‘ଦମ ଅଛି ତ ଏଠିକି ଆସ…,’ ପାକିସ୍ତାନ ମନ୍ତ୍ରୀଙ୍କ ବୟାନ ଉପରେ କଡ଼ା ଜବାବ ରଖିଲା ଭାଜପା
ନୂଆଦିଲ୍ଲୀ,୨୯।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ ଅନେକ କଠୋର ପଦକ୍ଷେପ ନେଇଛି। ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିଛି। ଏହି ନିଷ୍ପତ୍ତିରେ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି। ପାକିସ୍ତାନୀ ନେତା ବିଲାୱଲ ଭୁଟ୍ଟୋ କହିଛନ୍ତି ଯେ…
ପାକିସ୍ତାନର ମୁଖା ଖୋଲିଲା ଭାରତ! କହିଲା ଆତଙ୍କବାଦକୁ ପାଳୁଥିବା ଦୁଷ୍ଟ ଦେଶ
ନୂଆଦିଲ୍ଲୀ,୨୯।୪: ଜାତିସଂଘରେ ଭାରତର ଉପ-ସ୍ଥାୟୀ ପ୍ରତିନିଧି (ଡିପିଆର) ଯୋଜନା ପଟେଲ ପାକିସ୍ତାନକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଥିଲେ ଯେ ପାକିସ୍ତାନ ଏକ ‘ଦୁଷ୍ଟ ଦେଶ’ ଯାହା ଆତଙ୍କବାଦକୁ ଆଶ୍ରୟ ଦିଏ ଏବଂ ସମଗ୍ର ଅଞ୍ଚଳରେ ଅଶାନ୍ତି ସୃଷ୍ଟି କରେ। ଯୋଜନା…
Pahalgam Attackକୁ ନେଇ ଆସିଲା ବଡ଼ ତଥ୍ୟ, ପାକିସ୍ତାନୀ ସେନା ସହ ରହିଛି ଆତଙ୍କବାଦୀଙ୍କ ସମ୍ପର୍କ
ନୂଆଦିଲ୍ଲୀ/ଇସଲାମାବାଦ,୨୯।୪: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ତଦନ୍ତ ଜାରି ରହିଛି। Pahalgam Attack ପରେ ପାକିସ୍ତାନ ଏବଂ ଭାରତ ମଧ୍ୟରେ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଏହି ସମୟରେ, ଖବର ଆସିଛି ଯେ ଆକ୍ରମଣରେ ସାମିଲ ଥିବା ଜଣେ…
ଭୋଜପୁରୀ ଗାୟିକାଙ୍କ ବିରୋଧରେ ଦେଶଦ୍ରୋହ ମାମଲା
ଲକ୍ଷ୍ମୌ, ୨୯।୪: ଭୋଜପୁରୀ ଗାୟିକା ନେହା ସିଂ ରାଠୋରଙ୍କ ବିରୋଧରେ ଲକ୍ଷ୍ମୌର ହଜ୍ରତଗଞ୍ଜ ଥାନାରେ ଦେଶଦ୍ରୋହ ସମେତ ବିଭିନ୍ନ ଧାରାରେ ଏଫ୍ଆଇଆର୍ ରୁଜୁ ହୋଇଛି। ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ ନେହା ସୋସିଆଲ ମିଡିଆରେ ମୋଦି ସରକାରଙ୍କ ବିରୋଧରେ ଉତ୍ତେଜକ ପୋଷ୍ଟ କରିଥିଲେ।…
ନୀରବ, ଚୋକ୍ସିଙ୍କ ଦସ୍ତାବିଜ୍ ଜଳିଗଲା
ମୁମ୍ବାଇ,୨୯ା୪: ଦକ୍ଷିଣ ମୁମ୍ବାଇର ବାଲାର୍ଡ ଇଷ୍ଟେଟ୍ରେ ଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜୋନ୍-୧ କାର୍ଯ୍ୟାଳୟରେ ରବିବାର ସକାଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ୍ ଜଳିଯାଇଛି। ପାଖାପାଖି ୧୦ ଘଣ୍ଟା ନିଆଁ ଜଳିବା ଫଳରେ ଅନେକ ହାଇପ୍ରୋଫାଇଲ୍ ମାମଲାର ତଦନ୍ତ…
ଆକ୍ରମଣ ଆଶଙ୍କା ଘନେଇଲା
ନୂଆଦିଲ୍ଲୀ,୨୯ା୪: ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ଭାରତ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଅବଶ୍ୟମ୍ଭାବୀ ବୋଲି ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ମହମ୍ମଦ ଅସିଫ୍ ସୋମବାର କହିଛନ୍ତି। ଖୁବ୍ଶୀଘ୍ର ଭାରତ ଆକ୍ରମଣ କରିପାରେ। ସେଥିପାଇଁ ରଣକୌଶଳ ନିଷ୍ପତ୍ତି ସ୍ବରୂପ ଆମେ…
୩ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ
ନୂଆଦିଲ୍ଲୀ,୨୯ା୪: ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନର ଦରବାର ହଲ୍ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ୭୧ ଜଣ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ସମ୍ମାନ ପ୍ରଦାନ କରିଛନ୍ତି। ୭୬ତମ ସାଧାରଣତନ୍ତ୍ର ଦିବସର ପୂର୍ବ ରାତ୍ରିରେ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଓ…
ରାଜ୍ୟ ମାନ୍ୟତା ଦାବିରେ ଆକ୍ରମଣକୁ ସୁଯୋଗ ଭାବେ ନେବୁନାହିଁ: ଓମାର
ଜମ୍ମୁ,୨୯ା୪(ପି.ଟି.): ଜମ୍ମୁ-କଶ୍ମୀରକୁ ରାଜ୍ୟ ମାନ୍ୟତା ଫେରାଇବା ଦାବିରେ ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ସୁଯୋଗ ଭାବେ ନେବୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସୋମବାର କହିଛନ୍ତି। ଜମ୍ମୁ-କଶ୍ମୀରର ସୁରକ୍ଷା କେନ୍ଦ୍ରଶାସିତ ଅଞ୍ଚଳର ନିର୍ବାଚିତ ସରକାରଙ୍କ ଦାୟିତ୍ୱ ନୁହେଁ। କିନ୍ତୁ ରାଜ୍ୟ ମାନ୍ୟତା ଫେରିପାଇବା…
ଓଟିଟିରେ ଅଶ୍ଳୀଳତା: ଅଙ୍କୁଶ ଲଗାଯାଉ
ନୂଆଦିଲ୍ଲୀ,୨୯ା୪: ଓଟିଟି ଏବଂ ସୋସିଆଲ ମିଡିଆ ପ୍ଲାଟ୍ଫର୍ମଗୁଡ଼ିକରେ ଆପତ୍ତିଜନକ ଏବଂ ଅଶ୍ଳୀଳ ଭିଡିଓ ଆଦି ପ୍ରସାରଣକୁ ନିଷିଦ୍ଧ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ଉଦୟ ମହୁରକର ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ଅଶାଳୀନ ବିଷୟବସ୍ତୁଗୁଡ଼ିକର ଅବାଧ ପ୍ରସାର…
ବ୍ୟାଙ୍କ ଚାକିରି ଛାଡ଼ି ଅଡି କାର୍ରେ କ୍ଷୀର ବିକୁଛନ୍ତି
ଫରିଦାବାଦ,୨୯।୪: ହରିୟାଣାର ଫରିଦାବାଦ ନିବାସୀ ଅମିତ ଭଡ଼ାନା (୩୩)ଙ୍କୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଲାଗିରହିଛି। ମୋହବ୍ବତା ଗ୍ରାମର ଅମିତ ନିଜର ବ୍ୟାଙ୍କ ଚାକିରିକୁ ଛାଡ଼ି ବିଳାସପୂର୍ଣ୍ଣ ଅଡି କାର୍ରେ ଘରକୁ ଘର ଯାଇ ଲୋକଙ୍କୁ କ୍ଷୀର ପହଞ୍ଚାଉଛନ୍ତି। ଅମିତଙ୍କର…
ବଢିବ ATM ଫି ବୃଦ୍ଧି, ଗ୍ରାମୀଣ ବ୍ୟାଙ୍କ ଏକୀକରଣ: ଜାଣନ୍ତୁ ୨୦୨୫ ମେ ୧ ରୁ କ’ଣ ବଦଳିବ
ନୂଆଦିଲ୍ଲୀ,୨୮।୪: ୨୦୨୫ ମେ ୧ ରୁ ଦେଶବ୍ୟାପୀ ନାଗରିକଙ୍କୁ ପ୍ରଭାବିତ କରୁଥିବା କିଛି ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବ। ସବୁଠାରୁ ଉଲ୍ଲେଖନୀୟ ପରିବର୍ତ୍ତନ ହେଉଛି ଏଟିଏମ ଲେଣଦେଣ ଶୁଳ୍କର ସଂଶୋଧିତ ଢାଞ୍ଚା, ଏହା ସହିତ ସରକାର ଗ୍ରାମୀଣ ବ୍ୟାଙ୍କିଙ୍ଗ ବ୍ୟବସ୍ଥାକୁ…
କୌଣସି ମୁହୂର୍ତ୍ତରେ ଆକ୍ରମଣ କରିପାରେ ଭାରତ, ବଡ଼ ବୟାନ ଦେଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ,୨୮।୪: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ସୋମବାର କହିଛନ୍ତି ଯେ ଗତ ସପ୍ତାହରେ କାଶ୍ମୀରରେ ପର୍ଯ୍ୟଟକମାନଙ୍କ ଉପରେ ହୋଇଥିବା ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ପରେ ପଡ଼ୋଶୀ ଭାରତର ଏକ ସାମରିକ ଅନୁପ୍ରବେଶ ଆସନ୍ନ ହେବାକୁ ଯାଉଛି। ଏହା ଦୁଇ ପରମାଣୁ ଅସ୍ତ୍ରଧାରୀ…
Archives


