ଜାତୀୟ

ଟଳିପଡିଲେ ଆତଙ୍କବାଦୀ

ଶ୍ରୀନଗର,୨।୭: ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁରୁବାର ବିଳମ୍ବିତ ରାତିରୁ ଏନକାଉଣ୍ଟର ଚାଲିଛି। ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଥିବାବେଳେ ତିନିରୁ ଚାରି ଜଣ ଆତଙ୍କବାଦୀ ଘେରି ରହିଛନ୍ତି। ଏଥିସହ ଜଣେ ଯବାନ ଆହତ…

ଇ-କମର୍ସକୁ ଅବାଞ୍ଛିତ ଅଙ୍କୁଶ

ମୁମ୍ବାଇ/ନୂଆଦିଲ୍ଲୀ,୨ା୭:ଭାରତରେ ବ୍ୟବସାୟିକ ଧାରାକୁ ବଦଳାଇଦେଇଛି ଇ-କମର୍ସ। ଅନ୍‌ଲାଇନ୍‌ରେ ନିଜ ପସନ୍ଦର ସାମଗ୍ରୀ ଅର୍ଡର କରି ଘରକୁ ମଗାଇବାର ମଜା ଅଲଗା। ଏହା ସୁବିଧାଜନକ ଓ ଶସ୍ତା ମଧ୍ୟ। କରୋନା ମହାମାରୀ ସମୟରେ ଏହି ବ୍ୟବସାୟ କରୁଥିବା କମ୍ପାନୀଗୁଡ଼ିକ କୋଟି କୋଟି ଲୋକଙ୍କ…

ହତ୍ୟା ପରେ ସ୍ତ୍ରୀଙ୍କ ମୃତଦେହକୁ ସୁଟକେସରେ ଭର୍ତ୍ତି କରି ଫୋପାଡ଼ି ଦେଲେ

ହାଇଦ୍ରବାଦ,୧।୭: ଆନ୍ଧ୍ର ପ୍ରଦେଶର ତିରୁପତିରେ ଏକ ସୁଟକେସରୁ ମିଳିଥିବା ୨୭ ବର୍ଷୀୟା ମହିଳା ଇଞ୍ଜିନିୟରଙ୍କ ହତ୍ୟା ମାମଲାରେ ତାଙ୍କ ସ୍ବାମୀକୁ ଗିରଫ କରିଛି ପୋଲିସ। ମୃତକ ଭୁବନେଶ୍ୱରୀ ହାଇଦ୍ରାବାଦରେ କଗନିଜାଣ୍ଟ କମ୍ପାନୀରେ କାମ କରୁଥିଲେ। ତାଙ୍କ ସ୍ବାମୀ ଶ୍ରୀକାନ୍ଥ ରେଡ୍ଡୀ ମଧ୍ୟ…

ପୁଣି ବଢ଼ିଲା: ୭ ବର୍ଷରେ ଡବଲ୍‌ ହେଲାଣି ଏଲ୍‌ପିଜି ଦର

ନୂଆଦିଲ୍ଲୀ,୧।୭: ମହାମାରୀ ସମୟରେ କ୍ରମାଗତ ବୃଦ୍ଧି ପାଉଥିବା ପେଟ୍ରୋଲ ଏବଂ ଡିଜେଲ ଦର ସାଙ୍ଗକୁ ଏଲ୍‌ପିଜ ଦର ଲୋକଙ୍କ ଉପରେ ସାଜିଲାଣି ବୋଝ ଉପରେ ନଳିତା ବିଡ଼ା। ଗୁରୁବାର ଭୁବନେଶ୍ୱରରେ ୧୪.୨ ଲିଟର ଓଜନର ଏଲ୍‌ପିଜି ସିଲିଣ୍ଡର ଦର ୨୫.୫୦ ଟଙ୍କା…

୩ ପକ୍ଷଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧।୭: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠୁ ରାଜ୍ୟରେ ହିଂସାକାଣ୍ଡ ଲାଗି ରହିବା ସହ ଆଇନ ଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି। ସେଠାରେ ରାଷ୍ଟ୍ରପତି ଶାସନ ଜାରି ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ହୋଇଥିବା…

କ୍ୟାପଟେନ ଅମରିନ୍ଦର ସିଂଙ୍କ ଗୋଟିଏ ଗୁଳିରେ ଦୁଇଟି ଶିକାର!

ଚଣ୍ଡିଗଡ଼,୧ ।୭: ଗୋଟିଏ ପଟେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ସାକ୍ଷାତ୍ କରିଥିବା ବେଳେ ଅନ୍ୟପଟେ ସିଦ୍ଧୁଙ୍କୁ ନେଇ ପଞ୍ଜାବ ରାଜନୀତିରେ ଥିବା ଅର୍ନ୍ତକଳହ ଶେଷ ହେବ ବୋଲି ଆଲୋଚନା…

ସରକାର ଗଠନ ପରେ ସଂକଳ୍ପ ପତ୍ରକୁ ଅଳିଆ ଗଦାକୁ ଫିଙ୍ଗି ଦେଇଛି ଭାଜପା: ଅଖିଳେଶ

ଲକ୍ଷ୍ନୌ,୧ ।୭: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଭାରତୀୟ ଜନତା ପାର୍ଟି(ଭାଜପା)କୁ ପୁଣିଥରେ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ସମାଜବାଦୀ ପାର୍ଟି ଏଥର ଛୋଟ ଛୋଟ ରାଜନୈତିକ ଦଳ ସହ ମେଣ୍ଟ କରିବ । ଭାଜପା ବେକାରୀ…

ସୁନାର ମାସ୍କ ତିଆରି କଲେ ମନୋଜ ସେନଗାର

କାନପୁର,୧ ।୭: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ହେଲେ ମାସ୍କ ପିନ୍ଧିବା ଜରୁରୀ ବୋଲି ବିଶେଷଜ୍ଞମାନେ କହିଛନ୍ତି । ଏବେ ଏହି ମାସ୍କକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ମନୋଜ ସେନଗାର ବା ମନୋଜଆନନ୍ଦ ମହାରାଜ । ଯେ କି ଗୋଲଡେନ୍ ବାବା…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ କରି ସ୍ବାମୀ ନେଲେ ଏମିତି ନିଷ୍ପତ୍ତି

ଜୟପୁର,୧।୭: ରାଜସ୍ଥାନର ପ୍ରତାପଗଡ ଜିଲାରେ ଏ ଅଭାବନୀୟ ଘଟଣା ଘଟିଛି। ଏଠାରେ ରହୁଥିବା ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଏବଂ ପୁଅ ବନ୍ଧକ ରଖିଥିଲେ। ସେ କୁଆଡେ ଯେମିତି ନ ଯାଇ ପାରିବେ ସେଥିପାଇଁ ତାଙ୍କ ଗୋଡକୁ ୩୦ କିଲୋଗ୍ରାମ ଓଜନର…

ନୂଆ କୃଷି ଆଇନକୁ ସମ୍ପୂର୍ଣ୍ଣ ଖାରଜ କରିବା ସପକ୍ଷରେ ନୁହଁନ୍ତି ଶରଦ

ନୂଆଦିଲ୍ଲୀ,୧ ।୭: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ବେଶ କିଛିଦିନ ହେବ ବିଭିନ୍ନ ରାଜ୍ୟର କୃଷକମାନେ ଆନ୍ଦୋଳନ କରିଥିଲେ ମଧ୍ୟ ଏଯାଏଁ ତା’ର କୌଣସି ସମାଧାନ ହୋଇପାରି ନାହିଁ । କେନ୍ଦ୍ର ସରକାର ନିଜ ଜିଦ୍‌ରେ ଅଟଳ…

‘ଏଭଳି ସଙ୍କଟ ସମୟରେ ରାଜନୀତି ବନ୍ଦ କରନ୍ତୁ’

ନୂଆଦିଲ୍ଲୀ,୧।୭: ଦେଶରେ କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଦ୍ରୁତ କୋଭିଡ ଟିକାକରଣ ଅଭିଯାନ ଚାଲିଛି। ଏଥି ସହିତ ଟିକାକରଣ ସମ୍ବନ୍ଧରେ ଅନେକ ନେତାଙ୍କ ଦାୟିତ୍ୱହୀନ ବିବୃତ୍ତି ଦେଉଥିା ମଧ୍ୟ ଦେଖାଯାଉଛି। ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ ଟିକାକରଣ…

ଡାକ୍ତରଙ୍କ ବଳିଦାନକୁ କୃତଜ୍ଞତା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜାତୀୟ ଡାକ୍ତର ଦିବସ ଅବସରରେ ଡାକ୍ତରଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଡାକ୍ତରମାନଙ୍କୁ ଭଗବାନଙ୍କ ଅନ୍ୟ ଏକ ରୂପ କୁହାଯାଏ, ୧୩୦ କୋଟି ଭାରତୀୟଙ୍କ ତରଫରୁ ମୁଁ ଦେଶର ସମସ୍ତ ଡାକ୍ତରଙ୍କୁ କୃତଜ୍ଞତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?