ଲଭ୍ ଜେହାଦ ଅଧ୍ୟାଦେଶକୁ ରାଜ୍ୟପାଳଙ୍କ ମଞ୍ଜୁରୀ: ଆଇନ ହେଲା ଲାଗୁ
ଲକ୍ଷ୍ନୌ,୨୮।୧୧: ଲଭ୍ ଜିହାଦ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ପାରିତ ହୋଇଥିବା ଅଧ୍ୟାଦେଶକୁ ଶନିବାର ରାଜ୍ୟପାଳ ଆନନ୍ଦିବେନ୍ ପଟେଲଙ୍କ ମଞ୍ଜୁରୀ ମିଳିଛି। ଫଳରେ ଏବେ ଏହା ଆଇନରେ ପରିଣତ ହୋଇଛି। ଧୋକା ଦେଇ ଧର୍ମପରିବର୍ତ୍ତନ କରୁଥିବା...
ଏନ୍ସିପି ବିଧାୟକ ଭରତ ଭାଲକେଙ୍କ ପରଲୋକ, କରୋନାରେ ଥିଲେ ସଂକ୍ରମିତ
ମୁମ୍ବାଇ,୨୮ ।୧୧: ମହାରାଷ୍ଟ୍ରର ପଣ୍ଡରପୁର-ମଙ୍ଗଲବୈଧା ବିଧାନସଭା ଆସନରୁ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନ୍ସିପି) ବିଧାୟକ ଭରତ ଭାଲକେଙ୍କର ଶନିବାର ପରଲୋକ ହୋଇଛି । ପୁଣେର ରୁବି ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ୩୦ ଅକ୍ଟୋବରରେ ସେ କରୋନାରେ...
କେନ୍ଦ୍ରୀୟ ମନ୍ତ୍ରୀ କରୋନା ପଜିଟିଭ୍
କାନପୁର,୨୮।୧୧: କେନ୍ଦ୍ରୀୟ ଗ୍ରାମୀଣ ବିକାଶ ରାଷ୍ଟ୍ରମନ୍ତ୍ରୀ ତଥା ଫତେହପୁର ଏମ୍ପି ସାଧ୍ୱୀ ନିରଞ୍ଜନ ଜ୍ୟୋତିଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ନିଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏଲ୍ଅଲ୍ଆର୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଦୁଇ ଫୁସଫୁସ୍ରେ ସଂକ୍ରମଣ ହୋଇଥିବାରୁ...
‘ଉତ୍ପୀଡ଼ନ ପାଇଁ ଆପରାଧିକ ଆଇନ ଅସ୍ତ୍ର ନୁହେଁ’
ନୂଆଦିଲ୍ଲୀ, ୨୮।୧୧: ରଚନାତ୍ମକ ଉତ୍ପୀଡ଼ନ ପାଇଁ ଆପରାଧିକ ଆଇନକୁ ଯେପରି ଅସ୍ତ୍ର ଭାବେ ବ୍ୟବହାର କରା ନ ଯାଏ ତାହା ଦେଖିବା ନ୍ୟାୟପାଳିକାର କାର୍ଯ୍ୟ। ରିପବ୍ଲିକ୍ ଟିଭିର ଏଡିଟର-ଇନ୍-ଚିଫ୍ ଅର୍ଣ୍ଣବ ଗୋସ୍ବାମୀଙ୍କ ଅନ୍ତରୀଣ ଜାମିନ ସମୟ ସୀମାକୁ ଆଉ ୪...
ନୀତୀଶ-ତେଜସ୍ବୀ ମୁହାଁମୁହିଁ
ପାଟନା, ୨୮।୧୧: ନିର୍ବାଚନ ପ୍ରଚାର ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଆର୍ଜେଡି ଅଧ୍ୟକ୍ଷ ଲାଲୁ ଯାଦବଙ୍କୁ କଡ଼ା ସମାଲୋଚନା କରିଥିଲେ। ଅନେକ ସମୟରେ ଏହି ସମାଲୋଚନା ବ୍ୟକ୍ତିଗତ ସ୍ତରକୁ ଖସିଯାଇଥିଲା। ଏହି ଘଟଣାକୁ ନେଇ...
କଳା ଆଇନ ଫେରାଇ ନିଅ
ନୂଆଦିଲ୍ଲୀ,୨୮ା୧୧: କେନ୍ଦ୍ର ସରକାରଙ୍କ ଚାଷୀମାରଣ ନୀତି ସମ୍ବଳିତ ୩ ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର ପାଇଁ ଦାବି ଜୋର୍ ଧରିଛି। କୃଷକମାନେ ଏହି ‘କଳା ଆଇନ’ ଫେରାଇନେବା ପାଇଁ କେନ୍ଦ୍ର ନିକଟରେ ଅଡ଼ିବସିଛନ୍ତି। ଇତିମଧ୍ୟରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ...
ପଦୋନ୍ନତି ପାଇଲେ ଟିନା ଡାବି: ଟୁଇଟ କରି ଦେଲେ ସୂଚନା
ଜୟପୁର, ୨୭।୧୧-୨୦୧୫ ମସିହାର ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଟପ୍ପର ଟିନା ଡାବିଙ୍କୁ ମିଳିଛି ପଦୋନ୍ନତି। ରାଜସ୍ଥାନ ସରକାର ତାଙ୍କୁ ଫାଇନାନ୍ସ (ଟ୍ୟାକ୍ସ) ଯୁଗ୍ମ ସଚିବ ଭାବରେ ନିଯୁକ୍ତ କରିଛନ୍ତି। ଏ ନେଇ ଶୁକ୍ରବାର ଟିନା ଏକ ଫଟୋ ଟୁଇଟ...
ଆନ୍ଦୋଳନକାରୀ କୃଷକଙ୍କ ପାଇଁ ଖାଦ୍ୟ-ପାନୀୟ, ରହିବା ବ୍ୟବସ୍ଥା କରନ୍ତୁ ହରିଆଣାବାସୀ: ଭୂପେନ୍ଦ୍ର ସିଂହ
ଚଣ୍ଡିଗଡ଼,୨୭।୧୧: କୃଷି ଆଇନ ବିରୋଧରେ ପଞ୍ଜାବରୁ ବାହାରିଥିବା କୃଷକ ମୋର୍ଚ୍ଚା ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛି। କୃଷକଙ୍କ ଆନ୍ଦୋଳନ ନାଁରେ ଏବେ ରାଜନୀତି ସରଗରମ ହୋଇଛି। ଇତିମଧ୍ୟରେ ଆନ୍ଦୋଳନକାରୀ କୃଷକଙ୍କ ଖାଦ୍ୟ-ପାନୀୟ, ରହିବା ଓ ଉପଚାରର ବ୍ୟବସ୍ଥା କରିବାକୁ ହରିଆଣାର ପୂର୍ବତନ...
ରାଜୀବ ଗାନ୍ଧୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ହେବ କୋଭିଡ ଭାକ୍ସିନ ଷ୍ଟୋରେଜ୍
ନୂଆଦିଲ୍ଲୀ,୨୭।୧୧: ଦେଶର ରାଜଧାନୀ ଦିଲ୍ଲୀର ରାଜୀବ ଗାନ୍ଧୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ପ୍ରଥମ କୋଭିଡ-୧୯ ଭାକ୍ସିନର ଷ୍ଟୋରେଜ ସୁବିଧା ପ୍ରସ୍ତୁତ ହେବ। ଏନେଇ ହସ୍ପିଟାଲର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଷ୍ଟୋରେଜ ସୁବିଧା ପାଇଁ ଡାକ୍ତରଖାନାରୁ ଏକ ସ୍ଥାନ...
ଶନିବାର ୩ କୋଭିଡ ଭାକ୍ସିନ କେନ୍ଦ୍ର ଗସ୍ତ କରିବେ ମୋଦି
ନୂଆଦିଲ୍ଲୀ,୨୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ୩ଟି ଭାକ୍ସିନ ବିକାଶ କେନ୍ଦ୍ରକୁ ଗସ୍ତ କରିବେ। ଏହି ସମୟରେ ସେ ପୁନେ, ଅହମ୍ମଦାବାଦ ଓ ହାଇଦ୍ରାବାଦ ଯିବାର କାର୍ଯ୍ୟକ୍ରମ ରହିଛି। ସର୍ବପ୍ରଥେମେ ମୋଦି ଅହମଦାବାଦରେ ଜାଇଡସ୍ କେଡିଲା କେନ୍ଦ୍ର ଗସ୍ତ...
ଶେଷରେ କୃଷକଙ୍କ ଜିଦ୍ ସାମ୍ନାରେ ମୁଣ୍ଡ ନୁଆଁଇଲେ ସରକାର
ନୂଆଦିଲ୍ଲୀ,୨୭ ।୧୧: କୃଷି ଆଇନ୍ ବିରୋଧରେ ପଞ୍ଜାବରୁ ମାର୍ଚ୍ଚ ବାହାର କରିଥିବା କୃଷକଙ୍କୁ ଦିଲ୍ଲୀ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଛି । ଶୁକ୍ରବାର ପୋଲିସ ଓ କୃଷକ ମଧ୍ୟରେ ଉପୁଜିଥିବା ଟଣାଭିଡା ମଧ୍ୟରେ ଦିଲ୍ଲୀର ବୁରାଡିରେ ଥିବା ନିରଙ୍କାରୀ...
ମମତା ସରକାରଙ୍କୁ ବଡ଼ ଝଟ୍କା: ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଶୁଭେନ୍ଦୁ ଅଧିକାରୀ
କୋଲକାତା,୨୭।୧୧: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ହେଲେ ଏହା ପୂର୍ବରୁ ରାଜ୍ୟରେ ରାଜନୈତିକ ସରଗରମ ହୋଇଛି। ଶୁକ୍ରବାର ମମତା ବାନାର୍ଜୀଙ୍କ ସରକାରଙ୍କୁ ବଡ଼ ଝଟ୍କା ଲାଗିଛି। ଟିଏମ୍ସି ଦଳର ନେତା ଶୁଭେନ୍ଦୁ ଅଧିକାରୀ ନିଜ ମନ୍ତ୍ରୀ...
Archives


