ଜାତୀୟ

ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ପୋଷ୍ଟର ଲଗାଇ ଇ-ବାଇକ୍ ରାଲିରେ ବାହାରିଲେ ମମତା

କୋଲକାତା,୨୫ ।୨: ଦେଶରେ ବେଳକୁ ବେଳ ବଢି ଚାଲିଛି ପ୍ରେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦାମ୍ । ଏହାର ପ୍ରତିବାଦରେ ବିରୋଧୀ ଲଗାତାର ବିରୋଧ ପ୍ରଦର୍ଶନ କରି ଆସୁଛନ୍ତି । ଏହି ରାଜନୈତିକ ଦଳ ମଧ୍ୟରେ କଂଗ୍ରେସ, ସମାଜବାଦୀ ପାର୍ଟି,…

ଭାରତ ବନ୍ଦ: ୮ କୋଟିରୁ ଅଧିକ ବ୍ୟବସାୟୀ ହେବେ ସାମିଲ

ନୂଆଦିଲ୍ଲୀ,୨୫।୨: ଫେବୃୟାରୀ ୨୬ରେ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ (ସିଏଆଇଟି) ପକ୍ଷରୁ ଭାରତବନ୍ଦ ଡାକରା ଦିଆଯାଇଛି। ଜିଏସ୍‌ଟିରେ ହୋଇଥିବା କେତେକ ସଂଶୋଧନ ବିରୋଧରେ ୮ କୋଟିରୁ ଅଧିକ ବ୍ୟବସାୟୀ ଏହି ବନ୍ଦରେ ସାମିଲ ହେବେ। ଏକ କୋଟିରୁ ଅଧିକ ପରିବହନକାରୀ ସଂସ୍ଥା ମଧ୍ୟ…

ଭାଜପାର ସୋନାର ବାଂଲା ମିଶନ: ପଦ୍ମ ଧରିଲେ ଅଭିନେତ୍ରୀ ପାୟଲ

କୋଲକାତା,୨୫ ।୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ପଶ୍ଚିମବଙ୍ଗ ଗସ୍ତରେ ଯାଇ ସୋନାର ବାଂଲା ମିଶନ କ୍ୟାମ୍ପେନର ଲଞ୍ଚ କରିଛନ୍ତି । ଏହା ମାଧ୍ୟମରେ ଭାଜପା ପାଖାପାଖି ୨ କୋଟି ଲୋକଙ୍କ ପାଖେ ପହଞ୍ଚିବା ସହ ମନିଫେଷ୍ଟୋ…

ସମୁଦ୍ରରେ ମାଛ ଧରିଲେ ରାହୁଲ: ଭିଡ଼ିଓ ଭାଇରାଲ

କୋଲ୍ଲମ୍‌,୨୫।୨: ରାହୁଲ ଗାନ୍ଧୀ କେରଳ ଗସ୍ତରେ ଅଛନ୍ତି। ସେ ସମୁଦ୍ରରେ ମାଛ ଧରୁଥିବାର ଏକ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କୋଲ୍ଲମର ସମୁଦ୍ରରେ ସେ ଧୀବରମାନଙ୍କ ସହିତ ବୋଟରେ ବସି ସେମାନଙ୍କର ଜୀବନଶୈଳୀ ସମ୍ପର୍କରେ ଅଭିଜ୍ଞତା ହାସଲ…

ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କର ହେବ ନାହିଁ ପରୀକ୍ଷା: ଆସାଇନମେଣ୍ଟ ଆଧାରରେ ହେବ ପ୍ରମୋଶନ

ନୂଆଦିଲ୍ଲୀ,୨୫ ।୨: ରାଜଧାନୀ ଦିଲ୍ଲୀର ସରକାରୀ ଓ ସରକାରୀ ସହାୟତା ପ୍ରାପ୍ତ ସ୍କୁଲରେ ପଢୁଥିବା ତୃତୀରୁ ଅଷ୍ଟମ ଶ୍ରେଣୀର ପିଲାଙ୍କ ପାଇଁ ଚଳିତ ବର୍ଷ ପରୀକ୍ଷା କରାଯିବ ନାହିଁ । ଏମାନଙ୍କୁ ‘ନୋ ଡିଟେନଶନ ପଲିସି’ ଆଧାରରେ ଉପର କ୍ଲାସକୁ ପ୍ରମୋଶନ…

ପୁଣି କରୋନା ଆତଙ୍କ: ସ୍କୁଲ ହଷ୍ଟେଲର ୧୯୦ ଛାତ୍ର ଆକ୍ରାନ୍ତ

ମୁମ୍ବାଇ,୨୫।୨: ଦେଶର କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ, ଛତିଶଗଡ଼ ଆଦି ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରର ଓ୍ବାଶିମ୍‌ ଜିଲାର ରେସୋଡ ତହସିଲ୍‌ର…

ଜବାବ ଅପେକ୍ଷାରେ ତୋମାର

ନୂଆଦିଲ୍ଲୀ, ୨୫।୨(ପି.ଟି.): ନୂଆ କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀମାନଙ୍କ ସହ ଆଲୋଚନା ପୁନର୍ବାର ଆରମ୍ଭ କରିବା ଲାଗି ସରକାର ପ୍ରସ୍ତୁତ ଅଛନ୍ତି। ତେବେ ସରକାର ଦେଇଥିବା ପ୍ରସ୍ତାବ ଉପରେ ସେମାନଙ୍କଠାରୁ ଜବାବ ମିଳିବା ଆବଶ୍ୟକ ବୋଲି କେନ୍ଦ୍ର କୃଷିମନ୍ତ୍ରୀ…

ନିଜ ସମ୍ପତ୍ତି ବାପାଙ୍କ ପରିବାରକୁ ଦେଇପାରିବେ ହିନ୍ଦୁ ମହିଳା

ନୂଆଦିଲ୍ଲୀ, ୨୫।୨: ମହିଳାଙ୍କ ସମ୍ପତ୍ତି ମାମଲାରେ ସୁପ୍ରିମକୋର୍ଟ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଜଣେ ହିନ୍ଦୁ ମହିଳାଙ୍କ ବାପଘର ପରିବାର ସଦସ୍ୟଙ୍କୁ ତାଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ଭାବେ ବିବେଚନା କରାଯାଇପାରିବ। ସେମାନଙ୍କୁ ବାହାର ଲୋକ ଭାବେ ଦେଖାଯାଇପାରିବ ନାହିଁ ବୋଲି…

‘ମୋଦିଙ୍କ ପାଇଁ ଖରାପ ସମୟ ଆସୁଛି’

କୋଲକାତା, ୨୫।୨ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କଠାରୁ ଖରାପ ସମୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅପେକ୍ଷା କରିଛି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର କହିଛନ୍ତି। ତାଙ୍କ ପୁତୁରା ତଥା ଟିଏମ୍‌ସି ଏମ୍‌ପି ଅଭିଷେକ ବାନାର୍ଜୀଙ୍କ…

ନେପାଳରୁ ଚୋରାରେ ଆସୁଛି ତେଲ

ନୂଆଦିଲ୍ଲୀ,୨୫ା୨: ଭାରତରେ ତେଲ ଦରରେ ନିଆଁ ଲାଗିଛି। ଦେଶର କେତେକ ଭାଗରେ ପେଟ୍ରୋଲ ଲିଟର ପିଛା ୧୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି। ପେଟ୍ରୋଲ ପ୍ରଥମ ଥର ପାଇଁ ତିନି ଅଙ୍କ ଛୁଇଁଥିବାବେଳେ ଡିଜେଲ ମଧ୍ୟ ଚଢ଼ା ଦାମରେ ବିକ୍ରି ହେଉଛି।…

‘ ବିଧାୟକଙ୍କୁ ଇସ୍ତଫା ଦେବା ପାଇଁ ବାଧ୍ୟ କରାଯାଇଥିଲା ’

ନୂଆଦିଲ୍ଲୀ,୨୪।୨: କଂଗ୍ରେସରୁ ଇସ୍ତଫା ଦେବା ଲାଗି ବିଧାୟକଙ୍କୁ ବାଧ୍ୟ କରାଯାଇଥିଲା। ମୋ ପାଖରେ ଏହାର ପ୍ରମାଣ ଅଛି ବୋଲି ବୁଧବାର ଏକ ସାକ୍ଷାତ୍‌କାରରେ କହିଛନ୍ତି ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀ। ବିଧାୟକଙ୍କ ଇସ୍ତଫା କାରଣରୁ ସୋମବାର ତାଙ୍କ ସରକାର ଭାଙ୍ଗି…

ଉଚ୍ଚ ସ୍ତରୀୟ ପୋଲିସ ଅଧିକାରୀଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ମହିଳା ଆଇପିଏସ୍‌

ଚେନ୍ନାଇ,୨୪।୨: ତାମିଲନାଡୁର ଜଣେ ମହିଳା ଆଇପିଏସ୍‌ ଅଫିସର ଜଣେ ଉଚ୍ଚ ପଦସ୍ତ ପୋଲିସ ଅଧିକାରୀଙ୍କ ବିରୋଧରେ ଆଣିଛନ୍ତି ଯୌନ ଉତ୍ପିଡନା ଓ ଅସଦାଚରଣ କରିଥିବା ଅଭିଯୋଗ। କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ଇ. ପଲାନିସ୍ବାମଙ୍କ କେନ୍ଦ୍ରୀୟ ଜିଲା ଗସ୍ତବେଳେ ସୁରକ୍ଷା ଦାୟିତ୍ୱରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri