ଜାତୀୟ

ମୋଦିଙ୍କ ରାଲି: ୧୦ଲକ୍ଷ ଲୋକଙ୍କୁ ଏକାଠି କରିବା ଭାଜପାର ଲକ୍ଷ୍ୟ

କୋଲକାତା,୬।୩: ମାର୍ଚ୍ଚ ୨୭ରେ ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହାକୁ ଦୃଷ୍ଟିରେ ରଖି ରାଜନୈତିକ ଦଳଗୁଡ଼ିକ ବେଶ୍‌ ତତ୍ପର ହୋଇ ଉଠିଛନ୍ତି। ଏହି ମର୍ମରେ ମାର୍ଚ୍ଚ ୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି କୋଲକାତାର ବ୍ରିଗେଡ୍‌ ପରେଡ ଗ୍ରାଉଣ୍ଡ୍‌ରେ ହେବ।…

ଗୋଟିଏ ମଞ୍ଚରେ ମୋଦିଙ୍କ ସହ ନଜର ଆସିପାରନ୍ତି ଅଭିନେତା ମିଥୁନ

କୋଲକାତା,୬ ।୩: ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ବଲିଉଡ୍ ଅଭିନେତା ମିଥୁନ ଚକ୍ରବର୍ତ୍ତି ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହେବାର ସମ୍ଭାବନା ମଧ୍ୟରେ ଏବେ ଶୁଣିବାକୁ ମିଳିଛି କି ରବିବାର ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଗୋଟିଏ…

ମାର୍ଚ୍ଚ ପ୍ରଥମ ସପ୍ତାହରେ ୫୦ ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଲାଗିପାରେ ଲକଡାଉନ୍‌

ମୁମ୍ବାଇ,୬ ।୩: କରୋନାର ଲେଉଟାଣି ପୁଣିଥରେ ମହାରାଷ୍ଟ୍ରବାସୀଙ୍କ ଉପରେ ଦାଉ ସାଧିଲାଣି । ଫେବୃୟାରୀ ମଧ୍ୟ ଭାଗରୁ ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲଗାତାର ଭାବେ ବଢି ଚାଲିଛି । ପ୍ରତିଦିନ ସେଠାରେ ପାଖାପାଖି ୭ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ…

ବିନା ଦୋଷରେ ୨୦ ବର୍ଷ ଜେଲରେ ବିତିଲା

ଲଳିତପୁର,୬।୩: ବିନା ଦୋଷରେ ଜଣେ ଲୋକଙ୍କୁ ୨୦ ବର୍ଷ ଜେଲରେ ବିତାଇବାକୁ ପଡ଼ିଛି। ଏଭଳି ଏକ ଅଭାବନୀୟ ଘଟଣା ଉତ୍ତରପ୍ରଦେଶର ଲଳିତପୁରରେ ଘଟିଛି। ୧୬ ବର୍ଷ ବୟସରେ ୨୦୦୦ରେ ବିଷ୍ଣୁ ତିଓ୍ବାରି ନାମକ ଅଭିଯୁକ୍ତଙ୍କୁ ଶେଶନ କୋର୍ଟ ବଳାତ୍କାର ଅଭିଯୋଗରେ ଦୋଷୀ…

ଟିକାକରଣ ସାର୍ଟିଫିକେଟରୁ ହଟିବ ମୋଦିଙ୍କ ଫଟୋ:  ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୬।୩: କରୋନା ଟିକାକରର ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପ୍ରଦାନ କରାଯାଉଥିବା ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟାଇବା ପାଇଁ ଭାରତୀୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଜାରି କରିଛନ୍ତି। ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଆଚରଣ…

କରୋନା ପୁଣି ବେକାବୁ

ନୂଆଦିଲ୍ଲୀ,୬।୩: ଭାରତରେ ପୁଣି କରୋନା ମହାମାରୀ ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୩୨୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୦୮ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।…

କେନ୍ଦ୍ରର ଓଟିଟି ଗାଇଡ୍‌ଲାଇନ୍‌ ଦନ୍ତହୀନ

ନୂଆଦିଲ୍ଲୀ,୬ା୩: ସୋସିଆଲ ମିଡିଆ ନିୟନ୍ତ୍ରଣ ପାଇଁ କେନ୍ଦ୍ର ସରକାର ଜାରି କରିଥିବା ଗାଇଡ୍‌ଲାଇନର ଦାନ୍ତ ନାହିଁ। ଡିଜିଟାଲ ପ୍ଲାଟଫର୍ମଗୁଡ଼ିକ ଅନୁପଯୁକ୍ତ କଣ୍ଟେଣ୍ଟ ଦେଖାଇଲେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ବ୍ୟବସ୍ଥା ଏହି ନିର୍ଦ୍ଦେଶାବଳୀରେ ନାହିଁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି।…

ମିଶନ ନନ୍ଦିଗ୍ରାମ

କୋଲକାତା/ନୂଆଦିଲ୍ଲୀ,୬ା୩: ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁର ଜିଲା ହଳଦିଆ ସବ୍‌ସିଡିଭିଜନ୍‌ ଅଧୀନ ଏକ ଛୋଟ ସହର ନନ୍ଦିଗ୍ରାମ। ୨୦୦୭ରେ ପଶ୍ଚିମବଙ୍ଗର ତତ୍କାଳୀନ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ସରକାର ସଲିମ ଗ୍ରୁପ୍‌କୁ ଏଠାରେ ସ୍ବତନ୍ତ୍ର ଅର୍ଥନୈତିକ ଜୋନ୍‌ (ଏସ୍‌ଇଜେଡ୍‌) ଅଧୀନରେ ଏକ କେମିକାଲ ହବ୍‌ ପ୍ରତିଷ୍ଠା…

ନୂଆ ୪ ଚକିଆ ଯାନ ପାଇଁ ସରକାର ଜାରି କଲେ ନିୟମ

ନୂଆଦିଲ୍ଲୀ,୬।୩ : ଏଣିକି ନୂଆ ୪ ଚକିଆ ଯାନରେ ଡୁଆଲ ଏୟାରବ୍ୟାଗ ରଖିବା ବାଧ୍ୟତାମୂଳକ। ଏ ନେଇ ସଡ଼କ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ଏହି ନିୟମ ଆସନ୍ତା ଏପ୍ରିଲ ୧ ତାରିଖଠାରୁ କାର୍ଯ୍ୟକାରୀ ହେବ। ନୂଆ ୪…

‘ ସେତେବେଳେ ପ୍ରଶ୍ନ ଉଠୁ ନ ଥିଲା, ଆମ ବେଳେ କାହିଁକି ’

ନୂୂଆଦିଲ୍ଲୀ,୫।୩ : ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ ଓ ଅଭିନେତ୍ରୀ ତାପସୀ ପନ୍ନୁଙ୍କ ଉପରେ ଆୟକର ବିଭାଗ (ଆଇଟି) ଚଢ଼ାଉ ସମ୍ପର୍କରେ ପ୍ରଥମ ଥର ମୁହଁ ଖୋଲିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସିଥାରମଣ। ” ପ୍ରଥମତଃ ମୁଁ କୌଣସି ବ୍ୟକ୍ତି ବିଶେଷଙ୍କ ନାମ…

ସୁଶାନ୍ତଙ୍କ ମୃତ୍ୟୁ ମାମଲା : ଚାର୍ଜଶିଟ୍‌ରେ ଦୀପିକା, ଶ୍ରଦ୍ଧା, ସାରା

ନୂୂଆଦିଲ୍ଲୀ,୫।୩ : ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ଡ୍ରଗ୍ସ କାରବାର ମାମଲାରେ ଶୁକ୍ରବାର ଚାର୍ଜ ଶିଟ୍‌ ଦାଖଲ କରିଛି ନାର୍କୋଟିକ୍‌ ସେଣ୍ଟ୍ରାଲ ବ୍ୟୁରୋ (ଏନ୍‌ସିବି)। ଏଥିରେ ବଲିଉଡ୍‌ ଷ୍ଟାର ଦୀପିକା ପାଦୁକୋଣ, ଶ୍ରଦ୍ଧା କପୁର ଓ…

‘ଦଳ ଯେଉଁଠି କହିବ, ସେଠାରେ ନିର୍ବାଚନ ପ୍ରଚାର କରିବି’

ନୂଆଦିଲ୍ଲୀ,୫।୩: ଦଳ ଯେଉଁଠାରେ କହିବ ସେଇଠି ପ୍ରଚାର କରିବି ବୋଲି ଶୁକ୍ରବାର ଭେଟେରାନ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ କହିଛନ୍ତି। ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ର୍ନିବାଚନକୁ ଦୃଷ୍ଟିରେ ରଖି ସେ ଏହା ପ୍ରକାଶ କରିଛନ୍ତି। କଂଗ୍ରସର ନେତୃତ୍ୱରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri