ଜାତୀୟ

ଦିଲ୍ଲୀ ମେଟ୍ରୋରେ ଯାତ୍ରା କଲା ମାଙ୍କଡ଼

ନୂଆଦିଲ୍ଲୀ,୨୦।୬: ଦିଲ୍ଲୀ ମେଟ୍ରୋ ଟ୍ରେନରେ ଅନ୍ୟ ଯାତ୍ରୀଙ୍କ ସହ ଯାତ୍ରା କରୁଛି ଏକ ମାଙ୍କଡ଼। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ୨ ମିନିଟ୍‌ର ଭିଡିଓରେ ମାଙ୍କଡ଼ କୋଚ୍‌ ଭିତରେ ଆରମରେ ଭ୍ରମଣ କରୁଥିବା ଦେଖିବାକୁ…

ସୋମବାରଠାରୁ ବାର୍‌-ପାର୍କ ଖୋଲା…

ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍‌ଲକ୍‌ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍‌ ଏବଂ ପାର୍କ ଖୋଲା ଯିବ। ବାର୍‌ ଗୁଡ଼ିକ ୫୦ ପ୍ରତିଶତ କ୍ଷମତା ଆଧାରରେ ଖୋଲା ଯିବାକୁ…

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ ଶିଶୁ ବୋଲି କହିଛନ୍ତି। ଡାକ୍ତର କହିଛନ୍ତି, ଶିଶୁଟିର ଜନ୍ମ ପରେ ରାଜ୍ୟରେ ଥିବା ସମସ୍ତ…

ଥରିଲା ରାଜଧାନୀ …

ନୂଆଦିଲ୍ଲୀ,୨୦।୬: ରାଜଧାନୀ ଦିଲ୍ଲୀରେ ରବିବାର ମଧ୍ୟାହ୍ନ ୧୨ଟା ୨ରେ ଭୂକମ୍ପ ଘଟିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୨.୧ ଥିଲା ବୋଲି ଜାତୀୟ ଭୂ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ ପଞ୍ଜାବୀ ବାଗ୍‌ ଅଞ୍ଚଳରେ ହଠାତ୍‌ ଭୂକମ୍ପ ହେବାରୁ…

ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ୧୮୩ ପୃଷ୍ଠାର ସତ୍ୟପାଠରେ ଉଲ୍ଲେଖ କରାଯାଇଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ତାଲିକାରେ ହସ୍ପିଟାଲରେ ଘଟିଥିବା ଲୋକଙ୍କୁ…

ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…

ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଇ ଦେଇଛନ୍ତି। ଫଳରେ ଡାକ୍ତରଙ୍କ ନାମରେ ମାମଲା ରୁଜୁ ହୋଇଛି।…

ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍‌ କରିଦେଲେ ଡାକ୍ତର…

ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍‌ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କୁ ନ ପଚାରି କାହିଁକି ଡାକ୍ତର ଏଭଳି କରିଛନ୍ତି ସେ ନେଇ ଖୋଳତାଡ୍‌ ଆରମ୍ଭ…

କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…

ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ୧୮୩ ପୃଷ୍ଠାର ସତ୍ୟପାଠ ଦାଖଲ କରାଯାଇଛି। ଯଦି ଏପରି କରାଯିବ ତେବେ ଷ୍ଟେଟ୍‌ ଡିଜାଷ୍ଟର…

୨ରୁ ଅଧିକ ସନ୍ତାନ ଥିଲେ ଆଉ ମିଳିବନି ସରକାରୀ ସୁବିଧା: ମୁଖ୍ୟମନ୍ତ୍ରୀ…

ଗୁଆହାଟି,୨୦।୬: ଏଣିକି ୨ରୁ ଅଧିକ ସନ୍ତାନ ଥିଲେ ଆଉ ସରକାରୀ ସୁବିଧା ସୁଯୋଗ ମିଳିବନି। ଏନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ସୂଚନା ଦେଇଛନ୍ତି। କେନ୍ଦ୍ରର ପ୍ରସ୍ତାବିତ ଜନସଂଖ୍ୟା ନିୟନ୍ତ୍ରଣ ଯୋଜନା ଅନ୍ତର୍ଗତ ଧୀରେଧୀରେ ରାଜ୍ୟ ସରକାର ଏନେଇ ୨…

ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍‌ଲକ୍‌ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ରାଜ୍ୟ ସରକାର ବୁଝି ବିଚାରି ଅନ୍‌ଲକ୍‌ କରିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।…

୮୧ ଦିନ ପରେ ୬୦ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୧ ଦିନ ପରେ ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ୬୦ ହଜାରରୁ କମ୍‌ ରହିଛି। ପୂର୍ବରୁ ମାର୍ଚ୍ଚ ୩୦ରେ ସମାନ ସ୍ଥିିତି…

ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର

ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ କେନ୍ଦ୍ର ସରକାର ଶନିବାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀ ବେଳେ ଦେଶର ବିଭିନ୍ନ ଭାଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?