ଜାତୀୟ

ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍‌ ପକ୍ଷରୁ ସୂଚନା…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ ଦେଖାଦେଇଥିବା ସଙ୍କଟ ଜନକ ସ୍ଥିତି ସମ୍ଭାବ୍ୟ ତୃତୀୟ ଲହରରେ ହ୍ରାସ ପାଇବ ବୋଲି ଏମ୍ସ୍‌…

ପୁଣି ବିପଦ, ବ୍ୟାପିଲା ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌, ସ୍ବତନ୍ତ୍ର ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ…

ଲକ୍ଷ୍ନୌ,୨୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ପରେ ଏବେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଯୋଗୁ ପୁଣି ବିପଦ ମାଡ଼ି ଆସୁଛି। ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଉତ୍ତରପ୍ରଦେଶର…

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ ପାନ୍‌ ସହ ଆଧାର ସଂଯୋଗ କରାଇବା ଲାଗି ଆଶ୍ୱସ୍ତି ପାଇଛନ୍ତି। ଏହାବାଦ ଲୋକଙ୍କ ସୁବିଧା…

ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୫ ଦିନ ପରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ୫୦ ହଜାର ତଳେ ରହିଛି।…

ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୨୬ା୬: କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଳାଟ୍‌ଫର୍ମ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧର ଏକ ବିଚିତ୍ର ପରିଣାମ ଶୁକ୍ରବାର ଦେଖିବାକୁ ମିଳିଛି। ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ମନ୍ତ୍ରୀ ରବିଶଙ୍କରଙ୍କ ଟୁଇଟର ହ୍ୟାଣ୍ଡେଲକୁ ଏହି ମାଇକ୍ରୋବ୍ଲଗିଂ ସାଇଟ୍‌ ପକ୍ଷରୁ ପ୍ରାୟ ଘଣ୍ଟାଏ…

ଦିଲ୍ଲୀ ଲୋକଙ୍କ ଜୀବନ ପାଇଁ ଲଢ଼ିବା ମୋ ଅପରାଧ

ନୂଆଦିଲ୍ଲୀ,୨୫।୬: ଦିଲ୍ଲୀର ୨ କୋଟି ଲୋକଙ୍କ ଜୀବନ ପାଇଁ ସଂଗ୍ରାମ କରିବା ମୋ ଅପରାଧ। ତୁମେ ଯେତେବେଳେ ନିର୍ବାଚନ ରାଲିରେ ମାତିଥିଲ, ମୁଁ ସେତେବେଳେ ଅକ୍ସିଜେନ ଯୋଗାଡ଼ ପାଇଁ ରାତି ରାତି ଶୋଇନାହିଁ। ଅକ୍ସିଜେନ ପାଇଁ ମୁଁ ନେହୁରା ହୋଇଛି। ଅକ୍ସିଜେନ…

ଟିକା ବଦଳରେ ଦିଆଯାଇଛି ଲୁଣ ପାଣି

ମୁମ୍ବାଇ, ୨୫।୬: ମହାରାଷ୍ଟ୍ରର ମୁମ୍ବାଇ ମହାନଗରୀରେ ପ୍ରାୟ ୨,୦୦୦ ଲୋକଙ୍କୁ କୋଭିଡ୍‌-୧୯ର ନକଲି ଟିକା ଦିଆଯାଇଛି। ସେହିପରି ପଶ୍ଚିମବଙ୍ଗର କୋଲକାତାରେ ମଧ୍ୟ ୫୦୦ ଲୋକ ଏଭଳି ଟିକା ନେଇଥିବା ଜଣାପଡ଼ିଛି। ସେମାନଙ୍କୁ ଟିକା ବଦଳରେ ଲୁଣ ପାଣି ଦିଆଯାଇଥିବା ଅଭିଯୋଗ ହୋଇଛି।…

ଅନର କିଲିଂ: ସ୍ବାମୀଙ୍କୁ ହତ୍ୟା, ସ୍ତ୍ରୀଙ୍କୁ ଗୁଳି

ନୂଆଦିଲ୍ଲୀ,୨୫।୬: ଦ୍ୱାରକାର ଅମ୍ବରହାଇ ଗାଁରେ ଗୁରୁବାର ୨୩ ବର୍ଷୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ତାଙ୍କର ସ୍ତ୍ରୀ ଗୁରୁତର ହୋଇ ହସ୍ପିଟାଲରେ ଜୀବନ ସହ ସଂଘର୍ଷ କରୁଛନ୍ତି। ଘଟଣା ସମ୍ପର୍କରେ ସକାଳ ୯ଟା ରେ ଖବର ପାଇଥିଲା ଦ୍ୱାରକା…

ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍‌ରେ ଗ୍ରାହକଙ୍କୁ ଗୁଳି

ବରେଲି,୨୫।୬: ମାସ୍କ ପିନ୍ଧି ନ ଥିବାରୁ ଜଣେ ଗ୍ରାହକଙ୍କୁ ଗୁଳି କରିଛନ୍ତି ଏକ ବ୍ୟାଙ୍କର ସିକ୍ୟୁରିଟି ଗାର୍ଡ। ଉତ୍ତର ପ୍ରଦେଶର ବରେଲି ଜିଲାରେ ଘଟିଛି ଏଭଳି ଘଟଣା। ତେବେ ଉକ୍ତ ଗ୍ରାହକଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ବରେଲି ଜିଲାର ବ୍ୟାଙ୍କ୍‌…

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ

ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏଥିଯୋଗୁ ଜଣେ ୮୦ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏନେଇ ଶୁକ୍ରବାର ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ…

ଶୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୫।୬: ଜମ୍ମୁ-କଶ୍ମୀର ଶୋପିଆନର ହାଜିପୁରା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୁକ୍ରବାର ହୋଇଥିବା ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଉକ୍ତ ଅଞ୍ଚଳରେ ଏବେ ବି ଆଉ ୨ଜଣ ଆତଙ୍କବାଦୀ ଲୁଚି ରହିଥିବା କୁହାଯାଉଛି। ଘଟଣାସ୍ଥଳରେ…

ବିହାରର ଏସ୍‌ଟିଇଟି ପରୀକ୍ଷାରେ ପାସ୍‌ ହେଲେ ଲୋକପ୍ରିୟ ଅଭିନେତ୍ରୀ ଅନୁପମା? ଭାଇରାଲ ହେଉଛି ରେଜଲ୍ଟ

ସୋସିଆଲ ମିଡିଆରେ ବିହାର ଏସ୍‌ଟିଇଟିର ଏକ ପରୀକ୍ଷାଫଳ ଭାଇରାଲ ହେଉଛି। ଏଥିରେ ଦକ୍ଷିଣ ଭାରତୀୟ ସିନେ ଅଭିନେତ୍ରୀ ଅନୁପମା ପରମେଶ୍ୱରନ ପରୀକ୍ଷା ପାସ କରିଥିବା ଦେଖିବାକୁ ମିଳୁଛି। ଏବେ ଏହାକୁ ନେଇ ନୂଆ ବିବାଦ ଉପୁଜିଛି। ଏସ୍‌ଟିଇଟି ୨୦୧୯ ପରୀକ୍ଷାର ଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?