ମମତା ଡାକିଲେ ଜରୁରୀ ବୈଠକ
କୋଲକାତା,୧୮ ।୧୨: ପଶ୍ଚିମବଙ୍ଗରେ କିଛିଦିନ ତଳେ ଭାରତୀୟ ଜନତା ପାର୍ଟି(ଭାଜପା) ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ରାଲି ଉପରେ ଆକ୍ରମଣ ହୋଇଥିଲା । ଏବେ ଏହାକୁ ନେଇ କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ତୁତୁମେମେ ବଢିବାରେ ଲାଗିଛି...
ଭାଜପା ପାଇଁ ବଢିଲା ଅଡୁଆ
ଚଣ୍ଡିଗଡ,୧୮।୧୨: ପଞ୍ଜାବ ଏବଂ ହରିୟାଣା ସମେତ ଅନେକ ରାଜ୍ୟର କୃଷକମାନେ କେନ୍ଦ୍ରୀୟ କୃଷି ଆଇନକୁ ବିରୋଧ କରୁଛନ୍ତି। ଏଭଳି ପରିସ୍ଥିତିରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର କୃଷକମାନଙ୍କୁ ବିଶ୍ୱାସ ଦେବାକୁ ଚେଷ୍ଟା କରୁଛନ୍ତି ଯେ ଏହି କୃଷି ଆଇନ କୃଷକଙ୍କ...
ମୁଖ୍ୟମନ୍ତ୍ରୀଙ୍କ ନାଁରେ ବଳାତ୍କାର ଅଭିଯୋଗ
ରାଞ୍ଚି,୧୮।୧୨: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମପନ୍ତ ସୋରେନଙ୍କ ନାଁରେ ବଳାତ୍କାର ଅଭିଯୋଗ ହୋଇଛନ୍ତି। ଜଣେ ମଡେଲ ଏହି ଅଭିଯୋଗ ଆଣିଛନ୍ତି। ନ୍ୟାସନାଲ କମିଶନ ଫର ମହିଳା (ଏନସିଡବ୍ଲ୍ୟୁ) ହେମନ୍ତ ସୋରେନ ଉପରେ ମଡେଲ ଦ୍ୱାରା ଲଗାଯାଇଥିବା ବଳାତ୍କାର ଅଭିଯୋଗକୁ ଗୁରୁତର ସହ...
ଥରିଲା ଦିଲ୍ଲୀ
ନୂଆଦିଲ୍ଲୀ,୧୮।୧୨: ମଣିପୁର ପରେ ଦିଲ୍ଲୀରେ ଭୂକମ୍ପ ଝଟ୍କା ଲାଗିଛି। ଭୂକମ୍ପ ତୀବ୍ରତା ଏପର୍ଯ୍ୟନ୍ତ ଜଣାପଡି ନାହିଁ। କିନ୍ତୁ ମଧ୍ୟ ଧରଣରୁ ଭୂକମ୍ପ ଅନୁଭୂତ ହୋଇଥିବା କୁହାଯାଉଛି। ଭୂକମ୍ପ ଅନୁଭୂତ ହେବା ମାତ୍ରେ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ।...
ଦେଢ଼ ବର୍ଷର ଶିଶୁ ଗିଳିଦେଇଥିଲେ ୬୫ ଗୁଲି: ଜଣାପଡ଼ିବା ପରେ…
ଲକ୍ଷ୍ନୌ, ୧୮।୧୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଜଣେ ଦେଢ଼ ବର୍ଷର ଶିଶୁ ଖେଳିବା ସମୟରେ ଗୋଟିଏ ପରେ ଗୋଟିଏ କରି ୬୫ଟି ଟ୍ୟାବଲେଟ ଚୁମ୍ବକ (ଗୁଲି) ଗିଳିଦେଇଥିଲେ। ୫ ଘଣ୍ଟାର ଅପରେସନ୍ ପରେ ଡାକ୍ତରମାନେ ସମସ୍ତ ଗୁଲିକୁ ବାହାର କରିବାରେ...
ମହିଳାଙ୍କୁ ଭାକ୍ସିନ୍ ଭୟ
ନୂଆଦିଲ୍ଲୀ, ୧୮।୧୨:କରୋନା ମହାମାରୀରୁ ଦେଶକୁ ରକ୍ଷା କରିବାକୁ ସରକାର ଟିକାକରଣ ପାଇଁ ଜୋରଦାର ଉଦ୍ୟମ ଚଲାଇଥିବାବେଳେ ଲୋକେ କିନ୍ତୁ ଭାକ୍ସିନ୍ ନେବେ କି ନା ସେନେଇ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ଭାରତରେ ଅର୍ଦ୍ଧାଧିକ ଲୋକ ଏଥିପାଇଁ ପଛଘୁଞ୍ଚା ଦେଉଥିବା ଏବଂ ଅନେକ...
ଯିଏ ଯିବ ଯାଅ: ଭାଜପାମୁହାଁ ନେତାଙ୍କୁ ମମତାଙ୍କ ଜବାବ
ପ୍ରଥମେ ମୁକୁଲ ରାୟ, ଏବେ ଶୁଭେନ୍ଦୁ ଅଧିକାରୀ ଓ ଆଗକୁ ଅନେକ। ପଶ୍ଚିମବଙ୍ଗରେ ଏପରି ଭାବେ ଜଣେ ପରେ ଜଣେ ତୃଣମୂଳ କଂଗ୍ରେସ (ଟିଏମ୍ସି) ନେତା ଦଳତ୍ୟାଗ କରିବାରେ ଲାଗିଛନ୍ତି। ସେମାନେ ଭାଜପାମୁହଁା ହେଉଥିବା କୁହାଯାଉଛି। ରାଜ୍ୟରେ ୨୦୨୧ ଏପ୍ରିଲ...
ଭାକ୍ସିନ ଚ୍ୟାଲେଞ୍ଜ:୧୩୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସରକାର କେତେ ପ୍ରସ୍ତୁତ
ଟିକାକରଣ ଭାରତ ପାଇଁ ନୂଆ ନୁହେଁ। ତେବେ ଦେଶର ୧୩୦ କୋଟି ଲୋକଙ୍କୁ ବ୍ୟବସ୍ଥିତ ଢଙ୍ଗରେ କୋଭିଡ୍-୧୯ ଭାକ୍ସିନ ଦେବା ନିଶ୍ଚିତ ଭାବେ ଏକ ବଡ଼ ଆହ୍ବାନ। କାରଣ ଉତ୍ପାଦନ କେନ୍ଦ୍ରରୁ ରାଜ୍ୟଗୁଡ଼ିକର ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ପହଞ୍ଚାଇବାଠାରୁ ନେଇ ଦରକାରୀ...
ଅଜଣା ରୋଗ: କ୍ଷୀରରୁ ମିଳିଲା ନିକେଲ
ନୂଆଦିଲ୍ଲୀ,୧୭।୧୨: ଆନ୍ଧ୍ରପ୍ରଦେଶର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ବ୍ୟାପିଥିବା ଅଜଣା ରୋଗର କାରଣ ଖୋଜୁଥିବା ବୈଜ୍ଞାନିକ ଦଳକୁ ମିଳିଛି ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ। ରୋଗ ବ୍ୟାପିଥିବା ବିଭିନ୍ନ ସ୍ଥାନରୁ ସଂଗ୍ରହ କରାଯାଇଥିବା କ୍ଷୀରରୁ ମିଳିଛି ନିକେଲ। ଅଜଣା ରୋଗ ଯୋଗୁ ଆନ୍ଧ୍ରପ୍ରଦେଶର...
ନୀତା ଅମ୍ବାନୀଙ୍କୁ ଉପହାର ମିଳିଥିଲା ବିଳାସପୂର୍ଣ୍ଣ ଜେଟ
ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ପତ୍ନୀ ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମାଲିକାଣୀ ନୀତା ଅମ୍ବାନି ନିଜ ବିଳାସପୂର୍ଣ୍ଣ ଲାଇଫ ଷ୍ଟାଇଲ ପାଇଁ ବେଶ ପରିଚିତ। ତାଙ୍କର ଫୋନ ହେଉ କି, ସାଣ୍ଡେଲ ସମ୍ପର୍କରେ ଆପଣମାନେ କିଛି ନା...
ବିଧାନସଭାରେ କୃଷି ଆଇନ କପିକୁ ଚିରିଲେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୧୭।୧୨-ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଗୁରୁବାର ଅନୁଷ୍ଠିତ ବିଧାନସଭା ଅଧିବେଶନରେ ନୂଆ କୃଷି ଆଇନକୁ ନେଇ ଗର୍ଜିଛନ୍ତି। ଏହି ଅବସରରେ କେଜ୍ରିଓ୍ବାଲ କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ତୀବ୍ର ବିରୋଧ କରିଥିଲେ। ପରେ ସର୍ବସମ୍ମୁଖରେ କୃଷି ଆଇନ କପିକୁ ଚିରି...
କୃଷକ ଆନ୍ଦୋଳନସ୍ଥଳରେ ପୁଣି ଗଡ଼ିଲା ମୁଣ୍ଡ
ନୂଆଦିଲ୍ଲୀ, ୧୭।୧୨- ଦେଶର ରାଜଧାନୀ ଦିଲ୍ଲୀ ଓ ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନସ୍ଥଳରେ ଗୁରୁବାର ସକାଳେ ଜଣେ ୩୭ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁ ପଛର ପ୍ରକୃତ କାରଣ ଜଣା ପଡ଼ିନାହିଁ। ହେଲେ ଅତ୍ୟଧିକ ଶୀତ...
Archives


