ଚାଷୀଙ୍କ ଘରେ ଖାଇଲେ ଶାହା
କୋଲକାତା, ୨୦।୧୨: ପଶ୍ଚିମବଙ୍ଗକୁ ଦୁଇଦିନିଆ ଗସ୍ତରେ ଆସିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଶନିବାର ପୂର୍ବ ମେଦିନପୁରର ବଲିଜୁରୀ ଗ୍ରାମରେ ଜଣେ ଚାଷୀଙ୍କ ଘରେ ମଧ୍ୟାହ୍ନ ଭୋଜନ କରିଥିଲେ। ତାଙ୍କ ସହ ଭାଜପା ନେତା କୈଳାସ ବିଜୟଭର୍ଗୀୟ, ଦିଲୀପ ଘୋଷ...
ଦଳ ଇଚ୍ଛାରେ କାର୍ଯ୍ୟ କରିବି: ରାହୁଲ
ନୂଆଦିଲ୍ଲୀ, ୨୦।୧୨: ଦଳୀୟ ସଂଗଠନରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ପାଇଁ ଚିଠି ଲେଖିଥିବା ବରିଷ୍ଠ କଂଗ୍ରେସ ନେତାମାନଙ୍କୁ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦୀର୍ଘ ମାସ ପରେ ଶନିବାର ଭେଟିଥିଲେ। ରାହୁଲ ଗାନ୍ଧୀ ପୁଣି ଥରେ କଂଗ୍ରେସର ଅଧ୍ୟକ୍ଷ ପଦ ସମ୍ଭାଳିବା...
କଂଗ୍ରେସରୁ ଇସ୍ତଫା ଦେଲେ ଋଚି ଗୁପ୍ତା
ନୂଆଦିଲ୍ଲୀ, ୧୯।୧୨-କଂଗ୍ରେସର ଛାତ୍ର ଶାଖା ନ୍ୟାସନାଲ ଷ୍ଟୁଡେଣ୍ଟ ୟୁନିୟନ ଅଫ ଇଣ୍ଡିଆ(ଏନଏସୟୁଆଇ)ର ଭାରପ୍ରାପ୍ତ ଯୁଗ୍ମ ସମ୍ପାଦକ ଋଚି ଗୁପ୍ତା ଶନିବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସାଂଗଠନିକ ପରିବର୍ତ୍ତନରେ ବିଳମ୍ବ ହେଉଥିବାରୁ ସେ ଦଳ ଛାଡ଼ିଲେ ବୋଲି କହିଛନ୍ତି। ଏଥିପାଇଁ...
ମାଗଣାରେ କୃଷକଙ୍କ ଚୁଟି, ଦାଢ଼ି କାଟୁଛନ୍ତି ସେଲୁନ ମାଲିକ
ନୂଆଦିଲ୍ଲୀ: ନୂଆ କୃଷି ଆଇନ ବିରୋଧରେ ୩ ସପ୍ତାହରୁ ଅଧିକ ଦିନ ହେଲା ଦିଲ୍ଲୀର ସିଙ୍ଘୁ ସୀମାରେ ଆନ୍ଦୋଳନ କରୁଛନ୍ତି କୃଷକମାନେ। ଏହି ଆନ୍ଦୋଳନକୁ ବିଭିନ୍ନ ମହଲରୁ ମିଳୁଛି ସମର୍ଥନ। ଏହିକ୍ରମରେ ଯୋଡ଼ି ହୋଇଛନ୍ତି ଜଣେ ସେଲୁନ ମାଲିକ। କୃଷକଙ୍କ...
ହ୍ବାଟ୍ସଆପରେ ଅଶ୍ଳୀଳ ମେସେଜ କରି ଗିରଫ ହେଲେ ସାର୍
ନୂଆଦିଲ୍ଲୀ,୧୯।୧୨-ଛାତ୍ରୀଙ୍କୁ ଅସଦାଚରଣ ଓ ହ୍ବାଟ୍ସଆପରେ ଅଶ୍ଳୀଳ ମେସେଜ ପଠାଇବା ଅଭିଯୋଗରେ ଗିରଫ ହୋଇଛନ୍ତି ପ୍ରସିଦ୍ଧ ମୃଦଙ୍ଗ ବାଦକ ରବିଶଙ୍କର ଉପାଧ୍ୟାୟ। ଏ ନେଇ ଛାତ୍ରୀ ଜଣକ ଚାନକ୍ୟାପୁରୀ ପୋଲିସ ଷ୍ଟେସନରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି...
ମଣିଷ ଖିଆ ଚିତାବାଘକୁ ଗୁଳି କରି ହତ୍ୟା କଲା ବନବିଭାଗ
ପୁନେ, ୧୯।୧୨-ଶେଷରେ ଗୁଳି ଖାଇ ମୃତ୍ୟୁବରଣ କରିଛି ମଣିଷ ଖିଆ ଚିତାବାଘ। ମହାରାଷ୍ଟ୍ରର ଔରଙ୍ଗାବାଦ ଓ ସୋଲାପୁର ଜିଲାରେ ଆତଙ୍କ ଖେଳାଇଥିବା ଏହି ଚିତାବାଘକୁ ଶୁକ୍ରବାର ରାତିରେ ଗୁଳି କରି ହତ୍ୟା କରିଛି ବନବିଭାଗ। ଗତ କିଛି ମାସ ମଧ୍ୟରେ...
ପୁଅର ଜନ୍ମ ପ୍ରମାଣପତ୍ର ଆଣିବାକୁ ଯାଇ ଫସିଲେ ଏହି ବ୍ୟକ୍ତି, ଧରାପଡ଼ିଲା ଏସବୁ କଳାକାରନାମା
ନୂଆଦିଲ୍ଲୀ,୧୯ା୧୨: ଦିଲ୍ଲୀ ପୋଲିସର କ୍ରାଇମ ବ୍ରାଞ୍ଚ ଭୁବନାଶ ଖରବନ୍ଧ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ନକଲି ଦଲିଲ ଆଧାରରେ ଭୁବନାଶ ୨ କୋଟି ୭୬ ଲକ୍ଷ ବ୍ୟାଙ୍କକୁ ଠକିଛନ୍ତି। ତାଙ୍କ ପୁଅର ଜନ୍ମ ପ୍ରମାଣପତ୍ର ଆଣିବା ପାଇଁ ସେ...
ଭାଜପାରେ ସାମିଲ ହେଲେ ଶୁଭେନ୍ଦୁ ଅଧିକାରୀ
କୋଲକାତା,୧୯।୧୨-ଭାଜପାରେ ସାମିଲ ହେଲେ ଟିଏମସିର ପୂର୍ବତନ ବରିଷ୍ଠ ନେତା ଶୁଭେନ୍ଦୁ ଅଧିକାରୀ। ଶନିବାର ପଶ୍ଚିମବଙ୍ଗ ମେଦିନାପୁରରେ ଭାଜପା ପକ୍ଷରୁ ଆୟୋଜିତ ରାଲିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଗତ କିଛି ସପ୍ତାହ ଧରି...
ମମତାଙ୍କୁ ଟାର୍ଗେଟ କଲେ ଶାହା
ମେଦିନାପୁର,୧୯ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ୨ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଶୁକ୍ରବାର ବିଳମ୍ବିତ ରାତିରେ କୋଲକାତାରେ ପହଞ୍ଚିଥିଲେ । ଶନିବାର ସେ ମେଦିନାପୁରରେ ଏକ ଜନସଭାକୁ ଉଦ୍ବୋଧନ ଦେବା ସମୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି ।...
କ୍ଷମା ମାଗିଲେ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ
ନୂଆଦିଲ୍ଲୀ,୧୯ ।୧୨: କଂଗ୍ରେସ ଦଳର ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ପୁଅ ବିବେକ ଡୋଭାଲଙ୍କୁ କ୍ଷମା ମାଗିଛନ୍ତି । ବିବେକ କଂଗ୍ରେସ ନେତା ରମେଶଙ୍କ ନାଁରେ କରିଥିବା ମାନହାନୀ ମାମଲାରେ ସେ...
ଟିକାକରଣ ପାଇଁ ଆବଶ୍ୟକ ୮୦ ହଜାର କୋଟି: ସିରମ୍ ଇନଷ୍ଟିଚ୍ୟୁଟ୍
ନୂଆଦିଲ୍ଲୀ,୧୯।୧୨: ଭାରତରେ ଟିକାକରଣ ପାଇଁ ଆସନ୍ତା ବର୍ଷ ସୁଦ୍ଧା ୮୦ ହଜାର କୋଟି ଟଙ୍କା ଆବଶ୍ୟକ। ଏନେଇ ସିରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ପକ୍ଷରୁ କୁହାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୦ କୋଟି ଲୋକଙ୍କୁ ଟିକାକରଣ କରାଯିବ ବୋଲି ସରକାରଙ୍କ ଯୋଜନା...
୨୧ ଦିନ ମଧ୍ୟରେ ଅସଂଯୋଜିତ ଲକଡାଉନକୁ ନେଇ କେବେ ଯୁଦ୍ଧରେ ବିଜୟୀ ହେବନାହିଁ: ରାହୁଲ
ନୂଆଦିଲ୍ଲୀ,୧୯ ।୧୨: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୧ କୋଟି ଅତିକ୍ରମ କରି ଯାଇଥିବା ବେଳେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ କେନ୍ଦ୍ରର ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ବିନା ଯୋଜନାରେ କରାଯାଇଥିବା...
Archives


