୧୦ ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ: ଦିଲ୍ଲୀ ଶୀର୍ଷରେ
ନୂଆଦିଲ୍ଲୀ,୨୩।୧୧: ଭାରତର ୧୦ ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏସବୁ ରାଜ୍ୟରେ ୭୭ ପ୍ରତିଶତ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏସବୁ ରାଜ୍ୟରେ କରୋନା ମୃତ୍ୟୁ ୭୬ ପ୍ରତିଶତ ରହିଛି। ଦିଲ୍ଲୀ...
ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍
ଜୟପୁର,୨୩।୧୧: ରାଜସ୍ଥାନ ସ୍ବାସ୍ଥ୍ୟମନ୍ତ୍ରୀ ରଘୁ ଶର୍ମା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ସେ ଟୁଇଟ୍ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି। କରୋନା ଲକ୍ଷଣ ପ୍ରକାଶ ପାଇବାରୁ ସେ ନମୁନା ପରୀକ୍ଷା କରାଇଥିଲେ।...
ଶତ୍ରୁକୁ କଡ଼ା ଜବାବ ଦେବ ତେଜସ୍: ଅତ୍ୟାଧୁନିକ କ୍ଷେପଣାସ୍ତ୍ର ‘ଅସ୍ତ୍ର’ରେ ହେବ ସଜ୍ଜିତ
ନୂଆଦିଲ୍ଲୀ,୨୩।୧୧: ଶତ୍ରୁକୁ କଡ଼ା ଜବାବ ଦେବା ପାଇଁ ଯୁଦ୍ଧ ବିମାନ ତେଜସ୍କୁ ଅତ୍ୟାଧୁନିକ କ୍ଷେପଣାସ୍ତ୍ର ‘ଅସ୍ତ୍ର’ରେ ଖୁବ୍ ଶୀଘ୍ର ସଜ୍ଜିତ କରାଯିବ। ଧ୍ୱନିର ଗତିଠାରୁ ୪.୫ ଗୁଣା ଅଧିକ ବେଗରେ ଲକ୍ଷ୍ୟଭେଦ କରୁଥିବା ‘ଅସ୍ତ୍ର’ କ୍ଷେପଣାସ୍ତ୍ରକୁ ତେଜସ୍ରେ ରଖାଯିବାର ବ୍ୟବସ୍ଥା...
କରୋନା ନିୟମ ନ ମାନିଲେ ରାଜ୍ୟରେ ଲାଗୁ ହେବ ଲକ୍ଡାଉନ୍: ଠାକରେ
ମୁମ୍ବାଇ,୨୩ ।୧୧: ମହାରାଷ୍ଟ୍ରରେ ପୁଣିଥରେ କରୋନାର ପ୍ରକୋପ ଦେଖିବାକୁ ମିଳିଛି । ଏହାପରେ ରାଜ୍ୟ ସରକାର ଜନସାଧାରଣଙ୍କୁ ସତର୍କ କରାଇ ଦେଇଛନ୍ତି । ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାର କହିଛନ୍ତି ଯଦି କେହି କରୋନା ନିୟମ ନ ମାନନ୍ତି ତେବେ...
୨୦୨୪ ପାଇଁ ଭାଜପାର ପ୍ରସ୍ତୁତି ଆରମ୍ଭ: ନଡ୍ଡାଙ୍କ ୧୨୦ ଦିନିଆ ଭାରତ ଗସ୍ତ
ନୂଆଦିଲ୍ଲୀ,୨୩।୧୧: ଆଗକୁ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ଭାଜପା ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି। ଦଳର ସାଂଗଠନିକ ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଲାଗି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ୧୨୦ ଦିନିଆ ଭାରତ...
୨୦୨୧ର ପ୍ରଥମ ୩ ମାସ ମଧ୍ୟରେ ମିଳିବ କରୋନା ଟିକା: ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୩।୧୧: ଦେଶରେ କରୋନା ମହାମାରୀ ଆତଙ୍କ ଥମିବାର ନାଁ ଧରୁନି। ପୁଣି କେତେକ ଅଞ୍ଚଳରେ ସଂକ୍ରମଣ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସ୍ବାସ୍ଥ୍ୟ ହର୍ଷବର୍ଦ୍ଧନ କହିଛନ୍ତି ଯେ, ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ସଂଖ୍ୟା ଅଧିକ ରହିଛି। ତେବେ କେତେକ...
ଭାଜପା ନେତାଙ୍କୁ ଗୁଳିକରି ହତ୍ୟା
ନୂଆଦିଲ୍ଲୀ,୨୩।୧୧: ରାଜଧାନୀ ଦିଲ୍ଲୀର ନନ୍ଦନଗରୀ ଅଞ୍ଚଳରେ ଜଣେ ଭାଜପା ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଭାଜପା ନେତା ଜୁଲଫିକର କ୍ୟୁରେଶି ଭୋର୍ ସମୟରେ ନମାଜ ପାଠ ପାଇଁ ଯାଉଥିବାବେଳେ କିଛି ଅଜଣା ଲୋକ ତାଙ୍କୁ ମସଜିଦ୍ ବାହାରେ ଗୁଳି...
କେରଳରେ ପୋଲିସ ଆଇନ ସଂଶୋଧନ ଅଧ୍ୟାଦେଶକୁ ନେଇ ବିବାଦ
ଥିରୁଭାନନ୍ଥପୁରମ୍, ୨୩।୧୧: ବିରୋଧୀ ଦଳଗୁଡ଼ିକର ପ୍ରତିବାଦ ସତ୍ତ୍ୱେ କେରଳ ପୋଲିସ ଆଇନ ସଂଶୋଧନ ଅଧ୍ୟାଦେଶକୁ ରାଜ୍ୟପାଳ ଅରିଫ୍ ମହମ୍ମଦ ଖାନ୍ ମଞ୍ଜୁରୀ ପ୍ରଦାନ କରିଛନ୍ତି। କୌଣସି ଯୋଗାଯୋଗ ମାଧ୍ୟମରେ ଧମକପୂର୍ଣ୍ଣ ବାର୍ତ୍ତା ଦେବା, ଅପମାନିତ କିମ୍ବା ଅସମ୍ମାନିତ କରିବା ଭଳି...
ଅଷ୍ଟ୍ରା-ଅକ୍ସଫୋର୍ଡ ଟିକା ଭରସା
ନୂଆଦିଲ୍ଲୀ, ୨୩।୧୧:ଫାଇଜର ଏବଂ ମଡର୍ନା ଟିକାର ସଫଳ ପରୀକ୍ଷା ପରେ ଖୁବ୍ଶୀଘ୍ର ଏହା ଉପଲବ୍ଧ ହେବା ନେଇ ଆଶା ସଞ୍ଚାର ହୋଇଥିବାବେଳେ ଆମେରିକା ଭଳି କେତେକ ଧନୀ ରାଷ୍ଟ୍ରଙ୍କୁ ବାଦ୍ ଦେଲେ ଅଧିକାଂଶ ଦେଶ କରୋନା ସଙ୍କଟରୁ ମୁକ୍ତି ପାଇଁ...
ଏନ୍ଜିଟିର ନଦୀ ସୁରକ୍ଷା ଚିନ୍ତା
ନୂଆଦିଲ୍ଲୀ, ୨୩।୧୧(ପି.ଟି.): ଦେଶର ନଦୀ, ହ୍ରଦ ଓ ଜଳାଶୟଗୁଡ଼ିକର ସୁରକ୍ଷା ଲାଗି ପର୍ଯ୍ୟାପ୍ତ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଏଗୁଡ଼ିକର ସୁରକ୍ଷା ଲାଗି ନୋଡାଲ ଏଜେନ୍ସି ଗଠନ କରିବାକୁ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି) ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ...
ସାମ୍ବା ସେକ୍ଟର ନିକଟରେ ଠାବ ହେଲା ସୁଡଙ୍ଗ
ନୂଆଦିଲ୍ଲୀ,୨୨।୧୧-ଜମ୍ମୁ-କଶ୍ମୀର ସ୍ଥିତ ସାମ୍ବା ସେକ୍ଟର ନିକଟ ଅନ୍ତର୍ଜାତୀୟ ସମୀରେ ରବିବାର ଯବାନମାନେ ଏକ ସୁଡଙ୍ଗ ଠାବ କରିଛନ୍ତି। ଗତ ଗୁରୁବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ଗୋଷ୍ଠୀର ୪ ଜଣ ସଦସ୍ୟ ଏହି ସୁଡଙ୍ଗ ଦେଇ ଭାରତରେ ପ୍ରବେଶ କରିଥିବା ସନ୍ଦେହ କରାଯାଉଛି।...
ଜଳବାୟୁ ପରିବର୍ତ୍ତନକୁ ନେଇ ଏକଜୁଟ ହେବା ଆବଶ୍ୟକ: ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ୧୫ତମ ଜି -୨୦ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ମୋଦି ତାଙ୍କ ଭାଷଣରେ ଜଳବାୟୁ ପରିବର୍ତ୍ତନ ସମେତ ପରିବେଶ ଭଳି ଅନେକ ପ୍ରସଙ୍ଗରେ ନିଜର ମତ ଦେଇଛନ୍ତି। ସେ କହିଛନ୍ତି ଯେ, ଜଳବାୟୁ ପରିବର୍ତ୍ତନ...
Archives


