ଜାତୀୟ

ଲାଲୁଙ୍କ ଲଣ୍ଠନ ଧରିଲେ ଜେଡିୟୁ ନେତା

ପାଟନା,୩ ।୭: ବିହାର ରାଜନୀତିରେ ଏବେ ବି ସରଗରମ ଲାଗି ରହିଛି । ଶନିବାର ଜନତାଦଳ ୟୁନାଇଟେଡ(ଜେଡିୟୁ) ନେତା ତଥା ପୂର୍ବତନ ବିଧାୟକ ମହେଶ୍ୱର ସିଂ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ରେ ଯୋଗ ଦେଇଛନ୍ତି । ସେ ଶନିବାର ବିବହାରର ପୂର୍ବତନ ମୁଖ୍ୟମନ୍ତ୍ରୀ…

ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ଡେରାଡୁନ,୩ ।୭: ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ସିଂ ଧାମି । ଡେରାଡୁନରେ ଶନିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ବିଧାୟକ ଦଳ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ତିରଥ ସିଂ ରାୱତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା…

ଭାଜପା ଏମ୍‌ପି ଖେଳୁଛନ୍ତି ବାସ୍କେଟ୍‌ବଲ୍‌, ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ଭୋପାଳ,୩।୭: ଏବେ ଜଣେ ଭାଜପା ଏମ୍‌ପିଙ୍କର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ପ୍ରଗ୍ୟା ଠାକୁର। ପ୍ରଗ୍ୟା ଭୋପାଳରେ ବାସ୍କେଟ୍‌ବଲ୍‌ ଖେଳୁଥିବାର ୨୦ ସେକେଣ୍ଡର ଭିଡ଼ିଓ ଅନୁରାଗ ଦ୍ୱାରୀ ନାମକ ଜଣେ ୟୁଜରଙ୍କ ଟୁଇଟର…

୨୦୦ ସହରରେ ପେଟିମ୍‌ ଦେବ ୫୦ କୋଟିର କ୍ୟାସ୍‌ବ୍ୟାକ୍‌…

ନୂଆଦିଲ୍ଲୀ,୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅନ୍‌ଲାଇନ୍‌ରେ ଡିଜିଟାଲ କାରବାର କରିବାକୁ ଲୋକେ ଅଧିକ ପସନ୍ଦ କରୁଛନ୍ତି। ଏପରିସ୍ଥଳେ ପେଟିମ୍‌ ଏହାର ୟୁଜରମାନଙ୍କ ପାଇଁ ୫୦ କୋଟି ଟଙ୍କାର କ୍ୟାସ୍‌ବ୍ୟାକ୍‌ ଘୋଷଣା କରିବାକୁ ଯାଉଥିବା କମ୍ପାନୀର ସିଇଓ ବିଜୟ ଶେଖର…

ଲଦ୍ଦାଖ ଆସୁଥିବା ସମସ୍ତ ପର୍ଯ୍ୟଟକଙ୍କ ପାଇଁ ଆର୍‌ଟି-ପିସିଆର୍ ରିପୋର୍ଟ ବାଧ୍ୟତାମୂଳକ

ଲଦ୍ଦାଖ,୩ ।୭: କରୋନା ମହାମାରୀ ଏବେ ସବୁ କ୍ଷେତ୍ର ଉପରେ ପ୍ରଭାବ ପକାଇ ସାରିଲାଣି । ବିଶେଷ ଭାବେ ପ୍ରଭାବିତ ହୋଇଥିବା ପର୍ଯ୍ୟଟନ ଶିଳ୍ପ କେବେ ଯେ ଅଣ୍ଟା ସଳଖି ଠିଆ ହେବ ତାହା ଏବେ ପ୍ରଶ୍ନ ହୋଇ ରହିଯାଇଛି ।…

ମାମୁଘରକୁ ଯାଇ ନବବିବାହିତା ମାଇଁଙ୍କୁ ପ୍ରେମ ଜାଲରେ ଫସାଇଲେ ଭଣଜା, ଘରୁ ପଳାଇ କଲେ ବିବାହ; ଭାଇରାଲ ହେଉଛି…

ଜାମୁଇ: କଥାରେ ଅଛି ପ୍ରେମ ଅନ୍ଧ। କାରଣ ପ୍ରେମରେ ପଡ଼ିବା ବ୍ୟକ୍ତି ସମ୍ପର୍କ କିମ୍ବା ସମାଜ ପ୍ରତି ଧ୍ୟାନ ଦିଅନ୍ତି ନାହିଁ। ବିହାରର ଜାମୁଇରେ ଏପରି ଏକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ନିଜ ଭଣଜାଙ୍କୁ ଭଲ ପାଇ…

୨୧ ବର୍ଷରେ ରାଜ୍ୟରେ ୧୦ ମୁଖ୍ୟମନ୍ତ୍ରୀଙ୍କ ଶାସନ …

ଡେରାଡୁନ୍‌,୩।୭: ଉତ୍ତରାଖଣ୍ଡରେ ମୁଖ୍ୟମନ୍ତ୍ରୀ ପଦବୀରେ ରହିବା କୌଣସି ରାଜନେତାଙ୍କ ପକ୍ଷରେ ସମ୍ଭବ ହେଉନାହିଁ। ୧୧୪ ଦିନ ଶାସନ ଡୋର ଧରିବା ପରେ ତିରଥ ସିଂ ରାଓ୍ବତ ଇସ୍ତଫା ଦେଇଛନ୍ତି। ୨୦୦୦ରେ ଉତ୍ତରାଖଣ୍ଡ ସହିତ ଝାଡ଼ଖଣ୍ଡ ରାଜ୍ୟର ଜନ୍ମ ହୋଇଥିଲା। ଏହି ଦୁଇ…

ଅଗଷ୍ଟରେ ତୃତୀୟ ଲହର, ଆଇଆଇଟି କାନପୁର ଦେଲା ଚେତାବନୀ…

ନୂଆଦିଲ୍ଲୀ,୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଧୀରେଧୀରେ ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ନେଇ ଚେତାବନୀ ଦେଇଛି ଆଇଆଇଟି କାନପୁର। ଦେଶରେ ଅଗଷ୍ଟରେ ତୃତୀୟ ଲହର ଆସିବାର ଆଶଙ୍କା ରହିଥିବା ଆଇଆଇଟି ପକ୍ଷରୁ କୁହାଯାଇଛି। ଦେଶରେ ଡେଲ୍ଟା…

ଦିଲ୍ଲୀ ସରକାରଙ୍କୁ ୧୦ ବର୍ଷରେ ୭୦୨ କୋଟି ଦେଇଛନ୍ତି ଟ୍ରାଫିିକ୍‌ ପୋଲିସ…

ନୂଆଦିଲ୍ଲୀ,୩।୭: ଜରିମାନା ଆଦାୟ କରି ଦିଲ୍ଲୀ ସରକାରଙ୍କ ରାଜସ୍ବ ସଂଗ୍ରହରେ ଟ୍ରାଫିକ ପୋଲିସଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି। ଗତ ୧୦ ବର୍ଷ ମଧ୍ୟରେ ଟ୍ରାଫିକ୍‌ ପୋଲିସ ଦିଲ୍ଲୀ ସରକାରଙ୍କୁ ୭୦୨ କୋଟି ଟଙ୍କା ଜରିମାନା ବାବଦରେ ଲୋକଙ୍କଠାରୁ ଆଦୟ କରି ପ୍ରଦାନ…

ପ୍ଲାଷ୍ଟିକ ନୁହେଁ ଏଥର ପାଣି ମିଳିବ ପେପର ବ୍ୟାଗରେ

ହାଇଦ୍ରାବାଦ,୩ ।୭: ସାରା ବିଶ୍ୱରେ ବଢି ଚାଲିଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏହାକୁ ନିୟନ୍ତ୍ରଣ କରିବାକୁ ଏବେ ପ୍ରାୟ ସବୁଠି ପ୍ରୟାସ ଜାରି ରହିଛି । ଏହି କ୍ରମରେ ହାଇଦ୍ରାବାଦରେ ଥିବା ଏକ ଷ୍ଟାର୍ଟ ଅପ୍ ପରିବେଶ ସୁରକ୍ଷା ଦିଗରେ ଆଗେଇ…

ଆସିଲା ଖୁସି ଖବର, କୋଭାକ୍ସିନ୍‌ କରୋନାକୁ କରିବ ପରାସ୍ତ…

ନୂଆଦିଲ୍ଲୀ,୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଧୀରେଧୀରେ ଥମୁଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଇତିମଧ୍ୟରେ ଦେଶରେ ଡେଲ୍ଟା ଏବଂ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ନେଇ ଆତଙ୍କ ସୃଷ୍ଟି ହୋଇଛି। ତେବେ ଲୋକଙ୍କୁ…

ଲଗାତାର ୬ ଦିନ ଧରି ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ,୩।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୬ ଦିନ ଧରି ଦୈନିକ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?