ବରପକ୍ଷ ଯୌତୁକ ମାଗିବାରୁ ନିମନ୍ତ୍ରଣ କାର୍ଡରେ ସୁଇସାଇଡ୍ ନୋଟ୍ ଲେଖି ଆତ୍ମହତ୍ୟା କଲେ କନ୍ୟାପିତା
ଚଣ୍ଡିଗଡ଼,୨୩ା୧୧: ଯୌତୁକ ରୂପୀ ଭୂତ ସମାଜରୁ ସମ୍ପୂର୍ଣ୍ଣ ମୂଳପୋଛ ହୋଇନାହିଁ। ଆଜି ବି ଏ ସମାଜରେ କିଛି ଯୌତୁକଲୋଭୀ କନ୍ୟାପକ୍ଷଙ୍କୁ ଯୌତୁକ ମାଗିବାକୁ ପଛାଉ ନାହାନ୍ତି। ଫଳରେ ଏଥିରେ ମର୍ମାହତ ହୋଇ ଅନେକ କନ୍ୟା ପିତା ଆତ୍ମହତ୍ୟା କରୁଥିବା ନଜିର...
ବିବାହ ଉତ୍ସବରେ ସାମିଲ ହେବେ ମାତ୍ର ଶହେ ଜଣ: ବ୍ୟାଣ୍ଡବାଜା, ଡିଜେ ଉପରେ ଲାଗିଲା ପ୍ରତିବନ୍ଧକ
ଲକ୍ଷ୍ନୌ,୨୩।୧୧: ଦେଶରେ କରୋନା ଭାଇରସ୍ ମହାମାରୀ ଆତଙ୍କ ଜାରି ରହିଛି। ଦିଲ୍ଲୀ, ଗୁଜରାଟ ସମେତ କେତେକ ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ କେତେକ ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଓ ଲକ୍ଡାଉନ ଲାଗୁ ନେଇ...
ରାହୁଲଙ୍କ ଟୁଇଟ୍କୁ ନେଇ ପ୍ରତିକ୍ରିୟା ରଖିଲେ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ
ନୂଆଦିଲ୍ଲୀ,୨୩ ।୧୧: ଭାରତ-ଚାଇନା ସୀମା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରୁଥିବା ବେଳେ ଏବେ ତାଙ୍କର ଏକ ଟୁଇଟ୍ର ଉତ୍ତର ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ।...
ମାସ୍କ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ଭୋପାଳ,୨୩ ।୧୧: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମଣ ସଂଖ୍ୟା । ଏହାକୁ ଦେଖି ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସୋମବାର ଭୋପାଳରେ ମାସ୍କ ବାଣ୍ଟିଛନ୍ତି । ସାଧାରଣ...
ଡ୍ରଗ୍ସ ମାମଲା: ଭାରତୀ-ହର୍ଷଙ୍କୁ ମିଳିଲା ଜାମିନ
ମୁମ୍ବାଇ,୨୩ ।୧୧: କମେଡିଆନ୍ ଭାରତୀ ସିଂ ଓ ତାଙ୍କ ସ୍ୱାମୀ ହର୍ଷ ଲିମ୍ବାଚିଆଙ୍କୁ ଡ୍ରଗ୍ସ ମାମଲାରେ ଜାମିନ ମିଳିଯାଇଛି । ମୁମ୍ବାଇର ସ୍ପେଶାଲ ଏନ୍ଡିପିଏସ୍ କୋର୍ଟ ଏହି ଜାମିନ ପ୍ରଦାନ କରିଛନ୍ତି । ଶନିବାର ନାର୍କୋଟିମ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି) ଭାରତୀଙ୍କ...
ବିହାର ବିଧାନସଭା ଆରମ୍ଭରୁ ବିବାଦ: ଏଆଇଏମ୍ଆଇଏମ୍ ବିଧାୟକ ଶପଥ ଗ୍ରହଣ ସମୟରେ ପଢିଲେ ନାହିଁ ‘ହିନ୍ଦୁସ୍ତାନ’ ଶବ୍ଦ
ପାଟନା,୨୩ ।୧୧: ସୋମବାର ଆରମ୍ଭ ହୋଇଛି ନବଗଠିତ ବିହାର ୧୭ ତମ ବିଧାନସଭାର ପ୍ରଥମ ଅଧିବେଶନ । ହେଲେ ପ୍ରଥମରୁ ହିଁ ବିବାଦ ଉପୁଜିଛି । ପ୍ରଥମ ଦିନ ସମସ୍ତ ନୂଆ ବିଧାୟକଙ୍କୁ ଶପଥ ଦିଆଯାଇଥିଲା । ଏହି ସମୟରେ...
ଗଙ୍ଗା-ଯମୁନା-ସରସ୍ବତୀରେ ରହିବେ ଏମ୍ପି
ନୂଆଦିଲ୍ଲୀ,୨୩।୧୧: ଏମ୍ପିଙ୍କ ରହିବା ପାଇଁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଭିଡ଼ିଓ କନଫରେନ୍ସିଂରେ ବହୁ ମହଲା ବିଶିଷ୍ଟ ବିଲ୍ଡିଂର ଲୋକାର୍ପଣ କରିଛନ୍ତି। ଏଠାରେ ଗଙ୍ଗା,ଯମୁନା ଏବଂ ସରସ୍ବତୀ ଆଦି ୩ଟି ଟାଓ୍ବାର ରହିଛି। ସ୍ଥାନୀୟ ଡ. ବି.ଡ଼ି ମାର୍ଗଠାରେ...
ଲକ୍ଡାଉନ୍ କ’ଣ ଏକମାତ୍ର ସମାଧାନ: ହାଇକୋର୍ଟ କଲେ ପ୍ରଶ୍ନ
ନୂଆଦିଲ୍ଲୀ,୨୩।୧୧: ଦିଲ୍ଲୀରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ରାଜ୍ୟରେ ଲକ୍ଡାଉନ୍ ଜାରି କରିବା ନେଇ କରାଯାଇଥିବା ଏକ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। କୋର୍ଟ ପ୍ରଶ୍ନ କରିଛନ୍ତି ଯେ, କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍ଡାଉନ୍ କ’ଣ...
ଲଭ୍ ଜିହାଦକୁ ନେଇ ନୀତୀଶଙ୍କୁ ଟାର୍ଗେଟ କଲେ ସଞ୍ଜୟ
ମୁମ୍ବାଇ,୨୩ ।୧୧: ଲଭ ଜିହାଦ ପ୍ରସଙ୍ଗ ଏବେ ଦେଶର ରାଜନୀତିକୁ କରୁଛି ସରଗରମ । ଭାରତୀୟ ଜନତା ପାର୍ଟି(ଭାଜପା) ଶାସିତ ରାଜ୍ୟ ଗୁଡିକ ଏବେ ଲଭ ଜିହାଦକୁ ନେଇ ଆଇନ ଆଣିବାକୁ ପ୍ର୍ସ୍ତୁତ ହେଉଛନ୍ତି । ଅନ୍ୟପଟେ ଶିବସେନା ନେତା...
ରାହୁଲ ପ୍ରଧାନମନ୍ତ୍ରୀ ହେବା ପରେ ରାଜନୀତିରୁ ନେବି ସନ୍ୟାସ: ହରିଶ୍ ରାଓ୍ବତ
ଡେରାଡୁନ୍,୨୩।୧୧: ଦେଶରେ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ହେବା ପରେ ରାଜନୀତିରୁ ସନ୍ୟାସ ନେବାକୁ କଂଗ୍ରେସ ନେତା ହରିଶ୍ ରାଓ୍ବତ କହିଛନ୍ତି। ଦଳର ରାଷ୍ଟ୍ରୀୟ ମହାସଚିବ ତଥା ପଞ୍ଜାବର ରାଜ୍ୟ ପ୍ରଭାରୀ ଭାବେ...
ମ୍ୟାଲେରିଆ, ଡେଙ୍ଗୁ, କରୋନା ପରେ ଏବେ ପୁଣି କାମୁଡ଼ିଲା ସାପ, ତଥାପି ହାରି ଯାଇନାହାନ୍ତି ଏହି ବ୍ୟକ୍ତି
ଯୋଧପୁର,୨୩ା୧୧: ଏକ ଦାତବ୍ୟ ଅନୁଷ୍ଠାନରେ କାମ କରୁଥିବା ବ୍ରିଟେନ ନାଗରିକ ଇୟାନ ଜନ୍ସଙ୍କ କାହାଣୀ ଶୁଣି ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଏପରିକି ତାଙ୍କ ସାହସକୁ ସାଲ୍ୟୁଟ୍ ମଧ୍ୟ କରିବେ। ପାରମ୍ପରିକ କଳାକାରଙ୍କ ପାଇଁ କାମ କରୁଥିବା ଜନ୍ସ ରାଜସ୍ଥାନର ଯୋଧପୁରରେ...
ଦିଲ୍ଲୀର କରୋନା ସ୍ଥିତି: ରିପୋର୍ଟ ତଲବ କଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୨୩।୧୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳେ ରାଜ୍ୟରେ କରୋନା ସ୍ଥିତି ନେଇ ସୁପ୍ରିମ୍କୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କଠାରୁ ରିପୋର୍ଟ ତଲବ କରିଛନ୍ତି। ଗତ କିଛି ଦିନ ଧରି ରାଜ୍ୟରେ ସ୍ଥିତି ସଙ୍କଟ...
Archives


