ଜାତୀୟ

ପୂର୍ବରେ କଂଗ୍ରେସର ଗଡ଼ ଜୟ ଲକ୍ଷ୍ୟ: ଦକ୍ଷିଣରେ ଭାଜପାର ସ୍ଥିତି ସୁଦୃଢ଼ ଯୋଜନା

ନୂଆଦିଲ୍ଲୀ,୧୪।୨: ଆଗକୁ ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ,କେରଳ ଆଦି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ସ୍ଥିତି ସୁଦୃଢ଼ କରିବା ଲାଗି ରବିବାର ତାମିଲନାଡୁ ଏବଂ କେରଳ ଗସ୍ତରେ ଯାଇଛନ୍ତି। କେତେକ ସଂଗଠନ…

ପୁଲୱାମା ଆକ୍ରମଣ: ୧୨ ଦିନରେ ଭାରତ ନେଇଥିଲା ୪୦ ଶହୀଦ ଯବାନଙ୍କ ପ୍ରତିଶୋଧ

ନୂଆଦିଲ୍ଲୀ,୧୪ ।୨: ସାରା ବିଶ୍ୱ ଫେବୃୟାରୀ ୧୪କୁ ଭାଲେଣ୍ଟାଇନ ଡେ’ ଭାବେ ପାଳନ କରୁଥିବା ବେଳେ ଭାରତ ପାଇଁ କିନ୍ତୁ ଏହା ଏକ କଳା ଦିବସ । ଏହିଦିନ ପାକିସ୍ତାନ ଆତଙ୍କବାଦୀଙ୍କ ଅକ୍ରମଣରେ ଶହୀଦ ହୋଇଥିଲେ ୪୦ ଭାରତୀୟ ବୀର ଯବାନ…

ସେନାକୁ ଅର୍ଜୁନ ଟ୍ୟାଙ୍କ ପ୍ରଦାନ କଲେ ମୋଦି

କୋଚି/ଚେନ୍ନାଇ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାରତୀୟ ସେନାକୁ ଅର୍ଜୁନ ଟ୍ୟାଙ୍କ ଏମ୍‌-୧ଏ ପ୍ରଦାନ କରିଛନ୍ତି। ତାମିଲନାଡୁର ଚେନ୍ନାଇ ସ୍ଥିତ ଜବାହର ଲାଲ ନେହେରୁ ଷ୍ଟାଡ଼ିୟମ୍‌ରେ ଏକ ଉତ୍ସବରେ ଯୋଗଦେଇ ସେ ଏଭଳି କରିଛନ୍ତି। ମୋଦି ତାମିଲନାଡୁ ଏବଂ କେରଳ ଗସ୍ତରେ…

ଘରେ ପଶି ୮ ଦିନର ଯାଆଁଳା ଶିଶୁଙ୍କୁ ଟେକିନେଲା ମାଙ୍କଡ଼, ଆଉ ତା’ ପରେ…

ଚେନ୍ନାଇ,୧୪।୨ : ତାମିଲନାଡୁର ତଞ୍ଜାପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଯେଉଁଠାରେ ଗୋଟିଏ ମାଙ୍କଡ଼ ଘରେ ପଶି ୮ ଦିନର ଯାଆଁଳା ଶିଶୁଙ୍କୁ ଟେକି ନେଇଥିଲା। ସେଥିମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣଙ୍କୁ ଉଦ୍ଧାର କରାଯାଇଛି। ଭୁବନେଶ୍ୱରୀ ନାମକ…

ଫାରୁକ୍‌-ଉମର ନଜରବନ୍ଦ, ମେହବୁବାଙ୍କ ଉପରେ କଟକଣା

ଶ୍ରୀନଗର,୧୪।୨: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ୍‌ କନଫରେନ୍ସ୍‌ର ନେତା ଫାରୁକ୍‌ ଅବଦୁଲ୍ଲା ଏବଂ ତାଙ୍କ ପୁଅ ଉମର ଅବଦୁଲ୍ଲାଙ୍କୁ ନଜରବନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଉମର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେହିପରି ପିଡ଼ିପି ଅଧ୍ୟକ୍ଷା ମେହବୁବା ମୁଫ୍‌ତିଙ୍କ…

କେରଳରେ ଲାଗୁ ହେବ ନାହିଁ ସିଏଏ

ନୂଆଦିଲ୍ଲୀ,୧୪ ।୨: କେରଳରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ରାଜନୈତିକ ଉଷ୍ମତା ଆରମ୍ଭ ହୋଇଗଲାଣି । ଗୋଟିଏ ପଟେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କରୋନା ଟିକାକରଣ ପରେ ଦେଶରେ ସିଏଏ ଲାଗୁ କରିବା କଥା କହିଛନ୍ତି…

ଜେଲ୍‌ରେ ଥିବା ଆନ୍ଦୋଳନକାରୀଙ୍କୁ ମିଳିବ ୨ ହଜାର ଟଙ୍କା ସହାୟତା: ମିଳିତ କିଷାନ ମୋର୍ଚ୍ଚା

ନୂଆଦିଲ୍ଲୀ,୧୪।୨: ଜାନୁୟାରୀ ୨୬ରେ ଦିଲ୍ଲୀର ଟ୍ରାକ୍ଟର ରାଲି ସମୟରେ ଘଟିଥିବା ହିଂସା ଘଟଣାରେ କେତେକ ଆନ୍ଦୋଳନକାରୀଙ୍କୁ ଗିରଫ କରାଯାଇ ଜେଲ୍‌ରେ ରଖାଯାଇଛି। ସେମାନଙ୍କ ଆର୍ଥିକ ସହାୟତା ସ୍ବରୂପ ମିଳିତ କିଷାନ ମୋର୍ଚ୍ଚା ପକ୍ଷରୁ ୨ ହଜାର ଟଙ୍କା ପ୍ରଦାନ କରାଯିବାକୁ ଘୋଷଣା…

ଟୁଲ୍‌କିଟ୍‌ ମାମଲା: ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବି ଗିରଫ

ବେଙ୍ଗାଲୁରୁ,୧୪।୨: ପରିବେଶକର୍ମୀ ଗ୍ରେଟା ଥନବର୍ଗ ଟୁଲକିଟ୍‌ ମାମଲାରେ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ବେଙ୍ଗାଲୁରୁରୁ ଜଳବାୟୁ କାର୍ଯ୍ୟକର୍ତ୍ତା ଦିଶା ରବିଙ୍କୁ ଗିରଫ କରିଛନ୍ତି। ଫେବୃୟାରୀ ୪ରେ ଏନେଇ ଦିଲ୍ଲୀ ପୋଲିସ ପକ୍ଷରୁ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ଏକ ମାମଲା ରୁଜୁ କରାଯାଇଥିଲା।…

ତୀର୍ଥଯାତ୍ରା ହେଲା ମହାଯାତ୍ରା: ସଡ଼କ ଦୁର୍ଘଟଣାରେ ୧୪ ମୃତ

କୁରନୋଲ,୧୪।୨: ତୀର୍ଥଯାତ୍ରା ପାଲଟିଛି ମହାଯାତ୍ରା। ଆନ୍ଧ୍ରପ୍ରଦେଶର କୁରନୋଲ ଜିଲାର ଭେଲଡୁରୁଟି ଗାଁଠାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ମିନି ବସ୍‌ ଏବଂ ଟ୍ରକ୍‌ ମଧ୍ୟରେ ଧକ୍କା ଘଟିଛି। ଜାତୀୟ ରାଜପଥରେ ରବିବାର ଭୋର୍‌ ୪ଟା ସମୟରେ ଘଟିଥିବା ଏହି ସଡ଼କ ଦୁର୍ଘଟଣାରେ…

ଜୀବିତ ଫେରିବା ନୋହିଲା: ତପୋବନ ଟନେଲରୁ ଉଦ୍ଧାର ହେଉଛି ମୃତଦେହ

ଡେରାଡୁନ୍‌,୧୪।୨: ଉତ୍ତରାଖଣ୍ଡର ତପୋବନ ଟନେଲରେ ଅଟକି ଥିବା ୩୫ରୁ ଅଧିକ ଶ୍ରମିକଙ୍କ ମଧ୍ୟରୁ ୧୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନଙ୍କ ପରିବାର ବର୍ଗ ଶ୍ରମିକଙ୍କ ଜୀବିତ ଫେରିବା ବାଟକୁ ଚାହିଁ ବସିଥିବାବେଳେ ଏବେ ତାହା ସ୍ବପ୍ନ ପାଲଟିଛି। ଆଖିର ଲୁହ…

ପାକିସ୍ତାନରେ ଡୋଭାଲଙ୍କ ଅଫିସ୍‌ ଭିଡିଓ

ଜମ୍ମୁ, ୧୪।୨(ଆଇଏଏନ୍‌ଏସ୍‌): ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର ଛାମୁଆ ଗୋଷ୍ଠୀ ଜୈଶ-ଇ-ମୁସ୍ତାଫା (ଜେଇଏମ୍‌) ମୁଖ୍ୟ ହିଦାୟତୁଲ୍ଲା ମଲିକ୍‌ ଜେରା ବେଳେ ବିସ୍ଫୋରକ ତଥ୍ୟ ପ୍ରଘଟ କରିଛନ୍ତି। ଗତ ୬ ତାରିଖରେ ଜମ୍ମୁର ସଞ୍ଜଓ୍ବାନି ଅଞ୍ଚଳରୁ ଗିରଫ ହୋଇଥିବା ଏହି ଆତଙ୍କବାଦୀ ଜାତୀୟ ସୁରକ୍ଷା…

ବିହାରରେ କରୋନା ମହାଦୁର୍ନୀତି

ପାଟନା, ୧୪ା୨: ଦେଶରେ ଫେବୃୟାରୀ ୧୩ ସୁଦ୍ଧା ୨୦ କୋଟି ୫୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ କରୋନା ଟେଷ୍ଟ ସରିଥିବା ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ(ଆଇସିଏମ୍‌ଆର୍‌) ଓ୍ବେବସାଇଟ୍‌ରେ ତଥ୍ୟ ରହିଛି। ଆଖିଦୃଶିଆ ଏହି ତଥ୍ୟ ପ୍ରଚାର କରି ବାହାବା ନେଉଛନ୍ତି ସରକାର।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri