ଜାତୀୟ

ଲୋକଙ୍କ ପାଇଁ କାମ କରୁଥିବା ବ୍ୟକ୍ତିଙ୍କୁ ପଦ୍ମ ସମ୍ମାନ ଲାଗି ମୋଦିଙ୍କ ଆହ୍ବାନ…

ନୂଆଦିଲ୍ଲୀ,୧୧।୭: ତୃଣମୂଳସ୍ତରରେ ଲୋକଙ୍କ ପାଇଁ ନିସ୍ବାର୍ଥପର ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କୁ ପିପୁଲସ୍‌ ପଦ୍ମ ସମ୍ମାନ ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। ରବିବାର ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଏଭଳି କହିଛନ୍ତି। ସେବା କରୁଥିବା ଲୋକ ଚିହ୍ନଟ…

ଟୁଇଟର୍‌ ଭାରତରେ ନିଯୁକ୍ତ କଲା ଅଭିଯୋଗ ଅଧିକାରୀ, ଦାୟିତ୍ୱରେ ବିନୟ ପ୍ରକାଶ…

ନୂଆଦିଲ୍ଲୀ,୧୧।୭: ଦିଲ୍ଲୀ ହାଇକୋର୍ଟଙ୍କ ତାଗିଦ୍‌ ପରେ ଟୁଇଟର ଏବେ ବାଟକୁ ଆସିଛି। ଭାରତରେ ଆବାସିକ ଅଭିଯୋଗ ଅଧିକାରୀ ଭାବେ ବିନୟ ପ୍ରକାଶଙ୍କୁ ନିଯୁକ୍ତ କରାଯିବା ନେଇ ଟୁଇଟର ପକ୍ଷରୁ ଘୋଷଣା କରାଯାଇଛି। ସେ ଟୁଇଟର ବିରୋଧରେ କରାଯାଇଥିବା ବିଭିନ୍ନ ଅଭିଯୋଗ ତଦାରଖ…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ଲଗାମ୍‌…

ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ…

ଦକ୍ଷିଣ କଶ୍ମୀରରେ ଏନ୍‌ଆଇଏ ଚଢ଼ାଉ, ୫ ସନ୍ଦିଗ୍ଧ ଗିରଫ…

ଶ୍ରୀନଗର,୧୧।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗ ମିଳିବା ପରେ ଏନ୍‌ଆଇଏ, ଟିମ୍‌, ର ଏବଂ ଆଇବି ଟିମ୍‌ ପକ୍ଷରୁ ଦକ୍ଷିଣ କଶ୍ମୀରର ଅନନ୍ତନାଗରେ ଚଢ଼ାଉ କରାଯାଇଛି। ଆତଙ୍କବାଦୀ ସଂଗଠନ ଆଇଏସ୍‌ଆଇଏସ୍‌ ସହିତ ସମ୍ପର୍କରେ ଥିବା ଅଭିଯୋଗ ଆଧାରରେ ୫ ଜଣ ସନ୍ଦିଗ୍ଧଙ୍କୁ…

ଆୟୁର୍ବେଦିକ ଚିକିତ୍ସକ ପି. କେ. ଓ୍ବାରିଅରଙ୍କ ପରଲୋକ

କୋଝିକୋଡ୍‌, ୧୧ା୭: ଆୟୁର୍ବେଦକୁ ସମଗ୍ର ବିଶ୍ୱରେ ଲୋକପ୍ରିୟ କରାଇବା ଏବଂ ବୈଜ୍ଞାନିକ ଆଧାରରେ ଶାସ୍ତ୍ରୀୟ ଆୟୁର୍ବେଦ ଚିକିତ୍ସାର ଗୁରୁତ୍ୱ ବଢ଼ାଇବା ଦିଗରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା କୋଟ୍ଟାକ୍କଲ ଆର୍ଯ୍ୟ ବିଦ୍ୟାଶାଳା (ଏଭିଏସ୍‌)ର ବିଶିଷ୍ଟ ଆୟୁର୍ବେଦିକ ଚିକିତ୍ସକ ଡା. ପି. କେ.…

ବିଚାରପତି ସମ୍ରାଟ ନୁହନ୍ତି

ନୂଆଦିଲ୍ଲୀ, ୧୧।୭(ଆଇଏଏନ୍‌ଏସ୍‌): ସରକାରୀ ଅଧିକାରୀମାନଙ୍କୁ ଅଯଥା ବାରମ୍ବାର ଅଦାଲତକୁ ଡକାଯାଉଥିବାରୁ ଏଥିରେ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିଚାରପତିମାନେ ସେମାନଙ୍କ କ୍ଷମତାର ସୀମା ଜାଣିବା ଆବଶ୍ୟକ। ସେମାନେ ସମ୍ରାଟଙ୍କ ଭଳି ବ୍ୟବହାର ନ କରି ବିନୟ ଏବଂ ନମ୍ର ଆଚରଣ କରିବା…

ଭାଜପା ନିୟନ୍ତ୍ରଣରେ ୬୩୦ ଆସନ

ଲକ୍ଷ୍ନୌ, ୧୧।୭: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅନୁଷ୍ଠିତ ଜିଲା ପଞ୍ଚାୟତ ଅଧ୍ୟକ୍ଷ ନିର୍ବାଚନରେ ଭାଜପାକୁ ବଡ଼ ସଫଳତା ମିଳିବା ପରେ ଶନିବାର ଅନୁଷ୍ଠିତ ବ୍ଲକ ପଞ୍ଚାୟତ ନିର୍ବାଚନରେ ମଧ୍ୟ ଗୈରିକ ଦଳ ବାଜିମାତ୍‌ କରିଛି। ରାଜ୍ୟର ମୋଟ ୮୨୫ ବ୍ଲକ୍‌…

୨ ପିଲା: ଅଧିକ ସୁବିଧା

ଲକ୍ଷ୍ନୌ, ୧୧।୭: ବିଶ୍ୱ ଜନସଂଖ୍ୟା ଦିବସର ଅବ୍ୟବହିତ ପୂର୍ବରୁ ଭାରତର ସବୁଠୁ ଜନବହୁଳ ରାଜ୍ୟ ଉତ୍ତରପ୍ରଦେଶ(ୟୁପି) ଜନସଂଖ୍ୟା ନିୟନ୍ତ୍ରଣ ଆଇନର ଚିଠା ବିଲ୍‌ ଆଣିଛି। ଉକ୍ତ ଚିଠା ବିଧେୟକର ବ୍ୟବସ୍ଥା ଅନୁଯାୟୀ ଯେଉଁମାନେ ଦୁଇ ସନ୍ତାନ ନୀତିକୁ ଉଲ୍ଲଂଘନ କରିବେ ସେମାନଙ୍କୁ…

ମୋଦିଙ୍କ କ୍ୟାବିନେଟରେ ଜ୍ୟୋତିରାଦିତ୍ୟ ସବୁଠୁ ଧନୀ ମନ୍ତ୍ରୀ, ଜାଣନ୍ତୁ ସମ୍ପତ୍ତି କେତେ

ନୂଆଦିଲ୍ଲୀ, ୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ସମ୍ପ୍ରସାରିତ କରିଥିବା କ୍ୟାବିନେଟରେ ୪୨ ପ୍ରତିଶତ ମନ୍ତ୍ରୀଙ୍କ ନାଁରେ ଆପରାଧିକ ମାମଲା ରହିଥିବା ଜଣାପଡ଼ିଛି। ଗତ ବୁଧବାର ପ୍ରଧାନମନ୍ତ୍ର ତାଙ୍କ ମନ୍ତ୍ରିମଣ୍ଡଳରେ ୩୬ ନୂଆ ମୁହଁଙ୍କୁ ସାମିଲ କରିବା ପରେ ମୋଟ ମନ୍ତ୍ରୀସଂଖ୍ୟା…

ତଥାପି ବାଜି ମାରିନେଲା ଭାଜପା

ଲକ୍ଷ୍ନୌ, ୧୦।୭: ଉତ୍ତରପ୍ରଦେଶ ଜିଲା ପଞ୍ଚାୟତ ଅଧ୍ୟକ୍ଷଙ୍କ ଭଳି ବ୍ଲକ୍‌ ପ୍ରମୁଖ ନିର୍ବାଚନରେ ଭାଜପାକୁ ବଡ଼ ସଫଳତା ମିଳିଛି। ରାଜ୍ୟର ବିଧାନସଭା ନିର୍ବାଚନ ପୂର୍ବରୁ ମୋଟ ୮୨୫ ବ୍ଲକ୍‌ ପ୍ରମୁଖ ଆସନରେ ଅନୁଷ୍ଠିତ ହୋଇଥିଲା ନିର୍ବାଚନ। ସେଥିରୁ ୬୩୦ରୁ ଊର୍ଦ୍ଧ୍ୱ ଆସନରେ…

ମୋଷ୍ଟ ଓ୍ବାଣ୍ଟେଡ୍‌ ଆତଙ୍କବାଦୀଙ୍କ ପୁଅର ଚାକିରି ନେଲା ପ୍ରଶାସନ

ଶ୍ରୀନଗର,୧୦।୭: ଆତଙ୍କବାଦୀ ସଂଗଠନ ପାଇଁ କାର୍ଯ୍ୟ କରୁଥିବା ଅଭିଯୋଗରେ ଜମ୍ମୁ-କଶ୍ମୀର ପ୍ରଶାସନ ପକ୍ଷରୁ ୧୧ ଜଣ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ବହିଷ୍କୃତ କର୍ମଚାରୀଙ୍କ ମଧ୍ୟରେ ହିଜବୁଲ୍‌ ମୁଜାହିଦ୍ଦିନ ମୁଖ୍ୟ ସୟେଦ ସଲାହୁଦ୍ଦିନ୍‌ଙ୍କ ପୁଅ ଏବଂ ପୋଲିସ ବିଭାଗର ୨ ଜଣ…

ଭାରତରେ ପଶି ପାରିବେ ନାହିଁ ଜଣାଶୁଣା ୟୁଟ୍ୟୁବର

ନୂଆଦିଲ୍ଲୀ,୧୦।୭: ଜଣାଶୁଣା ନ୍ୟୁଜିଲାଣ୍ଡ ୟୁଟ୍ୟୁବର କାର୍ଲ ରକ୍‌ଙ୍କୁ ଭାରତରେ ପ୍ରବେଶ କରିବା ଉପରେ ଗତ ଅକ୍ଟୋବରରୁ କଟକଣା ଲଗାଯାଇଛି। ଭାରତୀୟ ଭିଜାର ନିୟମ ଭଙ୍ଗ କରିଥିବାରୁ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶନିବାର କୁହାଯାଇଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?