ଜାତୀୟ

ସମାଜକୁ ପ୍ରଭାବିତ କରିପାରେ ଫେସ୍‌ବୁକ୍‌

ନୂଆଦିଲ୍ଲୀ, ୯ା୭:ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକ ଦେଶ ଓ ବାହାର ଲୋକଙ୍କୁ ପ୍ରଭାବିତ କରିବାର କ୍ଷମତା ରଖିଛନ୍ତି। ୟୁଜର୍ସଙ୍କ ପୋଷ୍ଟ ସମାଜରେ ଧ୍ରୁବୀକରଣ ଆଣିପାରେ ବୋଲି ସୁପ୍ରିମକୋର୍ଟ ଗୁରୁବାର ଆଶଙ୍କା ବ୍ୟକ୍ତ କରିଛନ୍ତି। ୨୦୨୦ ଫେବୃୟାରୀରେ ସିଏଏ ବିରୋଧୀ ବିକ୍ଷୋଭ…

ଅସ୍ବାଭାବିକ ତାପମାତ୍ରା ନେଉଛି ଜୀବନ

ନୂଆଦିଲ୍ଲୀ, ୯।୭(ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ଅସ୍ବାଭାବିକ ଗ୍ରୀଷ୍ମ ଓ ଶୀତ ଯୋଗୁ ଭାରତରେ ପ୍ରତିବର୍ଷ ପ୍ରାୟ ୭,୪୦,୦୦୦ ଲୋକଙ୍କ ଜୀବନ ଯାଉଛି। ଏ ସମ୍ପର୍କିତ ଏକ ଅଧ୍ୟୟନ ଲାନ୍‌ସେଟ୍‌ ପ୍ଲାନେଟାରି ହେଲ୍‌ଥ ପତ୍ରିକାରେ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆର ମୋନାଶ ୟୁନିଭର୍ସିଟି ଗବେଷକମାନଙ୍କ…

କୋଭିଡ୍‌ ପାଣ୍ଠି ଲାଗି ୨୩,୧୨୩ କୋଟି

ନୂଆଦିଲ୍ଲୀ, ୯।୭(ପି.ଟି.):କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ପ୍ରଥମ ବୈଠକରେ କୋଭିଡ୍‌ ପ୍ୟାକେଜ୍‌ ସମେତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ଲାଗି ୨୩,୧୧୨୩ କୋଟି ଟଙ୍କାର…

ଏଲ୍‌ଓସି ସୀମାରେ ଆତଙ୍କବାଦୀ ଆକ୍ରମଣ; ୨ ଯବାନ ଶହୀଦ

ଶ୍ରୀନଗର,୮ା୭- ଜମ୍ମୁ-କଶ୍ମୀର ଏଲ୍‌ଓସି ସୀମାରେ ଗୁରୁବାର ଭାରତୀୟ ସେନାର ଗୁଳିରେ ଦୁଇ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଥିବା ସୂଚନା ଦେଇଛନ୍ତି ଜମ୍ମୁ-କଶ୍ମୀରର ପ୍ରତିରକ୍ଷା ମୁଖପାତ୍ର। ଗତ ଦୁଇ ଦିନ ମଧ୍ୟରେ ଏଲ୍‌ଓସିରେ ଏହା…

ନୂଆ ମନ୍ତ୍ରିମଣ୍ଡଳର ପ୍ରଥମ ବୈଠକରେ କୋଭିଡ୍‌ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ, ୮।୭: କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିଲା ପ୍ରଥମ ବୈଠକ। ଏଥିରେ କୋଭିଡ୍‌ ପ୍ୟାକେଜ୍‌ ଘୋଷଣା କରାଯିବା ସମେତ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ…

ପ୍ରତ୍ୟାହାର ହେବ ନାହିଁ କୃଷି ଆଇନ

ନୂଆଦିଲ୍ଲୀ,୮।୭: କେନ୍ଦ୍ର ସରକାର ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିବେ ନାହିଁ। ଏହାର ଅନ୍ୟ ବିକଳ୍ପ ସମ୍ପର୍କରେ ଚାଷୀଙ୍କ ସହ ଆଲୋଚନା ପାଇଁ ସରକାର ପ୍ରସ୍ତୁତ। ଗୁରୁବାର କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଏହା କହିଛନ୍ତି। ଚାଷୀମାନେ ଆନ୍ଦୋଳନରୁ ଓହରିଯାଇ…

ୟୁପି ପଞ୍ଚାୟତ ନିର୍ବାଚନରେ ପ୍ରପୋଜରଙ୍କ ଶାଢ଼ୀ ଟାଣିଲେ

ନୂଆଦିଲ୍ଲୀ,୮।୭: ଉତ୍ତର ପ୍ରଦେଶରେ ହେବାକୁ ଯାଉଥିବା ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିଥିବାବେଳେ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଦୃଶ୍ୟ। ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି (ସପା)ର ପ୍ରାର୍ଥୀଙ୍କ ମହିଳା ପ୍ରସ୍ତାବକଙ୍କୁ ସର୍ବସମ୍ମୁଖରେ ମାଡ଼ ମରାଯିବା ସହ ଶାଢ଼ୀ…

ମହିଳାଙ୍କୁ ଗଣବଳାତ୍କାର କରି ଲୁଟି ନେଲେ ୧୫ ଲକ୍ଷ ଟଙ୍କା

କୋଲକାତା,୮।୭: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ଗାର୍ଡେନ ରିଚ ଅଞ୍ଚଳରେ ଜଣେ ୨୬ ବର୍ଷୀୟା ମହିଳାଙ୍କୁ ତାଙ୍କ ଆପର୍ଟମେଣ୍ଟରେ ଗଣବଳାତ୍କାର କରାଯାଇଛି। ଅଭିଯୁକ୍ତମାନେ ମହିଳାଙ୍କ ଫ୍ଲାଟରୁ ୧୫ ଲକ୍ଷ ଟଙ୍କା ଚୋରି କରି ନେଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଏହି ଘଟଣା ଘଟିଛି। ଘଟଣାବେଳେ…

ନୂଆ ଆଇଟି ଆଇନକୁ ଚ୍ୟାଲେଞ୍ଜ କଲା ଏନ୍‌ବିଏ

ନୂଆଦିଲ୍ଲୀ,୮।୭: କେନ୍ଦ୍ର ସରକାରଙ୍କ ନୂଆ ଆଇଟି (ସୂଚନା ଓ ପ୍ରଯୁକ୍ତିବିଦ୍ୟା) ଆଇନକୁ କେରଳ ହାଇ କୋର୍ଟରେ ଚ୍ୟାଲେଞ୍ଜ କରିଛି ଦେଶର ୨୫ ଅଗ୍ରଣୀ ଖବର ପ୍ରଦାନକାରୀ ସଂସ୍ଥା ଓ କରେଣ୍ଟ ଆଫାୟର୍ସ ବ୍ରଡକାଷ୍ଟର୍ସଙ୍କୁ ନେଇ ଗଠିତ ନ୍ୟୁଜ ବ୍ରଡକାଷ୍ଟର୍ସ ଆସୋସିଏଶନ (ଏନ୍‌ବିଏ)।…

ବେଙ୍ଗାଲୁରୁ ଗଣବଳାତ୍କାର: ୨ ମହିଳାଙ୍କ ସମେତ ୧୨ ଗିରଫ

ବେଙ୍ଗାଲୁରୁ,୮।୭: କର୍ନାଟକର ରାଜଧାନୀରେ ବାଂଲାଦେଶର ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାରେ ବେଙ୍ଗାଲୁୁରୁ ପୋଲିସ ୧୨ ଜଣଙ୍କୁ ଗିରଫ କରିଛି। ୨ ମହିଳାଙ୍କ ସମେତ ୧୧ ଅଭିଯୁକ୍ତ ହେଉଛନ୍ତି ବାଂଲାଦେଶ ନାଗରିକ। ଘଟଣା ସାମ୍ନାକୁ ଆସିବାର ୫ ସପ୍ତାହରେ ତଦନ୍ତ ଶେଷ…

ୟୁପି ନିର୍ବାଚନ: ସପା, ଭାଜପା କର୍ମୀ ମୁହାଁମୁହିଁ

ଲକ୍ଷ୍ନୌ,୮ ।୭: ଉତ୍ତର ପ୍ରଦେଶରେ ଗୁରୁବାର ୮୨୫ ପଞ୍ଚାୟତ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଉଥିଲା । ଜିଲା ପଞ୍ଚାୟତ ନିର୍ବାଚନରେ ହୋଇଥିବା ଗଣ୍ଡଗୋଳ ପରେ ପୁଣିଥରେ ବ୍ଲକ ମୁଖ୍ୟ ପଦ ପାଇଁ ନାମାଙ୍କନ ପତ୍ର ଦାଖଲ ସମୟରେ…

ଉତ୍ତରାଖଣ୍ଡ ସରକାରଙ୍କ ବଡ ଘୋଷଣା ୧୦୦ ୟୁନିଟ ପର୍ଯ୍ୟନ୍ତ ବିଜୁଳୀ ମାଗଣା!

ଡେରାଡୁନ,୮ ।୭: ଉତ୍ତରାଖଣ୍ଡ ସରକାରଙ୍କ ଶକ୍ତି ମନ୍ତ୍ରୀ ହରକ ସିଂ ରାୱତ ଶକ୍ତି ବିଭାଗର ପ୍ରଥମ ବୈଠକରେ ଏକ ବଡ ଘୋଷଣା କରିଛନ୍ତି । ଏଣିକି ରାଜ୍ୟରେ ଘରୋଇ ବିଜୁଳୀ ଉପଭୋକ୍ତା ପ୍ରତି ମାସରେ ୧୦୦ ୟୁନିଟ ବିଜୁଳୀ ମାଗଣା ଜାଲିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?