ଜାତୀୟ

ସଂଧ୍ୟା ବେଳେ ଚାଲୁ ନ ଥିଲା ଗୁଗଲର କୌଣସି ଆପ୍‌, ଜାଣନ୍ତୁ ତା’ର କାରଣ

ୟୁଟ୍ୟୁବ, ଜି-ମେଲ ସମେତ ଗୁଗୁଲର ଅନ୍ୟ କୌଣସି ଆପ ସୋମବାର ସଂଧ୍ୟା ୫ଟା ପରେ କାମ କରୁ ନ ଥିଲା। ଏ ନେଇ ସୋସିଆଲ ମିଡିଆରେ ସମାଲୋଚନାର ସମ୍ମୁଖୀନ ହୋଇଥିଲା ଗୁଗଲ। ହ୍ୟାସଟ୍ୟାଗ ଗୁଗୁଲ ଡାଉନ ଲେଖି ଟୁଇଟ କରିବା...

ଟିକା ପାଇଁ ଜରୁରୀ ପଞ୍ଜୀକରଣ

ନୂଆଦିଲ୍ଲୀ,୧୪।୧୨-ଟିକା ପ୍ରଦାନ ନେଇ କେନ୍ଦ୍ର ସରକାର ସୋମବାର ଗାଇଡଲାଇନ ଜାରି କରିଛନ୍ତି। କେବଳ ପୂର୍ବ ପଞ୍ଜୀକୃତଙ୍କୁ ହିଁ ଟିକା ମିଳିବ ବୋଲି ନିୟମ ଜାରି କରାଯାଇଛି। ଜନସାଧାରଣ ଟିକା ପାଇଁ co-WIN ଆପରେ ପଞ୍ଜୀକରଣ କରିପାରିବେ। ପଞ୍ଜୀକରଣ ପାଇଁ ଭୋଟର...

କୃଷକଙ୍କ ଆନ୍ଦୋଳନ: ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ପଞ୍ଜାବର ଭାଜପା ନେତା

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଆନ୍ଦୋଳନ ଚାଲିଥିବାବେଳେ ପଞ୍ଜାବର ବରିଷ୍ଠ ଭାଜପା ନେତାଙ୍କ ଏକ ଦଳ ସୋମବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏଥିରେ ପଞ୍ଜାବର ଭାଜପା ମୁଖ୍ୟ ଅଶ୍ୱିନୀ କୁମାର ଶର୍ମା, କେନ୍ଦ୍ର...

ଖୋଜି ଖୋଜି ପାହିଗଲା ରାତି, ହେଲେ ମିଳିଲା ନାହିଁ କନ୍ୟାଘର

ବାରାଣସୀ,୧୪।୧୨: ବର ଓ ବରଯାତ୍ରୀ ପୂରା ରାତି ଖୋଜିଲେ, ହେଲେ ପାଇଲେ ନାହିଁ କନ୍ୟାର ଘର। ଏଭଳି ଏକ ଭିନ୍ନ ଘଟଣା ସାମ୍ନାକୁ ଆସିଛି ଉତ୍ତର ପ୍ରଦେଶର କୋଟଓ୍ବାଲି ଅଞ୍ଚଳରୁ। ଚଳିତ ମାସ ୧୦ ତାରିଖରେ ଥିଲା ବାହାଘର। କିନ୍ତୁ...

ମନ୍ଦିର ମରାମତି ସମୟରେ ମିଳିଲା ୫ଶହ ଗ୍ରାମ ସୁନା, ଆଉ ତା’ ପରେ…

କର୍ନାଟକର କାଞ୍ଚତ୍ପୁରମ୍‌ ଅଞ୍ଚଳରେ ଥିବା ଏକ ପ୍ରାଚୀନ ମନ୍ଦିରର ମରାମତି ସମୟରେ ୫ଶହ ଗ୍ରାମ ସୁନା ମିଳିଥିଲା। ଏହାକୁ ଜବତ କରିବା ପାଇଁ ଆସିଥିବା ଜିଲା ପ୍ରଶାସନ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ଚେନ୍ନାଇଠାରୁ ୯୦ କିଲୋମିଟର ଦୂରରେ...

ଭାରସାମ୍ୟ ହରାଇ ବୁଦା ଭିତରେ ପଶିଗଲା ରାଜ୍ୟପାଳଙ୍କ କାର

ହାଇଦ୍ରାବାଦ,୧୪।୧୨-ହିମାଚଳପ୍ରଦେଶର ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟଙ୍କ କାର ସୋମବାର ଦୁର୍ଘଟଣା ହୋଇଛି। ରାଜ୍ୟପାଳ ଓ ତାଙ୍କର ଦୁଇ ସହଯୋଗୀ କାର ଯୋଗେ ହାଇଦ୍ରାବାଦରୁ ନାଲଗୋଣ୍ଡାରେ ଆୟୋଜିତ ଏକ ଘରୋଇ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଯାଉଥିଲେ। ସେହି ସମୟରେ ତେଲେଙ୍ଗାନାର ୟାଦାଦ୍ରି ଭୁବନଗିରି...

ଭାରତ-ଚାଇନା ସୀମା ବିବାଦ, ଯେକୌଣସି ପରିସ୍ଥିତି ପାଇଁ ଆମେ ପ୍ରସ୍ତୁତ: ସିଡିଏସ୍‌

କୋଲକାତା,୧୪ ।୧୨: ଚାଇନା ସହ ଲାଗି ରହିଥିବା ସୀମା ବିବାଦକୁ ନେଇ କୋଲକତାଠାରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ବିପିନ ରାୱତ କହିଛନ୍ତି କରୋନା ମହାମାରୀ ସମୟରେ ଚାଇନା ବାସ୍ତବିକ ବା ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ରେ ପୂର୍ବପରି ଉତ୍ତେଜନା ପରିସ୍ଥିତି...

ବାହା ହେବାକୁ ଯାଉଥିଲେ ବର ରାସ୍ତାରେ ଘଟିଲା ଏମିତି, ଆଉ ତା’ ପରେ

ସାଧାରଣତଃ ବିବାହରେ ସମସ୍ତେ ବ୍ୟସ୍ତଥାନ୍ତି। ଏହି ସମୟରେ ସମସ୍ତଙ୍କ ନଜର ବରଯାତ୍ରୀଙ୍କ ନାଚ ଉପରେ ଥାଏ, ଯେଉଁଥିପାଇଁ ଚୋର ଏହାର ସୁଯୋଗ ନେଇ ଚୋରି କରନ୍ତି। ମୂଲ୍ୟବାନ ଜିନିଷ ନେଇ ପଳାଇଥାନ୍ତି। ଠିକ୍‌ ଏହିଭଳି ଘଟଣା ଘଟିଛି। ଦିଲ୍ଲୀର ଜନକପୁରୀ...

ଭାଜପା ନେତା ବିଜୟଭର୍ଗିୟଙ୍କୁ ଜେଡ୍ ପ୍ଲସ ସୁରକ୍ଷା ସହ ବୁଲେଟ୍ ଫ୍ରୁଫ୍ କାର୍‌

କୋଲକାତା,୧୪ ।୧୨: ଭାରତୀୟ ଜନତା ପାର୍ଟି(ଭଜପା)ର ରାଷ୍ଟ୍ରୀୟ ମହାସଚିବ କୈଳାଶ ବିଜୟଭର୍ଗିୟଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି । କିଛିଦିନ ତଳେ ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ର୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ଏହା କରାଯାଇଥିବା କୁହାଯାଉଛି ।...

ପଦ ଛାଡିବେ କମଲନାଥ!

ଭୋପାଳ,୧୪ ।୧୨: ମଧ୍ୟପ୍ରଦେଶରେ ପ୍ରଥମେ ସରକାର ଭାଙ୍ଗିବା ଏବେ ନିକଟରେ ଉପନିର୍ବାଚନରେ ହାରିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଏକ ବଡ ବୟାନ ଦେଇଛନ୍ତି । ଛିଣ୍ଡୱାଡାରେ ସମର୍ଥକଙ୍କୁ ସମ୍ବୋଧନ କରିବା ବେଳେ ରାଜନୀତି ଛାଡିବାର ସଙ୍କେତ ଦେଇଛନ୍ତି କମଲନାଥ...

ଉପାସରେ ଅନ୍ନଦାତା: ଜିଦ୍‌ରେ ଅଟଳ କେନ୍ଦ୍ର ସରକାର, ରାଜନୈତିକ କାଦୁଅ ଫିଙ୍ଗା ଜୋରଦାର୍‌

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ୧୯ ଦିନରେ ପହଞ୍ଚିଛି। ସରକାରଙ୍କ ଉପରେ ଚାପ ବୃଦ୍ଧି କରିବା ଲାଗି ଅନ୍ନଦାତାମାନେ ସୋମବାର ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଉପାସରେ ବସି ରହିଛନ୍ତି। ଅନ୍ନଦାତାଙ୍କୁ...

କେନ୍ଦ୍ର ସରକାର ମମତାଙ୍କ ମଧ୍ୟରେ ବଢୁଛି ଦୂରତା

ନୂଆଦିଲ୍ଲୀ,୧୪ ।୧୨: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ସୋମବାର ରାଜ୍ୟର ପ୍ରମୁଖ ସଚିବ ଓ ଡିଜିିପିଙ୍କୁ ଜବାବ ମାଗିଛି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ । ସୋମବାର ଦିନ ୧୨ଟା ୧୫ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri