ସଡ଼କରେ ଭୋକ ଉପାସରେ ଅନ୍ନଦାତା, ଟିଭିରେ ସରକାର ଦେଉଛନ୍ତି ମିଥ୍ୟା ଭାଷଣ: ରାହୁଲ
ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଚାଷୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏପରିସ୍ଥଳେ ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଙ୍ଗଳବାର ଟୁଇଟ୍ କରି କହିଛନ୍ତି...
ସୀମାରେ ଡିଆର୍ଡିଓ ଲ୍ୟାବ୍: ଏଲ୍ଓସି-ଏଲ୍ଏସି ଉପରେ ରହିବ କଡ଼ା ନଜର
ନୂଆଦିଲ୍ଲୀ,୧।୧୨: ସୀମାରେ ଗବେଷଣା ଜାରି ସହିତ ଏଲ୍ଓସି-ଏଲ୍ଏସି ଉପରେ କଡ଼ା ନଜର ରଖିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏଠାରେ ରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ(ଡିଆର୍ଡିଓ )ର ଥିବା ୨ଟି ଲ୍ୟାବ୍କୁ...
୮୦୦ ଟଙ୍କାରେ କୋଭିଡ୍ ଆର୍ଟି-ପିସିଆର୍ ଟେଷ୍ଟ
ନୂଆଦିଲ୍ଲୀ, ୧।୧୨: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୫.୬ ଲକ୍ଷ ଉପରେ ଅଛି। ଅଧିକରୁ ଅଧିକ ପରୀକ୍ଷା ଉପରେ ଏଠାରେ ଜୋର୍ ଦିଆଯାଉଥିବାବେଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଘରୋଇ ହସ୍ପିଟାଲ ଲାଗି ସୋମବାର...
‘ଅଗଷ୍ଟ ସୁଦ୍ଧା ୩୦ କୋଟିଙ୍କୁ ଟିକା’
ନୂଆଦିଲ୍ଲୀ, ୧।୧୨: ୨୦୨୧ ଅଗଷ୍ଟ ସୁଦ୍ଧା ଦେଶର ୩୦ କୋଟି ଲୋକଙ୍କୁ ଟିକା ଦିଆଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସୋମବାର କହିଛନ୍ତି। ଆଗାମୀ ୪ ମାସ ମଧ୍ୟରେ ଭାରତରେ ଟିକା ଉପଲବ୍ଧ ହେବ ବୋଲି ସେ ପ୍ରକାଶ କରିଛନ୍ତି।...
‘ଆତଙ୍କବାଦ ସବୁଠୁ ବଡ଼ ଆଞ୍ଚଳିକ ଚ୍ୟାଲେଞ୍ଜ’
ନୂଆଦିଲ୍ଲୀ, ୧।୧୨(ପି.ଟି.): ଆତଙ୍କବାଦ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଚ୍ୟାଲେଞ୍ଜ ବୋଲି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ)ରେ ଭାରତ କହିଛି। ଏହି ଭର୍ଚୁଆଲ ବୈଠକରେ ଭାଗନେଇ ଉପରାଷ୍ଟ୍ରପତି ଏମ୍. ଭେଙ୍କାୟା ନାଇଡୁ ମୁଖ୍ୟତଃ ସୀମାପାର ଆତଙ୍କବାଦ ପ୍ରସଙ୍ଗରେ କହିବା ସହ ଏହା...
ଉତ୍ପଳ କୁମାର ସିଂ ଲୋକ ସଭା ମହାସଚିବ
ନୂଆଦିଲ୍ଲୀ, ୧।୧୨: ଅବସରପ୍ରାପ୍ତ ଆଇଏଏସ୍ ଅଫିସର ଉତ୍ପଳ କୁମାର ସିଂ ସୋମବାର ବର୍ଷକ ଲାଗି ଲୋକ ସଭାର ନୂଆ ମହାସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଲୋକ ସଭା ବାଚସ୍ପତି ଓମ୍ ବିର୍ଲା ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଡିସେମ୍ବର ୧ରୁ...
‘ଚାଷୀଙ୍କୁ ବିଭ୍ରାନ୍ତ କରୁଛନ୍ତି ବିରୋଧୀ’
ନୂଆଦିଲ୍ଲୀ, ୧।୧୨: ନୂଆ କୃଷି ଆଇନକୁ ନେଇ ଚାଷୀମାନଙ୍କୁ ବିଭ୍ରାନ୍ତ କରାଯାଉଛି। ଏହା କୃଷକମାନଙ୍କ ସ୍ବାର୍ଥ ବିରୋଧୀ ଓ ଭବିଷ୍ୟତ ପ୍ରତି ବିପଦ ବୋଲି ବିରୋଧୀ ଦଳଗୁଡ଼ିକ ଭିତ୍ତିହୀନ ଗୁଜବ ସୃଷ୍ଟି କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କହିଛନ୍ତି।...
ବିବାହ ପାଇଁ ଆସାମରେ ଲାଗୁ ହେବ ନୂଆ ନିୟମ
ଗୁଆହାଟୀ,୧ ।୧୨: ବିବାହ ପାଇଁ ଆସାମ ସରକାର ନୂଆ ନିୟମ ଆଣିଛନ୍ତି । ଏଥିରେ କନ୍ୟା-ବର ନିଜ ନିଜର ଧର୍ମ ସହ ଆୟ, ବ୍ୟବସାୟ ଆଦି ସମ୍ପର୍କରେ ସୂଚନା ଦେବାକୁ ପଡିବ । ଲଭ-ଜେହାଦ ଭଳି ଘଟଣାଠାରୁ ଦୂରେଇବାକୁ କିଛି...
‘ମୋଦି ସରକାର ଏକଚ୍ଛତ୍ରବାଦୀ’
ନୂଆଦିଲ୍ଲୀ, ୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ସାମ୍ପ୍ରଦାୟିକ, ଫାସିବାଦୀ ତଥା ଏକଚ୍ଛତ୍ରବାଦୀ ବୋଲି ସୋମବାର ଆନ୍ଦୋଳନରତ କୃଷକମାନେ ଅଭିଯୋଗ କରିଛନ୍ତି। ଏଥିସହିତ ବୁରାରିର ସନ୍ଥ ନିରଙ୍କରୀ ପଡ଼ିଆରେ ଆନ୍ଦୋଳନକାରୀମାନେ ଏକତ୍ର ହେବାକୁ ସରକାର ଦେଇଥିବା ପ୍ରସ୍ତାବକୁ...
କରୋନା ଭ୍ୟାକ୍ସିନ: ଜଣେ ବ୍ୟକ୍ତିଙ୍କ ପାଇଁ ସରକାର ଖର୍ଚ୍ଚ କରିବେ ଚାରିଶହ ଟଙ୍କା!
ନୂଆଦିଲ୍ଲୀ,୧ ।୧୨: କରୋନା ମହାମାରୀକୁ ଦୂରେଇବା ପାଇଁ ଏହାର ଭ୍ୟାକ୍ସିନ ପ୍ରସ୍ତୁତି କାର୍ଯ୍ୟ ପ୍ର୍ରାୟତଃ ଶେଷ ପର୍ଯ୍ୟାୟରେ ପହଞ୍ଚିଗଲାଣି । ଆଉ ଅଳ୍ପଦିନ ମଧ୍ୟରେ ଏହା ଉପଲବ୍ଧ ହେବ ବୋଲି କୁହାଯାଉଛି । ତେବେ ଏହାକୁ ନେଇ ସରକାର ଯୋଜନା...
ଲୋକତନ୍ତ୍ରକୁ ମଜଭୁତ କରିବାକୁ ଭୋଟ ଦିଅନ୍ତୁ: ଓୱାସି
ହାଇଦ୍ରାବାଦ,୧ ।୧୨: ବୃହତ ହାଇଦ୍ରାବାଦ ନଗର ନିଗମ(ଜିଏଚ୍ଏମ୍ସି) ନିର୍ବାଚନ ଏବେ ରାଷ୍ଟ୍ରୀୟ ରାଜନୀତିର କେନ୍ଦ୍ର ପାଲଟି ଯାଇଛି । ଏବେ ସମସ୍ତଙ୍କ ନଜର ଏହି ନିର୍ବାଚନ ଫଳାଫଳ ଉପରେ ରହିଛି । ମଙ୍ଗଳବାର ୧୫୦ ୱାର୍ଡ ପାଇଁ ମତଦାନ ଆରମ୍ଭ...
ବାବା ଆମ୍ତେଙ୍କ ନାତୁଣୀଙ୍କ ଆତ୍ମହତ୍ୟା
ଚନ୍ଦ୍ରପୁର(ମହାରାଷ୍ଟ୍ର), ୩୦।୧୧-ବାବା ଆମ୍ତେଙ୍କ ନାତୁଣୀ ତଥା ଜଣାଶୁଣା ସାମାଜିକ କର୍ମୀ ଡ. ଶୀତଲ ଆମ୍ତେ-କରାଜ୍ଗୀ ସୋମବାର ସକାଳେ ସ୍ଥାନୀୟ ଆନନ୍ଦବନ ଆଶ୍ରମରେ ଆତ୍ମହତ୍ୟା କରିଛନ୍ତି। ସେ କୌଣସି ଅଜଣା ପଦାର୍ଥ ଇଞ୍ଜେକ୍ଶନରେ ନେଇଥିବା ପୋଲିସ କହିଛି। ତାଙ୍କୁ ଓ୍ବାରୋରା ରୁରାଲ...
Archives


