ଜାତୀୟ

ପୁଡୁଚେରୀ ରାଜ୍ୟପାଳ ପଦରୁ ବିଦାହେଲେ କିରନ ବେଦୀ

ନୂଆଦିଲ୍ଲୀ,୧୬।୨: କିରନ ବେଦୀଙ୍କୁ ପୁଡୁଚେରୀର ଲ୍ୟୁଟନାଣ୍ଟ ଗଭର୍ନର ପଦରୁ ହଟାଇ ଦିଆଯାଇଛି। ଏ ନେଇ ମଙ୍ଗଳବାର ରାତିରେ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି କରାଯାଇଛି ଏକ ବିଜ୍ଞପ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ତେଲାଙ୍ଗାନା ରାଜ୍ୟପାଳ ତାମିଲାଇସାଇ…

ରାହୁଲଙ୍କୁ ବିବାହ କରିନେବାକୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ

ଚେନ୍ନାଇ,୧୬।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିର୍ବାଚନ ପ୍ରଚାର ସମୟରେ ‘ଆମେ ଦୁଇ, ଆମର ଦୁଇ’ କହି କେନ୍ଦ୍ର ସରକାରଙ୍କୁ କଟାକ୍ଷ କରୁଛନ୍ତି। ଏବେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାବଲେ ଏହି ନାରା ଉପରେ ପ୍ରତିକ୍ରିୟା ରଖି ତାଙ୍କୁ ବିବାହ କରିନେବାକୁ ପରାମର୍ଶ…

କେନାଲକୁ ଖସିଲା ବସ୍‌ : ୪୫ ଯାତ୍ରୀଙ୍କ ପାଇଁ ପାଲଟିଲା ଶେଷ ଯାତ୍ରା

ଭୋପାଳ, ୧୬।୨ : ମଧ୍ୟ ପ୍ରଦେଶର ସିଧି ଜିଲା ପାଟନା ଗ୍ରାମ ନିକଟରେ ଘଟିଛି ଏକ ମର୍ମନ୍ତୁଦ ଦୁର୍ଘଟଣା। ୫୦ ଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ବାନ୍‌ଗାଙ୍ଗା ଡ୍ୟାମର ଏକ କେନାଲରେ ଖସିପଡ଼ିଛି। ଏହି ଘଟଣାରେ ୪୫ ଜଣଙ୍କ ମୃତ୍ୟୁ ଘଟିଛି।…

ପାର୍ଟି କରିବାର ପରିଣାମ, ଗୋଟିଏ ଆପାର୍ଟମେଣ୍ଟରୁ ଚିହ୍ନଟ ହେଲେ ୧୦୩ ପଜିଟିଭ

ବେଙ୍ଗାଲୁରୁ, ୧୬।୨ : କର୍ନାଟକ ରାଜଧାନୀ ବେଙ୍ଗାଲୁରୁର ଏକ ଆପାର୍ଟମେଣ୍ଟ କମ୍ପ୍ଲେକ୍ସରୁ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ କଣ୍ଟିନେଣ୍ଟାଲ ଜୋନ ଘୋଷଣା କରାଯାଇଛି। ଗତ କିଛିଦିନ ତଳେ ଏହି ଆପାର୍ଟମେଣ୍ଟରେ ଆୟୋଜିତ ହୋଇଥିଲା ଦୁଇଟି ବିବାହ ବାର୍ଷକୀ…

୨୦୦ରୁ ଅଧିକ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଉପରେ କଡ଼ା ନଜର

ନୂଆଦିଲ୍ଲୀ,୧୬।୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ସୁରକ୍ଷା ଏଜେନ୍ସିର କଡ଼ା ନଜର ଏବେ ୨୦୦ରୁ ଅଧିକ ୟୁଟ୍ୟୁବ୍‌ ଚ୍ୟାନେଲ ଉପରେ ରହିଛି। ଏସବୁ ଚ୍ୟାନେଲରେ ବେଆଇନ ଭାବେ…

ମେ’ ୧୮ରେ ଖୋଲିବ ବଦ୍ରିନାଥ ଧାମ

ଡେରାଡୁନ,୧୬ ।୨: ବସନ୍ତ ପଞ୍ଚିମୀ ଅବସରରେ ବଦ୍ରିନାଥ ଧାମ ଖୋଲିବା ତିଥି ଘୋଷଣା କରାଯାଇଛି । ଶ୍ରଦ୍ଧାଳୁଙ୍କ ପାଇଁ ଏହା ମେ’ ୧୮ ପ୍ରାତଃ ୪ଟା ୧୫ରେ ଖୋଲିବ ବୋଲି ସୂଚନା ମିଳିଛି । ଗାଡୁ ଘଡା ଯାତ୍ରା ୨୯ ଏପ୍ରିଲରେ…

ମୋଦି ସରକାରଙ୍କ ଡିଜିଟାଲ ଷ୍ଟ୍ରାଇକ୍‌: ୨୯ ପ୍ରତିଶତକୁ କମିଲା ଚାଇନା ଆପ୍‌ ବଜାର

ନୂଆଦିଲ୍ଲୀ,୧୬।୨: କରୋନା ମହାମାରୀ ସଂକ୍ରମଣ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଚାଇନା ଉପରେ ଡିଜିଟାଲ ଷ୍ଟ୍ରାଇକ୍‌ କରିଥିଲେ। ୫୯ ଚାଇନା ଆପ୍‌କୁ ବ୍ୟାନ୍‌ କରାଯାଇଥିଲା। ଏହାଦ୍ୱାରା ଭାରତୀୟ ଆପ୍‌ ବଜାରରେ ଚାଇନା ଆପ୍‌ର ଚାହିଦା କମି ୨୯ ପ୍ରତିଶତରେ ସୀମିତ…

ସିଆର୍‌ପିଏଫ୍‌ ଯବାନଙ୍କୁ ଟାର୍ଗେଟ: ଆଇଇଡ଼ି ବିସ୍ଫୋରଣ କଲେ ଆତଙ୍କବାଦୀ

ଶ୍ରୀନଗର,୧୬।୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସିଆର୍‌ପିଏଫ୍‌ ଯବାନଙ୍କୁ ଟାର୍ଗେଟ୍‌ କରିଛନ୍ତି। ମଙ୍ଗଳବାର ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାର ବିଜ୍‌ବିହାରାର ପାଜାଲପୋରାରେ ସିଆର୍‌ଆର୍‌ପିଏଫ୍‌ ରୋଡ୍‌ ଓପନିଂ ପାର୍ଟିକୁ କ୍ଷତି ପହଞ୍ଚାଇବା ଉଦ୍ଦେଶ୍ୟ ରଖି ଏକ ଗାଡ଼ିରେ ଆଇଇଡ଼ି ରଖାଯାଇଥିଲା। ରୋଡ୍‌ ଓପନିଂ ପାର୍ଟି ଏହା…

ପ୍ରିନ୍ସପଲଙ୍କୁ ଫାଶୀ

ପାଟନା,୧୬।୨: ବିହାରର ପାଟନାରେ ଜଣେ  ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରି ଗର୍ଭବତୀ କରିବା ମାମଲାରେ ପ୍ରିନ୍ସପଲଙ୍କୁ ଫାଶୀ ଦଣ୍ଡାଦେଶ ହୋଇଛି। ମାମଲାର ବିଚାର କରି ପୋକ୍ସୋର ସ୍ବତନ୍ତ୍ର ବିଚାରପତି ଅଓ୍ବଧେଶ କୁମାର ଏଭଳି ରାୟ ଦେଇଛନ୍ତି। ଏହା ସହିତ ପ୍ରିନ୍ସପଲ…

ପୁସ୍ତକ ଲେଖିବେ ଗୁଲାମ ନବୀ!

ନୂଆଦିଲ୍ଲୀ,୧୬ ।୨: କିଛିଦିନ ହେବ ଦେଶର ରାଜନୈତିକ ବାତାବରଣରେ ସାମାନ୍ୟ ହଲଚଲ ଦେଖାଦେଇଛି । ଗୋଟିଏ ପଟେ ରାଜ୍ୟ ସଭାରୁ ଗୁଲାମ ନବୀ ଆଜାଦଙ୍କ ବିଦାୟୀ ତ ଅନ୍ୟପଟେ ବିହାର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ । ଦୁଇଟିଯାକ ଘଟଣାରେ ନାଟକୀୟତା ଦେଖାଯାଇଛି ।…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା: ପୁଡୁଚେରୀରେ ସଂଖ୍ୟା ଗରିଷ୍ଠତା ହରାଇଲେ ସରକାର

ନୂଆଦିଲ୍ଲୀ,୧୬।୨: ଆଗକୁ ପୁଡୁଚେରୀରେ ବିଧାନସଭା ନିର୍ବାଚନ ହେବ। ତେବେ ଏହା ପୂର୍ବରୁ ଏଠାକାର ଶାସକ କଂଗ୍ରେସ ଦଳ ନିଜର ସଂଖ୍ୟା ଗରିଷ୍ଠତା ହରାଇ ବସିଛି। ଦଳର ୪ ଜଣ ବିଧାୟକ ଇସ୍ତଫା ଦେଇସାରିଲେଣି। ଗତ ଦୁଇ ଦିନ ମଧ୍ୟରେ ୨ ଜଣ…

ସୁହେଲଦେବ ସ୍ମାରକର ଶିଳାନ୍ୟାସ କଲେ ମୋଦି

ନୂଆଦିଲ୍ଲୀ,୧୬ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭିଡିଓ କନଫରେନସିଂ ଜରିଆରେ ଶ୍ରାବସ୍ତିର ମହାନ ଯୋଦ୍ଧା ମହାରାଜା ସୁହେଲଦେବଙ୍କ ୪.୨୦ ମିଟର ଉଚ୍ଚ ପ୍ରତିମାର ନିର୍ମାଣ ସମେତ ସ୍ମାରକର ଶିଳାନ୍ୟାସ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତୀ ତାଙ୍କ ସମ୍ବୋଧନରେ ଦେଶବାସୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri