ଜାତୀୟ

କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର ରାୟ ସଂରକ୍ଷିତ ରହିଛି। ପ୍ରତ୍ୟେକ ରାଜ୍ୟ କୋଭିଡ୍‌ ମୃତକଙ୍କ ପରିବାରକୁ ଦେଇଥିବା କ୍ଷତିପୂରଣର ସବିଶେଷ…

ମୂଲ୍ୟାୟନ ସୂତ୍ରକୁ ବିରୋଧ

ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର ଓ ଅଭିଭାବକ ଚିନ୍ତା ପ୍ରକଟ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦ୍ୱାଦଶ ଶ୍ରେଣୀ ଫଳାଫଳ…

ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ କମ୍‌ ରହିଛି। ୯୧ ଦିନ ପରେ ସମାନ ସ୍ଥିତି ରହିଛି। ଏହା ପୂର୍ବରୁ…

୨୦୨୪ ରଣନୀତି: ଶରଦ ପାୱାରଙ୍କ ନେତୃତ୍ୱରେ ହେବ ବିରୋଧୀ ଦଳ ବୈଠକ

ନୂଆଦିଲ୍ଲୀ,୨୧।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାୱାର ମଙ୍ଗଳବାର ଅଣ କଂଗ୍ରେସ ବିରୋଧୀ ଦଳ ବୈଠକର ନେତୃତ୍ୱ ନେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ବିରୋଧରେ…

ଅମରନାଥ ଯାତ୍ରା ବନ୍ଦ

ନୂଆଦିଲ୍ଲୀ,୨୧।୬: ଜମ୍ମୁ-କଶ୍ମୀର ପ୍ରଶାସନ କରୋନା ସଂକ୍ରମଣ ସ୍ଥିତି ଅନୁଧ୍ୟାନ କରି ଚଳିତ ବର୍ଷ ଅମରନାଥ ଯାତ୍ରାକୁ ସ୍ଥଗିତ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ସୋମବାର ଏହି ସୂଚନା ଦେଇଛନ୍ତି। ଉପରାଜ୍ୟପାଳ ସିହ୍ନା କହିଛନ୍ତି, କରୋନା ମହାମାରୀ ସମୟରେ ଲୋକଙ୍କ ଜୀବନକୁ…

ୟୁଏଇ-ଭାରତ ମଧ୍ୟରେ ୨୩ରୁ ବିମାନ ସେବା ଆରମ୍ଭ

ନୂଆଦିଲ୍ଲୀ/ଦୁବାଇ,୨୧।୬: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ) ଏବଂ ଭାରତ ମଧ୍ୟରେ ଆସନ୍ତା ୨୩ତାରିଖରୁ ବିମାନ ସେବା ଆରମ୍ଭ ହେବ। ୟୁଏଇ ଏୟାରଲାଇନ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁଏଇ-ଭାରତ ମଧ୍ୟରେ ବିମାନ ଚଳାଚଳକୁ ବନ୍ଦ କରାଯାଇଥିଲା। କଟକଣା…

ରାଜସ୍ଥାନ-ପଞ୍ଜାବରେ ରାଜନୈତିକ ସଙ୍କଟ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡ଼କାଇଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୧।୬: ରାଜସ୍ଥାନ ଓ ପଞ୍ଜାବରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଜୁନ ୨୪ରେ ଏକ ବଡ଼ ବୈଠକ ଡ଼କାଇଛନ୍ତି। ଏହି ବୈଠକରେ ଦଳର ସମସ୍ତ ମହାସଚିବ, ରାଜ୍ୟ ପ୍ରଭାରୀ ଓ ରାଜ୍ୟର ସଭାପତି ଆଦି…

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼ ଚଢ଼ିଥିବା ଦେଖିବାକୁ ମିଳିଛି। ଏହି ସମୟରେ ତାଙ୍କ ସହ ଏକ ମେଡିକାଲ ଟିମ୍‌ ମଧ୍ୟ…

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। କରୋନା କଟକଣା ଯୋଗୁ ଶନିବାର ଓ ରବିବାର ରାଜ୍ୟରେ ସମସ୍ତ ଧାର୍ମିକ ସ୍ଥଳ ବନ୍ଦ…

ବିବାହ କରିବାକୁ ଜିଦ୍‌ ଧରିଲେ ୬୫ ବର୍ଷୀୟ ବ୍ୟକ୍ତି: ଶେଷରେ ବର ବେଶରେ ସଜେଇ ହୋଇ ଜାଣନ୍ତୁ କାହାକୁ କଲେ ବିବାହ

ଆମେଠି,୨୧।୬: ଉତ୍ତରପ୍ରଦେଶର ଆମେଠିରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଏକ ଅନନ୍ୟ ବିବାହ ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବ୍ୟକ୍ତି ବିବାହ କରିବାକୁ ଜିଦ୍‌ ଧରିବାରୁ ଘର ଲୋକେ ତାଙ୍କ ବିବାହ କରାଇଛନ୍ତି। କନ୍ୟା ସାଜିଛନ୍ତି ସମ୍ପୃକ୍ତ ବ୍ୟକ୍ତିଙ୍କ…

ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ

ହାଇଦ୍ରାବାଦ,୨୧।୬: ତେଲଙ୍ଗାନାରେ ସିଦ୍ଦିପେଟ ଜିଲାପାଳ ଭେଙ୍କଟାରାମ ରେଡ୍ଡୀ ଉଚ୍ଚ ପଦାଧିକାରୀ ତଥା ଜନ ପ୍ରତିନିଧୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କ ପାଦ ଛୁଇଁଛନ୍ତି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି। କେସିଆର୍‌ ସିଦ୍ଦିପେଟରେ ଅନେକ ସରକାରୀ କାର୍ଯ୍ୟାଳୟର ଉଦଘାଟନ କରିଥିଲେ।…

ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌କୁ ପାଳନ କରାଯାଇ ଯୋଗ ଦିବସ ଅନୁଷ୍ଠିତ ହୋଇଛି। ଇତିମଧ୍ୟରେ ଦିଲ୍ଲୀରୁ ଜଣେ ସାଢ଼େ ୩ବର୍ଷର ଶିଶୁକନ୍ୟାଙ୍କ ଯୋଗର ଏକ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?