ଜାତୀୟ

ଗର୍ଜିଲେ ପ୍ରିୟଙ୍କା

ମୁଜାଫରନଗର,୨୦ ।୨: କେନ୍ଦ୍ର କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ଇତିମଧ୍ୟରେ କଂଗ୍ରେସ ମହାସଚିବ ପ୍ରିୟଙ୍କ୍‌ା ଗାନ୍ଧୀ ଭଦ୍ରା ଶନିବାର ମୁଜାଫରନଗର ପହଞ୍ଚିଛନ୍ତି । ସେଠାରେ କୃଷକ ମହାପଞ୍ଚାୟତକୁ ସମ୍ବୋଧିତ କରିବା ସମୟରେ…

ଦଶମ ଶ୍ରେଣୀ ପ୍ରଶ୍ନପତ୍ରକୁ ନେଇ ଉଠିଲା ବିବାଦ: ପ୍ରଦର୍ଶନକାରୀ କୃଷକଙ୍କୁ କୁହାଗଲା ହିଂସାକାରୀ

ଚେନ୍ନାଇ,୨୦ ।୨: କୃଷକ ଆନ୍ଦୋଳନକୁ ନେଇ ଏକ ନୂଆ ବିବାଦ ମୁଣ୍ଡ ଟେକିଛି । ଚେନ୍ନାଇର ଏକ ସିବିଏସ୍‌ଇ ସ୍କୁଲର ପ୍ରଶ୍ନପତ୍ରରେ ଆସିଥିବା ପ୍ରଶ୍ନ ଏବେ ଆଲୋଚନା ପରିସରକୁ ଚାଲି ଆସିଛି । ସାଧାରଣତନ୍ତ୍ର ଦିବସରେ କୃଷକମାନଙ୍କ ପକ୍ଷରୁ ଆୟୋଜିତ ଟ୍ରାକ୍ଟର…

୫ ରାଜ୍ୟରେ କରୋନାର ଦୋହରା ମାଡ଼

ନୂଆଦିଲ୍ଲୀ,୨୦।୨: ଦେଶରେ ସାର୍ବଜନୀକ କରୋନା ପ୍ରତିଷେଧକ ଟିକାକରଣ ଜାରି ରହିଛି। ତେବେ ବି ୫ ରାଜ୍ୟକୁ ପୁଣି କରୋନା ଫେରିଛି। ଏସବୁ ରାଜ୍ୟରେ କେରାନାର ଦୋହରା ମାଡ଼ ଆରମ୍ଭ ହୋଇଛି। ମଧ୍ୟପ୍ରଦେଶ, କେରଳ, ମହାରାଷ୍ଟ୍ର, ପଞ୍ଜାବ ଏବଂ ଛତିଗଡ଼ରେ କରୋନା ଆକ୍ରାନ୍ତଙ୍କ…

ବିହାର ଭଳି ପଶ୍ଚିମବଙ୍ଗରେ ମହିଳା ସାଜିବେ ଟ୍ରମ୍ପ୍‌ କାର୍ଡ: ଶାହାଙ୍କ ଯୋଜନା

କୋଲକାତା,୨୦।୨: ଆଗକୁ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ। ଭାଜପା ରାଜ୍ୟରେ ଶାସକ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ହଟାଇବା ପାଇଁ ଜୋର୍‌ ସୋର୍‌ ଉଦ୍ୟମ କରାଯାଉଛି। ବିହାର ଭଳି ପଶ୍ଚିମବଙ୍ଗରେ ମଧ୍ୟ ମହିଳା ଟ୍ରମ୍ପ୍‌ କାର୍ଡ ସାଜିବେ। ଏନେଇ ସ୍ବରାଷ୍ଟ୍ରମନ୍ତ୍ରୀ…

ତୃଣମୂଳ ଆରମ୍ଭ କଲା ନୂଆ ସ୍ଳୋଗାନ୍‌

କୋଲକାତା,୨୦।୨: ଆଗକୁ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ। ଭାଜପା ରାଜ୍ୟରେ ଶାସକ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ କ୍ଷମତାଚ୍ୟୁତ କରିବା ଲାଗି ଉଦ୍ୟମ ଜାରି ରଖିଛି। ଏପରିସ୍ଥଳେ ତୃଣମୂଳ ପକ୍ଷରୁ ନୂଆ ସ୍ଲୋଗାନ୍‌ ଆରମ୍ଭ କରାଯାଇଛି। ପଶ୍ଚିମବଙ୍ଗକୁ ନିଜ ଝିଅ…

କୃଷକ ନେତାଙ୍କ ସହ କଥା ହେବେ କେଜରିୱାଲ

ନୂଆଦିଲ୍ଲୀ,୨୦ ।୨: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ଫେରାଇ ନେବାକୁ ଦାବି କରି ପଞ୍ଜାବ ଓ ହରିୟାଣାର କୃଷକମାନେ ଦିଲ୍ଲୀର ସିନ୍ଧୁ ବର୍ଡରରେ ଧାରଣାରେ ବସିଛନ୍ତି । ଶନିବାର ଏହି ଧାରଣା ୮୭ ଦିନ ପୂରଣ କରିଥିଲେ ବି ଏହାର…

ମାଟ୍ରିକ୍‌ ପରୀକ୍ଷା ବାତିଲ: ରାସ୍ତାରେ ଭଙ୍ଗାରୁଜା କଲେ ଶିକ୍ଷାର୍ଥୀ

ପାଟନା,୨୦।୨: ବିହାର ବିଦ୍ୟାଳୟ ପରୀକ୍ଷା ସମିତି ପକ୍ଷରୁ ସାମାଜିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହେବା ପରେ ଏହାକୁ ବାତିଲ କରାଯାଇଛି। ଏହି ପରୀକ୍ଷା ୨୦୨୧ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବ ବୋଲି ବିହାର ବୋର୍ଡ ପକ୍ଷରୁ କୁହାଯାଇଛି। ଜମୁଇ ଜିଲାର ଭାରତୀୟ…

ଭାଜପା ନେତାଙ୍କୁ ବାଂଲାଦେଶୀ କହିଲା କଂଗ୍ରେସ

ମୁମ୍ବାଇ,୨୦।୨: କଂଗ୍ରେସକୁ ଭାଜପା ସଂଖ୍ୟାଲଘୁ ତୁଷ୍ଟିକରଣ ଦଳ ବୋଲି କହିଆସୁଥିଲା। ତେବେ ଏବେ କଂଗ୍ରେସ ଭାଜପା ଉପରେ ସଂଘ ଜେହାଦ ବୃଦ୍ଧି କରାଉଥିବା ଅଭିଯୋଗ ଆଣିଛି। ଉତ୍ତର ମୁମ୍ବାଇର ଭାଜପା ସଂଖ୍ୟାଲଘୁ ସେଲର ଅଧ୍ୟକ୍ଷ ରୁବେଲ ଶେଖ୍‌ଙ୍କୁ ମହାରାଷ୍ଟ୍ର କଂଗ୍ରେସ ପ୍ରବକ୍ତା…

ଭକ୍ତି ରାଜନୀତି: ଚାନ୍ଦିନି ଚୌକରେ ହନୁମାନ ଚାଳିଶା ପାଠ କଲେ ଏଏପି ନେତା

ନୂଆଦିଲ୍ଲୀ,୨୦।୨: ରାଜଧାନୀ ଦିଲ୍ଲୀରେ ଏବେ ଭକ୍ତି ରାଜନୀତି ଆରମ୍ଭ ହୋଇଛି। ଚାନ୍ଦିନି ଚୌକରେ ଥିବା ଏକ ହନୁମାନ ମନ୍ଦିରକୁ ଅଦାଲତଙ୍କ ନିର୍ଦ୍ଦେଶକ୍ରମେ ଭଙ୍ଗା ଯାଇଥିଲା। ମାତ୍ର ପୁରୁଣା ମନ୍ଦିରଠାରୁ କିଛି ଦୂରରେ ଏବେ ରାତାରାତି ନୂଆ ମନ୍ଦିର ନିର୍ମାଣ ହୋଇଯାଇଛି। ଶୁକ୍ରବାର…

ମୁଖ୍ୟମନ୍ତ୍ରୀଙ୍କୁ ମଶା କାମୁଡ଼ିବାରୁ ନିର୍ବାହୀଯନ୍ତ୍ରୀଙ୍କୁ ରିପୋର୍ଟ ତଲବ

ଭୋପାଳ,୨୦।୨: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କୁ ମଶା କାମୁଡ଼ିବାରୁ ଜଣେ ପିଡବ୍ଲ୍ୟୁଡି ନିର୍ବାହୀ ଯନ୍ତ୍ରୀଙ୍କୁ ରିପୋର୍ଟ ତଲବ କରାଯିବା ସହିତ କାହିଁକି ତାଙ୍କର ୨ ବର୍ଷର ଦରମା ବୃଦ୍ଧି ରୋକା ଯିବ ନାହିଁ ସେ ନେଇ କାରଣ ଦର୍ଶାଅ ନୋଟିସ୍‌…

ଅଶ୍ଳୀଳ ଭିଡିଓ ପ୍ରସ୍ତୁତ କରି ପ୍ରଫେସରଙ୍କୁ ୧୦ ଲକ୍ଷ ଟଙ୍କା ମାଗିଲେ ମହିଳା, ଆଉ ତା’ ପରେ…

ଲକ୍ଷ୍ନୌ,୨୦।୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଜଣେ ମହିଳା ଜଣେ ପ୍ରଫେସରଙ୍କୁ ବ୍ଲାକମେଲ କରି ୧୦ ଲକ୍ଷ ଟଙ୍କା ମାଗିବା ପରି ଏକ ଘଟଣା ସାମ୍ନାକୁ ଆସିଛି। ଅଭିଯୁକ୍ତ ମହିଳା ଜଣକ ତାଙ୍କର ଦୁଇ ବନ୍ଧୁଙ୍କ ସହ ମିଶି ପ୍ରଫେସରଙ୍କୁ ଲୁଟିଛନ୍ତି। ପ୍ରଫେସର…

ଭାରତୀୟ ମୌସୁମୀ ୨୭୦ ଲକ୍ଷ ବର୍ଷ ପୁରୁଣା

ନୂଆଦିଲ୍ଲୀ,୨୦।୨: ଭାରତୀୟ ମୌସୁମୀର ବିବର୍ତ୍ତନ ନେଇ ସମ୍ପୂର୍ଣ୍ଣ ଭାବରେ କୌଣସି ତଥ୍ୟ ମିଳି ପାରିନାହିଁ। ଏହାର ଉତ୍ପତ୍ତି ସ୍ଥିତିର ତୀବ୍ରତା କିପରି ସମ୍ଭବ ହେଉଛି ତାହାର ଡିକୋଡ କୈଜ୍ଞାନିକମାନେ ବର୍ତ୍ତମାନ ସୁଦ୍ଧା କରିନାହାଁନ୍ତି। ସମୟ ସହିତ ଏହା କିପରି ବଦଳିଛି ତାହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri