୨ରୁ ଅଧିକ ସନ୍ତାନ ଥିଲେ ଆଉ ମିଳିବନି ସରକାରୀ ସୁବିଧା: ମୁଖ୍ୟମନ୍ତ୍ରୀ…
ଗୁଆହାଟି,୨୦।୬: ଏଣିକି ୨ରୁ ଅଧିକ ସନ୍ତାନ ଥିଲେ ଆଉ ସରକାରୀ ସୁବିଧା ସୁଯୋଗ ମିଳିବନି। ଏନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ସୂଚନା ଦେଇଛନ୍ତି। କେନ୍ଦ୍ରର ପ୍ରସ୍ତାବିତ ଜନସଂଖ୍ୟା ନିୟନ୍ତ୍ରଣ ଯୋଜନା ଅନ୍ତର୍ଗତ ଧୀରେଧୀରେ ରାଜ୍ୟ ସରକାର ଏନେଇ ୨…
ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍ଲକ୍ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ରାଜ୍ୟ ସରକାର ବୁଝି ବିଚାରି ଅନ୍ଲକ୍ କରିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।…
୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ୬୦ ହଜାରରୁ କମ୍ ରହିଛି। ପୂର୍ବରୁ ମାର୍ଚ୍ଚ ୩୦ରେ ସମାନ ସ୍ଥିିତି…
ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର
ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ କେନ୍ଦ୍ର ସରକାର ଶନିବାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀ ବେଳେ ଦେଶର ବିଭିନ୍ନ ଭାଗରେ…
ଆଇଟି ନିୟମ ପ୍ରତ୍ୟାହାର କର
ନୂଆଦିଲ୍ଲୀ,୨୦ା୬: ନୂଆ ଆଇଟି ନିୟମ ଆଣି ଟୁଇଟର ଓ ଫେସ୍ବୁକ୍ ଭଳି ସୋସିଆଲ ମିଡିଆ ପ୍ଲାଟ୍ଫର୍ମଗୁଡ଼ିକୁ ନାଲିଆଖି ଦେଖାଉଥିବା କେନ୍ଦ୍ର ସରକାରଙ୍କୁ ଶନିବାର ଜାତିସଂଘରୁ ଶକ୍ତ ଝଟକା ଲାଗିଛି। ଭାରତର ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଇଣ୍ଟରମିଡିଆରି ଗାଇଡ୍ଲାଇନ୍ସ ଆଣ୍ଡ ଡିଜିଟାଲ ମିଡିଆ…
କୋଭିଶିଲ୍ଡ ଦେବାର ୫ ମିନିଟ୍ ପରେ କୋଭାକ୍ସିନ
ପାଟନା,୧୯।୬: ସୁନିଲା ଦେବୀ ନାମକ ଜଣେ ବୃଦ୍ଧାଙ୍କୁ ମାତ୍ର ୫ ମିନିଟ୍ର ବ୍ୟବଧାନରେ ଉଭୟ କୋଭାକ୍ସିନ ଓ କୋଭିଶିଲ୍ଡ ଟିକା ଦିଆଯାଇଛି। ୬୩ ବର୍ଷୀୟା ବୃଦ୍ଧା ଅଓ୍ବଧପୁର ଗ୍ରାମର ବାସୀନ୍ଦା। ପାଟନାସ୍ଥିତ ବେଲଦାରିଚକ ମିଡ୍ଲ ସ୍କୁଲରେ ଚାଲିଥିବା ଟିକାକରଣ କେନ୍ଦ୍ରରେ ତାଙ୍କୁ…
ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍ସି
ବୀରଭୂମ୍,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍ସ୍ଥିତ ଟିଏମ୍ସି କାର୍ଯ୍ୟାଳୟ ଆଗରେ ଅନଶନରେ ବସିଥିଲେ। ସେମାନଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ପରେ ଟିଏମ୍ସିରେ ସାମିଲ କରାଯାଇଛି। ସାଇନ୍ଥିଆ…
ଯୋଗୀଙ୍କୁ ଭେଟିଲେ ଜିତେନ
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହେବାର ୧୦ ଦିନ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ ପ୍ରସାଦ ଶନିବାର ଲକ୍ଷ୍ନୌଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ଏହି ବୈଠକରେ ରାଜ୍ୟରେ ଭାଜପାର ଶକ୍ତି କେଉଁଭଳି ବୃଦ୍ଧି କରାଯାଇପାରିବ…
ଶେଷ ହେଲା ମହାରାଷ୍ଟ୍ର-କର୍ନାଟକ ଜଳ ବିବାଦ
ବେଙ୍ଗାଲୁରୁ,୧୯।୬: ଆପୋଷ ବୁଝାମଣାରେ ମରୁଡି ପ୍ରବଣ ଅଞ୍ଚଳକୁ ଜଳ ଯୋଗାଣ ଓ ବନ୍ୟା ପରିଚାଳନା ପାଇଁ ଉଭୟ ମହାରାଷ୍ଟ୍ର ଓ କର୍ନାଟକ ସରକାର ନିଷ୍ପତ୍ତି ନେଇଛନ୍ତି। ଦୁଇ ରାଜ୍ୟ ମଧ୍ୟରେ ଜଳ ବିବାଦର ସାମାଧାନର ସୂତ୍ର ଖୋଜିବା ପାଇଁ ବେଙ୍ଗାଲୁରୁଠାରେ ଶନିବାର…
ବାପା, ମା’, ଭଉଣୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ଘରେ
କୋଲକାତା,୧୯।୬: ବାପା, ମା’, ଭଉଣୀ ଓ ଜେଜେମା’ଙ୍କ ହତ୍ୟା ମାମଲାରେ ପୋଲିସ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ(ଅସିଫ)ର ସାନ ଭାଇ ଅରିଫ ମହମ୍ମଦ ଶୁକ୍ରବାର ଅଭିଯୋଗ କରିବା ପରେ ଘଟଣାଟି ସାମ୍ନାକୁ ଆସିଛି। ଫେବୃୟାରୀ ୨୮ରେ ବାପା…
୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…
ଲକ୍ଷ୍ନୌ,୧୯ା୬: ଉତ୍ତରପ୍ରଦେଶ କାନପୁରର ଜଣେ ଭଣ୍ଡ ବାବାଙ୍କ କଳାକାରନାମା ଏବେ ପଦାରେ ପଡ଼ିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। କଥିତ ଭଣ୍ଡ ବାବା ସୋସିଆଲ ମିଡିଆ ଜରିଆରେ ୫ ଜଣ ମହିଳାଙ୍କୁ ବିବାହ କରିବା ପରେ ବି ମନ ସନ୍ତୁଷ୍ଟ ହେଲା…
ସ୍ବିସ୍ ବ୍ୟାଙ୍କରେ ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟିରୁ ଅଧିକ: ଖଣ୍ଡନ କଲେ କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୧୯।୬: ସ୍ବିସ୍ ବ୍ୟାଙ୍କରେ ଜମା ହୋଇଥିବା ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟି ଟଙ୍କାରୁ ଅଧିକ ବୋଲି ସ୍ବିଜରଲାଣ୍ଡ୍ର ସେଣ୍ଟ୍ରାଲ୍ ବ୍ୟାଙ୍କ ପକ୍ଷରୁ ଏକ ବାର୍ଷିକ ରିପୋର୍ଟ ଗୁରୁବାର ପ୍ରକାଶ ପାଇଥିଲା। ଏହି ରିପୋର୍ଟକୁ କେନ୍ଦ୍ର ସରକାର ଶନିବାର…
Archives


