ଜାତୀୟ

ନାଗାଲାଣ୍ଡ ବିଧାନସଭାରେ ପ୍ରଥମ ଥର ଜାତୀୟ ସଙ୍ଗୀତ ଗାନ

ନୂଆଦିଲ୍ଲୀ, ୨୧।୨: ନାଗାଲାଣ୍ଡ ରାଜ୍ୟ ମାନ୍ୟତା ପାଇବାର ପ୍ରାୟ ୬୦ ବର୍ଷ ପରେ ପ୍ରଥମ ଥର ଲାଗି ଏହାର ବିଧାନସଭାରେ ଜାତୀୟ ସଙ୍ଗୀତ ଗାନ କରାଯାଇଛି। ରାଜ୍ୟ ପାଇଁ ଏହା ଏକ ଐତିହାସିକ ଘଟଣା। ୧୯୬୩ ଡିସେମ୍ବର ୧ରେ ନାଗାଲାଣ୍ଡକୁ ରାଜ୍ୟ…

ଆର୍ଥିକ ସଙ୍କଟରେ କଂଗ୍ରେସ

ନୂଆଦିଲ୍ଲୀ, ୨୧।୨: ୨୦୧୪ ସାଧାରଣ ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଏହି ଦଳରେ ଆର୍ଥିକ ସମସ୍ୟା ଦେଖାଦେଇଥିଲା। ଏବେ ଦେଶର ଏହି ସର୍ବପୁରାତନ ଦଳ ଗୁରୁତର ଆର୍ଥତ୍କ ସଙ୍କଟର ସମ୍ମୁଖୀନ ହୋଇଛି। ସଙ୍କଟରୁ ମୁକୁଳିବା ଲାଗି ଭଲ ଦଳୀୟ ସ୍ଥିତି…

ଡ୍ରଗ୍ସ ସହ ଭାଜପା ନେତ୍ରୀ ଗିରଫ

କୋଲକାତା, ୨୧ା୨ ଯୁବ ଭାଜପା ନେତ୍ରୀ ପାମେଲା ଗୋସ୍ବାମୀ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କୁ ପଶ୍ଚିମବଙ୍ଗ ସାଉଥ୍‌ କୋଲକାତାର ନୂଆ ଆଲିପୋର ଅଞ୍ଚଳରୁ ଶୁକ୍ରବାର ଗିରଫ କରାଯାଇଛି। ତାଙ୍କ ନିକଟରୁ ପ୍ରାୟ ୧୦ ଲକ୍ଷ ଟଙ୍କାର ଶହେ ଗ୍ରାମର କୋକେନ ଜବତ…

‘ଟିକସ ଛାଡ଼ କରୁ କେନ୍ଦ୍ର’

ନୂଆଦିଲ୍ଲୀ, ୨୧।୨: କ୍ରମାଗତ ତୈଳ ଦର ବୃଦ୍ଧି ପ୍ରତିବାଦରେ ଶନିବାର ବିରୋଧୀ ଦଳ କଂଗ୍ରେସ ବିଭିନ୍ନ ରାଜ୍ୟରେ ରାସ୍ତାକୁ ଓହ୍ଲାଇଛି। ମଧ୍ୟପ୍ରଦେଶରେ ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଅଧାଦିନ ବନ୍ଦ ପାଳନ କରାଯାଇଥିବାବେଳେ ରାଜସ୍ଥାନ ଓ ଦିଲ୍ଲୀରେ ବିକ୍ଷୋଭ କରାଯାଇଛି। ବନ୍ଦ ପାଳନରେ…

ମୋଦିଙ୍କ ନକଲ କରିବାରୁ ଏତଲା

ନୂଆଦିଲ୍ଲୀ, ୨୧ା୨: ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ଯୋଗୁ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିବା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନକଲ କରିବା ହାସ୍ୟ ଅଭିନେତା ଶ୍ୟାମ ରଙ୍ଗିଲାଙ୍କୁ ମହଙ୍ଗା ପଡ଼ିଛି। ଏଥିଯୋଗୁ ତାଙ୍କ ନାଁରେ ଥାନାରେ ଏତଲା ରୁଜୁ ହୋଇଛି।…

ବୈଠକରେ କୌଣସି ରାଜ୍ୟ ଉଠାଇଲେ ନାହିଁ କୃଷି ଆଇନ କଥା!

ନୂଆଦିଲ୍ଲୀ,୨୧ ।୨: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବାହାରେ ବିରୋଧୀ ଖୁବ୍ ବିରୋଧ କରୁଥିଲେ ବି ଭିତରେ ଚୁପ୍ ରହିବା ଏବେ ଆଲୋଚନା ପରିସରକୁ ଆସିଛି । ଯେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର୍‌୍ର ମୋଦି କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରୁଥିଲେ ସେତେବେଳେ…

ବିକ୍ଷୋଭ ଯଦି ଦେଶଦ୍ରୋହ, ଜେଲରେ ରହିବି

ନୂଆଦିଲ୍ଲୀ, ୨୧।୨: ଚାଷୀ ଆନ୍ଦୋଳନକୁ ସମର୍ଥନ କରିବା ଯଦି ଦେଶଦ୍ରୋହ ହୁଏ, ତେବେ ଜେଲରେ ରହିବା ଭଲ ବୋଲି ଜଳବାୟୁ କର୍ମୀ ଦିଶା ରବିଙ୍କ ଓକିଲ ସିଦ୍ଧାର୍ଥ ଅଗ୍ରଓ୍ବାଲ କହିଛନ୍ତି। ଶନିବାର ଦିଲ୍ଲୀର ଏକ ଅଦାଲତରେ ଦିଶାଙ୍କ ଜାମିନ ଆବେଦନର ଶୁଣାଣି…

ଭାରତ-ଚାଇନା ମଧ୍ୟରେ ଦୀର୍ଘ ୧୬ ଘଣ୍ଟାର କମାଣ୍ଡର ସ୍ତରୀୟ ବୈଠକ: ବିବାଦୀୟ ଅଞ୍ଚଳରୁ ସେନା ହଟାଇବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୨୧ ।୨: ପୂର୍ବ ଲଦ୍ଦାଖର ପୋଙ୍ଗୟାଙ୍ଗ ହ୍ରଦ ପରେ ଅନ୍ୟ ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରୁ ସେନାଙ୍କୁ ଫେରାଇ ନେବା ଲାଗି ଭାରତ-ଚାଇନା ମଧ୍ୟରେ କମାଣ୍ଡର ସ୍ତରୀୟ ବୈଠକ ଶନିବାର ପାଖାପାଖି ୧୬ ଘଣ୍ଟା ଧରି ଚାଲିଛି । ଏହି ବୈଠକ ସକାଳ ପ୍ରାୟ…

ମୋଦିଙ୍କୁ ଚିଠି ଲେଖିଲେ ଅମରିନ୍ଦର: କୃଷକ ଆନ୍ଦୋଳନର ସମାଧାନ ବାହାର କରନ୍ତୁ

ଚଣ୍ଡିଗଡ,୨୦।୨: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟଟେନ୍‌ ଅମରିନ୍ଦର ସିଂ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। କୃଷକ ଆନ୍ଦୋଳନର ସମାଧାନର ବାଟ ବାହାର କରିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ଶନିବାର ସେ ଅପିଲ କରି କହିଛନ୍ତି ଯେ, କୃଷକଙ୍କ ଯାହା…

ଜମ୍ମୁ କଶ୍ମୀରରେ ରକ୍ତପାତ ବନ୍ଦ ହେଉ: ମେହବୁବା

ଶ୍ରୀନଗର,୨୦।୨: ଜମ୍ମୁ-କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ତିନି ଜଣ ପୋଲିସ ଶହୀଦ ହେବାର ଗୋଟିଏ ଦିନ ପରେ ପିଡିଏଫ ମୁଖ୍ୟ ମେହବୁବା ମୁଫତି ପାକିସ୍ତାନ ସହ ଆଲୋଚନା କରିବାକୁ କେନ୍ଦ୍ରକୁ ଆହ୍ବାନ କରିଛନ୍ତି। କେନ୍ଦ୍ର ଶାସିତ ଅଞ୍ଚଳରେ ଅଞ୍ଚଳରେ କୌଣସି ହିଂସା…

ଅବତରଣବେଳେ ବିଦ୍ୟୁତ୍‌ ଖୁଣ୍ଟ ସହ ଧକ୍କା ହେଲା ଏୟାର ଇଣ୍ଡିଆ ବିମାନ

ବିଜୟୱାଡା,୨୦।୨: ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡା ବିମାନ ବନ୍ଦରରେ ବିମାନ ଦୁର୍ଘଟଣା ହୋଇଛି। ୬୪ ଜଣ ଯାତ୍ରୀଙ୍କୁ ନେଇ ଏୟାର ଇଣ୍ଡିଆ ବିମାନ ବିଜୟୱାଡା ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ସମୟରେ ବିଦ୍ୟୁତ ଖୁଣ୍ଟ ସହ ଧକ୍କା ହୋଇଛି। ବିମାନରେ ଥିବା ସମସ୍ତ ଯାତ୍ରୀ…

ତୈଳ ଦରକୁ ନେଇ ମୁହଁ ଖୋଲିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୦।୨: ବୃଦ୍ଧି ପାଉଥିବା ପେଟ୍ରୋଲ, ଡିଜେଲ, ଗ୍ୟାସ ଦରକୁ ନେଇ ଶନିବାର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ମତ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ତଳଦର ବୃଦ୍ଧି ଦେଶ ପାଇଁ ଚିନ୍ତାର ବିଷୟ। ସମସ୍ୟାର ସମାଧାନ ଦର ହ୍ରାସ ହିଁ ଏକମାତ୍ର ବିକଳ୍ପ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri