ।୭: କେନ୍ଦ୍ର ସରକାର ଶୁକ୍ରବାର ସଂସଦରେ କହିଛନ୍ତି କ୍ୟାଣ୍ଡି, ଆଇସକ୍ରିମ, ବେଲୁନ ଆଦିରେ ବ୍ୟବହାର କରାଯାଉଥିବା ପ୍ଲାଷ୍ଟିକ କାଠି ବା ଷ୍ଟିକ୍‌ର ବ୍ୟବହାର ୧ ଜାନୁୟାରୀ, ୨୦୨୨ରୁୁ ବନ୍ଦ କରି ଦିଆଯିବ । ତେବେ ଗୋଟିଏ ଥର ବ୍ୟବହାର ଉପଯୋଗୀ…

ବର୍ଷାରେ ବେହାଲ ମୁମ୍ବାଇ: ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ମୁମ୍ବାଇ,୨୩ ।୭: ମହାରାଷ୍ଟ୍ର ପାଣିପାଗ ବିଭାଗ ପକ୍ଷରୁ ମୁମ୍ବାଇରେ ରେଡ ଆଲର୍ଟ ଜାରି କରାଯାଇଛି । କାରଣ ଆସନ୍ତା ୩-୪ ଦିନ ଏଠାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଛି । ଏଥିପାଇଁ କେନ୍ଦ୍ରୀୟ ରେଲୱେ ୪୮ ଟ୍ରେନକୁ ରଦ୍ଦ କରିଦେଇଛନ୍ତି…

କରୋନା ଟିକାକରଣରେ ତାମିଲନାଡୁ ସବୁଠାରୁ ଆଗରେ

ନୂଆଦିଲ୍ଲୀ,୨୩ ।୭: ଦେଶରେ କରୋନା ଭାଇରସର ତୃତୀୟ ଲହର ଆସିବା ପୂର୍ବରୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଦ୍ରୁତ ଗତିରେ ଟିକାକରଣ ପ୍ରକ୍ରିୟାକୁ ଆଗେଇ ନେବାକୁ କହିଥିଲେ । ମେ ୧ରୁ ଜୁଲାଇ ୧୩ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ-୧୯ର ପାଖାପାଖି ୪୧…

ସୋମବାର ପର୍ଯ୍ୟନ୍ତ ଲୋକ ସଭା-ରାଜ୍ୟ ସଭା ମୁଲତବୀ

ନୂଆଦିଲ୍ଲୀ,୨୩।୭: ଶୁକ୍ରବାର ସଂସଦର ମୌସୁମୀ ଅଧିବେଶନର ୪ର୍ଥ ଦିନ। ପୋଗାସସ୍‌ ମାମଲାକୁ ନେଇ ଗତ ୩ଦିନରୁ ଗୃହରେ ତାତି ଦେଖାଦେଇଛି। ଗୁରୁବାର ସଂସଦର ଦୁଇ ଗୃହ ଆରମ୍ଭ ହେବା କ୍ଷଣି ବିରୋଧୀ ଦଳ ହଟ୍ଟଗୋଳ କରିଥିଲେ। ଏହାପରେ ରାଜ୍ୟ ସଭା ଓ…

ରାୟଗଢ଼ ଭୂସ୍ଖଳନରେ ମୃତକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୨୩।୭: ପଶ୍ଚିମ ଓ ଉପକୂଳ ମହାରାଷ୍ଟ୍ରରେ ଗତ ୨୪ଘଣ୍ଟାରୁ ହୋଇଥିବା ଲଗାଣ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଅଲଗା ଅଲଗା ସ୍ଥାନରେ ଫଶିରହିଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟ ପାଇଁ ଏନ୍‌ଡିଆରଏଫ୍‌ ଟିମ୍‌ ମୁତୟନ ହୋଇଛନ୍ତି। ସେହିପରି ଲଗାଣ ବର୍ଷା ଯୋଗୁ…

ରାଜ କୁନ୍ଦ୍ରାଙ୍କୁ ନେଇ ଶିଳ୍ପାଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ ବ୍ରାଞ୍ଚ ଟିମ୍‌

ମୁମ୍ବାଇ,୨୩।୭: ପର୍ନ ଭିଡିଓ ମାମଲାରେ ଫଶିଥିବା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ନେଇ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ ବ୍ରାଞ୍ଚ। ଅଧିକ ଖୋଳତାଡ ପାଇଁ ଶୁକ୍ରବାର କ୍ରାଇମ୍‌ ବ୍ରାଞ୍ଚ ଟିମ୍‌ କୁନ୍ଦ୍ରାଙ୍କୁ ନେଇ ଜୁହୁ ସ୍ଥିତ ଶିଳ୍ପାଙ୍କ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?