ଜାତୀୟ

ପ୍ରଥମ ଡୋଜ୍‌ କୋଭିଶିଲ୍ଡ,, ଦ୍ୱିତୀୟ ଡୋଜ୍‌ କୋଭାକ୍ସିନ୍‌ ନେଲେ ୨୦ ଗ୍ରାମବାସୀ: ହରଡ଼ଘଣାରେ ପ୍ରଶାସନ…

ଲକ୍ଷ୍ନୌ,୨୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ କୋଭାକ୍ସିନ୍‌ ଅବା କୋଭିଶିଲ୍ଡର ପ୍ରଥମ ଏବଂ ଦ୍ୱିତୀୟ ଡୋଜ୍‌ ଦିଆଯାଉଛି। ତେବେ ଉତ୍ତରପ୍ରଦେଶ ସିଦ୍ଧାର୍ଥନଗର ଜିଲାର ସରକାରୀ ହସ୍ପିଟାଲରେ ୨୦ ଜଣ…

ଭାକ୍ସିନ୍‌ ନେଲେ ୨ ବର୍ଷ ମଧ୍ୟରେ ହେବ ମୃତ୍ୟୁ: ଭାଇରାଲ ଟୁଇଟ୍‌ ସତ କି ମିଛ, ପିଆଇବି ଦେଲା ସୂଚନା…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ସୁରକ୍ଷା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଗତ ଦୁଇ ଦିନ ଧରି ଭାକ୍ସିନ୍‌ ସମ୍ପର୍କରେ ସୋସିଆଲ ମିଡ଼ିଆରେ ଗୁଜବ ପ୍ରଚାର ହେବାରେ…

୨୩ବର୍ଷରେ ସରପଞ୍ଚ ଦାୟିତ୍ୱ

ଫିରୋଜାବାଦ,୨୬।୫: ଉତ୍ତରପ୍ରଦେଶ ଫିରୋଜାବାଦରେ ପଞ୍ଚାୟତ ନିର୍ବାଚନ ସରିବା ପରେ ମଙ୍ଗଳବାର ଭର୍ଚୁଆଲ ମାଧ୍ୟମରେ ସରପଞ୍ଚଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ ଗ୍ରହଣ କରାଯାଇଛି। ଏହି ଅବସରରେ ଜିଲାର ସର୍ବ କନିଷ୍ଠ ତଥା ୨୩ ବର୍ଷୀୟ ଯୁବତୀ ସରପଞ୍ଚ ପାଇଁ ଶପଥ…

ଆଦାର ପୁନାଓ୍ବାଲା: ଘୋଡ଼ା ବେପାରୀରୁ ଭାକ୍ସିନ୍‌ ଉଦ୍ୟୋଗ ବାଦଶାହ…

ନୂଆଦିଲ୍ଲୀ,୨୬।୫: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଥିବାବେଳେ ଭାରତର ପୁଣେ ସ୍ଥିତ ସେରମ୍‌ ଇନଷ୍ଟିଚ୍ୟୁଟ୍‌ ଚର୍ଚ୍ଚାର ପରିସରକୁ ଆସିଥିଲା। ଦେଶର ସାଧାରଣ ଲୋକେ ପୂର୍ବରୁ ଏହି ଇନଷ୍ଟିଚ୍ୟୁଟ୍‌ ସମ୍ପର୍କରେ ଅବା ଏହାର କାମ ବିଷୟରେ ଅଜଣା ଥିଲେ। ମାତ୍ର କରୋନା…

ଏଲୋପାଥିକ ଭର୍ସେସ ଆୟୁର୍ବେଦିକ: ରାମଦେବଙ୍କ ନାଁରେ ମାନହାନୀ ମାମଲା

ଡେରାଡୁନ,୨୬।୫: ଯୋଗଗୁରୁ ସ୍ବାମୀ ରାମଦେବଙ୍କ ବିବାଦ ଥମିବାର ନା ନେଉନି। ଏଲୋପାଥୀ ଓ ଡାକ୍ତରଙ୍କ ଉପରେ ବିବାଦୀୟ ବୟାନ ଦେଇ ଏବେ ସେ ବିବାଦୀୟ ଘେରକୁ ଚାଲି ଆସିଛନ୍ତି। ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ଉତ୍ତରାଖଣ୍ଡ ପକ୍ଷରୁ ରାମଦେବ ବାବାଙ୍କ ନାଁରେ ମାନହାନୀ…

ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି: ୮୦୦ଥର ଫୋନ୍‌ ପରେ ବି ମିଳିଲାନି ସହାୟତା

ଭୋପାଳ,୨୬।୫: ମଧ୍ୟପଦେଶରେ କରୋନା ପରେ ଏବେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ବଢ଼ିବାରେ ଲାଗିଛି। ବ୍ଲାକ୍‌ ଫଙ୍ଗସ୍‌ ଚିକିତ୍ସା ପାଇଁ ଜଣେ ରୋଗୀଙ୍କୁ ପ୍ରାୟ ୬୦ଟି ଇଞ୍ଜେକ୍ସନ ଦିଆଯାଉଛି ବୋଲି ସ୍ବାସ୍ଥ୍ୟବିଭାଗ ଦାବି କରିଛି। ହେଲେ ରାଜ୍ୟରେ ଇଞ୍ଜେକ୍ସନର ଅଭାବ ଦେଖାଯିବା ପରେ…

ଅକ୍ସିଜେନ୍‌ ସପୋର୍ଟରେ ବ୍ୟାଙ୍କରେ ପହଞ୍ଚିଲେ କର୍ମଚାରୀ, ଅଧିକାରୀ ଛୁଟି ଦେଉ ନ ଥିବା ଅଭିଯୋଗ…

ରାଞ୍ଚି,୨୬।୫: ଝାଡ଼ଖଣ୍ଡ ରାଞ୍ଚିରେ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ଜଣେ କର୍ମଚାରୀଙ୍କୁ ଅଧିକାରୀ ଛୁଟି ନ ଦେବାରୁ ସେ ଅକ୍ସିଜେନ୍‌ ସପୋର୍ଟରେ ବ୍ୟାଙ୍କରେ ପହଞ୍ଚିଛନ୍ତି। କର୍ମଚାରୀଙ୍କ ପରିବାର ସଦସ୍ୟ ସିଲିଣ୍ଡର ନେଇ ତାଙ୍କ ସହିତ ଆସିଛନ୍ତି। ବୋକାରୋ ସ୍ଥିତ ସେକ୍ଟର-୪ଠାରେ ଥିବା ପଞ୍ଜାବ…

ସ୍ବାସ୍ଥ୍ୟକେନ୍ଦ୍ର ଚାଲୁ କରିବା ଲାଗି ଅନୁରୋଧ କଲେ ମୁଖ୍ୟମନ୍ତ୍ରୀଙ୍କ ବନ୍ଧୁ

ପାଟନା,୨୬।୫: ବିହାରରେ ସ୍ବାସ୍ଥ୍ୟସେବା ଅତ୍ୟନ୍ତ ବିପର୍ଯ୍ୟୟ ଅବସ୍ଥାରେ ପଡ଼ି ରହିଛି। ସାମାନ୍ୟ ଚିକିତ୍ସା ଲାଗି ବି ଲୋକଙ୍କୁ ବହୁ ହଇରାଣ ହରକତ ହେବାକୁ ପଡ଼ୁଛି। ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତି ଭଲ ନ ଥିବା ବେଳେ ଏହି ସମୟରେ ଭଲ ଚିକିତ୍ସା…

କରୋନା ଲଢ଼େଇରେ ମୁଖ୍ୟ ଅସ୍ତ୍ର ହେଉଛି ଭାକ୍ସିନ୍‌: ମୋଦି…

ନୂଆଦିଲ୍ଲୀ,୨୬।୫: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। କରୋନା ମହାମାରୀ ଭୂତାଣୁ ବିରୋଧରେ ଲଢ଼େଇ ଜାରି ରଖିବା ଲାଗି ଭାକ୍ସିନ୍‌ ହିଁ ଏକମାତ୍ର ବିକଳ୍ପ ଏବଂ ମୁଖ୍ୟ ଅସ୍ତ୍ର। ତେଣୁ ଦେଶବାସୀ ଭାକ୍ସିନ୍‌ର ଦୁଇଟି ଡୋଜ୍‌ ନେବା ଜରୁରୀ ବୋଲି…

ଭାରତ ସରକାରଙ୍କ ବିରୋଧରେ କୋର୍ଟରେ ପହଞ୍ଚିଲା ହ୍ବାଟସ୍‌ଆପ୍‌…

ନୂଆଦିଲ୍ଲୀ,୨୬।୫: ଭାରତ ସରକାରଙ୍କ ବିରୋଧରେ ହ୍ବାଟସ୍‌ଆପ୍‌ କୋର୍ଟର ଦ୍ୱାରସ୍ଥ ହୋଇଛି। ଦିଲ୍ଲୀ ହାଇକୋର୍ଟରେ ହ୍ବାଟସ୍‌ଆପ୍‌ ପକ୍ଷରୁ ଏକ ମାମଲା ଦାଏର କରାଯାଇଛି। ବୁଧବାରଠାରୁ ଭାରତାରେ ଲାଗୁ ହେବାକୁ ଥିବା ନୂଆ ଆାଇଟି ନିୟମ ଉପରେ ରୋକ ଲଗାଯିବା ପାଇଁ ହ୍ବାଟସ୍‌ଆପ୍‌ ଆବେଦନ…

ଆଇସିୟୁରେ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ

କୋଲକାତା,୨୬ା୫: ନିକଟରେ କୋଭିଡ୍‌ ସଂକ୍ରମିତ ହୋଇଥିବା ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବାମପନ୍ଥୀ ନେତା ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ କୋଲକାତାସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଇନ୍‌ସେଣ୍ଟିଭ୍‌ କେୟାର ୟୁନିଟ୍‌ (ଆଇସିୟୁ)ରେ…

ଭାରତକୁ କରୋନା ମୁକ୍ତ କରିବା ପାଇଁ ୩୬ ଲକ୍ଷ କୋଟିର ନିବେଶ ପ୍ରତିଶ୍ରୁତି

ନୂଆଦିଲ୍ଲୀ, ୨୬ା୫: ଖୁବ୍‌ କମ୍‌ ଜଣାଶୁଣା ଆମେରିକାର ଏକ କମ୍ପାନୀ ଲାଣ୍ଡୋମସ୍‌ ରିୟଲ୍‌ଟି ଭେଞ୍ଚର୍ସ ଭାରତରେ ୫ ଶହ ବିଲିୟନ ଡଲାର (୩୬ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କା) ନିବେଶ କରି ଦେଶକୁ କରୋନା ମୁକ୍ତ କରିବାକୁ ପ୍ରତିଶ୍ରୁତି ଦେଇଛି। ଭାରତରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri