ମୁଖ୍ୟ ସଚିବ, ଡିଜିପିଙ୍କୁ ଏନ୍ଏଚ୍ଆର୍ସି ନୋଟିସ
ନୂଆଦିଲ୍ଲୀ/ ପୁରୀ ଅଫିସ, ୨୧। ୧୧: ପୁରୀ ପୋଲିସ ହେପାଜତରେ ମୃତ୍ୟୁ ମାମଲାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ଅସନ୍ତୋଷ ପ୍ରକାଶ କରିଛନ୍ତି। ଆଇନର ଶାସନ ଚାଲିଥିବା ଦେଶରେ ଏସବୁ ଗ୍ରହଣୀୟ ନୁହେଁ ବୋଲି କମିଶନ କହିଛନ୍ତି।...
କରୋନାର ଦୋହରା ମାଡ଼: ପୁଣି କଟକଣା, ସ୍କୁଲ ବନ୍ଦ
ନୂଆଦିଲ୍ଲୀ,୨୧।୧୧: ଦେଶରେ କରୋନା ମହାମାରୀର ଦୋହରା ମାଡ଼ ଆରମ୍ଭ ହୋଇଛି। ଫଳରେ କେତେକ ରାଜ୍ୟରେ ପୁଣି କଟକଣା ଜାରି କରାଯିବା ସହିତ ଖୋଲା ଯାଇଥିବା ସ୍କୁଲକୁ ବନ୍ଦ କରାଯାଇଛି। ଗୁଜରାଟ ଏବଂ ମଧ୍ୟପ୍ରଦେଶରେ କର୍ଫ୍ୟୁ ଲଗାଯିବ ସହିତ କେତେକ କଟକଣା...
ଧାର୍ମିକ କଠୋରତା-ଆକ୍ରାମକ ରାଷ୍ଟ୍ରବାଦ କବଳରେ ପଡ଼ିଛି ଦେଶ: ହମିଦ୍ ଅନସାରୀ
ନୂଆଦିଲ୍ଲୀ,୨୧।୧୧: କରୋନା ମହାମାରୀ ପୂର୍ବରୁ ଦେଶରେ ଧାର୍ମିକ କଠୋରତା ଏବଂ ଆକ୍ରାମକ ରାଷ୍ଟ୍ରବାଦ କବଳରେ ପଡ଼ିଛି। ଏହାଦ୍ୱାରା ଲୋକଙ୍କ ମଧ୍ୟରେ ବିଭାଜନ ଚିନ୍ତା ଧାରା ସୃଷ୍ଟି ହେବାରେ ଲାଗିଛି। କଂଗ୍ରେସ ସଦସ୍ୟ ଶଶି ଥରୁର୍ଙ୍କ ପୁସ୍ତକ ‘ ଦି ବ୍ୟାଟେଲ...
ଷ୍ଟାଲିନଙ୍କ ପୁଅ ଅଟକ
ନାଗପଟ୍ଟିନମ୍,୨୧ା୧୧(ପି.ଟି.): ତାମିଲନାଡୁରେ ଏଆଇଏଡିଏମ୍କେର କୁଶାସନ ବିରୋଧରେ ସଭା କରୁଥିବାବେଳେ ଡିଏମ୍କେ ମୁଖ୍ୟ ଏମ୍.କେ. ଷ୍ଟାଲିନଙ୍କ ପୁଅ ଉଦୟନିଧି ଷ୍ଟାଲିନଙ୍କୁ ପୋଲିସ ଅଟକ ରଖିବା ପରେ ଛାଡ଼ିଦେଇଛି। ୨୦୨୧ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଡିଏମ୍କେ ଯୁବ ଶାଖା ସମ୍ପାଦକ ଉଦୟନିଧି...
ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଲକ୍ଷ ଟପିଲା
ନୂଆଦିଲ୍ଲୀ, ୨୧ା୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଲକ୍ଷ ଟପିଥିବାବେଳେ ମୃତ୍ୟୁସଂଖ୍ୟା ୧.୩୨ ଲକ୍ଷରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୪୫,୮୮୨ ନୂଆ ମାମଲା ସାମ୍ନାକୁ ଆସିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟରୁ ଜଣାପଡ଼ିଛି। ଏବେ...
‘ଗୋଆ’ ସହ ଟାଟାଙ୍କ ଫଟୋ ଭାଇରାଲ
ନୂଆଦିଲ୍ଲୀ, ୨୧ା୧୧: ଟାଟା ଗ୍ରୁପ୍ ପୂର୍ବତନ ଅଧ୍ୟକ୍ଷ ତଥା ବିଶିଷ୍ଟ ଶିଳ୍ପପତି ରତନ୍ ଟାଟା ଗତ ଦୀପାବଳି ପର୍ବ ଅଫିସ୍ ଡଗ୍ ‘ଗୋଆ’ ସହ ପାଳିଥିଲେ। ଏହାର ଏକ ଫଟୋ ସେ ନିଜ ଇନ୍ଷ୍ଟାଗ୍ରାମରେ ଛାଡ଼ିଥିଲେ। ଏହି ଫଟୋ ସୋସିଆଲ...
ଗିରୀଶ ମୁର୍ମୁ ଆଇପିୟୁ ଏକ୍ସଟରନାଲ ଅଡିଟର ନିର୍ବାଚିତ
ନୂଆଦିଲ୍ଲୀ, ୨୧।୧୧: ଭାରତର ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ (ସିଏଜି) ଗିରୀଶ ଚନ୍ଦ୍ର ମୁର୍ମୁ ଜେନେଭାସ୍ଥିତ ଇଣ୍ଟରପାର୍ଲାମେଣ୍ଟାରୀ ୟୁନିୟନ (ଆଇପିୟୁ)ର ଏକ୍ସଟରନାଲ ଅଡିଟର ନିର୍ବାଚିତ ହୋଇଛନ୍ତି। ଓଡ଼ିଶାରେ ଜନ୍ମିତ ୧୯୮୫ ବ୍ୟାଚ୍ର ଏହି ଆଇଏଏସ୍ ଅଫିସର ଉକ୍ତ ପଦରେ ୩...
ନେତାଙ୍କୁ ଚିଠିରେ ଭୂତାଣୁ ପଠାଯାଇପାରେ
ନୂଆଦିଲ୍ଲୀ,୨୧ା୧୧: ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରି ବିପର୍ଯ୍ୟୟ ଆଣିଥିବାବେଳେ ଶୁକ୍ରବାର ଏହି ଘାତକ ଭାଇରସ୍ ସମ୍ପର୍କିତ ଆଉ ଏକ ଆସନ୍ନ ବିପଦକୁ ନେଇ ଇଣ୍ଟରନ୍ୟାଶନାଲ ପୋଲିସ ଅର୍ଗାନାଇଜେଶନ ବା ଇଣ୍ଟରପୋଲ ସତର୍କ କରାଇଛି। ଅପରାଧୀମାନେ ଭାରତ ସମେତ...
କପ୍ପାନଙ୍କୁ ଭେଟିବା ଲାଗି ଓକିଲଙ୍କୁ ଅନୁମତି
ନୂଆଦିଲ୍ଲୀ, ୨୧।୧୧: ୟୁଏପିଏ ଆଇନ ବଳରେ ଗିରଫ ହୋଇ ଉତ୍ତରପ୍ରଦେଶର ଏକ ଜେଲରେ ଥିବା କେରଳ ଖବରଦାତା ସିଦ୍ଦିକ୍ କପ୍ପାନଙ୍କୁ ଭେଟିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ଆଇନଜୀବୀଙ୍କୁ ଅନୁମତି ଦେଇଛନ୍ତି। ଜାମିନ ପାଇବା ପାଇଁ ତାଙ୍କ ସ୍ବାକ୍ଷରର ଆବଶ୍ୟକତା ଥିଲା।...
ଚାଇନା ଋଣ ଜାଲରେ ମାଳଦ୍ୱୀପ
ନୂଆଦିଲ୍ଲୀ, ୨୧।୧୧: ମାଳଦ୍ୱୀପ ଏବେ ଚାଇନା ଋଣ ଜାଲରେ ଛନ୍ଦି ହୋଇ ପଡ଼ିଛି। ଆମେ ଆମ ଜେଜେମା’ମାନଙ୍କର ଗହଣା ବିକିଲେ ମଧ୍ୟ ତାହାକୁ ପରିଶୋଧ କରିପାରିବା ନାହିଁ ବୋଲି ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ପାର୍ଲାମେଣ୍ଟ ବାଚସ୍ପତି ମହମ୍ମଦ ନଶିଦ୍...
ସୀମାରେ ବଳ ବଢ଼ାଉଛି ଚାଇନା
ନୂଆଦିଲ୍ଲୀ, ୨୧।୧୧: ଲଦାଖକୁ ବିଶ୍ୱ ନଜରରେ ରଖି ଚାଇନା ଗୋପନରେ କେନ୍ଦ୍ରୀୟ, ସିକିମ୍ ଓ ପୂର୍ବ ସେକ୍ଟରରେ ବୃହତ୍ ସାମରିକ ଭିତ୍ତିଭୂମିର ବିକାଶ କରିବା ସହିତ ମିସାଇଲ୍ ମୁତୟନ ସ୍ଥଳଗୁଡ଼ିକର ସୁଦୃଢ଼ୀକରଣ କରିଛି। କେବଳ ସେତିକି ନୁହେଁ, ଏହା ମାନବବିହୀନ...
ହଜାରେ ଟଙ୍କାରେ ମିଳିବ ଅକ୍ସଫୋର୍ଡ ଟିକା
ନୂଆଦିଲ୍ଲୀ, ୨୧।୧୧: ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିକଶିତ କୋଭିଡ୍ ଟିକା ଆସନ୍ତାବର୍ଷ ଫେବୃୟାରୀ ସୁଦ୍ଧା ସ୍ବାସ୍ଥ୍ୟକର୍ମୀ ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଏବଂ ଏପ୍ରିଲ ବେଳକୁ ସର୍ବସାଧାରଣଙ୍କ ଲାଗି ଉପଲବ୍ଧ ହେବ। ଏହାର ୨ଟି ଡୋଜ୍ର ଦାମ୍ ସର୍ବାଧିକ ହଜାରେ...
Archives


