ଜାତୀୟ

ଜାତୀୟ ରାଜନୀତିରେ ଦିଦିଙ୍କ ଏଣ୍ଟ୍ରି ଲାଗି ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ …

କୋଲକାତା,୧୦।୭: ବିଧାନସଭା ନିର୍ବାଚନରେ ପଶ୍ଚିମବଙ୍ଗରେ ସ୍ଥିତି ସୁଦୃଢ଼ କରିବା ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ତୃଣମୂଳ କଂଗ୍ରେସ ଏବେ ଜାତୀୟ ରାଜନୀତିରେ ଏଣ୍ଟ୍ରି କରିବାକୁ ଉଦ୍ୟମ କରୁଛି। ଜାତୀୟ ରାଜନୀତିକୁ ଦିଦିଙ୍କୁ କିଭଳି ଅଣାଯିବ ସେ ନେଇ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ…

ଚିନ୍ତା ବଢାଇଲାଣି ତ୍ରିପୁରା: ୯୦ରୁ ଅଧିକ ଡେଲ୍ଟା ପ୍ଲସ ଭାରିଏଣ୍ଟ ଦ୍ୱାରା ସଂକ୍ରମିତ

ଅଗରତାଲା,୧୦ ।୭: ତ୍ରିପୁରାରୁ ପଶ୍ଚିମବଙ୍ଗକୁ ଜିନୋମ ସିକ୍ୱେନସିଂ ପାଇଁ ପଠାଯାଇଥିବା ୧୫୧ ସାମ୍ପଲ ମଧ୍ୟରୁ ୯୦ରୁ ଅଧିକ ପଜିଟିଭ ରହିଥିବା ବେଳେ ଏମାନେ ସମସ୍ତେ ଡେଲ୍ଟା ପ୍ଲସ ଭାରିଏଣ୍ଟ ଦ୍ୱାରା ସଂକ୍ରମିତ । ଏହା ଜଣାପଡିବା ପରେ କୋଭିଡର ତୃତୀୟ ଲହର…

୨ ଟଙ୍କାରେ ଭେଣ୍ଡିଂ ମେଶିନ୍‌ରୁ ମିଳୁଛି ମାସ୍କ୍‌…

ହୁବଲି,୧୦।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ମାସ୍କ୍‌ ପିନ୍ଧିବା ଅପରିହାର୍ଯ୍ୟ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। ଏପରିସ୍ଥଳେ ଲୋକଙ୍କ ସୁବିଧାରେ ଶସ୍ତାରେ ମାସ୍କ୍‌ ଯୋଗାଇଦେବା ଲାଗି କର୍ନାଟକର ହୁବଲି ଧାରଓ୍ବାଡ୍‌ ମ୍ୟୁନିସ୍‌ପାଲ…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୧୦।୭: ଦେଶରେ କରୋନା ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦ୍ୱିତୀୟ ଲହରରେ ଲଗାମ୍‌ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ…

ପର୍ଯ୍ୟଟନ ସ୍ଥଳୀରେ ଗହଳି ଭୂତାଣୁକୁ ଆମନ୍ତ୍ରଣ: କେନ୍ଦ୍ର

ନୂଆଦିଲ୍ଲୀ, ୧୦।୭: ଦେଶରେ କୋଭିଡ୍‌ ସଂକ୍ରମଣ ହ୍ରାସ ପାଇବା ପରେ ସରକାର କଟକଣା କୋହଳ କରିଦେବାରୁ ଉତ୍ତରାଖଣ୍ଡ ଓ ହିମାଚଳପ୍ରଦେଶର ବିଭିନ୍ନ ପର୍ଯ୍ୟଟନ ସ୍ଥଳରେ ଲୋକଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ନୈନିତାଲ, ମସୁରୀ, ମନାଲି ଆଦି ଲୋକପ୍ରିୟ ପର୍ଯ୍ୟଟନ ସ୍ଥଳକୁ…

ଏକକ ଦେଓ୍ବାନୀ ସଂହିତା ସପକ୍ଷରେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ, ୧୦।୭: ୟୁନିଫର୍ମ ସିଭିଲ୍‌ କୋଡ୍‌ ବା ଏକକ ଦେଓ୍ବାନୀ ସଂହିତାର ଆବଶ୍ୟକତାକୁ ଦିଲ୍ଲୀ ହାଇକୋର୍ଟ ସମର୍ଥନ ଜଣାଇଛନ୍ତି। ଦେଶରେ ସମସ୍ତଙ୍କ ପାଇଁ ସମାନ ନାଗରିକ ସଂହିତା (ୟୁସିସି) କାର୍ଯ୍ୟକାରୀ ହେବା ଆବଶ୍ୟକ ଯେପରି ଆଧୁନିକ ଭାରତର ଯୁବ ସମାଜ, ସେ…

ଜମ୍ମୁରେ ବଢ଼ିବ ୭ ଆସନ

ନୂଆଦିଲ୍ଲୀ/ଶ୍ରୀନଗର,୧୦ା୭: ୨୦୧୧ ଜନଗଣନା ଅନୁସାରେ ଜମ୍ମୁ-କଶ୍ମୀରର ସୀମା ପୁନଃ ନିର୍ଦ୍ଧାରଣ କରାଯିବ। ଏଥିରେ ସମଗ୍ର ଉପତ୍ୟକାର ୭ ବିଧାନସଭା ଆସନ ବୃଦ୍ଧି କରାଯିବ। ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)ର ୨୪ ଆସନ ଖାଲି ରହିବ। ଏହି ସୀମା ପୁନଃ ନିର୍ଦ୍ଧାରଣ ପ୍ରକ୍ରିୟାରେ ଏହାକୁ…

ନଦୀକୁ ଖସିଲା ଟ୍ରେନ୍‌

ଭୋପାଳ,୧୦।୭: ମଧ୍ୟପ୍ରଦେଶର ଅନୁପପୁର ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୩୦ରେ ଏକ ମାଲବାହୀ ଟେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ୫୯ ବଗି ବିଶିଷ୍ଟ କୋଇଲା ବୋଝେଇ ଟ୍ରେନ୍‌ ବିଳାସପୁରରୁ କଟନି ଅଭିମୁଖେ ଯାଉଥିଲା। ଓଲନ ନଦୀ ଉପରେ ନିର୍ମିତ ବ୍ରିଜ୍‌ରେ ଫାଟ ଥିବାରୁ…

ସୁପ୍ରିମକୋର୍ଟରେ କେନ୍ଦ୍ରକୁ ଝଟକା

ନୂଆଦିଲ୍ଲୀ, ୧୦।୭: ନୂଆ ଆଇଟି ନିୟମର ବୈଧତାକୁ ଚ୍ୟାଲେଞ୍ଜ କରି ଦେଶର ବିଭିନ୍ନ ହାଇକୋର୍ଟରେ ଦାଏର ହୋଇଥିବା ସମସ୍ତ ପିଟିଶନର ଶୁଣାଣି ସୁପ୍ରିମକୋର୍ଟରେ ହେଉ ବୋଲି କେନ୍ଦ୍ର ସରକାର ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟଗୁଡ଼ିକରେ ଏଭଳି ଆବେଦନର ଶୁଣାଣି ଉପରେ…

ପ୍ରିଭେସି ପଲିସି ସ୍ଥଗିତ

ନୂଆଦିଲ୍ଲୀ,୧୦ା୭: କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ଡାଟା ସୁରକ୍ଷା ବିଲ୍‌ ଆଣି ଏହାକୁ କାର୍ଯ୍ୟକାରୀ ନ କରିବା ପର୍ଯ୍ୟନ୍ତ ହ୍ବାଟ୍ସଆପ୍‌ ନିଜ ନୂଆ ପ୍ରିଭେସି ପଲିସିକୁ ସ୍ଥଗିତ ରଖିଛି। ୟୁଜର୍ସଙ୍କୁ ନୂଆ ପ୍ରିଭେସି ପଲିସି ଆପଣାଇବା ପାଇଁ ଉକ୍ତ ଇନ୍‌ଷ୍ଟାଣ୍ଟ ମେସେଜିଂ ଆପ୍‌…

ଫାଇଜର ଆଣିବ ବୁଷ୍ଟର

ଓ୍ବାଶିଂଟନ, ୧୦।୭: ଫାଇଜର କମ୍ପାନୀ ଏହାର କୋଭିଡ୍‌-୧୯ ଟିକାର ତୃତୀୟ ତଥା ବୁଷ୍ଟର ଡୋଜ୍‌ ଆଣିବା ପାଇଁ ଆମେରିକା କର୍ତ୍ତୃପକ୍ଷଙ୍କ ମଞ୍ଜୁରୀ ଲୋଡ଼ିଛି। ୧୨ ମାସ ମଧ୍ୟରେ ଅନ୍ୟ ଏକ ଡୋଜ୍‌ ରୋଗ ପ୍ରତିରୋଧ କ୍ଷମତାକୁ ଯଥେଷ୍ଟ ବୃଦ୍ଧି କରିବ ଏବଂ…

ମା’ଙ୍କ ଚିତାନିଆଁରେ ଚିକେନ୍‌ ରୋଷେଇ କଲା ପୁଅ

ମା’ଙ୍କୁ ହତ୍ୟା କରି ଅଗଣାରେ ଜାଳିଦେଲେ ମୃତଦେହ। ଏତିକିରେ ବୁଝିଲା ନାହିଁ ପୁଅର ରାଗ। ମା’ଙ୍କ ଚିତାନିଆଁରେ ଚିକେନ ରୋଷେଇ କରି ଖାଇଲେ। ଏଭଳି ଛାତି ଥରାଇ ଦେବା ଭଳି ଘଟଣା ସାମ୍ନାକୁ ଆସିଛି ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲାର ଜୋଜୋଗୁଟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?