ଜାତୀୟ

ଦେଶର ସର୍ବୋଚ୍ଚ ପଦବୀ ମିଳିବ ବୋଲି ସ୍ବପ୍ନରେ ବି ଚିନ୍ତା କରି ନ ଥିଲି: ରାଷ୍ଟ୍ରପତି…

ଲକ୍ଷ୍ନୌ/କାନପୁର/ଦେହାତ୍‌,୨୭।୬: ଦେଶର ସର୍ବୋଚ୍ଚ ପଦବୀ ମିଳିବ ବୋଲି ସ୍ବପ୍ନରେ ମଧ୍ୟ ଚିନ୍ତା କରି ନ ଥିଲି। ରବିବାର ଉତ୍ତରପ୍ରଦେଶ କାନପୁରର ଦେହାତ୍‌ ଜିଲାର ନିଜ ଜନ୍ମସ୍ଥଳୀ ପରୋଂଖ ଗାଁରେ ଏକ ସଭାରେ ଯୋଗଦେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏଭଳି କହିଛନ୍ତି। ସ୍ବପ୍ନରେ…

୩୩ କୋଟି ଲୋକଙ୍କ ମଧ୍ୟରେ ଭାକ୍ସିନ୍‌କୁ ନେଇ ଏବେ ବି ରହିଛି ଦ୍ୱନ୍ଦ…

ନୂଆଦିଲ୍ଲୀ,୨୭।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶର ୯୪ କୋଟି ଜନସଂଖ୍ୟାଙ୍କୁ ଭାକ୍ସିନ୍‌ ପ୍ରଦାନ ନେଇ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ତେବେ ଏବେ ମଧ୍ୟ ଦେଶର ୩୩ କୋଟି…

ଜମ୍ମୁ-କଶ୍ମୀରରେ ଲାଗୁ ହୋଇପାରେ ଅନୁଚ୍ଛେଦ ୩୭୧ ! …

ନୂଆଦିଲ୍ଲୀ,୨୭।୬: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ସ୍ଥାନୀୟ ରାଜନୈତିକ ଦଳ ମଧ୍ୟରେ ଅସନ୍ତୋଷ ବଢ଼ିଚାଲିଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବାର ବର୍ଷେ ୧୦ ମାସ ପରେ ଜୁନ୍‌ ୨୪ରେ ଜମ୍ମୁ-କଶ୍ମୀର ୮ଟି ରାଜନୈତିକ…

ଭାକ୍ସିନ୍‌ ପାଇଁ ପଞ୍ଜିକରଣ ଅନାବଶ୍ୟକ, ଟିକାକରଣ କେନ୍ଦ୍ରରେ ପହଞ୍ଚି ନେଇହେବ ଡୋଜ୍‌ …

ନୂଆଦିଲ୍ଲୀ,୨୭।୬: ଏଣିକି ଭାକ୍ସିନ୍‌ ନେବା ପୂର୍ବରୁ କୋଓ୍ବିନ୍‌ ଆପ୍‌ରେ ପଞ୍ଜିକରଣର ଅନାବଶ୍ୟକ। ଲୋକ ସିଧାସଳଖ ଟିକାକରଣ କେନ୍ଦ୍ରରେ ପହଞ୍ଚି ପଞ୍ଜିକରଣ କରିବା ସହିତ ଡୋଜ୍‌ ନେଇପାରିବେ। ସୁପ୍ରିମ୍‌କୋର୍ଟଙ୍କ କଡ଼ା ତାଗିଦ୍‌ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି।…

ଭାକ୍ସିନ୍‌ ନେବାକୁ ଦିଅନି ପଛଘୁଞ୍ଚା, ସଭିଏଁ ନେବା ଅପରିହାର୍ଯ୍ୟ, କହିଲେ ମୋଦି…

ନୂଆଦିଲ୍ଲୀ,୨୭।୬: କରୋନା ମହାମାରୀ ଲଢ଼େଇରେ ଭାକ୍ସିନ୍‌ ଏକ ମାତ୍ର ବିକଳ୍ପ। ତେଣୁ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାକ୍ସିନ୍‌ ନେବାକୁ ପଛଘୁଞ୍ଚା ଦିଅନି ଅବା ମନରେ ଦ୍ୱିଧା ଆଣନ୍ତୁ ନାହିଁ। ସଭିଏଁ ଭାକ୍ସିନ୍‌ ଡୋଜ୍‌ ନେବା ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଖୁସି ଖବର, ଜୁଲାଇରେ ସିଙ୍ଗଲ୍‌ ଡୋଜ୍‌ ଭାକ୍ସିନ୍‌ …

ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସର୍ବାଜନୀକ ଟିକାକରଣ ଅନ୍ତର୍ଗତ କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ୍‌ର ୨ ଡୋଜ୍‌ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ପ୍ରଦାନ କରାଯାଉଛି। ସେହିପରି ରୁଷିଆ ଭାକ୍ସିନ୍‌…

ଏୟାରଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ବିସ୍ଫୋରଣ…

ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରର ଏୟାରଫୋର୍ସ ଷ୍ଟେଶନରେ ଶନିବାର-ରବିବାର ବିଳମ୍ବିତ ରାତ୍ରରେ ବିସ୍ଫୋରଣ ଘଟିଛି। ରାତ୍ର ୧ଟା ୩୭ରେ ଏବଂ ୧ଟା ୪୨ରେ ୫ ମିନିଟ୍‌ ମଧ୍ୟରେ ୨ ଥର ବିସ୍ଫୋରଣ ଘଟିଥିବା ଏୟାରଫୋର୍ସ ଷ୍ଟେଶନ ପକ୍ଷରୁ ସୂଚନା ଦିଆଯାଇଛି। ୨ ଡ୍ରୋନ୍‌କୁ ବିସ୍ଫୋରଣ…

ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ୫୦ ହଜାର ଟପିଛି। ଜୁନ୍‌ ୨୫ରେ ନୂଆ ଆକ୍ରାନ୍ତଙ୍କ…

‘ଓକିଲଙ୍କୁ ହାଇସ୍ପିଡ୍‌ ଇଣ୍ଟରନେଟ୍‌ ଯୋଗାଉ କେନ୍ଦ୍ର’

ନୂଆଦିଲ୍ଲୀ, ୨୭ା୬: ଗ୍ରାମାଞ୍ଚଳ, ଆଦିବାସୀ, ଦୁର୍ଗମ ଅଞ୍ଚଳରେ ଯୋଗାଯୋଗର ଦୁର୍ବଳ ମାଧ୍ୟମ ନ୍ୟାୟ ପ୍ରଦାନ ଉପରେ ପ୍ରତିକୂଳ ପ୍ରଭାବ ପକାଉଥିବା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌. ଭି. ରମନା। ସାରା ଦେଶରେ ହଜାର ହଜାର…

ସ୍ଥାନ ପାଇପାରନ୍ତି ୨୭ ନୂଆ ମନ୍ତ୍ରୀ

ନୂଆଦିଲ୍ଲୀ, ୨୭।୬(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ଶେଷ ହେବା ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ପୁଣିଥରେ ଜୋର୍‌ ଧରିଛି। ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବାକୁ ଥିବା କ୍ୟାବିନେଟରେ ହେଭିଓ୍ବେଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ, ସୁଶୀଲ ମୋଦି,…

ଟେଷ୍ଟିଂ ବଢ଼ାଅ:ମୋଦି

ନୂଆଦିଲ୍ଲୀ, ୨୭।୬ : ଚଳିତ ସପ୍ତାହରେ ଦେଶରେ ଟିକାକରଣର ଅଗ୍ରଗତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥିସହିତ କୋଭିଡ୍‌ ପରୀକ୍ଷା ବଢ଼ାଇବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଶନିବାର ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କୋଭିଡ୍‌ ଟିକାକରଣ ଉପରେ ସମୀକ୍ଷା…

‘ଅନୁମତି ଦିଅ ନ ହେଲେ ଚାଷୀଙ୍କୁ ଜେଲ୍‌ ପଠାଅ’

ନୂଆଦିଲ୍ଲୀ,୨୬।୬: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଶନିବାର ୭ ମାସ ପୂରଣ ହୋଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଚାଷୀ ବିଭିନ୍ନ ରାଜ୍ୟର ରାଜଭବନ ଘେରାଉ କରିବା ସହ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେବାକୁ ଉଦ୍ୟମ କରିଥିଲେ। ଦିଲ୍ଲୀରେ ୟୁଧବୀର ସିଂଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?