ଜାତୀୟ

ନୁସ୍‌ରତଙ୍କ ସମସ୍ୟା ବଢ଼ିଲା

ବ୍ୟବସାୟୀ ନିଖିଲ ଜୈନଙ୍କ ସହ ବିବାହ ଭାରତୀୟ ଆଇନ ଅନୁସାରେ ବୈଧ ନୁହେଁ ବୋଲି ଟିଏମ୍‌ସି ଏମ୍‌ପି ନୁସ୍‌ରତ ଜହାଁ କହିବା ପରଠାରୁ ବିବାଦ ଘନେଇବାରେ ଲାଗିଛି। ଶଙ୍ଖା ସିନ୍ଦୂର ପିନ୍ଧି ଜଣେ ବ୍ୟକ୍ତିଙ୍କୁ ସ୍ବାମୀ ମାନିବା ପରେ ନିଜକୁ ଅବିବାହିତା…

ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା ଲାଗି ବିଭିନ୍ନ କମ୍ପାନୀ ପକ୍ଷରୁ ରିହାତି ଘୋଷଣା କରାଯାଇଛି। ଯେଉଁମାନେ କୋଭିଡ୍‌ ଟିକାର ଡବଲ…

ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୫୪ ହଜାର…

ଭାଜପାକୁ ମିଳିଛି ୨୭୬.୪୫ କୋଟି ଚାନ୍ଦା

ନୂଆଦିଲ୍ଲୀ, ୨୪।୬(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାଜପାକୁ ଇଲେକ୍ଟୋରାଲ ଟ୍ରଷ୍ଟରୁ ସର୍ବାଧିକ ୨୭୬.୪୫ କୋଟି ଟଙ୍କା ଚାନ୍ଦା ମିଳିଛି। ସବୁ ରାଜନୈତିକ ଦଳଙ୍କୁ ମିଳିଥିବା ମୋଟ ଚାନ୍ଦାର ଏହା ୭୬.୧୭% ବୋଲି ବୁଧବାର ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ରିପୋର୍ଟରେ…

୧୦୦ ସ୍ବର୍ଣ୍ଣ ମୁଦ୍ରା, ଜାଗା, କାର୍‌ ନେଲା ପରେ ମଧ୍ୟ ଝିଅକୁ ମାରିଦେଲେ

ଥିରୁଭାନ୍ଥପୁରମ,୨୩।୬: ଯୌତୁକ ନିର୍ଯାତନା ଦିଆଯାଉଥିବା ଫଟୋ ପରିବାର ଲୋକଙ୍କୁ ହ୍ବାଟ୍ସଆପ କରିଥିବା ୨୪ ବର୍ଷୀୟା ମହିଳାଙ୍କ ମୃତଦେହ ସ୍ବାମୀଙ୍କ ଘରୁ ମିଳିଛି। ଆୟୁର୍ବେଦିକ ମେଡିସିନ ଛାତ୍ରୀ ବିସମାୟା ନାୟର ହ୍ବାଟ୍ସଆପ୍‌ ମେସେଜ ଜରିଆରେ ସ୍ବାମୀଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଥିଲେ।…

‘ମେଣ୍ଟ ପାଇଁ ମାୟାବତୀ, କଂଗ୍ରେସ ଅନଫିଟ୍‌’

ନୂଆଦିଲ୍ଲୀ,୨୩।୬: ଆଗାମୀ ବର୍ଷ ହେବାକୁ ଥିବା ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଆମେ ଛୋଟ ଦଳ ସହ ମେଣ୍ଟ କରିବୁ। କିନ୍ତୁ ମାୟାବାତୀଙ୍କ ବହୁ ଜନ ସମାଜବାଦୀ ପାର୍ଟି (ବିଏସ୍‌ପି) ଓ କଂଗ୍ରେସ ସହ ମେଣ୍ଟ କରିବୁ ନାହିଁ। ମେଣ୍ଟ…

କରୋନାରୁ ଶିଶୁଙ୍କୁ ସୁରକ୍ଷା ଦେବ ମିଳିମିଳା ଟିକା

ନୂଆଦିଲ୍ଲୀ, ୨୩।୬: କରୋନା ସଂକ୍ରମଣର ତୃତୀୟ ଲହର ଶିଶୁଙ୍କୁ ଅଧିକ ପ୍ରଭାବିତ କରିବା ନେଇ ଚିନ୍ତା ପ୍ରକଟ କରାଯାଉଛି। ହେଲେ ମିଳିମିଳା ଟିକା ଏଥିରୁ ସୁରକ୍ଷା ଦେଇପାରିବ ବୋଲି ଭାରତୀୟ ଗବେଷକମାନେ ଏକ ଅଧ୍ୟୟନରୁ ଜାଣିବାକୁ ପାଇଛନ୍ତି। ଅଧ୍ୟୟନରୁ ମିଳିମିଳା ଟିକା…

ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି

ନୂଆଦିଲ୍ଲୀ,୨୩।୬: ଦେଶରେ ଦୃତ ଗତିରେ ଟିକାକରଣ ପ୍ରକିୟା ଚାଲିଛି। ଏଭଳି ସ୍ଥିତିରେ ଟିକାକରଣକୁ ଆହୁରି ପ୍ରୋତ୍ସାହିତ କରିବା ଲାଗି ଇଣ୍ଡିଗୋ ବିମାନ କମ୍ପାନୀ ପକ୍ଷରୁ ବଡ ଘୋଷଣା କରାଯାଇଛି। ଟିକା ନେଇଥିବା ଯାତ୍ରୀଙ୍କୁ ଭଡାରେ ରିହାତି ମିଳିବ। ବୁଧବାର ଇଣ୍ଡିଗୋ ପକ୍ଷରୁ…

ଅଣ୍ଡରୱାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଗିରଫ

ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍‌ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍‌ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ନିକଟରେ ଏନ୍‌ସିବିର ବଡ଼ କାର୍ଯ୍ୟାନୁଷ୍ଠାନ ବେଳେ ପ୍ରାୟ ୨୫ କିଲୋଗ୍ରାମ…

ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ

ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍‌ଏମ୍‌ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ ପ୍ୟାକିଂ ହୋଇଥିବା ଡାବର ଟୁଥ୍‌ପେଷ୍ଟ ଆଉ ଉପଲବ୍ଧ ହେବ ନାହିଁ। ଅର୍ଥାତ୍‌ ଏବେଠାରୁ କେବଳ…

ଏପ୍ରିଲ୍‌ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌…

ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍‌ ୫ରେ ଜଣେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିଲେ। ଏହାପରେ ଏପ୍ରିଲ୍‌ ୧୫ରେ ଅନ୍ୟ ଜଣେ…

ବିଧାନସଭା କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲେ ବାଚସ୍ପତି…

କୋଲକାତା,୨୩।୬: ବିଧାନସଭା କାର୍ଯ୍ୟ ବାଧା ସୃଷ୍ଟି କରିବା ସହିତ ରାଜ୍ୟପାଳ ଜଗଦୀପ୍‌ ଧାନଖର ହସ୍ତକ୍ଷେପ କରୁଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ବିମାନ ବାନାର୍ଜୀ ଏଭଳି କହିଛନ୍ତି। ଲୋକସଭା ବାଚସ୍ପତି ଓମ୍‌ ବିରଳାଙ୍କ ସହିତ ଏକ ଭର୍ଚୁଆଲ୍‌ ବୈଠକରେ ବିମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?