ବ୍ରିଟିଶ ରାଣୀଙ୍କ ସମ୍ପର୍କୀୟଙ୍କୁ ଜେଲ
ଲଣ୍ଡନ, ୨୪।୨ : ବ୍ରିଟିଶ ରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଜଣେ ସମ୍ପର୍କୀୟଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ୧୦ ମାସ ଜେଲ୍ ଦଣ୍ଡାଦେଶ ଦିଆଯାଇଛି। ଗତବର୍ଷ ଫେବୃୟାରୀରେ ଷ୍ଟ୍ରାଥ୍ମୋରର ୟର୍ଲ ସାଇମନ ବୋଓ୍ବେସ୍-ଲିଓନ୍ ସ୍କଟଲାଣ୍ଡସ୍ଥିତ ତାଙ୍କ ପୈତୃକ ଦୁର୍ଗରେ ଜଣେ ମହିଳାଙ୍କୁ ଯୌନ…
ଇଡି, ସିବିଆଇକୁ ଅସ୍ତ୍ର କରୁଛି କେନ୍ଦ୍ର
ନୂଆଦିଲ୍ଲୀ, ୨୪।୨ (ଆଇଏଏନ୍ଏସ୍): ପୁଡ଼ୁଚେରୀରେ କଂଗ୍ରେସ ସରକାର ଭାଙ୍ଗିବା ପରେ ବର୍ଷକ ମଧ୍ୟରେ ଏହି ଦଳ ଦୁଇଟି ରାଜ୍ୟରେ କ୍ଷମତା ହରାଇଛି। ଏହା ପୂର୍ବରୁ ମଧ୍ୟପ୍ରଦେଶରେ କଂଗ୍ରେସ ହାତରୁ କ୍ଷମତା ଯାଇଥିଲା। ଉଭୟ ରାଜ୍ୟରେ ଦଳୀୟ ବିଧାୟକମାନଙ୍କ ଇସ୍ତଫା ଯୋଗୁ ସରକାର…
ସଂକ୍ରମଣର କେନ୍ଦ୍ର ପାଲଟିଛି ବିଦର୍ଭ
ମୁମ୍ବାଇ/ଭୋପାଳ, ୨୪।୨ : ମହାରାଷ୍ଟ୍ରର ମୁମ୍ବାଇ ଏବଂ ପୁଣେ ପରେ ଏବେ ବିଦର୍ଭ ଅଞ୍ଚଳ କରୋନା ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଛି। ଏହି ଅଞ୍ଚଳର ୟାଭତମାଲ, ଆକୋଲା, ଅମରାବତୀ ଏବଂ ଓ୍ବାର୍ଦ୍ଧା ଜିଲାରେ ଦୈନିକ ସଂକ୍ରମଣ ହାର ବଢ଼ିଚାଲିଛି। ସେଠାରେ ସଂକ୍ରମଣ ହାର…
ଭାଷଣ ଅଧାରୁ ମଞ୍ଚ ଛାଡ଼ିଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୨୪।୨- ଉତ୍ତର ପ୍ରଦେଶର ମଥୁରାଠାରେ ମଙ୍ଗଳବାର କୃଷକ ଆନ୍ଦୋଳନକୁ ସମ୍ବୋଧିତ କରୁଥିବାବେଳେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାଷଣ ଅଧାରୁ ମଞ୍ଚ ଛାଡ଼ି ଦେଇଛନ୍ତି। ସେ ଭାଷଣ ଦେଉଥିବାବେଳେ ଜଣେ ମହିଳା ନ୍ୟାୟ ଦାବି କରି ସ୍ଲୋଗାନ ଦେଇଥିଲେ। ଉକ୍ତ…
ରାଜନୀତିରେ ପାଦ ଦେଇପାରନ୍ତି ଅଭାଗା କ୍ରିକେଟର
କୋଲକାତା,୨୪ା୨- ରାଜନୀତିରେ ପାଦ ଦେବାକୁ ଯାଉଛନ୍ତି ଭାରତୀୟ କ୍ରିକେଟର ମନୋଜ ତିଓ୍ବାରୀ। ଭାରତୀୟ କ୍ରିକେଟର ଅଭାଗା କ୍ରିକେଟର କୁହାଯାଉଥିବା ତିଓ୍ବାରୀ ବୁଧବାର ହୁଗଲି ଜିଲାର ଚିନସୁରରେ ହେବାକୁ ଥିବା ରାଲିବେଳେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ…
ଏହି ରାଜ୍ୟରେ ବିକ୍ରି ହୋଇପାରିବ ନାହିଁ ପତଞ୍ଜଳିର କୋରୋନିଲ
ମୁମ୍ବାଇ,୨୩।୨: ପତଞ୍ଜଳିର କରୋନିଲ ଟ୍ୟାବଲେଟ ଆବଶ୍ୟକୀୟ ମାନ୍ୟତା ବିନା ମହାରାଷ୍ଟ୍ରରେ ବିକ୍ରି ହୋଇପାରିବ ନାହିଁ। ଏ ନେଇ ରାଜ୍ୟର ଗୃହମନ୍ତ୍ରୀ ଅନୀଲ ଦେଶମୁଖ କହିଛନ୍ତି। ଏହି ଟ୍ୟାବଲେଟ କରୋନା ଉପରେ ପ୍ରଭାବଶାଳୀ ଓ ଏହାକୁ ଡବ୍ଲ୍ୟୁଏଚ୍ଓ ମାନ୍ୟତା ମିଳିଥିବା ପତଞ୍ଜଳି ପକ୍ଷରୁ…
ହ୍ବାଟ୍ସଆପ ଗ୍ରୁପ୍ କିମ୍ବା ଟୁଲକିଟ୍ର ଏଡିଟର ହେବା ଅପରାଧ ନୁହେଁ – କୋର୍ଟ
ନୂଆଦିଲ୍ଲୀ,୨୩।୨: ଟୁଲକିଟ୍ ମାମଲାରେ ବେଙ୍ଗାଲୁରୁର କ୍ଲାଇମେଟ୍ ଆକ୍ଟିଭିଷ୍ଟ ଦିଶା ରବିଙ୍କୁ ମଙ୍ଗଳବାର ଦିଲ୍ଲୀର ଏକ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହି ମାମଲାର ବିଚାର କରି ଅତିରିକ୍ତ ସେସନ ଜଜ୍ ଧର୍ମେନ୍ଦ୍ର ରାଣା କହିଛନ୍ତି, ହ୍ବାଟ୍ସଆପ ଗ୍ରୁପ ତିଆରି କରିବା କିମ୍ବା…
ବେଦ କୁମାରୀ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ
ନୂଆଦିଲ୍ଲୀ,୨୩।୨: ଓଡ଼ିଶାର ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ଡ. ବେଦ କୁମାରୀ ନିଯୁକ୍ତ ହୋଇଛନ୍ତି। ପ୍ରଫେସର ଏସ.କେ. ଭଟ୍ଟନଗର, ଡକ୍ଟର ଫୈଜାନ ମୁସ୍ତାଫା ଏବଂ ବିଚାରପତି ଏ.କେ. ପଟ୍ଟାନାୟକଙ୍କୁ ନେଇ ଗଠିତ ସର୍ଚ୍ଚ କମିଟି ପ୍ରଧାନ ବିଚାରପତିଙ୍କୁ…
ଶିକ୍ଷାର୍ଥୀଙ୍କୁ ଆତ୍ମବିଶ୍ୱାସ-ଆତ୍ମସଚେତନତା-ନିସ୍ବାର୍ଥପର ସେବାର ମନ୍ତ୍ର ଦେଲେ ମୋଦି
ନୂଆଦିଲ୍ଲୀ,୨୩।୨: ଆତ୍ମବିଶ୍ୱାସ, ଆତ୍ମସଚେନତା ଏବଂ ନିସ୍ବାର୍ଥପର ସେବା ମନୋବୃତ୍ତି ନେଇ କାର୍ଯ୍ୟ କରିବା ଦ୍ୱାରା ଦେଶର ବିକାଶ ସମ୍ଭବ ହୋଇପାରିବ। ଖଡ଼ଗପୁର ଆଇଆଇଟିର ୬୬ତମ ଦୀକ୍ଷାନ୍ତ ଉତ୍ସବରେ ଭିଡ଼ିଓ କନଫରେନ୍ସିଂରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଶିକ୍ଷାର୍ଥୀଙ୍କ ଉଦ୍ଦେଶ୍ୟରେ ଏଭଳି…
୫ରାଜ୍ୟରୁ ଉତ୍ତରାଖଣ୍ଡକୁ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ
ଡେରାଡୁନ,୨୩ ।୨: ମହାରାଷ୍ଟ୍ର, ଗୁଜରାଟ, କେରଳ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରୁ ଉତ୍ତରାଖଣ୍ଡ ଆସୁଥିବା ଯାତ୍ରୀଙ୍କ ପାଇଁ କରୋନା ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । ଏନେଇ ଉତ୍ତରାଖଣ୍ଡ ସରକାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି । ଏସବୁ ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ…
ଗୁଜରାଟ ନଗର ନିଗମ ନିର୍ବାଚନ: ଭାଜପା ଆଗରେ
ଅହମଦାବାଦ,୨୩ ।୨: ଗୁଜରାଟରେ ହୋଇଥିବା ୬ ନଗର ନିଗମ ନିର୍ବାଚନର ଫଳାଫଳ ମଙ୍ଗଳବାର ଘୋଷଣା କରାଯିବ । ଏହାର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ସରିଥିବା ବେଳେ ଅଧିକାଂଶ ସ୍ଥାନରେ ଭାରତୀୟ ଜନତା ପାର୍ଟି(ଭାଜପା) ଆଗରେ ରହିଥିବା ସୂଚନା ମିଳିଛି ।…
ସିବିଆଇ ପଚରା ଉଚରା ପୂର୍ବରୁ କାହିଁକି ଅଭିଶେକଙ୍କ ଘରେ ପହଞ୍ଚିଲେ ମମତା
କୋଲାକାତା,୨୩ ।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ହଠାତ୍ ଭଣଜା ଅଭିଶେକ ବାନାର୍ଜୀଙ୍କ ଘରେ ପହଞ୍ଚିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ସେଠାରେ ସେ ମାତ୍ର ୧୦ ମିନିଟ୍ ରହିଥିବା କୁହାଯାଉଛି । ଏହାପରେ ହରିଶ ମୁଖାର୍ଜୀ…
Archives


