ଜାତୀୟ

ଗାଦି ଛାଡ଼ିବି ନାହିଁ

ନୂଆଦିଲ୍ଲୀ, ୧୭।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଇସ୍ତଫା ଦେବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହେଲେ ସେ ଏହାକୁ ଏକ ଗୁଜବ କହି ଖଣ୍ଡନ କରିଛନ୍ତି। କର୍ନାଟକ ସରକାରରେ ନେତୃତ୍ୱ ପରିବର୍ତ୍ତନ ହେବନାହିଁ ବୋଲି ୟେଦୁରପ୍ପା ସ୍ପଷ୍ଟ କରିଛନ୍ତି। ଶୁକ୍ରବାର…

ମୁଖ୍ୟମନ୍ତ୍ରୀଙ୍କ ନାଁରେ ଏଫ୍‌ଆଇଆର୍‌ ନ ହେବାରୁ ଧାରଣାରେ ଆଇଏଏସ୍‌ ଅଫିସର

ନୂଆଦିଲ୍ଲୀ,୧୭।୭: ମୁଖ୍ୟ ସଚିବ ସ୍ତରର ଜଣେ ଆଇଏଏସ୍‌ ଅଧିକାରୀ ପ୍ରମାଣ ସହ ଏଫ୍‌ଆଇଆର୍‌ ଦାୟର କରିବାକୁ ଥାନାକୁ ଆସିଛନ୍ତି। କିନ୍ତୁ ଏହାକୁ ରେଜିଷ୍ଟର କରାଯାଉ ନାହିଁ। ମୁଖ୍ୟମନ୍ତ୍ରୀ ଉତ୍ତମ ଶାସନ କଥା କହୁଛନ୍ତି। ହେଲେ ତାଙ୍କ ବିରୋଧରେ ଅଭିଯୋଗ ଆସିଲେ, ମାମଲା…

ସ୍ବାମୀଙ୍କ ଦଶାହ ପରେ ବିଷ ପିଇଲେ ମା’, ଝିଅ

ଗୁରୁଗ୍ରାମ(ହରିୟାଣା),୧୭।୭: ଜଣେ ୪୬ ବର୍ଷୀୟ ମହିଳା ଓ ତାଙ୍କ ୨୪ ବର୍ଷୀୟା ଝିଅ ଗୁରୁଗ୍ରାମ ସୋସାଇଟ୍‌ ସ୍ଥିତ ଫ୍ଲାଟରେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଟ୍ୟାକ୍ସ କନସଲଣ୍ଟାଣ୍ଟ ଭାବେ କାର୍ଯ୍ୟକରୁଥିବା ମହିଳାଙ୍କ ସ୍ବାମୀ ହରିଶ ଶେଟ୍ଟି ଗତ ୬ ତାରିଖରେ ଏକ…

କୃଷକ-ସୁରକ୍ଷାକର୍ମୀ ମୁହାଁମୁହିଁ

ସିର୍ସା,୧୭।୭: କୃଷକଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ଓ ଗିରଫକୁ କେନ୍ଦ୍ର କରି ସିର୍ସାରେ ମୁହାଁମୁହିଁ ହୋଇଛନ୍ତି ଆନ୍ଦୋଳନକାରୀ ଓ ସୁରକ୍ଷାକର୍ମୀ। ବହୁ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କ ମୁତୟନ ସତ୍ତ୍ୱେ ଆନ୍ଦୋଳନକାରୀମାନେ ବ୍ୟାରେକେଡ୍‌ ଭାଙ୍ଗି ଦେଇଛନ୍ତି। ଗତ ୧୧ ତାରିଖରେ ଭାଜପା ନେତା…

କୂଅରୁ ମିଳିଲା ୧୧ ମୃତଦେହ

ଭୋପାଳ,୧୭।୭: ମଧ୍ୟପ୍ରଦେଶର ବିଦିଶା ଜିଲାର ଗଞ୍ଜବାସୌଦା ଅଞ୍ଚଳର ଲାଲ ପାତର ଗ୍ରାମରେ କୂଅ ଭୁଶୁଡ଼ିବା ଘଟଣାରେ ମୃତକଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। କୂଅରୁ ୧୧ ମୃତଦେହ ମିଳିବା ପରେ ଶୁକ୍ରବାର ମଧ୍ୟରାତ୍ରି ଶେଷ ହୋଇଛି ଉଦ୍ଧାର କାର୍ଯ୍ୟ। ଏହି ଘଟଣାରେ…

ସମସ୍ତ କରୋନା ପଜିଟିଭ ରୋଗୀଙ୍କର ଟିବି ପରୀକ୍ଷା ହେଉ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭ ।୭: କରୋନା ମହାମାରୀ ବେଳକୁ ବେଳ ତା’ର ନୂଆ ରୂପ ଦେଖାଇ ଚାଲିଥିବା ବେଳେ ବେଳକୁ ବେଳ ଭୟ ବି ଲୋକଙ୍କ ମନରୁ ଯାଇ ପାରୁନି । କରୋନା ଭାଇରସକୁ ନେଇ ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ସମସ୍ତ କରୋନା…

ଅନିତା ଯାଦବଙ୍କୁ କାହିଁକି ଭେଟିଲେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା

ଲକ୍ଷ୍ନୌ,୧୭ ।୭: କଂଗ୍ରେସ ମହାସଚିବ ତଥା ଉତ୍ତର ପ୍ରଦେଶ ପ୍ରଭାରି ପ୍ରିୟଙ୍କା ଗାନ୍ଧୀ ଭଦ୍ରା ୩ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଯାଇଛନ୍ତି । ଶନିବାର ସକାଳେ ସେ ଲଖିମପୁର ଖିରି ପହଞ୍ଚିଲେ । ସେଠାରେ ପ୍ରିୟଙ୍କା କେତେଜଣ ମହିଳାଙ୍କୁ ଭେଟିଥିଲେ…

ସୁନ୍ଦରଲାଲ ବହୁଗୁଣାଙ୍କୁ ଭାରତ ରତ୍ନ ପାଇଁ ଦାବି କଲେ କେଜରିୱାଲ

ନୂଆଦିଲ୍ଲୀ,୧୭ ।୭: ଉତ୍ତରାଖଣ୍ଡରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏବେଠାରୁ କିନ୍ତୁ ସବୁ ରାଜନୈତିକ ଦଳ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ କରି ଦେଲେଣି । ଦିଲ୍ଲୀର ଶାସକ ଦଳ ଆମ ଆଦମୀ ପାର୍ଟି(ଏଏପି) ପ୍ରଥମ କରି…

ଶାରୀରିକ ସମ୍ପର୍କ ବିନା ହୋଇଥିବା ନିର୍ଯାତନା ମଧ୍ୟ ବଳାତ୍କାର, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ମୁମ୍ବାଇ,୧୭।୭: ଶାରୀରିକ ସମ୍ପର୍କ ନ ରକ୍ଷା କରି ଯଦି ନିର୍ଯାତନା ଦିଆଯାଏ ତାକୁ ମଧ୍ୟ ବଳାତ୍କାର କୁହାଯିବ ବୋଲି ବମ୍ବେ ହାଇକୋର୍ଟଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଆଯାଇଛି। ଏହି ମାମଲାରେ କୋର୍ଟ ଜଣେ ୩୩ ବର୍ଷ ବୟସ୍କ ବ୍ୟକ୍ତିଙ୍କର ପୂର୍ବ…

ଦିଦିରୁ ଆମ୍ମା ହୋଇଗଲେ ମମତା!

କୋଲକାତା,୧୭ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ଏକ ଭିନ୍ନ ପରିଚୟ ତାମିଲନାଡୁରେ ଦେଖିବାକୁ ମିଳିଛି । ପଶ୍ଚିମବଙ୍ଗର ଦିଦି ଏବେ ଆମ୍ମା ହୋଇଯାଇଛନ୍ତି । ଏହାର ପ୍ରମାଣ ଦେଉଛି ଦକ୍ଷିଣ ଭାରତୀୟ ରାଜ୍ୟର ପାଚିରିରେ ଅଙ୍କା ଯାଇଥିବା ତାଙ୍କ ଚିତ୍ର…

ମୋଦିଙ୍କୁ ଭେଟିଲେ ଏନ୍‌ସିପି ନେତା

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ଏନ୍‌ସିପି ସୁପ୍ରିମୋ ଶରଦ ପାଓ୍ବାର ଶନିବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦିଲ୍ଲୀ ସ୍ଥିତ ମୋଦିଙ୍କ ବାସଭବନରେ ଏହି ବୈଠକ ପ୍ରାୟ ୧ଘଣ୍ଟା ଧରି ଚାଲିଥିଲା। ତେବେ ଏଥିରେ ଦୁହିଁଙ୍କ ଭିତରେ କେଉଁ…

ନିଜ ବିବାହରେ ଶୋଇପଡ଼ିଲେ ବର: କନ୍ୟାଙ୍କ ଥିଲା ଏଭଳି ପ୍ରତିକ୍ରିୟା

ଭାରତୀୟ ବିବାହ କାର୍ଯ୍ୟକ୍ରମରେ ଭରପୁର ଡ୍ରାମା ଓ କମେଡି ଭରି ରହିଥାଏ। ପ୍ରାୟ ସମୟରେ ବିବାହର ଅନେକ ଫନି ଭିଡ଼ିଓମାନ ଭାଇରାଲ ହୋଇଥାଏ। ଯାହାକୁ ଦେଖିଲେ ଯେକେହିବି ନିଜର ହସକୁ ଅଟକାଇ ପାରିବେନି। ନିକଟରେ ସୋସିଆଲ ମିଡିଆରେ କିଛି ଏଭଳି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?