ଜାତୀୟ

‘ନୂଆ ଜୀବନ ମିଳିଲା’

ଡେରାଡୁନ,୮।୨: ଉତ୍ତରାଖଣ୍ଡର ଚାମୋଲି ଜିଲାରେ ରବିବାର ହିମ ସ୍ଖଳନ ଘଟିବା ପରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ଯୋଗୁ ସମ୍ପୂର୍ଣ୍ଣ ଧୋଇ ହୋଇଯାଇଛି ତାପୋଭାନ ପାଓ୍ବାର ପ୍ରୋଜେକ୍ଟ ଏରିଆ। ଏହି ପାଓ୍ବାର ପ୍ଲାଣ୍ଟରେ କାର୍ଯ୍ୟ କରୁଥିବା କର୍ମଚାରୀମାନେ ବିଭିନ୍ନ କାଦୁଅ…

ଆଲୋଚନା ଆରମ୍ଭ କରିବା ପାଇଁ ସରକାର ପ୍ରସ୍ତୁତ : ଗୋୟଲ

ନୂଆଦିଲ୍ଲୀ, ୭ା୨- ନୂଆ କୃଷି ଆଇନକୁ ବିରୋଧ କରୁଥିବା ଆନ୍ଦୋଳନରତ କୃଷକ ନେତାଙ୍କ ସହ ପୁଣି ଥରେ ସରକାର ଆଲୋଚନା ଆରମ୍ଭ କରିବା ପାଇଁ ପ୍ରସ୍ତୁତ ଥିବା କେନ୍ଦ୍ର ମନ୍ତ୍ରୀ ପିୟୂଷ ଗୋୟଲ ରବିବାର ସୂଚନା ଦେଇଛନ୍ତି। ଗତମାସରେ ଆନ୍ଦୋଳନରତ କୃଷକ…

ନିର୍ମାଣଧୀନ କୋଠାରେ ଲାଗିଲା ନିଆଁ

ମୁମ୍ବାଇ,୭।୨: ମୁମ୍ବାଇର ଲୋୟର ପାରେଲ ଅଞ୍ଚଳରେ ଏକ ନିର୍ମାଣାଧୀନ କୋଠାରେ ଅଗ୍ନିକାଣ୍ଡ ଘଟିଛି। ବିଲଡିଂରେ ନିଆଁ ଲାଗିବା ମାତ୍ରେ ଘଟଣାସ୍ଥଳରେ ୫ଟି ଅଗ୍ନିଶମ ଗାଡି ପହଞ୍ଚି ନିଆଁ ଲିଭାଉଛନ୍ତି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ସୂଚନା ମିଳିନାହିଁ। ଅନୁମାନ କରାଯାଉଛି…

କେନ୍ଦ୍ର ଯୋଗୁ ସଚିନ, ଲତାଙ୍କୁ ଟ୍ରୋଲ କରାଯାଉଛି

ମୁମ୍ବାଇ, ୭ା୨- ଭାରତରତ୍ନ ପ୍ରାପ୍ତ ଲତା ମଙ୍ଗେଶକର ଓ ସଚିନ ତେନ୍ଦୁଲକରଙ୍କ ଭଳି ଦେଶର ମହାନ ବ୍ୟକ୍ତିବିଶେଷଙ୍କ ସମ୍ମାନକୁ ବାଜିରେ ଲଗାଇବା ଉଚିତ ନୁହେଁ। କେନ୍ଦ୍ର ସରକାରଙ୍କ ପ୍ରରୋଚନାରେ ଦେଶର ବଡ଼ ସେଲିବ୍ରିଟିମାନେ ନୂଆ କୃଷି ଆଇନକୁ ସମର୍ଥନ କରିଥିଲେ ବୋଲି…

ଉତ୍ତରାଖଣ୍ଡ ହିମସ୍ଖଳନ: ମୃତକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା

ଚମୋଲି,୭।୨: ଉତ୍ତରାଖଣ୍ଡର ଚମୋଲି ଜିଲାରେ ବଡ ହିମସ୍ଖଳନ ହୋଇଛି। ଏଥିରେ ୧୦ଜଣଙ୍କ ଜୀବନ ଯାଇଥିବାବେଳେ ୧୦୦ରୁ ଅଧିକ ଜଣ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ଏହି ଦୁର୍ଘଟଣାରେ ମୃତକଙ୍କ ପରିବାରୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଯୋଗାଇ ଦେବାକୁ ଘୋଷଣା…

ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ସହାୟତା ଘୋଷଣା

ଡେରାଡୁନ, ୭ା୨- ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଘଟିଥିବା ହିମସ୍ଖଳନ ଯୋଗୁ ଧଉଳି ଗଙ୍ଗା ନଦୀରେ ଆସିଛି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ଆଖପାଖ ଅଞ୍ଚଳରେ ବହୁ ଧନଜୀବନ କ୍ଷତି ହୋଇଛି। ଏ ପର୍ଯ୍ୟନ୍ତ ମୃତକଙ୍କ ସଂଖ୍ୟା ସ୍ପଷ୍ଟ କରାଯାଇନାହିଁ। ବନ୍ୟା…

ବନ୍ଦୀ ଜୀବନ କାଟୁଛନ୍ତି ୨ କୁକୁଡ଼ା, ଜାଣନ୍ତୁ କାହିଁକି

ହାଇଦ୍ରାବାଦ,୭।୨: ଅପରାଧୀଙ୍କ ବଦଳରେ ଥାନା ହାଜତରେ ବନ୍ଦୀ ଜୀବନ କାଟୁଛନ୍ତି ୨ କୁକୁଡ଼ା। ଏହି ଘଟଣା ଉପରେ ବିଶ୍ୱାସ କରିବା ସହଜ ନୁହେଁ। ହେଲେ ଏହା ସତ। ସୂଚନା ଯୋଗ୍ୟ, ତେଲେଙ୍ଗାନାର କାମାମ ଜିଲା ମୁଦିଗୋଣ୍ଡା ଥାନାରେ ୨ଟି କୁକୁଡ଼ାକୁ ହାଜତରେ…

ମରଣ ମୁହଁରୁ ଶ୍ରମିକଙ୍କୁ ଉଦ୍ଧାର କରୁଛନ୍ତି ଯବାନ

ଡେରାଡୁନ୍‌,୭।୨: ଉତ୍ତରାଖଣ୍ଡରେ ପ୍ରକୃତିର କରାଳ ତାଣ୍ଡବ ଦେଖିବାକୁ ମିଳିଛି। ବରଫ ଅତଡା ଖସି ଧୌଳି ଗଙ୍ଗା ନଦୀରେ ଭୟଙ୍କର ବନ୍ୟା ପରିସ୍ଥିତି ଉପଜୁଛି। ଫଳରେ ନିକଟରେ ଥିବା ଋଷିଗଙ୍ଗା ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ମାଟି ପାଣି ପସିବା…

ଦିଦି କେଉଁ କଥାରେ ରାଗନ୍ତି; ବ୍ୟାଖ୍ୟା କଲେ ପ୍ରଧାନମନ୍ତ୍ରୀ

କୋଲକତା,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପଶ୍ଚିମବଙ୍ଗର ହଳଦିଆରେ ପହଞ୍ଚିଛନ୍ତି। ସେ ଭାରତ ପେଟ୍ରୋଲିୟମ ନିଗମ ଏବଂ ଦୁର୍ଗାପୁର ପ୍ରାକୃତିକ ଗ୍ୟାସ ପାଇପ ବିଭାଗ ଦ୍ୱାରା ନିର୍ମିତ ଏଲପିଜି ଆମଦାନୀ ଟର୍ମିନାଲକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ। ଏହା ପରେ ସେ…

୮ରୁ ଭାରତ-ଆମେରିକାର ମିଳିତ ସମରାଭ୍ୟାସ: ରାଜସ୍ଥାନରେ ପହଞ୍ଚିଲେ ଆମେରିକୀୟ ସୈନିକ

ଜୟପୁର,୭।୨: ପାକିସ୍ତାନ ସୀମାନ୍ତରେ ସୋମବାରଠାରୁ ଦୁଇ ସପ୍ତାହ ଧରି ଭାରତ-ଯୁକ୍ତରାଷ୍ଟ୍ର ଆମେରିକା ମଧ୍ୟରେ ମିଳିତ ସମରାଭ୍ୟାସ ହେବ। ଏନେଇ ଆମେରିକା ସୈନିକ ରବିବାର ରାଜସ୍ଥାନରେ ପହଞ୍ଚି ଥିବା ଜଣେ ପ୍ରତିରକ୍ଷା ଅଧିକାରୀ ସୂଚନା ଦେଇଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ୨୭୦ଜଣ ଆମେରିକୀୟ…

ଉତ୍ତରାଖଣ୍ଡ ହିମସ୍ଖଳନ: ୧୦ ଜୀବନ ଗଲା, ୧୦୦ ନିଖୋଜ

ଚମୋଲି,୭।୨: ଉତ୍ତରାଖଣ୍ଡର ଚମୋଲି ଜିଲାରେ ବଡ ହିମସ୍ଖଳନ ହୋଇଛି। ଏଥିରେ ୧୦ଜଣଙ୍କ ଜୀବନ ଯାଇଥିବାବେଳେ ୧୦୦ରୁ ଅଧିକ ଜଣ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ବରଫ ଅତଡା ଖସିବାରୁ ତପୋବନ ଟନେଲ ବ୍ଲକ ହୋଇଯାଇଥିଲା। ସେଠାରେ ପାଖାପାଖି ୧୫ହଜାର ଶ୍ରମିକ ଫସି ଯାଇଥିଲେ।…

ଉତ୍ତରାଖଣ୍ଡ ପାଇଁ ସମଗ୍ର ଦେଶବାସୀ ପ୍ରାର୍ଥନା କରୁଛନ୍ତି: ପ୍ରଧାନମନ୍ତ୍ରୀ

କୋଲକତା,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ ଅଛନ୍ତି। ହଳଦିଆରେ ଆୟୋଜିତ ଏକ ସଭାକୁ ସମ୍ବୋଧିତ କରି ମୋଦି ପ୍ରଥମେ ଉତ୍ତରାଖଣ୍ଡରେ ଘଟିଥିବା ହିମସ୍ଖଳନ ନେଇ ସେ ଦୁଃଖପ୍ରକାଶ କରିଛନ୍ତି। ସେ ଲଗାତର ଅପଡେଟ୍‌ ନେଉଛନ୍ତି, ପୂରା ଦେଶ ସେଠାରେ ଫସିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri