ଜାତୀୟ

ସିଦ୍ଧୁଙ୍କ ଗୁଗ୍‌ଲୀ

ଚଣ୍ଡିଗଡ,୧୩।୭: ପଞ୍ଜାବ କଂଗ୍ରେସରେ ବିବାଦର କାରଣ ହୋଇଥିବା ନବଜୋତ ସିଦ୍ଧୁ ମଙ୍ଗଳବାର ଆମ ଆଦମୀ ପାର୍ଟିର ପ୍ରଶଂସା କରିଛନ୍ତି। ସିଦ୍ଧୁ ଟୁଇଟ୍‌ ଯୋଗେ କହିଛନ୍ତି ଯେ, ଆମର ବିରୋଧୀ ଆମ୍‌ ଆଦ୍‌ମୀ ପାର୍ଟି ପଞ୍ଜାବ ପାଇଁ ମୋର ଦୃଷ୍ଟିକୋଣ ଏବଂ କାର୍ଯ୍ୟକୁ…

କାଉଡ଼ି ଯାତ୍ରାକୁ ନେଇ ଚିନ୍ତା ପ୍ରକଟ କଲା ଆଇଏମ୍‌ଏ

ଡେରାଡୁନ,୧୩।୭: ଜୁଲାଇ ୨୫ରୁ ଆରମ୍ଭ ହେବାକୁ ଥିବା କାଉଡି ଯାତ୍ରାକୁ ଅନୁମତି ଦେବା ପାଇଁ ଉତ୍ତରାଖଣ୍ଡ ସରକାର ବିଚାର କରୁଛନ୍ତି। ଇତିମଧ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି ଜୋର ଧରିଛି। ଏନେଇ ଉତ୍ତରାଖଣ୍ଡର ଇଣ୍ଡିଆନ…

ଦେଶର ପ୍ରଥମ କରୋନା ସଂକ୍ରମିତ ପୁଣିଥରେ କରୋନା କବଳରେ

ଥିରୁଭାନନ୍ତପୁରମ,୧୩ ।୭: ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଥିବା ବେଳେ ସମୟ କ୍ରମେ ଏହା କମ୍ ହେବାରେ ଲାଗିଛି । ହେଲେ କିଛି ରାଜ୍ୟରେ ଏବେବି କରୋନା ଚିନ୍ତାର କାରଣ ପାଲଟିଛି । ମିଳିଥିବା ସୂଚନାରୁ ଜଣାପଡିଛି କି ଦେଶର ପ୍ରଥମ…

ସ୍ଫୁଟନିକ୍‌-ଭି ଉତ୍ପାଦନ ସେପ୍ଟେମ୍ବରରୁ

ନୂଆଦିଲ୍ଲୀ,୧୩।୭: ଭାରତରେ କରୋନା ଭାଇରସ୍‌ ସଂକ୍ରମଣର ପ୍ରକୋପକୁ ରୋକିବା ପାଇଁ ଦେଶବ୍ୟାପି ଟିକାକରଣ ଅଭିଯାନ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଭାରତରେ ୩୮କୋଟି ୧୪ଲକ୍ଷ ୬୭ହଜାର ୬୪୬ଜଣ ଲୋକଙ୍କୁ ଟିକା ଦିଆଯାଇସାରିଛି। ସେଥିମଧ୍ୟରେ ୩୦କୋଟି ୬୬ ଲକ୍ଷ ୧୨ହଜାର ୭୮୧ଜଣ ବ୍ୟକ୍ତିଙ୍କୁ କରୋନା…

ଅଗଷ୍ଟଠାରୁ ପ୍ରତିମାସରେ ଦିଆଯିବ ୯୦ ଲକ୍ଷ ଡୋଜ୍‌…

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ସୁରକ୍ଷିତ ରହିବା ଲାଗି ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଟିକାର ଅଭାବ ଯୋଗୁ କେତେକ ଅଞ୍ଚଳରେ ଏହି ଅଭିଯାନ ପଛେଇ ଯାଉଛି। ତେବେ…

ପୂର୍ବଠାରୁ ଅଧିକ ସତର୍କତା ଜରୁରୀ, ମାସ୍କ୍‌ ପିନ୍ଧିବା ଅପରିହାର୍ଯ୍ୟ, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ପୂର୍ବଠାରୁ ଅଧିକ ସତର୍କତା ଜରୁରୀ। ମାସ୍କ୍‌ ପିନ୍ଧିବା ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର-ପୂର୍ବ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ହୋଇଥିବା ବୈଠକରେ ଯୋଗଦେଇ ଏଭଳି କହିଛନ୍ତି। ହିଲ୍‌ ଷ୍ଟେଶନ,…

କରୋନା ବହୁରୂପି, ସବୁ ଭାରିଏଣ୍ଟ ଉପରେ ରଖିବାକୁ ପଡିବ ନଜର: ମୋଦି

ନୂଆଦିଲ୍ଲୀ,୧୩ ।୭: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର କମି କମି ଆସୁଛି ହେଲେ କିଛି ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇବା ତୃତୀୟ ଲହରର ସଙ୍କେତ ଦେଲାଣି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବୋତ୍ତର ରାଜ୍ୟର ୮ ମୁଖ୍ୟମନ୍ତ୍ରୀଙ୍କ ସହ…

ଏମ୍ସ ଆସିଲେ ଡେରା ମୁଖ୍ୟ ରାମ ରହିମ

ରୋହତକ,୧୩ ।୭: ରୋହତକର ସୁନରିୟା ଜେଲରେ ବନ୍ଦୀ ଜୀବନ କାଟୁଥିବା ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମଙ୍କ ସ୍ୱାସ୍ଥ୍ୟ ବିଗିଡି ଯାଇଛି । ମଙ୍ଗଳବାର ଭୋର ପ୍ରାୟ ସାଢେ ୫ଟା ବେଳେ ତାଙ୍କୁ ଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ…

ଆମିରଙ୍କୁ ନେଇ ବିବାଦୀୟ ବୟାନ ଦେଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୩ ।୭: ମଧ୍ୟପ୍ରଦେଶ ମନ୍ଦସୌରର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ ପି ସୁଧୀର ଗୁପ୍ତା ଏକ ବିବାଦୀୟ ବୟାନ ଦେଇଛନ୍ତି । ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ଓ ତାଙ୍କ ପତ୍ନୀ କିରଣ ରାଓଙ୍କୁ ନେଇ ଏହି ବୟାନ ଦେଇଛନ୍ତି…

ଜନସଂଖ୍ୟା ଆଇନ ନେଇ ଏନ୍‌ଡିଏରେ ଫାଟ…

ପାଟନା,୧୩।୭: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ଜାରି କରାଯାଇଥିବା ଜନସଂଖ୍ୟା ଆଇନକୁ ନେଇ ଏନ୍‌ଡିଏରେ ଫାଟ ସୃଷ୍ଟି ହୋଇଛି। ବିହାରରେ ମୁଖ୍ୟମନ୍ତ୍ରୀ ଜେଡ଼ିୟୁ ପ୍ରମୁଖ ନୀତୀଶ କୁମାର ଏବଂ ଉପ ମୁଖ୍ୟମନ୍ତ୍ରୀ ରେଣୁ ଦେବୀ ମୁହାଁମୁହିଁ ହୋଇଛନ୍ତି। ନୀତୀଶ ଏକ…

ପରଲୋକରେ ପୂର୍ବତନ କ୍ରିକେଟର ୟଶପାଲ

ନୂଆଦିଲ୍ଲୀ,୧୩।୭: ପୂର୍ବତନ ଭାରତୀୟ କ୍ରିକେଟର ତଥା ୧୯୮୩ର ବିଶ୍ୱ ବିଜେତା ଟିମ୍‌ର ସଦସ୍ୟ ରହିଥିବା ୟଶପାଲ ଶର୍ମାଙ୍କ ପରଲୋକ ଘଟିଛି। ମଙ୍ଗଳବାର ସକାଳେ ୭ଟା ୪୦ରେ ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ବର୍ଷ ହୋଇଥିଲା। ସକାଳୁ…

ରାଣ ପକାଇ ସତ କୁହ କାହାକୁ ଦେଇଛ ଭୋଟ

ଲକ୍ଷ୍ନୌ,୧୩।୭: ଉତ୍ତରପ୍ରଦେଶ ଶାହଜହାଁପୁରର ଭାଜପା ବିଧାୟକ ଏବେ ଚର୍ଚ୍ଚାରେ ଅଛନ୍ତି। ତାଙ୍କର ଏକ ବିବାଦୀୟ ବୟାନର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟିରେ ସେ କହିଛନ୍ତି, ପୁଅର ରାଣ ପକାଇ କୁହ ଭାଜପାକୁ ଭୋଟ ଦେଇଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?