ମିଳିବ ଡିଜିଟାଲ ଭୋଟର କାର୍ଡ: ମୋବାଇଲ୍ରେ ବି ରଖିହେବ
ନୂଆଦିଲ୍ଲୀ,୧୨।୧୨: ଏଣିକି ଭୋଟରଙ୍କୁ ଡିଜିଟାଲ ଭୋଟର କାର୍ଡ ମିଳିବ। ଏନେଇ ନିର୍ବାଚନ ଆୟୋଗ ପକ୍ଷରୁ ଏହି ପ୍ରସ୍ତାବ ଉପରେ ବିଚାର ବିମର୍ଷ ଜାରି ରହିଛି। ମୋବାଇଲ୍, ଓ୍ବେବସାଇଟ୍ ତଥା ଇ-ମେଲ୍ରେ ସାଇତି ରଖିହେବ। ଏନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ...
ଦିଲ୍ଲୀ ମୁହାଁ ୧୫ ଶହ ଗାଡ଼ି: ୭ ଜିଲାର ହଜାରେ ଗାଁର ବାସିନ୍ଦା ଏକଜୁଟ
ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଅନ୍ନଦାତାଙ୍କ ଆନ୍ଦୋଳନ ୧୭ ଦିନରେ ପହଞ୍ଚିଛି। ଆନ୍ଦୋଳନକୁ ଜୋର୍ଦାର କରିବା ଲାଗି ପଞ୍ଜାବରୁ ଦିଲ୍ଲୀ ମୁହାଁ ହୋଇଛି ୧୫ ଶହ ଗାଡ଼ି। ଏଥିରେ ୧୩ ଶହ ଟ୍ରାକ୍ଟର ମଧ୍ୟ ରହିଛି।...
ଆଉ କେତେ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଦେଖିବେ କେନ୍ଦ୍ର ସରକାର: ରାହୁଲ
ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ୧୭ ଦିନରେ ପହଞ୍ଚିଛି। ଇତିମଧ୍ୟରେ ୧୧ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏହାକୁ ନେଇ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି।...
ରାସ୍ତାରେ ଜମି ରହିଛି ୯ ଇଞ୍ଚର ବରଫ: ୨୭୦ କିମି ଦୀର୍ଘ ଜାତୀୟ ରାଜପଥ ବନ୍ଦ
ଶ୍ରୀନଗର,୧୨।୧୨: ପ୍ରବଳ ତୁଷାରପାତ ଯୋଗୁ ଜମ୍ମୁ-କଶ୍ମୀରରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଗତ ରାତିରୁ ଏଠାରେ ତୁଷାରପାତ ଜାରି ରହିଛି। ଏହାଯୋଗୁ ଡୋଡା ଜିଲାର କାଷ୍ଟିଗଡ଼ ଅଞ୍ଚଳର ଗୁରମୁଲ ଗାଁରେ ଭୂସ୍ଖଳନ ହୋଇଛି। ୮ ପରିବାରଙ୍କୁ ଉଦ୍ଧାରକାରୀ ଦଳ ସୁରକ୍ଷିତ...
୨୦୨୦ ବର୍ଷରେ ହୋଇଛି ବହୁ ପରିବର୍ତ୍ତନ, ବିଗିଡ଼ିଥିବା ସ୍ଥିତି ପୁଣି ହେଉଛି ସ୍ବାଭାବିକ : ମୋଦି
ନୂଆଦିଲ୍ଲୀ,୧୨।୧୨: ଚଳିତ ୨୦୨୦ ବର୍ଷରେ ଭାରତ ସମେତ ସମଗ୍ର ପୃଥିବୀରେ ବହୁ ପରିବର୍ତ୍ତନ ହୋଇଛି। ୨୦-୨୦(ଟୋଣ୍ଟି-ଟୋଣ୍ଟି) କ୍ରିକେଟ ମ୍ୟାଚ୍ ଠାରୁ ଏହି ବର୍ଷ ଅଧିକ ତୀବ୍ର ବେଗରେ ଅନେକ କ୍ଷେତ୍ରରେ ଅଦଳବଦଳ ଦୃଷ୍ଟି ଗୋଚର ହୋଇଛି। କରୋନା ମହାମାରୀ ସଂକ୍ରମଣ...
ଡିସେମ୍ବର ୧୭ରେ ସିଏମ୍ଏସ୍-୦୧ ଉପଗ୍ରହ ଉତ୍କ୍ଷେପଣ କରିବ ଇସ୍ରୋ: ପାଗ ଉପରେ ଭରସା
ହାଇଦ୍ରାବାଦ୍,୧୨।୧୨: ପାଗ ଭଲ ରହିଲେ ଇସ୍ରୋ ପକ୍ଷରୁ ଡିସେମ୍ବର ୧୭ରେ ସିଏମ୍ଏସ୍-୦୧ ଉପଗ୍ରହକୁ ମହାକାଶକୁ ଉତ୍କ୍ଷେପଣ କରାଯିିବ। ଏନେଇ ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି। ଆନ୍ଧ୍ରପ୍ରଦେଶର ନେଲୁର ଜିଲାର ଶ୍ରୀହରିକୋଟା ସ୍ଥିତ ସତୀଶ ଧାଓ୍ବନ ମହାକାଶ ଗବେଷଣା କେନ୍ଦ୍ରର ଦ୍ୱିତୀୟ...
ସିବିଆଇ ହେପାଜତରୁ ୧୦୩ କିଲୋଗ୍ରାମ୍ ସୁନା ଗାଏବ: ଆନୁମାନିକ ମୂଲ୍ୟ ୪୫ କୋଟି
ଚେନ୍ନାଇ,୧୨।୧୨: ତାମିଲନାଡୁରେ ସିବିଆଇ ହେପାଜତରୁ ୧୦୩ କିଲୋଗ୍ରାମ୍ ସୁନା ଗାଏବ ହୋଇଥିବା ଜଣାପଡ଼ିଛି। ଗାଏବ ହୋଇଥିବା ସୁନାର ଆନୁମାନିକ ମୂଲ୍ୟ ୪୫ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ୨୦୧୨ରେ ଚେନ୍ନାଇ ସ୍ଥିତ ସୁରାନା କର୍ପୋରେଶନ ଲିମିଟେଡ୍ ଉପରେ ଚଢ଼ାଉ...
୨୦୧୪ ଲୋକ ସଭା ନିର୍ବାଚନରେ କଂଗ୍ରେସର ପରାଜୟ ପାଇଁ ଦାୟୀ ସୋନିଆ-ମନମୋହନ
ନୂଆଦିଲ୍ଲୀ,୧୨।୧୨: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀଙ୍କ ଆତ୍ମଜୀବନୀ ପୁସ୍ତକ ‘ଦ ପ୍ରେସିଡ଼େନ୍ସିଆଲ୍ ଇୟର’ରେ ଉଲ୍ଲେଖ କରାଯାଇଥିବା ତଥ୍ୟ ନେଇ ଏବେ ଦେଶର ରାଜନୈତିକ ମହଲରେ ଉଷ୍ଣତା ଭରିବାରେ ଲାଗିଛି। ପୁସ୍ତକରେ ପ୍ରଣବ ବର୍ଣ୍ଣନା କରିଥିବା କେତେକ ଅଜଣା କଥାକୁ ନେଇ...
ଟିକାକରଣ: ୯୦୦ କୋଟି ଡଲାର ଦେବ ଏଡିବି
ନୂଆଦିଲ୍ଲୀ, ୧୨।୧୨(ପି.ଟି.): ବିକାଶଶୀଳ ସଦସ୍ୟ ରାଷ୍ଟ୍ରଗୁଡ଼ିକୁ କୋଭିଡ୍ ଟିକା ସଂଗ୍ରହ ଓ ପ୍ରଦାନରେ ସହାୟତା ଲାଗି ଏସୀୟ ଉନ୍ନୟନ ବ୍ୟାଙ୍କ (ଏଡିବି) ୯୦୦ କୋଟି ଡଲାରର ପାଣ୍ଠି ପ୍ରସ୍ତୁତ କରିଥିବା ଶୁକ୍ରବାର କହିଛି। ଏସିଆ-ପାସିଫିକ୍ ଭାକ୍ସିନ୍ ଆକ୍ସେସ୍ ଫାସିଲିଟି (କୋଭାକ୍ସ)...
ମେଘାଳୟ ମୁଖ୍ୟମନ୍ତ୍ରୀଙ୍କୁ କରୋନା
ନୂଆଦିଲ୍ଲୀ, ୧୨ା୧୨: ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ୍ ସାଙ୍ଗାମା କରୋନାରେ ସଂକ୍ରମିତ ହୋଇଛନ୍ତି। ସେ ଏବେ ହୋମ୍ ଆଇସୋଲେଶନରେ ଥିବା ନେଇ ଟୁଇଟ କରି ଜଣାଇଛନ୍ତି। ଗତ ୫ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ନିଜ ସ୍ବାସ୍ଥ୍ୟ ଉପରେ...
ହେଲ୍ପ ଏଜ୍ ଇଣ୍ଡିଆକୁ ୟୁଏନ୍ ପପୁଲେଶନ ଆଓ୍ବାର୍ଡ
ନୂଆଦିଲ୍ଲୀ, ୧୨ା୧୨: ବରିଷ୍ଠ ନାଗରିକଙ୍କ ସାମାଜିକ ସୁରକ୍ଷା ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ହେଲ୍ପ ଏଜ ଇଣ୍ଡିଆକୁ ୟୁଏନ୍ ପପୁଲେଶନ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଦ ୟୁନାଇଟେଡ ନେଶନ୍ସ ପପୁଲେଶନ ଫଣ୍ଡ(ୟୁଏନ୍ଏଫ୍ପିଏ), ଇଣ୍ଡିଆର ଭାରତ ପ୍ରତିନିଧି ଆର୍ଜେଣ୍ଟିନା ମାଟାଭେଲ ପିକିନ...
ରହସ୍ୟମୟ ରୋଗରେ ୬୦୦ ଆକ୍ରାନ୍ତ
ହାଇଦ୍ରାବାଦ, ୧୨।୧୨: ଆନ୍ଧ୍ରପ୍ରଦେଶର ଏଲୁରୁରେ ରହସ୍ୟମୟ ରୋଗ ବ୍ୟାପିବାରେ ଲାଗିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬୧୧ ଜଣ ଆକ୍ରାନ୍ତ ହେଲେଣି। ତେବେ ବିଜୟଓ୍ବାଡାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କର ଯକ୍ଷ୍ମା ଓ କୋଭିଡ୍ରେ ମୃତ୍ୟୁ ହୋଇଥିବା ସରକାରୀ...
Archives


