ଜାତୀୟ

ପୁଣି କମିଲା ସୁନା ଦର

ନୂଆଦିଲ୍ଲୀ,୩।୩: ପୁଣି ସୁନା ଦର କମିଛି। ସୁନା ୦.୧୧ ପ୍ରତିଶତ ହ୍ରାସ ହୋଇ ୧୦ ଗ୍ରାମ ପ୍ରତି ୪୫,୫୦୦ ଟଙ୍କା ହୋଇଛି। ସେହିପରି ରୂପା କିଲୋଗ୍ରାମ ପିଛା ୬୯,୨୧୬ ଟଙ୍କା ରହିଲା। ସୂଚନାଯୋଗ୍ୟ, ୨୦୨୦ ଅଗଷ୍ଟରେ ସୁନା ଦର ରେକର୍ଡ ଭାଙ୍ଗିଥିଲା।…

ଭାରତୀୟ ପ୍ରତିଭାଙ୍କ ଚାହିଦା ପୃଥିବୀରେ ବୃଦ୍ଧି ପାଉଛି: ମୋଦି

ନୂଆଦିଲ୍ଲୀ,୩।୩: ଭାରତୀୟ ପ୍ରତିଭାଙ୍କ ଚାହିଦା ପୃଥିବୀରେ ବଢ଼ିଚାଲିଛି। ଏହା ଭାରତର ଗୁଣବତ୍ତାକୁ ସୂଚିତ କରୁଛି। ବୁଧବାର ଶିକ୍ଷା,ଅନୁସନ୍ଧାନ ଓ କୌଶଳ ବିକାଶ ସମ୍ପର୍କିତ ଏକ କାର୍ଯ୍ୟକ୍ରମରେ ଅନ୍‌ଲାଇନ୍‌ରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଆତ୍ମନିର୍ଭର ଭାରତ ଗଠନ ପାଇଁ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ କିଏ ଲେଖନ୍ତି ଜାଣନ୍ତି କି

ନୂଆଦିଲ୍ଲୀ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଶକ୍ତିଶାଳୀ ତଥା ଆକର୍ଷଣୀୟ ଭାଷଣ ପାଇଁ ଜଣାଶୁଣା। ‘ମନ କି ବାତ’ ହେଉ କିମ୍ବା ଅନ୍ୟ କୌଣସି କାର୍ଯ୍ୟକ୍ରମ ହେଉ, ମୋଦି ପ୍ରାୟ ପ୍ରତିଦିନ ଭାଷଣ ଦିଅନ୍ତି। ଭାଜପା ରାଲି ଏବଂ ନିର୍ବାଚନ ରାଲିରେ…

ମୋଦିଙ୍କ ଦାଢ଼ି ବଢୁଛି, ଦେଶର ଜିଡ଼ିପି କମୁଛି: ଶଶି ଥରୁର୍‌

ନୂଆଦିଲ୍ଲୀ,୩।୩: କଂଗ୍ରେସ ପକ୍ଷରୁ ଶଶି ଥରୁର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାଗେର୍ଟ କରି ଟୁଇଟରରେ ଏକ ରୋଚକ ଗ୍ରାଫିକ୍ସ୍‌ ଅପଲୋଡ୍‌ କରିଛନ୍ତି। ସେ ମୋଦିଙ୍କ ଦାଢ଼ିକୁ ନେଇ କହିଛନ୍ତି ଯେ, ଦେଶର ଜିଡ଼ିପି କମି ଯାଉଥିବାବେଳେ ପ୍ରଧାନମନ୍ତ୍ରୀ ଦାଢ଼ି ବଢ଼ିବାରେ ଲାଗିଛି।…

ଏମ୍‌ସିଡି ଉପନିର୍ବାଚନ ଫଳାଫଳ: ଝାଡୁ ପାହାରରେ ହାତ-ପଦ୍ମ ଘାଇଲା

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ନଗର ନିଗମ ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ମୋଟ ୫ଟି ଆସନ ମଧ୍ୟରୁ ଆମ୍‌ ଆଦ୍‌ମୀ ପାର୍ଟି ୪ରେ ବିଜୟୀ ହୋଇଥିବାବେଳେ କଂଗ୍ରେସକୁ ଗୋଟିଏ ଆସନ ମିଳିଛି। ଅପରପକ୍ଷରେ ଭାଜପା ଖାତା ଖୋଲିବାକୁ ସକ୍ଷମ ହୋଇ ପାରି ନାହିଁ।…

ପଶ୍ଚିମବଙ୍ଗ ନିର୍ବାଚନ: କଂଗ୍ରେସ-ବାମଦଳ-ଆଇଏସ୍‌ଏଫ୍‌ ଆସନ ଭାଗବଣ୍ଟା

କୋଲକାତା,୩।୩: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ। ଏନେଇ କଂଗ୍ରେସ, ବାମଦଳ ଏବଂ ଆଇଏସ୍‌ଏଫ୍‌ ମେଣ୍ଟ ମଧ୍ୟରେ ଆସନ ଭାଗବଣ୍ଟା ଚୂଡ଼ାନ୍ତ ହୋଇଛି। ରାଜ୍ୟର ୨୯୪ ବିଧାନସଭା ଆସନ ମଧ୍ୟରୁ ବାମଦଳକୁ ୧୬୫, କଂଗ୍ରେସକୁ ୯୨ ଏବଂ ଇଣ୍ଡିଆନ୍‌ ସେକ୍ୟୁଲାର୍‌ ଫ୍ରଣ୍ଟ (ଆଇଏସ୍‌ଏଫ୍‌)କୁ…

ଦ୍ୱିତୀୟ କରୋନା ଡୋଜ୍‌ ନେବା ପରେ ଜୀବନ ଗଲା

ମୁମ୍ବାଇ,୩।୩: ମହାରାଷ୍ଟ୍ରରେ ଦ୍ୱିତୀୟ କରୋନା ଡୋଜ୍‌ ନେବା ପରେ ଜଣେ ୪୫ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଭିଓ୍ବାଣ୍ଡି ବାସିନ୍ଦା ସୁଖଦେବ କିରଦାତ୍‌ କରୋନା ଟିକାର ଦ୍ୱିତୀୟ ଡୋଜ୍‌ ନେବାର ୧୫ ମିନିଟ୍‌ ପରେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଚିକିତ୍ସା…

୪ ମାସରେ ଗ୍ୟାସ୍‌ ଦାମ ୭ ଥର ବୃଦ୍ଧି: କାଠ ଜଳାଉଛନ୍ତି ଉଜ୍ଜ୍ୱଳା ଯୋଜନା ହିତାଧିକାରୀ

ନୂଆଦିଲ୍ଲୀ,୩।୩: ଦେଶରେ ଗତ ୪ମାସ ମଧ୍ୟରେ ଗ୍ୟାସ୍‌ ଦାମ ୭ ଥର ବୃଦ୍ଧି ପାଇଛି। ସିଲିଣ୍ଡର ଦାମ ବଢ଼ିବା ଯୋଗୁ ଉଜ୍ଜ୍ୱଳା ଯୋଜନା ହିତାଧିକାରୀ ଏବେ ଆଉ ଗ୍ୟାସ୍‌ ଜଳାଇବାକୁ ପସନ୍ଦ କରୁ ନାହାନ୍ତି। ଦେଶର ୮ କୋଟି ହିତାଧିକାରୀଙ୍କୁ ସରକାରଙ୍କ…

ସ୍ତ୍ରୀଙ୍କୁ ସ୍ବାମୀଙ୍କ ସହିତ ରହିବାକୁ ବାଧ୍ୟ କରାଯାଇ ପାରିବ ନାହିଁ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୩।୩: ସ୍ତ୍ରୀ କୌଣସି ସମ୍ପତ୍ତି ନୁହେଁ। ତାଙ୍କୁ ସ୍ବାମୀଙ୍କ ସହିତ ରହିବାକୁ ବାଧ୍ୟ କରାଯାଇ ପାରିବ ନାହିଁ। ଏନେଇ ସୁପ୍ରିମ୍‌କୋର୍ଟ ଏକ ମାମଲାର ଶୁଣାଣି ସମୟରେ କହିଛନ୍ତି। ଉତ୍ତରପ୍ରଦେଶ ଗୋରଖପୁରର ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ତାଙ୍କ ସହିତ ରହିବାକୁ ଆଦେଶ ଦେବା…

ପାର୍ଥୋ ଦାସଗୁପ୍ତାଙ୍କୁ ଜାମିନ

ମୁମ୍ବାଇ, ୩ା୩: ଟେଲିଭିଜନ ରେଟିଂ ପଏଣ୍ଟ (ଟିଆର୍‌ପି) ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ବ୍ରଡ୍‌କାଷ୍ଟ ଅଡିଏନ୍ସ ରିସର୍ଚ୍ଚ କାଉନସିଲ(ବିଏଆର୍‌ସି)ର ପୂର୍ବତନ ସିଇଓ ପାର୍ଥୋ ଦାସଗୁପ୍ତାଙ୍କୁ ମଙ୍ଗଳବାର ଜାମିନ ମିଳିଛି। ବମ୍ବେ ହାଇକୋର୍ଟ ଆବେଦନର ଶୁଣାଣି କରି ୨ ଲକ୍ଷ ଟଙ୍କା ବଣ୍ଡ୍‌…

ଗୁଜରାଟରେ ଭାଜପାକୁ ସଫଳତା

ନୂଆଦିଲ୍ଲୀ, ୩ ।୩: ଗୁଜରାଟର ୮୧ ମ୍ୟୁନିସିପାଲିଟି, ୩୧ ଜିଲା ପଞ୍ଚାୟତ ଏବଂ ୨୩୧ ତାଲୁକ ପଞ୍ଚାୟତରେ ହୋଇଥିବା ନିର୍ବାଚନର ମଙ୍ଗଳବାର ଭୋଟଗଣନା କରାଯାଇଛି। ସମସ୍ତ ନିର୍ବାଚନରେ ଭାଜପାକୁ ବିପୁଳ ବିଜୟ ମିଳିଛି। ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ଖରାପ ପ୍ରଦର୍ଶନ କରିଥିବାବେଳେ…

ନିର୍ବାଚନୀ ରାଜ୍ୟକୁ ଯିବେ କୃଷକ ନେତା

ନୂଆଦିଲ୍ଲୀ, ୩ା୩: ଆଉ କିଛି ଦିନ ପରେ ବିଧାନସଭା ନିର୍ବାଚନ ହେବାକୁ ୫ ରାଜ୍ୟରେ ଭାଜପାକୁ ଲୋକେ ଭୋଟ ନ ଦେବାକୁ କୃଷକ ସଙ୍ଗଠନ ଭାରତୀୟ କିଷାନ ୟୁନିଅନ(ବିକେୟୁ) ପକ୍ଷରୁ ଅନୁରୋଧ କରାଯିବ। ଏଥିପାଇଁ ସମ୍ପୃକ୍ତ ରାଜ୍ୟଗୁଡ଼ିକୁ ଚାଷୀ ନେତା ଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri