ଜାତୀୟ

ଆଇଏସ୍‌ଆଇର ଡ୍ରୋନ୍‌ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ/ଶ୍ରୀନଗର, ୩।୭: ଜୁନ୍‌ ୨୬-୨୭ ମଧ୍ୟରାତ୍ରିରେ ଜମ୍ମୁସ୍ଥିତ ବାୟୁସେନା ଘାଟିକୁ ପାକିସ୍ତାନୀ ଡ୍ରୋନ୍‌ ଟାର୍ଗେଟ କରିଥିଲା। ଏହି ହାଇସିକ୍ୟୁରିଟି ଜୋନ୍‌ର ଟେକ୍ନିକାଲ ଏରିଆରେ ଲଗାତର ଘଟିଥିବା ଦୁଇଟି ଆର୍‌ଡିଏକ୍ସ ବିସ୍ଫୋରଣ ଯଦିଓ ବିଶେଷ କ୍ଷୟକ୍ଷତି ଘଟାଇ ପାରିନାହିଁ, ତଥାପି ଭାରତର ଚିନ୍ତା…

୪ ମାସରେ ଇସ୍ତଫା ପତ୍ର ଧରାଇଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨।୭: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାଓ୍ବତ ଶୁକ୍ରବାର ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଏପରି କି ରାଓ୍ବତ ଖବୁ ଶୀଘ୍ର ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିବେ ବୋଲି ଜଣାପଡିଛି।…

ପୋଷ୍ଟାଲ ପାର୍ସଲରୁ ମିଳିଲା ୧୦୦ରୁ ଅଧିକ ସ୍ପାଇଡର

ନୂଆଦିଲ୍ଲୀ,୨।୭: ପୋଲାଣ୍ଡରୁ ଆସିଥିବା ଏକ ପୋଷ୍ଟାଲ ପାର୍ସଲରୁ ଚେନ୍ନାଇ ବିମାନ ବନ୍ଦରର କଷ୍ଟମ ଅଧିକାରୀଙ୍କୁ ମିଳିଛି ୧୦୭ଟି ଜୀବନ୍ତ ସ୍ପାଇଡର। ଏକ ବିବୃତିରେ କୁହାଯାଇଛି, ପାର୍ସଲରେ ତାମିଲନାଡୁର ଅରୁପୁକୋଟାଇଙ୍କ ଠିକଣା ରହିଛି। ପାର୍ସଲ ଖୋଲାଯିବା ପରେ ଏକ ଥର୍ମୋକଲ ବକ୍ସ ମିଳିଥିଲା।…

ବ୍ଲାକମେଲର ଗ୍ୟାଙ୍ଗ ଚଳାଉଥିଲା ପୋଲିସ

ଭୋପାଳ,୨।୭: ମଧ୍ୟପ୍ରଦେଶର ହୋଶାଙ୍ଗବାଦରେ ଜୋରଜବରଦସ୍ତ ଚାନ୍ଦା ଆଦାୟ କରିବା ଲାଗି ଗ୍ୟାଙ୍ଗ ଚଳାଉଥିବା ଅଭିଯୋଗରେ ୪ ଜଣ ପୋଲିସ କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସୁନିତା ଠାକୁର ନାମକ ଜଣେ ମହିଳାଙ୍କ ସହ ମିଶି ଏସ୍‌ଆଇ ଜୟ ନାଲ୍ବାୟା, ହେଡ୍‌ କନଷ୍ଟେବଳ ଜ୍ୟୋତି…

୧୯ରୁ ଆରମ୍ଭ ହେବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨।୭: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଜୁଲାଇ ୧୯ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ। ଦେଶରେ ଗତ କିଛି ସପ୍ତାହ ହେଲା କୋଭିଡ୍‌ ସଂକ୍ରମଣ ହ୍ରାସ ପାଇଥିବାରୁ ଏମ୍‌ପିମାନଙ୍କ ସୁରକ୍ଷାକୁ ନେଇ ୨୦ ଦିନ ଅଧିବେଶନ ଚଳାଇବାକୁ ସଂସଦୀୟ ବ୍ୟାପାର…

ଟ୍ରୋଲ ହେବାରୁ ଥାନାରେ ପହଞ୍ଚିଲେ ଅଭିନେତ୍ରୀ

କୋଲକାତା,୨।୭: ଶ୍ୟାମଳ ବର୍ଣ୍ଣ କାରଣରୁ ସୋସିଆଲ ମିଡିଆରେ ଟ୍ରୋଲ ହେବାରୁ ଥାନାରେ ପହଞ୍ଚିଛନ୍ତି ବଙ୍ଗାଳି ଅଭିନେତ୍ରୀ। ଟିଭି ସିରିଏଲ ‘ତ୍ରିନୟନି’ ଜରିଆରେ କ୍ୟାରିୟର ଆରମ୍ଭ କରିଥିବା ଶ୍ରୁତି ଦାସ ଗତ ଦୁଇ ବର୍ଷ ହେଲା ଟ୍ରୋଲିଂର ସମ୍ମୁଖୀନ ହୋଇ ଆସୁଥିଲେ। ଏହାକୁ…

ଗର୍ଭବତୀମାନେ ନେଇ ପାରିବେ କରୋନା ଟିକା: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨ ।୭: କରୋନା ସଂକ୍ରମଣକୁ ରୋକିବା ପାଇଁ ଏବେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି । ପୂର୍ବରୁ ଗର୍ଭବତୀଙ୍କୁ ଏହି ଟିକା ନେବାକୁ ବାରଣ କରାଯାଉଥିବା ବେଳେ ଏବେ କିନ୍ତୁ ଏମାନେ କରୋନା ଟିକା ନେଇପାରିବେ ବୋଲି କହିଛି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…

ବଞ୍ଚିଥିବା ଶିକ୍ଷକଙ୍କୁ ଡକାଗଲା ତାଙ୍କ ମୃତ୍ୟୁ ସାର୍ଟିଫିକେଟ ପାଇଁ

ଠାଣେ,୨।୭: ମୃତ୍ୟୁ ପ୍ରମାଣପତ୍ର ପ୍ରସ୍ତୁତ ଥିବା ଜଣାଇବା ପାଇଁ ଠାଣେର ମ୍ୟୁନିସିପାଲ କର୍ପୋରେଶନ ଅଫିସରୁ ଜଣେ ୫୫ ବର୍ଷୀୟ ଶିକ୍ଷକଙ୍କୁ ଆସିଥିଲା ଫୋନ କଲ୍‌। ଶିକ୍ଷକ ଜଣଙ୍କ ଯୁକ୍ତିରେ ଦର୍ଶାଇଥିଲେ ସେ ବଞ୍ଚିଛନ୍ତି। କିନ୍ତୁ କିଛି ଲାଭ ମିଳି ନ ଥିଲା।…

ବଢୁଛି ଡେଲ୍ଟା ପ୍ଲସ ଭାରିଏଣ୍ଟ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨ ।୭: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଥରହର କରୁଥିବା ବେଳେ ଦିନକୁ ଦିନ ଏହାର ନୂଆ ଭାରିଏଣ୍ଟ ବିଶ୍ୱବାସୀଙ୍କ ନିଦ ହଜାଇ ସାରିଲାଣି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ହୋଇଥିବା ଖବରଦାତା ସମ୍ମିଳନୀରେ ନିତି ଆୟୋଗର…

ପଶ୍ଚିମବଙ୍ଗ ରାଜନୀତି ସରଗରମ: ମୋଦିଙ୍କୁ ଚିଠି ଲେଖିଲେ ଟିଏମ୍‌ସି ଏମ୍‌ପି

କୋଲକାତା,୨ ।୭: ପଶ୍ଚିମବଙ୍ଗ ବିଧାନସଭାର ବିରୋଧିଦଳ ନେତା ଶୁଭେନ୍ଦୁ ଅଧିକାରୀ ସଲିସିଟର ଜେନରାଲ ତୁଷାର ମେହେଟ୍ଟାଙ୍କୁ ସାକ୍ଷାତ୍ କରିବା ପରେ ଏବେ ସେଠାରେ ରାଜନୀତି ହୋଇଛି ସରଗରମ । ଏହାକୁ ନେଇ ତ୍ରୁଣମୂଳ କଂଗ୍ରେସ (ଟିଏମ୍‌ସି)ଏମ୍‌ପି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି…

ସୁସ୍ଥ ହେଉଛନ୍ତି ଟ୍ରାଜେଡି କିଙ୍ଗ

ମୁମ୍ବାଇ,୨ ।୭: ବଲିଉଡ୍ ଟ୍ରାଜେଡି କିଙ୍ଗ ଦିଲିପ କୁମାର ବୟସାଧିକ୍ୟ ରୋଗ ଯୋଗୁ କିଛି ଦିନ ତଳେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହେଲେ ଏବେ ସେ ପୂର୍ବାପେକ୍ଷା ସୁସ୍ଥ ଥିବା ଜଣାପଡିଛି । ଦିଲିପଙ୍କ ନିକଟତର ବନ୍ଧୁ ଫୈଜଲ ଫାରୁକି…

ବଜେଟ ଅଧିବେଶନ ଆରମ୍ଭରୁ ବିଧାୟକଙ୍କ ହଟ୍ଟଗୋଳ, ରାଜ୍ୟପାଳ ପଢିପାରିଲେନି ଅଭିଭାଷଣ

କୋଲକାତା,୨ ।୭: ପଶ୍ଚିମବଙ୍ଗ ନିର୍ବାଚନ ପରେ ଶୁକ୍ରବାର ପ୍ରଥମ କରି ବିଧାନସଭା ଅଧିବେଶନ ଆରମ୍ଭ ହୋଇଥିଲା । ହେଲେ ଆରମ୍ଭରୁ ବିଧାୟକଙ୍କ ବିରୋଧ ଫଳରେ ଗୃହକୁ ୱାର୍କ ଆଉଟ୍ କରି ଦିଆଯାଇଥିଲା । ରାଜ୍ୟପାଳ ଜଗଦୀପ ଧନଖଡ ତାଙ୍କର ଅଭିଭାଷଣ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?