ଜାତୀୟ

ଯେତେବେଳେ ଇଚ୍ଛା ନେଇପାରିବେ କରୋନା ଟିକା

ନୂଆଦିଲ୍ଲୀ,୩।୨: ଭାରତରେ ଚାଲିଥିବା କରୋନା ଟିକାକରଣ ଅଭିଯାନକୁ ଆହୁରି ଗତିଶିଳ କରିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ନିଷ୍ପତ୍ତି ନିଆଯାଇଛି। ଟିକାକରଣ କାର୍ଯ୍ୟକ୍ରମ ୨୪ ଘଣ୍ଟା ଓ ସପ୍ତାହକୁ ୭ ଦିନ ଚାଲିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷ…

୯ କର୍ମଚାରୀଙ୍କୁ କରୋନା, ୪୮ ଘଣ୍ଟା ପାଇଁ ସିଲ୍‌ ହେଲା ହୋଟେଲ

ଲକ୍ଷ୍ନୌ,୩।୩: ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଏକ ହୋଟେଲର ୯ ଜଣ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଅନ୍ୟପକ୍ଷରେ ହୋଟେଲକୁ ୪୮ ଘଣ୍ଟା ପାଇଁ ସିଲ୍‌ କରି ଦିଆଯାଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି କର୍ମଚାରୀମାନଙ୍କର…

ବିଶ୍ୱକପ ବିଜେତା ଅଧିନାୟକ ନେଲେ ପ୍ରଥମ ଡୋଜ ଟିକା

ନୂଆଦିଲ୍ଲୀ,୩।୨: ବିଶ୍ୱକପ ବିଜେତା ଅଧିନାୟକ ତଥା ପୂର୍ବତନ ଭାରତ ଅଲ୍‌ରାଉଣ୍ଡର କପିଲ ଦେବ ବୁଧବାର କରୋନା ଟିକା ନେଇଛନ୍ତି। କପିଲ ହୃଦରୋଗ ନିର୍ଦ୍ଦେଶକ ଡକ୍ଟର ଅତୁଲ ମାଥୁର୍‌ଙ୍କ ତତ୍ତ୍ୱାବଧାନରେ ଦିଲ୍ଲୀର ଫୋର୍ଟିସ ହସ୍ପିଟାଲ ହାର୍ଟ ଇନ୍‌ଷ୍ଟିଚ୍ୟୁଟରେ ଟିକା ନେଇଥିଲେ। ଗତ ବର୍ଷ…

ପ୍ରିୟଙ୍କାକୁ ଅଧ୍ୟକ୍ଷା କରାଯିବା ନେଇ ଦାବି କଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୩।୩: କଂଗ୍ରେସରେ ଆଭ୍ୟନ୍ତରୀଣ କନ୍ଦଳ ଥମିବାର ନା ଧରୁନି। ଦଳରେ ଅଧ୍ୟକ୍ଷ ନିର୍ବାଚନକୁ ନେଇ ସଙ୍କଟ ସୃଷ୍ଟି ହୋଇଥିବାବେଳେ ବରିଷ୍ଠ ନେତା ରଶିଦ୍‌ ଆଲ୍‌ଭି କହିଛନ୍ତି ଯେ, ରାହୁଲ ଗାନ୍ଧୀ ଅଧ୍ୟକ୍ଷ ହେବାକୁ ଅମଙ୍ଗ ହେଉଛନ୍ତି। ତେଣୁ ଏହି ଦାୟିତ୍ୱ ପ୍ରିିୟଙ୍କ…

ସେକ୍ସ୍‌ ସିଡ଼ି ମାମଲା: ମନ୍ତ୍ରୀ ଦେଲେ ଇସ୍ତଫା, ଚାକିରି ଦେବାକୁ କହି ଯୌନଶୋଷଣ କରୁଥିବା ଅଭିଯୋଗ

ବେଙ୍ଗାଲୁରୁ,୩।୩: ସେକ୍ସ୍‌ ସିଡ଼ି ମାମଲାକୁ ନେଇ କର୍ନାଟକ ସରକାର ହରଡ଼ଘଣାରେ ପଡ଼ିଛନ୍ତି। ମନ୍ତ୍ରୀ ରମେଶ ଜାରକିହୋଲିଙ୍କ ବିରୋଧରେ ଚାକିରି ଦେବାକୁ କହି ଯୌନଶୋଷଣ କରୁଥିବା ଅଭିଯୋଗ ହୋଇଛି। ରମେଶ ଏହି ମାମଲାରେ ଇସ୍ତଫା ଦେଇଛନ୍ତି। ସେ ବୁଧବାର ନିଜ ଇସ୍ତଫା ପତ୍ର…

ରାଷ୍ଟ୍ରପତି ନେଲେ କରୋନା ଟିକା

ନୂଆଦିଲ୍ଲୀ,୩।୩: ସାର୍ବଜନୀକ କରୋନା ଟିକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଯିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ରାଷ୍ଟ୍ରପତି ଦିଲ୍ଲୀର ଆର୍‌ ଆର୍‌ ସେନା ହସ୍ପିଟାଲରେ ଟିକା ନେବା ପାଇଁ ତାଙ୍କ ଝିଅ ସ୍ବାତୀ କୋବିନ୍ଦଙ୍କ ସହିତ ପହଞ୍ଚିଥିଲେ।…

ବିବାହ ପ୍ରସ୍ତାବରେ ହଁ ନ କହିବାରୁ ମହିଳା ଇଞ୍ଜିନିୟରଙ୍କ ସହ ଘଟିଲା ଏମିତି

ହାଇଦ୍ରାବାଦ, ୩।୩: ହାଇଦ୍ରାବାଦରେ ଏକ ଅଭାବାନୀୟ ଘଟଣା ଘଟିଛି। ଜଣେ ମହିଳା ସଫ୍ଟୱେୟାର ଇଞ୍ଜିନିୟର ବିବାହ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିବାରୁ ତାଙ୍କୁ ଛୁରାମାଡ ହୋଇଛି। ମହିଳାଙ୍କୁ ସହରର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି। ଛୁରାମାଡ଼…

ତାପସୀ ପନ୍ନୁ-ଅନୁରାଗ କଶ୍ୟପ-ବିକାଶଙ୍କ ଘରେ ଆୟକର ଚଢ଼ାଉ

ମୁମ୍ବାଇ,୩।୩: ବଲିଉଡ୍‌ରେ ଆୟକର ବିଭାଗ ଟିମ୍‌ ପକ୍ଷରୁ ଚଢ଼ାଉ ଜାରି ରହିଛି। ଟିକସ ଚୋରି ଅଭିଯୋଗରେ ଅଭିନେତ୍ରୀ ତାପସୀ ପନ୍ନୁ, ଫିଲ୍ମ ମେକର ଅନୁରାଗ କଶ୍ୟପ,ବିକାଶ ବହଲ, ମଧୁ ମେଣ୍ଟେନାଙ୍କ ସମେତ ଅନ୍ୟ କେତେକଙ୍କ ଘରେ ଆୟକର ଚଢ଼ାଉ କରାଯାଉଛି। ମୁମ୍ବାଇ…

ନିଜ ସରକାର ବିରୋଧରେ ମୋର୍ଚ୍ଚା ଖୋଲିଲେ ସିଦ୍ଧୁ

ଚଣ୍ଡିଗଡ଼,୩।୩: ପଞ୍ଜାବ ବିଧାନସଭାରେ ବଜେଟ ଉପସ୍ଥାପିତ ହେବା ପୂର୍ବରୁ ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ପୁଣିଥରେ ନିଜ ସରକାର ବିରୋଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ଏକ ଭିଡିଓ ସେୟାର କରି ସିଦ୍ଧୁ ଅଭିଯୋଗ କରିଛନ୍ତି ଯେ…

କରୋନା ପରେ ଏବେ ମହଙ୍ଗା ମାଡ଼: ଅଧିକ କ୍ଷତିଗ୍ରସ୍ତ ହେଉଛନ୍ତି ମଧ୍ୟବିତ୍ତ

ନୂଆଦିଲ୍ଲୀ,୩।୩: କରୋନା ମହାମାରୀ ପରେ ଏବେ ଦେଶରେ ସୃଷ୍ଟି ହୋଇଥିବା ମହଙ୍ଗା ମାଡ଼ ଯୋଗୁ ସଙ୍କଟ ଦେଖାଦେଇଛି। କରୋନା ଯୋଗୁ ବହୁ ଲୋକ ଚାକିରି ହରାଇ ବେରୋଜାଗାର ହୋଇଯାଇଛନ୍ତି। ଏହା କର୍ମଜୀବୀଙ୍କଠାରୁ ଆରମ୍ଭ କରି ଶ୍ରମିକ, ଛୋଟ ବ୍ୟବସାୟୀ ସଭିଙ୍କୁ ପ୍ରଭାବିତ…

ନିଜକୁ ଗୁଳି ମାରିଲେ ଲେଫନାଣ୍ଟ କର୍ନେଲ

ଶ୍ରୀନଗର,୩।୩:ଶ୍ରୀନଗର ଉପକଣ୍ଠ ଖାନମୋହରେ ଜଣେ ଲେଫ୍ଟନାଣ୍ଟ କର୍ନେଲ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ସେନା ଅଧିକାରୀ କାହଁିକି ଏପରି ଭୟାନକ ପଦକ୍ଷେପ ନେଇଛନ୍ତି ତାହାର ଅନୁସନ୍ଧାନ କରାଯାଉଛି। ବୁଧବାର ଡିପୋରେ କାର୍ଯ୍ୟରତ ଲେଫ୍ଟନାଣ୍ଟ କର୍ନେଲ ସୁଦୀପ ଭାଗବତ ନିଜକୁ ଗୁଳି…

୨୧ ବର୍ଷୀୟ ଯୁବକ ନିର୍ମାଣ କଲେ ବିଶ୍ୱର ସବୁଠୁ ଛୋଟ ଭାକ୍ୟୁମ କ୍ଲିନର୍‌

ହାଇଦ୍ରାବାଦ,୩।୩: ଆନ୍ଧ୍ରପ୍ରଦେଶର ୨୧ ବର୍ଷୀୟ ତପାଲା ନାଦମୁନି ଏକ ନିଆରା କାର୍ଯ୍ୟ କରି ଚର୍ଚ୍ଚାକୁ ଆସିଛନ୍ତି। ଚିତ୍ତୁର ଜିଲାର ଏକ ଛୋଟ ଗାଁର ଏହି ଯୁବକ ବିଶ୍ୱର ସବୁଠାରୁ ଛୋଟ ଭାକ୍ୟୁମ କ୍ଲିନର୍‌ ନିର୍ମାଣ କରିଛନ୍ତି ଏବଂ ଏହି କାରଣରୁ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri