ନଡ୍ଡାଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ବଢୁଛି ରାଜନୀତି: ପଶ୍ଚିମବଙ୍ଗ ଯିବେ ଶାହା
କୋଲକାତା, ୧୧ ।୧୨: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତି ହୋଇଛି ସରଗରମ । ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ରାଲି ଉପରେ ପଶ୍ଚିମବଙ୍ଗରେ ହୋଇଥିବା ଆକ୍ରମଣ ଘଟଣାକୁ ନେଇ ଏବେ ପୁଣିଥରେ ରାଜନୀତି ହେଲାଣି...
ବଢିପାରେ ଲାଲୁଙ୍କ ଅଡୁଆ
ରାଞ୍ଚି,୧୧ ।୧୨: ଚାରା ଘୋଟାଲା ଓ ଅନ୍ୟ କିଛି ମାମଲାରେ ଜେଲ୍ ଯାଇଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଜାମିନ ଆବେଦନର ଶୁଣାଣି ଶୁକ୍ରବାର ଝାଡ଼ଖଣ୍ଡ ହାଇକୋର୍ଟରେ କରାଯିବ ।...
ଜଣଙ୍କୁ ମାରିଲେ, ୪ ଜଣଙ୍କୁ ମାରିଦେବୁ
କୋଲକତା,୧୧।୧୨: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ଆରମ୍ଭ ହୋଇଥିବା ରାଜନୈତିକ ଯୁଦ୍ଧ ଏବେ ମୌଖିକ ଦଙ୍ଗାରେ ପରିବର୍ତ୍ତନ ହେଉଛି। ଗୋଟିଏ ଦିନ ପୂର୍ବରୁ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ଗାଡି ଉପରେ ଆକ୍ରମଣ ପରେ ଭାଜପା...
ଦୀର୍ଘ ୫୫ ବର୍ଷ ପରେ ଭାରତ-ବାଂଲାଦେଶ ମଧ୍ୟରେ ଚାଲିବ ଟ୍ରେନ୍
ନୂଆଦିଲ୍ଲୀ,୧୧।୧୨: ଦୀର୍ଘ ୫୫ ବର୍ଷ ପରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ରେଳ ମାର୍ଗ ଖୋଲାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଡିସେମ୍ବର ୧୭ରେ ପଶ୍ଚିମବଙ୍ଗର ହଲଦିବାଡୀ ଏବଂ ପଡୋଶୀ ବାଂଲାଦେଶର ଚିଲହାଟୀ ମଧ୍ୟରେ...
ଦେଶବାସୀଙ୍କୁ ମୋଦିଙ୍କ ଖାସ୍ ଅପିଲ୍
ନୂଆଦିଲ୍ଲୀ,୧୧।୧୨: ନୂଆ କୃଷି ଆଇନକୁ ନେଇ କୃଷକ ସଂଗଠନ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ନିୟମ ବିରୁଦ୍ଧରେ କୃଷକଙ୍କ ଆନ୍ଦୋଳନ ଜାରି ରହିଛି। ସରକାର ଏହି ତିନୋଟି ନିୟମ ପ୍ରତ୍ୟାହାର କରିବାକୁ ସେମାନେ...
ଟିକା ହିଁ ଆଶା
ଗତବର୍ଷ ଶେଷ ଆଡ଼କୁ ବିଶ୍ୱକୁ ଅଭିଶାପ ଭଳି ମାଡ଼ିଆସିଥିଲା ଏକ ଅଜଣା ଭୂତାଣୁ, ଯାହାକୁ ପରବର୍ତ୍ତୀ ସମୟରେ କରୋନା ବା କୋଭିଡ୍-୧୯ ରୂପେ ନାମକରଣ କରାଯାଇଥିଲା। ଏହି ମହାମାରୀର ଚେର ଅଦ୍ୟାବଧି ୨୨୫ରୁ ଊର୍ଦ୍ଧ୍ୱ ଦେଶକୁ ଲମ୍ବିସାରିଛି। ଏଥିରେ ୬୯,୪୧୮,୪୬୪...
୧୪ରୁ ଖୋଲିବ ହରିୟାଣା ସ୍କୁଲ: ଛାତ୍ରୀଛାତ୍ରମାନେ ଦାଖଲ କରିବେ କୋଭିଡ୍ ନେଗେଟିଭ୍ ସାର୍ଟିଫିକେଟ
ଚଣ୍ଡିଗଡ଼, ୧୦।୧୨- ହରିୟାଣାରେ ଆସନ୍ତା ୧୪ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଏଥିପାଇଁ ପିଲାଙ୍କୁ କୋଭିଡ୍ ନେଗେଟିଭ୍ ସାର୍ଟିଫିକେଟ ଦାଖଲ କରିବାକୁ ପଡ଼ିବ। ପ୍ରତିଦିନ ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ୩ ଘଣ୍ଟା...
ଦେଶର ନୂତନ ସଂସଦ ଭବନ ଗୋଲାକାର ନୁହେଁ ବରଂ ନିର୍ମାଣ ହେବ ତ୍ରିଭୁଜ ଆକାରର, ଜାଣନ୍ତୁ ଏହା ପଛର କାରଣ
ନୂଆଦିଲ୍ଲୀ: ଆମ ଦେଶର ନୂତନ ସଂସଦ ଭବନର ପ୍ରାରମ୍ଭିକ ଫଟୋ ପ୍ରକାଶ ପାଇଛି। ଟାଟା ପ୍ରୋଜେକ୍ଟ ଲିମିଟେଡ୍ ଅଧୀନରେ ନିର୍ମାଣ ହେବାକୁ ଥିବା ଏହି ନୂତନ କୋଠାର ଭିତ୍ତିପ୍ରସ୍ତର ଡିସେମ୍ବର ୧୦ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସ୍ଥାପନ...
ଝାଡ଼ଖଣ୍ଡରେ ମହିଳାଙ୍କୁ ଗଣବଳାତ୍କାର : ରିପୋର୍ଟ ତଲବ କଲା ଏନ୍ସିଡବ୍ଲ୍ୟୁ
ନୂଆଦିଲ୍ଲୀ,୧୦।୧୨- ଝାଡ଼ଖଣ୍ଡର ଡୁମକା ଜିଲାରେ ଜଣେ ମହିଳାଙ୍କୁ ୧୭ ଜଣ ଗଣବଳାତ୍କାର କରିଥିବା ଅଭିଯୋଗ ଆସିଛି। ରାଜ୍ୟ ପୋଲିସକୁ ଏହି ଘଟଣାର ରିପୋର୍ଟ ତଲବ କରିଛି ଜାତୀୟ ମହିଳା ଆୟୋଗ (ଏନ୍ସିଡବ୍ଲ୍ୟୁ)। ଗଣବଳାତ୍କାର ମାମଲାର ତଦନ୍ତ ୨ ମାସ ମଧ୍ୟରେ...
ପୋଲିସ ସହାୟତାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀଙ୍କ ଘରେ ଭାଜପା ଗୁଣ୍ଡାଙ୍କ ଆକ୍ରମଣ : ଏଏପିର ଅଭିଯୋଗ
ନୂଆଦିଲ୍ଲୀ,୧୦।୧୨- ପୋଲିସର ସାହାଯ୍ୟରେ ଭାଜପାର ଗୁଣ୍ଡାମାନେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ବାସଭବନ ଉପରେ ଆକ୍ରମଣ କରିଥିବା ଆମ ଆଦମି ପାର୍ଟି (ଏଏପି) ପକ୍ଷରୁ ଅଭିଯୋଗ ହୋଇଛି। ଘଟଣାର ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ପୋଲିସ ଉପସ୍ଥିତିରେ ଗୁଣ୍ଡାମାନେ...
ପ୍ରଧାନମନ୍ତ୍ରୀ ଆମ କଥା ନ ଶୁଣିଲେ ରେଲୱେ ଟ୍ରାକ୍ରେ ହେବ ଧାରଣା: କୃଷକ ନେତା
ନୂଆଦିଲ୍ଲୀ,୧୦ ।୧୨: କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଦୀର୍ଘ ୧୫ ଦିନ ହେବ ଦିଲ୍ଲୀ ସୀମାରେ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ବୁଧବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଯେଉଁ ପ୍ରସ୍ତାବ ଦିଆଯାଇଥିଲା ସେଥିରେ କୃଷକ ସଙ୍ଗଠନ...
ଡିସେମ୍ବର ୧୪ରୁ ଦଶମ, ଦ୍ୱାଦଶ ଶିକ୍ଷାର୍ଥିଙ୍କ ପାଇଁ ଖୋଲିବ ସ୍କୁଲ: କରୋନା ଯାଞ୍ଚ ପରେ କ୍ଲାସକୁ ଯିବାକୁ ମିଳିବ ଅନୁମତି
ଚଣ୍ଡିଗଡ଼,୧୦।୧୨: କରୋନା ମହାମାରୀ ମଧ୍ୟରେ ହରିଆଣାରେ ପୁଣିଥରେ ଡିସେମ୍ବର ୧୪ରୁ ସ୍କୁଲ ଖୋଲିବା ନେଇ ପ୍ରସ୍ତୁତି କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ପ୍ରତିଦିନ ସକାଳ...
Archives


