ଜାତୀୟ

ଅନୁପ୍ରବେଶକାରୀଙ୍କୁ ଭୋଟର ତାଲିକାରେ ସାମିଲ କରୁଛନ୍ତି ଓଓ୍ବାସି-କେସିଆର୍‌: ସ୍ମୃତି ଇରାନୀ

ହାଇଦ୍ରାବାଦ୍‌,୨୫।୧୧: ଭାଜପା ସଦସ୍ୟ ସ୍ମୃତି ଇରାନୀ ତେଲଙ୍ଗାନାର ଗ୍ରେଟର ହାଇଦ୍ରାବାଦ୍‌ରେ ଡିସେମ୍ବର ୧ରେ ହେବାକୁଥିବା ନଗରନିଗମ ନିର୍ବାଚନ ପାଇଁ ପ୍ରଚାର କରିବାକୁ ପହଞ୍ଚିଛନ୍ତି। ସେ ଅସଦୁଦ୍ଦିନ୍‌ ଓଓ୍ବାସି ଏବଂ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ର ଶେଖର ରାଓଙ୍କ ବିରୋଧରେ ଅଭିଯୋଗ...

୩୦ କୋଟି ଲୋକଙ୍କୁ ପ୍ରଥମେ ଦିଆଯିବ ଟିକା: ପୋଲିଂ ବୁଥ୍‌ ଭଳି ସ୍ଥାପନ ହେବ ଟିକା ବୁଥ୍‌

ନୂଆଦିଲ୍ଲୀ,୨୫।୧୧: ବର୍ତ୍ତମାନ ସୁଦ୍ଧା ଭାରତରେ କୌଣସି କରୋନା ଟିକାକୁ ଦିଆଯିବା ଲାଗି ସ୍ବୀକୃତି ମିଳି ନାହିଁ। ତେବେ ୩୦ କୋଟି ଲୋକଙ୍କୁ ଟିକା ଦିଆଯିବା ଲାଗି ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଏସବୁ ଲୋକଙ୍କୁ ପ୍ରାଥମିକତା...

୧୭ ବର୍ଷରେ ଅସ୍ତ୍ରବିରତି: ପ୍ରତିଦିନ ୨ ଥର ଉଲ୍ଲଂଘନ କରୁଛି ପାକିସ୍ତାନ

ଶ୍ରୀନଗର,୨୫।୧୧: ଭାରତ ପାକିସ୍ତାନ ମଧ୍ୟରେ ୨୦୦୩ ନଭେମ୍ବର ୨୬ ମଧ୍ୟରାତ୍ରଠାରୁ ଅସ୍ତ୍ରବିରତି ଘୋଷଣା କରାଯାଇଥିଲା। ଇତିମଧ୍ୟରେ ଅସ୍ତ୍ରବିରତିକୁ ୧୭ ବର୍ଷ ବିତିଛି। ତେବେ ଏହି ସମୟରେ ମଧ୍ୟରେ ପାକିସ୍ତାନ ୧୨ ହଜାରରୁ ଅଧିକ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଅର୍ଥାତ୍‌...

ବିଜୟ ସିହ୍ନା ବିହାର ବିଧାନସଭା ବାଚସ୍ପତି ନିର୍ବାଚିତ

ପାଟନା,୨୫।୧୧: ପ୍ରବଳ ହଟ୍ଟଗୋଳ ମଧ୍ୟରେ ବୁଧବାର ବିହାର ବିଧାନସଭା ବାଚସ୍ପତି ନିର୍ବାଚନ ଶେଷ ହୋଇଛି। ଗତ ୫୦ ବର୍ଷ ମଧ୍ୟରେ ବିହାର ବିଧାନସଭାରେ ପ୍ରଥମ ଥର ପାଇଁ ବାଚସ୍ପତି ପଦ ପାଇଁ ନିର୍ବାଚନ ହୋଇଛି। ଏନ୍‌ଡିଏର ବିଜୟ ସିହ୍ନାଙ୍କୁ ନୂଆ...

ଜେଲ୍‌ରେ ଥାଇ ମନ୍ଦ ରାଜନୀତି କରୁଛନ୍ତି ଲାଲୁ: ସୁଶୀଲ ମୋଦି

ପାଟନା,୨୫।୧୧: ବିହାର ବିଧାନସଭା ବାଚସ୍ପତି ପଦ ପାଇଁ ବୁଧବାର ନିର୍ବାଚନ ଚାଲିଛି। ଏହା ପୂର୍ବରୁ ଆରଜେଡି ସଭାପତି ଲାଲୁ ପ୍ରସାଦ ଯାଦବଙ୍କ ଏକ ଅଡିଓ ଭାଇରାଲ ହେବାରେ ଲାଗିଛି। ଏହି ଅଡିଓରେ ଲାଲୁ ଏନଡିଏର ‘ପାଶୱାନ’ ନାମକ ଜଣେ ବିଧାୟକଙ୍କୁ...

ଭାଜପା ସରକାରକୁ ଆସିଲେ ଜୋତା ଚାଟିବ ପୋଲିସ

କୋଲକତା,୨୫।୧୧: ଆସନ୍ତା ବର୍ଷ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ଭାରତୀୟ ଜନତା ପାର୍ଟି ଏବଂ ଶାସକ ଦଳ ତୃଣମୂଳ କଂଗ୍ରେସ ମଧ୍ୟରେ ଆରୋପପ୍ରତ୍ୟାରୋପ ଲାଗି ରହିଛି। ପଶ୍ଚିମବଙ୍ଗର ଭାଜପା ଉପାଧ୍ୟକ୍ଷ ରାଜୁ ବାନାର୍ଜୀ ପଶ୍ଚିମବଙ୍ଗ ସରକାର ଏବଂ...

ଗାଙ୍ଗୁଲି ହୋଇପାରନ୍ତି ଭାଜପାର ନୂଆ ଚେହେରା: ଗରିବଙ୍କ କଥା ବୁଝିପାରିବେ ନାହିଁ ଦାଦା

କୋଲକତା, ୨୫।୧୧: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ଦୀର୍ଘ ଦିନ ଧରି ଚର୍ଚ୍ଚା ହେଉଛି ଯେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ରାଜନୀତିରେ ପ୍ରବେଶ...

ସରକାରୀ ବାବୁଙ୍କୁ ସିଭିସି ଛାଟ: ୩୦ ନଭେମ୍ବର ସୁଦ୍ଧା ଦେବାକୁ ହେବ ସମ୍ପତ୍ତି ତାଲିକା, ଅନ୍ୟଥା ଦୃଢ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୫।୧୧: ସେଣ୍ଟ୍ରାଲ ଭିଜିଲାନ୍ସ୍‌ କମିଶନ(ସିଭିସି) ପକ୍ଷରୁ ସରକାରୀ ବାବୁମାନଙ୍କୁ ତାଗିଦ୍‌ କରାଯାଇଛି। ନଭେମ୍ବର ୩୦ ସୁଦ୍ଧା ସମସ୍ତ ସରକାରୀ ଅଫିସରଙ୍କୁ ସେମାନଙ୍କର ସମ୍ପତ୍ତି ତାଲିକା ଦାଖଲ କରିବାକୁ ପଡ଼ିବ। ଅନ୍ୟଥା ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି...

ଲଭ୍‌ ଜେହାଦ: ଯୋଗୀ ସରକାର ଜାରି କଲେ କଡ଼ା ଅଧ୍ୟାଦେଶ

ଲକ୍ଷ୍ନୌ,୨୫।୧୧: ଲଭ୍‌ ଜେହାଦ୍‌ ନେଇ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର କଡ଼ା ଆଧ୍ୟାଦେଶ ଜାରି କରିଛନ୍ତି। ଏହାକୁ ଅନୁମୋଦନ ଲାଗି ଆଇନ ମନ୍ତ୍ରଣାଳୟ ପାଖକୁ ପଠାଇ ଦିଆଯାଇଛି। ଧୋକା ଦେଇ ଧର୍ମପରିବର୍ତ୍ତନ କରୁଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ...

କେବେ ଦିଆଯିବ କରୋନା ଟିକା: ଲୋକଙ୍କ ପାଖକୁ ଏସ୍‌ଏମ୍‌ଏସ୍‌ ପଠାଇବେ ସରକାର

ନୂଆଦିଲ୍ଲୀ,୨୫।୧୧: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ପିଫାଇଜର, ମୋଡେର୍ନା, ଆଷ୍ଟ୍ରାଜେନିକା ଏବଂ ସ୍ପୁଟନିକ୍‌-ଭି ଆଦି ୪ଟି କରୋନା ପ୍ରତିଷେଧକ ଟିକାର କ୍ଲିନିକାଲ ପରୀକ୍ଷା ବେଶ୍‌ ଉତ୍ସାହ ଜନକ ରହିଛି। ଅକ୍ସଫୋର୍ଡ ୟୁନିଭରସିଟି ଦ୍ୱାରା ପ୍ରସ୍ତୁତ...

ବର୍ଷେ ବିଦେଶ ଯାଇପାରିଲେନି ମୋଦି

ନୂଆଦିଲ୍ଲୀ,୨୫ା୧୧: ବିଦେଶ ଗସ୍ତକୁ ନେଇ ଚର୍ଚ୍ଚାରେ ରହୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତବର୍ଷ ଦେଶ ବାହାରକୁ ଯାଇପାରିଲେ ନାହିଁ। ୨୦୨୦ରେ କରୋନା ଭାଇରସ୍‌ ତାଙ୍କ ବିଦେଶ ଗସ୍ତରେ ବ୍ରେକ୍‌ ଲଗାଇଛି। ୨୦୧୪ରେ କ୍ଷମତାକୁ ଆସିବା ପରଠୁ ପ୍ରଧାନମନ୍ତ୍ରୀ ମୋଦି ସରକାରୀ...

ଟିକା ଲାଗି ଶୀତଳଭଣ୍ଡାର ସୁବିଧା କର

ନୂଆଦିଲ୍ଲୀ, ୨୫ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଟିକାର ସୁରକ୍ଷା ଓ ଏହାର ତ୍ୱରିତ ବଣ୍ଟନ ଉପରେ ମଙ୍ଗଳବାର ଜୋର୍‌ ଦେଇଛନ୍ତି। ସମସ୍ତଙ୍କ ଲାଗି ସୁରକ୍ଷିତ ଟିକା ସୁବିଧା ଓ ଟିକାର ସୁରକ୍ଷା ପାଇଁ ରାଜ୍ୟଗୁଡ଼ିକ ଆବଶ୍ୟକ ପଦକ୍ଷେପ ଗ୍ରହଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri