କରୋନାକୁ ଡରି ସ୍ତ୍ରୀଙ୍କଠାରୁ ସାମାଜିକ ଦୂରତା ରକ୍ଷା କରୁଥିଲେ ସ୍ବାମୀ, ଶେଷରେ କୋର୍ଟରେ ଦେବାକୁ ପଡ଼ିଲା ପୁରୁଷତ୍ୱର ପ୍ରମାଣ
ଭୋପାଳ,୫ା୧୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳଠାରେ ଏପରି ଏକ ମାମଲା ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି। ବାସ୍ତବରେ କରୋନା ସମୟରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ଏକ ଦମ୍ପତି। ତେବେ ଯୁବକ ଜଣକ ତାଙ୍କ ସ୍ତ୍ରୀଙ୍କଠାରୁ ‘ସାମାଜିକ ଦୂରତା’...
୧୦ରେ ନୂତନ ସଂସଦ ଭବନ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୫ା୧୨: ଲୋକସଭା ବାଚସ୍ପତି ଓମ୍ ବିର୍ଲା ନୂତନ ସଂସଦ ଭବନ ବିଷୟରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂତନ ସଂସଦ ଗୃହର ଭିତ୍ତିପ୍ରସ୍ତର ସମାରୋହ ଡିସେମ୍ବର ୧୦ ଅପରାହ୍ନ ୧ଟାରେ ଅନୁଷ୍ଠିତ ହେବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ପ୍ରଧାନମନ୍ତ୍ରୀ...
୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭାଜପା କାଉସିଲର ଗିରଫ
ନୂଆଦିଲ୍ଲୀ,୫।୧୨-ଗୋଟିଏ ଘର ତିଆରିକୁ ଅନୁମତି ଦେବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଭାଜପା କାଉସିଲର ମନୋଜ ମାହାଲାୱତଙ୍କୁ ଶୁକ୍ରବାର ସିବିଆଇ ଗିରଫ କରିଛି। ଟଙ୍କା ନେଉଥିବା ବେଳେ ମନୋଜଙ୍କୁ ସିବିଆଇ ରେଡ ହ୍ୟାଣ୍ଡେଡ ଗିରଫ...
ଡିସେମ୍ବର ୧୦ରେ ନୂଆ ସଂସଦ ଭବନର ଶିଳାନ୍ୟାସ କରିବେ ମୋଦି
ନୂଆଦିଲ୍ଲୀ,୫ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡିସେମ୍ବର ୧୦ରେ ନୂଆ ସଂସଦ ଭବନର ଶିଳାନ୍ୟାସ କରିବେ । ଏହି ସୂଚନା ଲୋକ ସଭା ଅଧ୍ୟକ୍ଷ ଓମ ବିରଲା ଶନିବାର ଦେଇଛନ୍ତି । ସାମାଚାର ଏଜେନ୍ସି ଏଏନ୍ଆଇକୁ ସୂଚନା ଦେଇ ବିରଲା...
ବସ୍ରୁ ଟଙ୍କା ଭର୍ତ୍ତି ବ୍ୟାଗ୍ ପାଇଲେ ଏହି ଯୁବତୀ, ଆଉ ତା’ ପରେ…
ଭୋପାଳ,୫ା୧୨: ମଧ୍ୟପ୍ରଦେଶର ବୈତୁଲର ଜଣେ ଯୁବତୀ ଏମିତି ମହାନ କାର୍ଯ୍ୟ କରିଛନ୍ତି, ଯାହାକୁ ନେଇ ବିଭିନ୍ନ ମହଲରୁ ତାଙ୍କ ପ୍ରଶଂସାର ସୁଅ ଛୁଟୁଛି। ଜଣେ ଯୁବତୀ ବସ୍ରେ ଯିବା ସମୟରେ ଏକ ଟଙ୍କା ଭର୍ତ୍ତି ବ୍ୟାଗ୍ ପାଇଥିଲେ। ମାତ୍ର ଏହାକୁ...
ରାଜସ୍ଥାନରେ ସରକାର ଭାଙ୍ଗିବାକୁ ଯୋଜନା କରୁଛି ଭାଜପା: ଗେହଲଟ
ଜୟପୁର,୫ ।୧୨: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସଦ୍ୟ ବୟାନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ । ଗେହଲଟ କହିଛନ୍ତି ରାଜସ୍ଥାନରେ ସରକାର ଭାଙ୍ଗିବାକୁ ପୁଣିଥରେ ଖେଳ ଆରମ୍ଭ ହୋଇଗଲାଣି ଏହାକୁ ନେଇ ଚର୍ଚ୍ଚାବି ହେଲାଣି । ଅଜୟ...
ତାମିଲନାଡୁ ବିଧାନସଭା ନିର୍ବାଚନରେ ୨୩୪ ଆସନରେ ପ୍ରାର୍ଥୀ ଦେବ ରଜନୀକାନ୍ତଙ୍କ ଦଳ
ଚେନ୍ନାଇ,୫ ।୧୨: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ରାଜନୀତିରେ ପାଦ ଦେବା ପରଠାରୁ ସେ ତାଙ୍କର ଏକ ଦଳ ଗଠନ କରିବେ ବୋଲି ଆଲୋଚନା ହେଉଛି । ତେବେ ୨୦୨୧ରେ ସେ ତାଙ୍କର ଦଳ ଗଠନ କରିବେ ବୋଳି ନିକଟରେ ସେ...
କରୋନାକୁ ନେଇ କାନାଡା ସହ ଅନୁଷ୍ଠିତ ବୈଠକରେ ଯୋଗ ଦେବେନାହିଁ ବୈଦେଶିକ ମନ୍ତ୍ରୀ
ନୂଆଦିଲ୍ଲୀ,୫ ।୧୨: କୃଷକ ଆନ୍ଦୋଳନକୁ ନେଇ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିଶ ଟ୍ରୁଡୋଙ୍କ ଟିପ୍ପଣିକୁ ନେଇ ଭାରତ ଅସନ୍ତୋଷ ବ୍ୟକ୍ତ କରଥିବା ଜାଣିବା ପରେ କାନାଡା ପ୍ରଧାନମନ୍ତ୍ରୀ ତାଙ୍କ ବୟାନ ନ ବଦଳାଇବାର ନିଷ୍ପତ୍ତି ନେଇଛନ୍ତି । ଏହାକୁ ନେଇ ଭାରତର...
ବାଲାକୋଟ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର, ୫।୧୨: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏଠାରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଲଗାତାର ସୀମାବର୍ତ୍ତୀ ଅଞ୍ଚଳରେ ମୋର୍ଟାର ଶେଲିଂ ମାଡ଼ କରାଯାଉଛି। ଶନିବାର ପୁଞ୍ଚ୍ ଜିଲାର ବାଲାକୋଟ ସେକ୍ଟରରେ ଶନିବାର ପୂର୍ବାହ୍ନ ୧୧ଟା...
ସମସ୍ତଙ୍କୁ ମାଗଣାରେ ଯୋଗାଇ ଦିଆଯାଉ କରୋନା ଟିକା: ନୱାବ ମଲିକ
ମୁମ୍ବାଇ,୫ ।୧୨: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଏବେ ସମସ୍ତଙ୍କ ନଜର କରୋନା ଟିକା ବା ଭ୍ୟାକ୍ସିନ ଉପରେ । ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସର୍ବଦଳୀୟ ବୈଠକ ଡକାଇଥିଲେ । ଏଥିରେ ମୋଦି କହିଥିଲେ...
ଛୁଟି ପାଇଁ ଲାଞ୍ଚ: ଶିକ୍ଷା ବିଭାଗ କଲା ପର୍ଦ୍ଦାଫାଶ୍
ଲକ୍ଷ୍ନୌ,୫।୧୨: ଉତ୍ତରପ୍ରଦେଶରେ ଛୁଟି ପାଇଁ ପ୍ରାଥମିକ ଶିକ୍ଷୟତ୍ରୀ ଏବଂ ଶିକ୍ଷକଙ୍କୁ ଲାଞ୍ଚ ଦେବାକୁ ପଡୁଥିବା ଦୁର୍ନୀତିର ପର୍ଦ୍ଦାଫାଶ୍ ହୋଇଛି। ରାଜ୍ୟ ଶିକ୍ଷା ବିଭାଗ ପକ୍ଷରୁ ଏହାର ତଦନ୍ତ କରାଯାଇଥିଲା। ପରେ ସତକଥା ପଦାକୁ ଆସିଥିଲା। ଶିକ୍ଷା ବିଭାଗ ପକ୍ଷରୁ ଆଇଭିଆର୍ଏସ୍...
ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍: ୧୫ ଦିନ ତଳେ ନେଇଥିଲେ ଟିକା
ଚଣ୍ଡିଗଡ଼,୫।୧୨: ହରିୟାଣା ସ୍ବାସ୍ଥ୍ୟମନ୍ତ୍ରୀ ଅନୀଲ ଭିଜ୍ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏନେଇ ସେ ଟୁଇଟ୍ କରି ଶନିବାର ସୂଚନା ଦେଇଛନ୍ତି। ସେ ଅମ୍ବାଲା କ୍ୟାଣ୍ଟନମେଣ୍ଟ୍ର ସିଭିଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ତାଙ୍କ ସହିତ...
Archives


