ଜାତୀୟ

ଇସ୍ତଫା ଦେଇ ପାରନ୍ତି ୟେଦୁରପ୍ପା

ନୂଆଦିଲ୍ଲୀ,୧୭ ।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଖୁବଶୀଘ୍ର ଇସ୍ତଫା ଦେଇପାରନ୍ତି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ୍ ରହୁ ନ ଥିବାରୁ ସେ କୁଆଡେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ । ହେଲେ ଏଭଳି…

ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ସାବରିମାଲା

ଥିରୁଭାନନ୍ତପୁରମ,୧୭।୭: କରୋନା କାଳରେ ଦୀର୍ଘ ଦିନ ପରେ ଖୋଲିଲା କେରଳର ପ୍ରସିଦ୍ଧ ସାବରିମାଲା ମନ୍ଦିର। ପାରମ୍ପରିକ ମାସିକ ପୂଜା ପାଇଁ ଜୁଲାଇ ୧୭ରୁ ଜୁଲାଇ ୨୧ ପର୍ଯ୍ୟନ୍ତ ଅର୍ଥାତ୍‌ ୫ଦିନ ଲାଗି ଭଗବାନ ଆୟପ୍ପାଙ୍କ ମନ୍ଦିରକୁ ଖୋଲାଯାଇଛି। ପ୍ରତିଦିନ ସର୍ବାଧିକ ୫ହଜାର…

ସୀମାରେ ରହିବନି ଗଳାବାଟ, ଅନୁପ୍ରବେଶ ହେବ ବନ୍ଦ…

ନୂଆଦିଲ୍ଲୀ,୧୭।୭: ଭାରତର ସୀମା ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୨୦୨୨ ସୁଦ୍ଧା ସୀମାରେ କୌଣସି ଗଳାବାଟ ରହିବନି। ଯେଉଁ ଦେଶର ସୀମା ଯେତେ ସୁଦୃଢ଼ ସେ ଦେଶ ସେତେ ସୁରକ୍ଷିତ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ସର୍ବଦଳୀୟ ବୈଠକ ଡକାଇଲେ ରାଜ୍ୟ ସଭା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କିଆ ନାଇଡୁ ବିଭିନ୍ନ ରାଜନୈତିକ ଦଳ ସହ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଜୁଲାଇ ୧୯ ଅର୍ଥାତ୍‌ ସୋମବାରରୁ କରୋନା ପ୍ରେଟୋକଲ୍‌ ଅନୁଯାୟୀ ସଂସଦର ମୌସୁମୀ…

ବିଧାନସଭା ସଚିବାଳୟକୁ ଜିନ୍ସ୍‌ ଟି ଶର୍ଟ ପିନ୍ଧି ଆସିବା ମନା, ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି…

ଲକ୍ଷ୍ନୌ,୧୭।୭: ଏଣିକି ସରକାରୀ ଅଧିକାରୀ ବିଧାନସଭା ସଚିବାଳୟକୁ ଜିନ୍ସ୍‌ ଟି ଶର୍ଟ ପିନ୍ଧି ଆସିପାରିବେ ନାହିଁ। ଏନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଉତ୍ତରପ୍ରଦେଶ ସରକାର ଏସମ୍ପର୍କରେ ସରକାରୀ ବାବୁଙ୍କୁ ତାଗିଦ୍‌ କରିଛନ୍ତି। ରାଜ୍ୟ ବିଧାନସଭା ସଚିବାଳୟର ଯୁଗ୍ମ ସଚିବ…

ଦିଲ୍ଲୀରୁ ଖୁସି ଖବର, ଡେଲ୍ଟା ଭାରିଆଣ୍ଟ୍‌ କ୍ଷେତ୍ରରେ ୯୯ ପ୍ରତିଶତ ପ୍ରଭାବଶାଳୀ ହେଉଛି ଭାକ୍ସିନ୍‌…

ମୁମ୍ବାଇ/ପୁଣେ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପୁଣେ…

ସାବଧାନ ! ଆସନ୍ତା ୧୨୫ ଦିନ ସତର୍କ ରହିବା ଜରୁରୀ, ଚେତାବନୀ ଦେଲେ ନୀତି ଆୟୋଗ…

ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଲୋକଙ୍କ ମଧ୍ୟରେ ବର୍ତ୍ତମାନ ସୁଦ୍ଧା ହର୍ଡ ଇମ୍ୟୁନିଟି ସୃଷ୍ଟି ହୋଇ ନାହିଁ। ଆସନ୍ତା ୧୨୫ ଦିନ ସତର୍କ ରହିବା ଜରୁରୀ ବୋଲି ନୀତି ଆୟୋଗ ପକ୍ଷରୁ କୁହାଯାଇଛି। ନୀତି ଆୟୋଗ ସଦସ୍ୟ…

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ…

କୂଅରେ ପଡ଼ି ୪ ମୃତ, ୧୩ ନିଖୋଜ

ବିଦିଶା (ଏମ୍‌ପି), ୧୭।୭: ମଧ୍ୟପ୍ରଦେଶର ବିଦିଶା ଜିଲା ଗଞ୍ଜବାସୌଦାର ଏକ କୂଅରେ ପଡ଼ି ୪ ଜଣଙ୍କର ମୃତ୍ୟୁ ଘଟିଛି। କୂଅଟିରେ ଏକ ବାଳିକା ଖସିପଡ଼ିଥିବାବେଳେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିବାକୁ ଉଦ୍ୟମ ଚଳାଇଥିଲେ। କିଛି ଲୋକ ଚାରିପଟେ ରୁଣ୍ଡ ହୋଇ…

କାଉଡ଼ିଆ ଯାତ୍ରା ନିଷ୍ପତ୍ତିର ପୁନର୍ବିଚାର କର

ନୂଆଦିଲ୍ଲୀ, ୧୭।୭: କରୋନା ସମୟରେ ଉତ୍ତରପ୍ରଦେଶ ସରକାର କାଉଡ଼ିଆ ଯାତ୍ରାକୁ ଅନୁମତି ଦେଇଥିବାରୁ ଏହାର ପୁନର୍ବିଚାର କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ରାଜ୍ୟ ସରକାରଙ୍କୁ କହିଛନ୍ତି। ସୋମବାର ସୁଦ୍ଧା ଯଦି ସରକାର କାଉଡ଼ିଆ ଯାତ୍ରା ବନ୍ଦ ପାଇଁ ନିଷ୍ପତ୍ତି ନ ନିଅନ୍ତି, ତେବେ…

ଯୋଗୀଙ୍କୁ ଘେରିଲେ ପ୍ରିୟଙ୍କା

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୭ା୭: ମହାମାରୀ କରୋନାର ଦ୍ୱିତୀୟ ଲହର ଉତ୍ତର ପ୍ରଦେଶକୁ ଥରାଇ ଦେଇଛି। ଏହାର ମୁକାବିଲାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇଛନ୍ତି। ଏହାସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଛନ୍ତି। ମୋଦିଙ୍କ ପ୍ରଶଂସାମୂଳକ ପ୍ରମାଣପତ୍ର ଯୋଗୀ…

ଯୋଗୀଙ୍କ ବିଫଳତାକୁ ଲୁଚାଇ ପାରିବେ ନାହିଁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬ା୭- ମହାମାରୀ କରୋନାର ଦ୍ୱିତୀୟ ଲହର ଉତ୍ତର ପ୍ରଦେଶକୁ ଥରାଇ ଦେଇଛି। ଏହାର ମୁକାବିଲା କରିବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ। ଏହାସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ପ୍ରଶଂସା। ମୋଦିଙ୍କ ମିଛ ପ୍ରଶଂସା ଯୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?