ଜାତୀୟ

ପିତାଙ୍କ ଚାକିରିରେ ବିବାହିତା କନ୍ୟାଙ୍କର ବି ରହିବ ଅଧିକାର: ହାଇକୋର୍ଟ

ବେଙ୍ଗାଲୁରୁ,୧୭।୧୨: ଏଣିକି ପିତାଙ୍କ ଚାକିରିରେ ବି ବିବାହିତା କନ୍ୟାଙ୍କର ବି ଅଧିକାର ରହିବ। ଆବଶ୍ୟକସ୍ଥଳେ ସେ ପିତାଙ୍କ ଅନ୍ତେ ନିଯୁକ୍ତି ପାଇପାରିବେ। ଏସମ୍ପର୍କିତ ଏକ ମାମଲାର ବିଚାର କର୍ନାଟକ ହାଇକୋର୍ଟ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏହାଦ୍ୱାରା ସରକାରୀ ଚାକିରି...

ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ବଳାତ୍କାର ନୁହେଁ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୭।୧୨: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ କରିବା ସବୁବେଳେ ବଳାତ୍କାର ନୁହେଁ। ଏନେଇ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ ପାଇଛି। ଦୀର୍ଘଦିନ ଧରି ଏଭଳି ସମ୍ପର୍କ ସମ୍ପୃକ୍ତ ମହିଳାଙ୍କ ସହମତି ହେଉଥିବାରୁ...

ମମତାଙ୍କ ନିର୍ଦ୍ଦେଶ ହିଁ ପଶ୍ଚିମବଙ୍ଗର ଆଇନ: ବିଜୟଭର୍ଗିୟ

କୋଲକାତା,୧୭ ।୧୨: ପଶ୍ଚିମବଙ୍ଗକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ନୁହେଁ ତ କେବେ ନୁହେଁ ପରିସ୍ଥିତିରେ ପହଞ୍ଚିଯାଇଛି କହିଲେ ଚଳେ । ରାଜ୍ୟରେ ଶାସନ କ୍ଷମତା ହାତେଇବାକୁ ଦଳ ସବୁ ପ୍ରକାଳ କୌଶଳ ପ୍ରାୟୋଗ କରିବାରେ ଲାଗିପଡିଛି ।...

କୁକୁର ସହ ଫୁଟ୍‌ପାଥ୍‌ରେ ଶୋଇଥିଲେ କୁନି ବାଳକ, କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୧୭।୧୨: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାକଡରେ ଜଣେ ବେସାହାରା କୁନି ବାଳକ ଏକ କୁକୁର ସହିତ ଶୋଇଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋ ଭାଇରାଲ ହେବା ପରେ ଜିଲା ପ୍ରଶାସନ...

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ ପାକିସ୍ତାନୀ ନିହତ

ଅଟାରି,୧୭।୧୨: ପଞ୍ଜାବ ଅମୃତସରର ଅଟାରି ସୀମା ନିକଟରେ ଏକ ଅନୁପ୍ରବେଶ ଉଦ୍ୟମକୁ ବିଏସ୍‌ଏଫ୍‌ ଯବାନ ପଣ୍ଡ କରିଦେଇଛନ୍ତିି। ରାଜତାଲ ବିଓପିରେ ୨ ଜଣ ପାକିସ୍ତାନୀ ଭାରତରେ ଅନୁପ୍ରବେଶ ଉଦ୍ୟମ କରୁଥିଲେ। ବିଏସ୍‌ଏଫ୍‌ ଯବାନଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା।...

କହୁକହୁ କହିଦେଲେ ସତ: କମଳନାଥଙ୍କ ସରକାରଙ୍କୁ କ୍ଷମତାଚ୍ୟୁତ କରିଥିଲେ ମୋଦି

ଇନ୍ଦୋର,୧୭।୧୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ସରକାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମତାଚ୍ୟୁତ କରିଥିଲେ। ଏସମ୍ପର୍କରେ ଭାଜପା ମହାସଚିବ କୈଳାଶ ବିଜୟଭର୍ଗିୟ କହିଛନ୍ତି। ଇନ୍ଦୋରଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏଭଳି କହିଛନ୍ତି। ଏହା ସହିତ ସେ ଉପସ୍ଥିତ ଲୋକଙ୍କ...

ଶାସକ ଏଲ୍‌ଡିଏଫ୍‌ ବିଜୟୀ

ଥିରୁଭାନନ୍ଥପୁରମ୍‌, ୧୭।୧୨: କେରଳ ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନରେ ଶାସକ ବାମ ଗଣତାନ୍ତ୍ରିକ ସାମ୍ମୁଖ୍ୟ (ଏଲ୍‌ଡିଏଫ୍‌) ବହୁ ଆଗରେ ରହି ବଡ଼ ବିଜୟ ହାସଲ କରିବାକୁ ଯାଉଛି। ଆସନ୍ତା ବର୍ଷ ସେଠାରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ତା’...

୧୩୧ତମ ସ୍ଥାନକୁ ଖସିଲା ଭାରତ

ନୂଆଦିଲ୍ଲୀ, ୧୭।୧୨: ଜାତିସଂଘର ମାନବ ବିକାଶ ସୂଚକାଙ୍କରେ ଭାରତ ଗୋଟିଏ ସ୍ଥାନ ତଳକୁ ଖସି ୧୩୧ରେ ରହିଛି। ମୋଟ ୧୮୯ଟି ଦେଶକୁ ନେଇ ଏହି ସୂଚକାଙ୍କ ପ୍ରସ୍ତୁତ କରାଯାଇଛି। ୨୦୧୮ରେ ଭାରତ ୧୩୦ତମ ସ୍ଥାନରେ ଥିଲା। ଦେଶର ସ୍ବାସ୍ଥ୍ୟ, ଶିକ୍ଷା...

ନିଜ ଗୁଳିରେ ଟଳିଲେ ଶିଖ୍‌ ପୂଜକ

ନୂଆଦିଲ୍ଲୀ, ୧୭ା୧୨: କୃଷି ଆଇନକୁ ବିରୋଧ କରି ଦିଲ୍ଲୀର ସିଂଘୁ ସୀମାରେ ଆନ୍ଦୋଳନରତ ଚାଷୀଙ୍କ ସଂଘର୍ଷ ଓ ଦୁର୍ଦ୍ଦଶାରେ ମର୍ମାହତ ହୋଇ ଜଣେ ଶିଖ୍‌ ପୂଜକ ବୁଧବାର ଆତ୍ମହତ୍ୟା କରିଛନ୍ତି। ମୃତକ ହରିୟାଣାର ଜଣେ ଧର୍ମପ୍ରଚାରକ ବାବା ରାମ ସିଂ(୬୫)...

ଅଟୋ ଶିଳ୍ପରେ ଚାକିରି ହରାଇଛନ୍ତି ୩.୪୫ ଲକ୍ଷ

ନୂଆଦିଲ୍ଲୀ: କରୋନା ମହାମାରୀକୁ ରୋକିବା ଲାଗି ସରକାର ସାରା ଦେଶରେ ଲକ୍‌ଡାଉନ ଘୋଷଣା କରିଥିଲେ। ଏହାଦ୍ୱାରା ଦେଶର ଅଟୋମୋବାଇଲ ଶିଳ୍ପରେ ୩.୪୫ ଲକ୍ଷ ନିଯୁକ୍ତି ହରାଇଛନ୍ତି। ସେହିଭଳି ଲକ୍‌ଡାଉନରେ ଅଟୋ କମ୍ପାନୀଗୁଡିକର ଦୈନିକ କ୍ଷତି ୨୩୦୦ କୋଟି ଟଙ୍କା ରହିଥିବା...

ବୁଝାମଣାରେ ସମାଧାନ ସମ୍ଭବ

ନୂଆଦିଲ୍ଲୀ, ୧୭ା୧୨(ପି.ଟି.): ନୂଆଦିଲ୍ଲୀ, ୧୭।୧୨(ପି.ଟି.):କେନ୍ଦ୍ରର ୩ କୃଷି ଆଇନ ହଟାଇବା ଦାବିରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ୨୧ ଦିନ ବିତିଛି। ଉଭୟ ପକ୍ଷ ନିଜ ନିଜ ଜିଦରେ ଅଟଳ ଥିବାରୁ ଅଚଳାବସ୍ଥା ଦୂର ହୋଇପାରୁ ନାହିଁ। ଇତିମଧ୍ୟରେ ଆନ୍ଦୋଳନରତ ୨୦...

କାଠଗଡ଼ାରେ ପିଏମ୍‌ କେୟାର୍ସ

ନୂଆଦିଲ୍ଲୀ,୧୭ା୧୨ :ପ୍ରାଇମ୍‌ ମିନିଷ୍ଟର୍ସ ସିଟିଜେନ୍‌ ଆସିଷ୍ଟାନ୍ସ ଆଣ୍ଡ ରିଲିଫ୍‌ ଫଣ୍ଡ୍‌ ଇନ୍‌ ଏମର୍ଜେନ୍ସି ସିଚ୍ୟୁଏଶନ୍ସ ବା ଜରୁରୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଓ ଉପଶମ ପାଣ୍ଠିକୁ ସଂକ୍ଷେପରେ ପିଏମ୍‌-କେୟାର୍ସ ଫଣ୍ଡ୍‌ କୁହାଯାଏ। କୋଭିଡ୍‌-୧୯ ମହାମାରୀ ଭାରତକୁ ଆସିବା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri