ପଞ୍ଜାବର ସ୍ଥପତି ଦେବେ ରାଫାଲ ଜେଟ୍ର ଅନୁଭୁତି
ଚଣ୍ଡିଗଡ଼,୪ ।୩: ପଞ୍ଜାବର ସ୍ଥପତି ରାମପାଲ ବେହନିୱାଲ ନିଜର ବୁଦ୍ଧି ଖଟାଇ ଏକ ଯାନ ନିର୍ମାଣ କରିଛନ୍ତି । ଯାହା ଦେଖିବାକୁ ଅବିକଳ ଯୁଦ୍ଧ ବିମାନ ରାଫାଲ ଭଳି । ଏହାର ନାମ ଦେଇଛନ୍ତି ‘ପଞ୍ଜାବ ରାଫାଲ’ । ଏହି ଯାନକୁ…
ମୁଖ୍ୟମନ୍ତ୍ରୀ ମାତା ପିତାଙ୍କ ସହିତ ନେଲେ କରୋନା ଟିକାର ପ୍ରଥମ ଡୋଜ୍
ନୂଆଦିଲ୍ଲୀ,୪।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଅଭିଯାନରେ ଗୁରୁବାର ପ୍ରଥମ ଡୋଜ୍ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ହସ୍ପିଟାଲରେ ପହଞ୍ଚି କୋଭିଶିଲ୍ଡ ଟିକା ନେଇଛନ୍ତି। ତାଙ୍କ ସହିତ ମାତା ଗୀତା ଦେବୀ ଏବଂ…
୭୦ ନୁହେଁ ୧୦୭ ଏକର ଜମିରେ ନିର୍ମିତ ହେବ ଭବ୍ୟ ରାମମନ୍ଦିର: ଅଧିକ ଜମି କିଣିଛି ଟ୍ରଷ୍ଟ୍
ଅଯୋଧ୍ୟା,୪।୩: ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ରାମମନ୍ଦିର ୭୦ ଏକର ଜମିରେ ନିର୍ମାଣ କରାଯିବ ବୋଲି ପୂର୍ବରୁ କହାଯାଇଥିଲା। ତେବେ ପ୍ରକୃତରେ ମନ୍ଦିର ନିର୍ମାଣ ୧୦୭ ଏକର ଜମିରେ କରାଯିବ ବୋଲି ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍ ପକ୍ଷରୁ ସୂଚନା…
ନାଗରିକ ସ୍ବତନ୍ତ୍ରତା: ଭାରତର ରେଟିଂ କମିଲା
ନୂଆଦିଲ୍ଲୀ,୪।୩: ଭାରତରେ ନାଗରିକଙ୍କ ସ୍ବତନ୍ତ୍ରତା ଗତ ବର୍ଷ ତୁଳନାରେ ଚଳିତ ବର୍ଷ କମିଛି। ଆମେରିକା ସଂସ୍ଥା ଫ୍ରିଡ଼ମ୍ ହାଉସ୍ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଗତବର୍ଷ ଭାରତ ଶ୍ରେଷ୍ଠ ନାଗରିକ ସ୍ବତନ୍ତ୍ରତା ପ୍ରଦାନକାରୀ ଦେଶ ମଧ୍ୟରେ ମୋଟ…
ଆତ୍ମହତ୍ୟାରେ ଶେଷ ଯୌତୁକ ଯନ୍ତ୍ରଣା
ଅହମଦାବାଦ, ୪ା୩: ଗତ ଫେବୃୟାରୀ ୨୫ରେ ସାବରମତୀ ନଦୀକୁ ଲମ୍ଫ ମାରି ଆତ୍ମହତ୍ୟା କରିଥିଲେ ଗୁଜରାଟ ଅହମଦାବାଦର ଆୟେଶା। ଏହା ପୂର୍ବରୁ ସେ ଏକ ଭିଡିଓ କରିଥିଲେ। ଭିଡିଓରେ ସେ କହିଥିଲେ,‘ଯଦି ସେ ମୋଠାରୁ ମୁକ୍ତି ଚାହଁାନ୍ତି ତେବେ ତାଙ୍କୁ ତାହା…
ଏମର୍ଜେନ୍ସି ଭୁଲ୍ ଥିଲା
ନୂଆଦିଲ୍ଲୀ,୪ା୩ : ୧୯୭୫ ଜୁନ୍ ୨୫ରୁ ୧୯୭୭ ମାର୍ଚ୍ଚ ୨୧ ଏକୋଇଶ ମାସର ଅବଧି। ଏହି କାଳଖଣ୍ଡରେ ସୃଷ୍ଟି ହୋଇଥିଲା ସ୍ବାଧୀନ ଭାରତର ସବୁଠୁ କଳଙ୍କିତ ଓ ବିବାଦୀୟ ଅଧ୍ୟାୟ। ଏହାକୁ ରଚିଥିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ। ଦେଶବ୍ୟାପୀ ଜାରି…
ଭିନ୍ନମତ ଦେଶଦ୍ରୋହ ନୁହେଁ
ନୂଆଦିଲ୍ଲୀ,୪ା୩(ପି.ଟି.): ସରକାରଙ୍କ ଆଭିମୁଖ୍ୟଠାରୁ ଭିନ୍ନମତ ପୋଷଣ କରିବା ଦେଶଦ୍ରୋହ ପଦବାଚ୍ୟ ହେବ ନାହିଁ ବୋଲି ବୁଧବାର ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍)କୁ ଖାରଜ କରି ସର୍ବୋଚ୍ଚ ଅଦାଲତ…
କୋଭିଡ୍ ଭାକ୍ସିନ ପ୍ରମାଣପତ୍ରରେ ମୋଦିଙ୍କ ଫଟୋ : ନିର୍ବାଚନ ଆୟୋଗଙ୍କ ଦ୍ୱାରସ୍ଥ ହେଲା ଟିଏମ୍ସି
ନୂଆଦିଲ୍ଲୀ,୩।୩ : ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍ସି) ବୁଧବାର ନିର୍ବାଚନ ଆୟୋଗ (ଇସି)ଙ୍କ ଦ୍ୱାରସ୍ଥ ହୋଇଛି। ପଶ୍ଚିମ ବଙ୍ଗରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ବିଜ୍ଞାପନରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚେହେରା ବ୍ୟବହାର ହୋଇଛି, ଯାହାକି ସରକାରୀ ଯନ୍ତ୍ରର ଅପବ୍ୟବହାର।…
ରୋଷେଇ ଟେଷ୍ଟି ହୋଇ ନ ଥିବାରୁ ସାଙ୍ଗକୁ ହତ୍ୟା କଲା ସାଙ୍ଗ
ମୁମ୍ବାଇ,୩।୩ : ରୋଷେଇ ଟେଷ୍ଟି ହୋଇ ନ ଥିବାରୁ ଜଣେ ଶ୍ରମିକ ତାଙ୍କ ୨୭ ବର୍ଷୀୟ ସାଙ୍ଗକୁ ହତ୍ୟା କରିଛନ୍ତି। ଏହି ଘଟଣା ସୋମବାର ମୁମ୍ବାଇର ଦହିସର ଅଞ୍ଚଳରେ ଏକ ନିର୍ମାଣଧୀନ କୋଠାରେ ଘଟିଛି। ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଅଭିଯୁକ୍ତଙ୍କ…
ରାଜନୀତି ଛାଡ଼ିଲେ ଶଶିକଳା
ଚେନ୍ନାଇ,୩।୩ : ତାମିଲନାଡୁ ସରକାରରେ ଥିବା ଏଆଇଏଡିଏମ୍କେ ମୁଖ୍ୟ ପଦରୁ ବିଦା ହୋଇଥିବା ଭି.କେ. ଶଶିକଳା ବୁଧବାର ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି। ବିଧାନସଭା ନିର୍ବାଚନର କିଛି ସପ୍ତାହ ପୂର୍ବରୁ ଏଭଳି ପଦକ୍ଷେପ ପଛର କାରଣ ସ୍ପଷ୍ଟ କରାଯାନାହିଁ। ଲିଖିତ ଆକାରରେ ପ୍ରକାଶ…
ପୋଷ୍ଟମର୍ଟମ ଟେବୁଲରେ ଜୀବନ୍ତ ହୋଇ ଉଠିଲେ ଯୁବକ
ନୂଆଦିଲ୍ଲୀ,୩।୩ : ମୋଟର ସାଇକେଲ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ ବ୍ୟକ୍ତିଙ୍କୁ ମୃତ ଘୋଷଣା କରିବା ପରେ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ମାତ୍ର ବ୍ୟବଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିବା ପୂର୍ବରୁ ସେ ବଞ୍ଚିଥିବା ଦେଖିବାକୁ ପାଇଥିଲେ ପାଥାଲୋଜିଷ୍ଟ। କର୍ନାଟକରେ ଏଭଳି ଆଶ୍ଚର୍ଯ୍ୟଜନକ…
ବଲିଉଡ୍ ଅଭିନେତ୍ରୀଙ୍କ ଘରେ ଆଇଟି ଚଢ଼ାଉ
ନୂଆଦିଲ୍ଲୀ,୩।୩ : ବଲିଉଡ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ଼ ସମାଲୋଚକ ଭାବେ ଜଣାଶୁଣା ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ ଓ ଅଭିନେତ୍ରୀ ତାପସି ପନ୍ନୁଙ୍କ ଘରେ ବୁଧବାର ଆୟକର ବିଭାଗ (ଆଇଟି) ଚଢ଼ାଉ କରିଛି। ଟିକସ ଫାଙ୍କି ଅଭିଯୋଗରେ ଦୁଇ ଜଣଙ୍କୁ…
Archives


