ଜାତୀୟ

ଭାଜପା ନେତା ବିଜୟଭର୍ଗିୟଙ୍କୁ ଜେଡ୍ ପ୍ଲସ ସୁରକ୍ଷା ସହ ବୁଲେଟ୍ ଫ୍ରୁଫ୍ କାର୍‌

କୋଲକାତା,୧୪ ।୧୨: ଭାରତୀୟ ଜନତା ପାର୍ଟି(ଭଜପା)ର ରାଷ୍ଟ୍ରୀୟ ମହାସଚିବ କୈଳାଶ ବିଜୟଭର୍ଗିୟଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି । କିଛିଦିନ ତଳେ ପଶ୍ଚିମବଙ୍ଗରେ ଭାଜପା ରାଷ୍ଟ୍ର୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣ ପରେ ଏହା କରାଯାଇଥିବା କୁହାଯାଉଛି ।...

ପଦ ଛାଡିବେ କମଲନାଥ!

ଭୋପାଳ,୧୪ ।୧୨: ମଧ୍ୟପ୍ରଦେଶରେ ପ୍ରଥମେ ସରକାର ଭାଙ୍ଗିବା ଏବେ ନିକଟରେ ଉପନିର୍ବାଚନରେ ହାରିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଏକ ବଡ ବୟାନ ଦେଇଛନ୍ତି । ଛିଣ୍ଡୱାଡାରେ ସମର୍ଥକଙ୍କୁ ସମ୍ବୋଧନ କରିବା ବେଳେ ରାଜନୀତି ଛାଡିବାର ସଙ୍କେତ ଦେଇଛନ୍ତି କମଲନାଥ...

ଉପାସରେ ଅନ୍ନଦାତା: ଜିଦ୍‌ରେ ଅଟଳ କେନ୍ଦ୍ର ସରକାର, ରାଜନୈତିକ କାଦୁଅ ଫିଙ୍ଗା ଜୋରଦାର୍‌

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ୧୯ ଦିନରେ ପହଞ୍ଚିଛି। ସରକାରଙ୍କ ଉପରେ ଚାପ ବୃଦ୍ଧି କରିବା ଲାଗି ଅନ୍ନଦାତାମାନେ ସୋମବାର ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଉପାସରେ ବସି ରହିଛନ୍ତି। ଅନ୍ନଦାତାଙ୍କୁ...

କେନ୍ଦ୍ର ସରକାର ମମତାଙ୍କ ମଧ୍ୟରେ ବଢୁଛି ଦୂରତା

ନୂଆଦିଲ୍ଲୀ,୧୪ ।୧୨: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ସୋମବାର ରାଜ୍ୟର ପ୍ରମୁଖ ସଚିବ ଓ ଡିଜିିପିଙ୍କୁ ଜବାବ ମାଗିଛି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ । ସୋମବାର ଦିନ ୧୨ଟା ୧୫ରେ...

ପିଡିପି ନେତାଙ୍କ ଘର ଉପରେ ଆତଙ୍କବାଦୀ ଆକ୍ରମଣ: ପିଏସ୍‌ଓ ଆହତ

ଜମ୍ମୁ,୧୪ ।୧୨: ଜମ୍ମୁ-କଶ୍ମୀରରେ ଜଣେ ପିଡିପି ନେତାଙ୍କ ଘର ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ସୂଚନା ମିଳିଛି । ଏହି ଆକ୍ରମଣରେ ଜଣେ ପିଏସ୍‌ଓ ବା ନେତାଙ୍କ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ଆକ୍ରମଣ ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ...

ଉତ୍ତରପ୍ରଦେଶ-କେରଳକୁ ମିଳିବ ଅଧିକ କରୋନା ଟିକା

ନୂଆଦିଲ୍ଲୀ,୧୪।୧୨: ଭାରତରେ ଖୁବ୍‌ ଶୀଘ୍ର କରୋନା ପ୍ରତିଷେଧକ ଟିକାଦାନ ସାର୍ବଜନୀକ ଭାବେ ଆରମ୍ଭ କରାଯିବ। ଦେଶର ଅନ୍ୟ ରାଜ୍ୟ ତୁଳନାରେ ଉତ୍ତରପ୍ରଦେଶ ଏବଂ କେରଳକୁ ଅଧିକ କରୋନା ଟିକା ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀ, ଡାକ୍ତର, ନର୍ସ ଏବଂ ଅନ୍ୟ...

ନୂଆ ସହଯୋଗୀଙ୍କ ହାତ ଧରିଲା ଭାଜପା

ଗୁଆହାଟୀ, ୧୪।୧୨(ପି.ଟି.): ଆସାମ ବୋଡୋଲ୍ୟାଣ୍ଡ ଟେରିଟୋରିଆଲ୍‌ କାଉନ୍‌ସିଲ୍‌ (ବିଟିସି)କୁ ନିଜ ଅକ୍ତିଆରରେ ରଖିବା ଲାଗି ଭାଜପା ଏହାର ସହଯୋଗୀ ଦଳ ବିପିଏଫ୍‌କୁ ଛାଡ଼ି ଅନ୍ୟ ଏକ ଦଳର ହାତ ଧରିଛି। ବୋଡୋ ଅଧ୍ୟୁଷିତ ଅଞ୍ଚଳର ସ୍ବୟଂଶାସନ ସଂସ୍ଥା ବିଟିସିର ୪୦...

ଭାଜପା ମମତାଙ୍କୁ ହତ୍ୟା କରିପାରେ: ଟିଏମ୍‌ସି

ଭାଙ୍ଗର୍‌,୧୪।୧୨: ଭାଜପା ନିର୍ବାଚନ ଜିତିବାରେ ବିଫଳ ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିପାରେ ବୋଲି ବରିଷ୍ଠ ଟିଏମ୍‌ସି ନେତା ସୁବ୍ରତ ମୁଖାର୍ଜୀ ଅଭିଯୋଗ କରିଛନ୍ତି। ଅପରାଧ ଘଟାଇବା ପାଇଁ ଗୈରିକ ଦଳ ଲୋକଙ୍କୁ...

ଆଶ୍ରମରୁ ଶିଶୁକନ୍ୟାକୁ ନେଇଗଲେ ଭାଜପା ବିଧାୟକ

ବରେଲି, ୧୪ା୧୨: ଉତ୍ତରପ୍ରଦେଶର ବରେଲିସ୍ଥିତ ଏକ ଅନାଥ ଆଶ୍ରମରୁ ଜଣେ ଏକ ବର୍ଷୀୟ ଶିଶୁ କନ୍ୟାକୁ ଭାଜପା ବିଧାୟକ ରାଜେଶ ମିଶ୍ର ବେଆଇନ ଭାବେ ନେଇଯାଇଥିବା ଅଭିଯୋଗ ହୋଇଛି। ଆଇନଗତ ଉପାୟରେ ବିନା କୌଣସି କାଗଜପତ୍ରରେ ବିଧାୟକ ଗତ ସପ୍ତାହରେ...

କୃଷକଙ୍କ ଦାବି: ମୋଦି ଆମ କଥା ଶୁଣନ୍ତୁ

ନୂଆଦିଲ୍ଲୀ,୧୪।୧୨: ନୂଆ କୃଷି ଆଇନକୁ ବିରୋଧ କରି ଗତ ୧୯ ଦିନ ହେଲା ଦିଲ୍ଲୀରେ କୃଷକ ଆନ୍ଦୋଳନ ଜାରି ରହିଛି। ଦିଲ୍ଲୀର ବିଭିନ୍ନ ସୀମାରେ ଡେରା ପକାଇଥିବା ଲକ୍ଷଲକ୍ଷ କୃଷକ ଆଜି ସିଂଘୁ ସୀମାରେ ପୂର୍ବାହ୍ନ ୮ଟାରୁ ଅପରାହ୍ନ ୫ଟା...

ଅନିଲ ବିଜଙ୍କ ନିକଟରେ ଆଡଭାନ୍ସ କରୋନା ଲକ୍ଷଣ

ଚଣ୍ଡିଗଡ଼,୧୪ ।୧୨: ହରିୟାଣାର ସ୍ୱାସ୍ଥ୍ୟମନ୍ତ୍ରୀ ଅନିଲ ବିଜ କରୋନାରେ ସଂକ୍ରମିତ ହୋଇଥିଲେ । ରବିବାର ତାଙ୍କୁ ପିଜିଆଇଏମ୍‌ଏସ୍ ହସ୍ପିଟାଲର ଭର୍ତ୍ତି କରାଯାଇଛି । ତାଙ୍କ ନିକଟରେ ଆଡଭାନ୍ସ କରୋନା ଲକ୍ଷଣ ଦେଖା ଦେବାରୁ ତାଙ୍କୁ ପିଜିଆଇଏମ୍‌ଏସ୍ ରେ ଭର୍ତ୍ତି କରାଯାଇଥିବା...

ଉପବାସରେ ଅନ୍ନଦାତା

ନୂଆଦିଲ୍ଲୀ,୧୪ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ରାଜଧାନୀ ଦିଲ୍ଲୀ ସୀମାରେ ବିରୋଧ ପ୍ରଦର୍ଶନ କରି ଆସୁଥିବା କୃଷକ ସୋମବାର ଉପବାସ ରହି ଧାରଣାରେ ବସିଛନ୍ତି । କେନ୍ଦ୍ର ସରକାରଙ୍କ ସହ କଥା ହୋଇଥିଲେ ମଧ୍ୟ ଏହାର କୌଣସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri