ମିଳିତ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ
ଶ୍ରୀନଗର, ୬।୧୨: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ଉପରେ ରବିବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଜଣେ ଯବାନ ଏବଂ ଜଣେ ସାଧାରଣ ଲୋକ ଆହତ ହୋଇଛନ୍ତି। ଉଭୟଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶ୍ରୀନଗରର ହାଓ୍ବାଲସ୍ଥିିିତ ସାଜ୍ଗାରିପୋରାରେ ପୋଲିସ...
ପ୍ରକୃତ କୃଷକ କ୍ଷେତରେ କାମ କରୁଛନ୍ତି: କୈଳାଶ ଚୌଧୁରୀ
ନୂଆଦିଲ୍ଲୀ,୬ ।୧୨: ଗତ ପ୍ରାୟ ୧୧ ଦିନ ଧରି କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଚାଲିଥିବା କୃଷକ ଆନ୍ଦୋଳନକୁ ନେଇ ଏବେ କେନ୍ଦ୍ର କୃଷି ରାଜ୍ୟମନ୍ତ୍ରୀ କୈଳାଶ ଚୌଧୁରୀ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । ସେ...
ଅନ୍ନଦାତାଙ୍କ ଭାରତ ବନ୍ଦକୁ ସମର୍ଥନ କଲା କଂଗ୍ରେସ: ଡିସେମ୍ବର ୮ରେ ଦଳୀୟ କାର୍ଯ୍ୟାଳୟରେ କରାଯିବ ପ୍ରଦର୍ଶନ
ନୂଆଦିଲ୍ଲୀ, ୬।୧୨: ଦେଶବ୍ୟାପୀ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନକୁ କଂଗ୍ରେସର ସମର୍ଥନ ମିଳିଛି। ଡିସେମ୍ବର ୮ରେ ଚାଷୀ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାରେ କଂଗ୍ରେସ ସାମିଲ୍ ହେବ। ଦଳୀୟ କାର୍ଯ୍ୟାଳୟରେ ଏନେଇ ପ୍ରଦର୍ଶନ କରାଯିବ ବୋଲି କଂଗ୍ରେସ...
ମାଛ ଧରିବା ସମୟରେ ଜାଲରେ ପଡ଼ିଲା ଏପରି ଜିନିଷ : ମୂଲ୍ୟବାନ ଔଷଧରେ ହୁଏ ବ୍ୟବହାର
ମହାରାଷ୍ଟ୍ରର ଉଜ୍ନି ଡ୍ୟାମ୍ରୁ ମାଛ ଧରିବା ସମୟରେ ଜଣେ ଦମ୍ପତି ଏକ ଦୁର୍ଲଭ କଇଁଛ ଦେଖିଥିଲେ। ଯେତେବେଳେ ସେମାନେ ଏହାକୁ ଜଙ୍ଗଲ ବିଭାଗର ଅଧିକାରୀମାନଙ୍କୁ ହସ୍ତାନ୍ତର କଲେ, ଏହା ଜାଣିବାକୁ ପାଇଲା ଯେ, ଏହା ଏକ ବିରଳ ପ୍ରଜାତିର ଏକ...
ବାଘ ବେକରେ ଫାଶ, ରାଜ୍ୟରେ ରେଡ୍ ଆଲର୍ଟ ଜାରି
ଜୟପୁର,୬ା୧୨: ରାଜସ୍ଥାନରେ ଦେଶର ସବୁଠୁ ପ୍ରସିଦ୍ଧ ରଣଥମ୍ବୋର ଜାତୀୟ ଉଦ୍ୟାନରେ ଏକ ବାଘ ବେକରେ ତାରର ଫାଶ ବନ୍ଧା ଯାଇଥିବା ଦେଖିବାକୁ ମିଳିଥିଲା। ଏହା ପରେ ସମଗ୍ର ରାଜ୍ୟରେ ଉତ୍ତେଜନା ଦେଖାଦେଇଛି। ଟାଇଗର ରିଜର୍ଭର ଟାଇଗର ଟି -୧୦୮ ବେକରେ...
୧୧ ମାସରେ ୨୧୧ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି
ଶ୍ରୀନଗର, ୬।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ଗତ ୧୧ ମାସ ମଧ୍ୟରେ ବଡ଼ ସଫଳତା ମିଳିଛି। ଏହି ସମୟ ମଧ୍ୟରେ ୨୧୧ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସେହିପରି ୪୭ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି।...
୧୨ ମାଓବାଦୀ କଲେ ଆତ୍ମସମର୍ପଣ
ବିଶାଖାପଟ୍ଟନମ୍, ୬।୧୨: ଆନ୍ଧ୍ରପ୍ରଦେଶରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ବିଶାଖାପଟ୍ଟନମ୍ ଜିଲାର ଚିନ୍ତାପାଲେ ଅଞ୍ଚଳରେ ମାଓବାଦୀମାନେ ରାଜ୍ୟ ପୋଲିସ ବିଭାଗ ଉଚ୍ଚ ଅଧିକାରୀଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ଗାଲିକୋଣ୍ଡା ଅଞ୍ଚଳର ପଥରୁଡ଼ିଗୁଣ୍ଟା, ପାନାସାଲାବଣ୍ଡା, ଅକୁଲୁରୁ ଏବଂ ରାମଗଡ୍ଡା ଗାଁର...
ଆସନ୍ତା ବର୍ଷ ଜାନୁୟାରୀରେ ଲାଗୁ ହୋଇପାରେ ସିଏଏ: ବିଜୟଭର୍ଗିୟ
ନୂଆଦିଲ୍ଲୀ,୬ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା କୈଳାଶ ବିଜୟଭର୍ଗିୟ ନାଗରିକ ସଂଶୋଧନ ଆଇନ(ସିଏଏ)ଆସନ୍ତା ବର୍ଷ ଜାନୁୟାରୀରେ ଲାଗୁ ହୋଇପାରେ ବୋଲି କହିଛନ୍ତି । ଭାଜପାର ରାଷ୍ଟ୍ରୀୟ ମହାସଚିବ ଅଭିଯୋଗ କରିଛନ୍ତି ତ୍ରୁଣମୂଳ କଂଗ୍ରେସ ସରକାର ଶରଣାର୍ଥୀଙ୍କ ପ୍ରତି...
ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ କଲେ ବର: କନ୍ୟାଘରକୁ ଗଲେ ଟ୍ରାକ୍ଟରରେ
କର୍ନାଲ,୬।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଧୀରେଧୀରେ ଆନ୍ଦୋଳନକୁ ଲୋକଙ୍କ ସମର୍ଥନ ମିଳିବାରେ ଲାଗିଛି। ହରିୟାଣା କର୍ନାଲରେ ଜଣେ ଯୁବକ ଆନ୍ଦୋଳନକୁ ସମର୍ଥନ କରି ବିବାହ କରିବା ଲାଗି ଟ୍ରାକ୍ଟର ନେଇ...
ନିଆଯାଇଥିବା ଅଧିକ ଅର୍ଥ ଫେରାଯାଉ
ନୂଆଦିଲ୍ଲୀ, ୬।୧୨: କୋଭିଡ୍ ଚିହ୍ନଟ ଲାଗି ହୋଇଥିବା ଆର୍ଟି-ପିସିଆର୍ ପରୀକ୍ଷାରେ ଘରୋଇ ଲାବ୍ ଓ ହସ୍ପ୍ିଟାଲଗୁଡ଼ିକ ଅତ୍ୟଧିକ ଦେୟ ନେଇଛନ୍ତି। ଏବେ ସେମାନେ ଉକ୍ତ ଅତିରିକ୍ତ ଅର୍ଥ ଫେରାଇବା ଆବଶ୍ୟକ। ଏଥିପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେବା ଲାଗି ନିର୍ଦ୍ଦେଶ...
ମୁକୁଲ ରାୟଙ୍କ ନଁ।ରେ ଚାର୍ଜଶିଟ୍
କୋଲକାତା, ୬।୧୨: କ୍ରିଷ୍ଣଗଞ୍ଜର ତୃଣମୂଳ କଂଗ୍ରେସ (ଟିଏମ୍ସି) ବିଧାୟକ ସତ୍ୟଜିତ ବିଶ୍ୱାସ ହତ୍ୟା ମାମଲାରେ ସମ୍ପୃକ୍ତି ନେଇ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମୁକୁଲ ରାୟଙ୍କ ବିରୋଧରେ ପଶ୍ଚିମବଙ୍ଗ ସିଆଇଡି ଅତିରିକ୍ତ ଚାର୍ଜଶିଟ୍ ଦାଖଲ କରିଛି। ଶନିବାର ଅପରାହ୍ଣରେ ନଦିଆ ଜିଲାର...
ଅଧିକ ସମୟ ମାଗିଲା କେନ୍ଦ୍ର
ନୂଆଦିଲ୍ଲୀ, ୬।୧୨(ପି.ଟି.): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନକୁ ବିରୋଧ କରି ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦିଲ୍ଲୀ ସୀମାରେ ଆନ୍ଦୋଳନ ଜାରି ରହିଥିବାବେଳେ ଶନିବାର କେନ୍ଦ୍ର ସରକାରଙ୍କ ସହ ପଞ୍ଚମ ପର୍ଯ୍ୟାୟ ଆଲୋଚନା ବିନା ନିଷ୍କର୍ଷରେ ଶେଷ ହୋଇଛି।...
Archives


