ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜ ସଇଦକୁ ୧୦ ବର୍ଷ ଜେଲ୍
ନୂଆଦିଲ୍ଲୀ,୧୯।୧୧- ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଆତଙ୍କବାଦୀ ସଙ୍ଗଠନ ଜମାତ୍ ଉଦ୍ ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ୍ ସଇଦଙ୍କୁ ଗୁରୁବାର ୧୦ ବର୍ଷ ଜେଲ ଦଣ୍ଡାଦେଶ ମିଳିଛି। ପାକିସ୍ତାନର ଆତଙ୍କବାଦ ବିରୋଧୀ ଅଦାଲତ ଦୁଇଟି ଆତଙ୍କବାଦୀ ମାମଲାରେ ତାଙ୍କୁ...
ମାଲଦା ପ୍ଲାଷ୍ଟିକ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ
ମାଲଦା,୧୯ା୧୧-ପଶ୍ଚିମବଙ୍ଗର ମାଲଦା ଜିଲା ସୁଜାପୁର ଅଞ୍ଚଳରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ଗୁରୁବାର ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ...
କେଜରିୱାଲ ସରକାରଙ୍କ ନିଷ୍ପତ୍ତି: ମାସ୍କ ନ ପିନ୍ଧିଲେ ଦେବାକୁ ପଡିବ ଦୁଇ ହଜାର ଟଙ୍କା ଜରିମାନା
ନୂଆଦିଲ୍ଲୀ,୧୯ ।୧୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ପୁଣିଥରେ ମାଡି ଯାଇଛି । ସଂକ୍ରମିତଙ୍କ ମୃତ୍ୟୁକୁ ଦେଖିଲେ ଗତ ୨୪ ଘଣ୍ଟାରେ ସର୍ବାଧିକ ମୃତ୍ୟୁ ରେକର୍ଡ କରାଯାଇଛି । ବୁଧବାର ଦିଲ୍ଲୀରେ କରୋନା ସଂକ୍ରମଣରେ ୧୩୧ ଜଣଙ୍କ ମୃ୍ତ୍ୟୁ ସରକାରଙ୍କୁ...
କରୋନା ଯୋଦ୍ଧାଙ୍କ ପିଲା ପାଇବେ ଏମ୍ବିବିଏସ୍ ପାଠ୍ୟକ୍ରମରେ ସ୍ୱତନ୍ତ୍ର ସୁବିଧା: ସ୍ୱାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୯ ।୧୧: ଦେଶରେ କରୋନା ମହାମାରୀ ସମୟରେ ଆଗଧାଡିର ଯୋଦ୍ଧାଙ୍କ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ବ୍ୟାଚେଲର ଅଫ୍ ମେଡିସିନ ଆଣ୍ଡ ବ୍ୟାଚେଲର ଅଫ୍ ସର୍ଜରୀ(ଏମ୍ବିବିଏସ୍) ପାଠ୍ୟକ୍ରମରେ...
ରାଜଧାନୀରେ ଗାଡ଼ି ଚଳାଇବା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ!
ନୂଆଦିଲ୍ଲୀ,୧୯ ।୧୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ପୁଣିଥରେ ବଢି ଯାଇଛି । ଏହାକୁ ଦେଖି ବୁଧବାର ସରକାର ହାଇକୋର୍ଟଙ୍କୁ କହିଛନ୍ତି ଯେ ରାଜଧାନୀରେ ଗାଡ଼ି ଚଳାଇବା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ଏପ୍ରିଲ ମାସରେ ଏହା ଲଗୁ...
କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ରାହୁଲ
ନୂଆଦିଲ୍ଲୀ,୧୯ ।୧୧: ଦେଶରେ କରୋନା ଭାଇରସ ସଂକ୍ରମଣ ସଂଖ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଏହାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କରୋନା ସଂକ୍ରମଣରେ ଭାରତ ଅନ୍ୟ...
ଡିଜିଟାଲ ଇଣ୍ଡିଆ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି: ମୋଦି
ନୂଆଦିଲ୍ଲୀ,୧୯।୧୧: ଦେଶର ବିକାଶରେ ପ୍ରାଦ୍ୟୋଗିକ ଜ୍ଞାନକୌଶଳ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଡିଜିଟାଲ ଇଣ୍ଡିଆ ଏବେ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବେଙ୍ଗାଲୁରୁ ପ୍ରାଦ୍ୟୋଗିକ ଶିଖର ସମ୍ମଳିନୀରେ ଭିଡ଼ିଓ କନଫରେନ୍ସିଂରେ ଯୋଗଦେଇ ଗୁରୁବାର ଏଭଳି କହିଛନ୍ତି।...
ସୁପ୍ରିମ୍କୋର୍ଟଙ୍କ ବଡ଼ ନିଷ୍ପତ୍ତି: ରାଜ୍ୟର ଅନୁମତି ବିନା ହେବନି ସିବିଆଇ ଯାଞ୍ଚ୍
ନୂଆଦିଲ୍ଲୀ,୧୯।୧୧: ସିବିଆଇ ଯାଞ୍ଚ୍ ନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ଗୁରୁବାର ବଡ଼ ନିଷ୍ପତ୍ତିି ନିଆଯାଇଛି। ଏଣିକି ରାଜ୍ୟର ବିନା ଅନୁମତିରେ କୌଣସି ସିବିଆଇ ଯାଞ୍ଚ ହୋଇପାରିବ ନାହିଁ। ଝାଡ଼ଖଣ୍ଡ, କେରଳ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ରାଜସ୍ଥାନ, ଛତିଶଗଡ଼, ମିଜୋରାମ ଏବଂ ପଞ୍ଜାବ ଆଦି...
ତୁଟୁନି ପୁତ୍ର ମୋହ: ବଢୁଛି ଅସନ୍ତୁଷ୍ଟଙ୍କ ସଂଖ୍ୟା
ନୂଆଦିଲ୍ଲୀ,୧୯।୧୧: କଂଗ୍ରେସରେ ଅସନ୍ତୁଷ୍ଟଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବିହାର ନିର୍ବାଚନ ଫଳାଫଳପରେ ସ୍ଥିତି ଅଧିକ ସଙ୍କଟ ଜନକ ହେବାରେ ଲାଗିଛି। ଇତିମଧ୍ୟରେ ଦଳର ୨୩ ଜଣ ଅସନ୍ତୁଷ୍ଟଙ୍କ ବୈଠକ ଶେଷ ହୋଇଥିବା କୁହାଯାଉଛି। ଦଳରେ ଅସନ୍ତୁଷ୍ଟଙ୍କ ସଂଖ୍ୟା ଏବେ ୫୦...
ଦିଲ୍ଲୀରୁ ଚଣ୍ଡିଗଡ଼ ଆସୁଥିବା ଲୋକଙ୍କ ପାଇଁ ଆଡ଼ଭାଇଜରୀ ଜାରି
ନୂଆଦିଲ୍ଲୀ,୧୯।୧୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀର ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରୁ ଚଣ୍ଡିଗଡ଼ ଆସୁଥିବା ଲୋକଙ୍କ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ ଆଡ଼ଭାଇଜରୀ ପ୍ରକାଶ ପାଇଛି। ଏଭଳି ଲୋକଙ୍କଠାରୁ ୬ ଫୁଟ...
ନୀତୀଶଙ୍କ ସରକାରରେ ଅଧାରୁ ଅଧିକ ମନ୍ତ୍ରୀଙ୍କ ନାଁରେ ରହିଛି ଆପରାଧିକ ମାମଲା
ପାଟନା,୧୯ ।୧୧: ବିହାର ବିଧାନସଭାର ନୂଆ ମନ୍ତ୍ରିମଣ୍ଡଳ ଗଠନ ସରିଛି । ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହାର ମଙ୍ଗ ଧରିଛନ୍ତି । ଏବେ ଜଣାପଡିଛି କି ନୀତୀଶ ସରକାରଙ୍କ ଅଧାରୁ ଅଧିକ ମନ୍ତ୍ରୀଙ୍କ ନାଁରେ ରହିଛି ଆପରାଧିକ ମାମଲା ।...
୨୦ ବର୍ଷ ପରେ ବ୍ରିଟେନ୍ରୁ ଭାରତ ଫେରିଲେ ସୀତା-ରାମ-ଲକ୍ଷ୍ମଣଙ୍କ ମୂର୍ତ୍ତି
ନୂଆଦିଲ୍ଲୀ,୧୯।୧୧: ପ୍ରଭୁ ଶ୍ରୀରାମ,ମାତା ସୀତା ଏବଂ ସାନଭାଇ ଲକ୍ଷ୍ମଣଙ୍କ ଚୋରୀ ହୋଇଥିବା ମୂର୍ତ୍ତି ୨୦ ବର୍ଷ ପରେ ଭାରତକୁ ଫେରିଛନ୍ତି। ମୂର୍ତ୍ତି ଚୋର ଏହାକୁ ବ୍ରିଟେନରେ ରଖିଥିଲେ। ଏସମ୍ପର୍କରେ ସନ୍ଧାନ ମିଳିବା ପରେ ମୂର୍ତ୍ତିଗୁଡ଼ିକୁ ଉଦ୍ଧାର କରାଯାଇ ବ୍ରିଟେନ ସରକାର...
Archives


