ଜାତୀୟ

ଚୂଡ଼ାନ୍ତ ପରୀକ୍ଷାରେ ଫାଇଜର ଟିକା ୯୫% ଫଳପ୍ରଦ

ନୂଆଦିଲ୍ଲୀ, ୧୯।୧୧: ଆମେରିକୀୟ ଫାର୍ମା କମ୍ପାନୀ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭିଡ୍‌-୧୯ ଟିକା ୯୫ ପ୍ରତିଶତ ଫଳପ୍ରଦ। ଚୂଡ଼ାନ୍ତ ପରୀକ୍ଷାରୁ ଏହା ଜଣାପଡ଼ିଥିବା ଫାଇଜର ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ଏହା ପୂର୍ବରୁ ହୋଇଥିବା ତୃତୀୟ ପର୍ଯ୍ୟାୟ...

ଡିଏନ୍‌ଏ ଟେଷ୍ଟ ବୈଧ ପ୍ରମାଣ

ପ୍ରୟାଗରାଜ,୧୯ା୧୧: ଶିଶୁର ପିତୃତ୍ୱ ପ୍ରମାଣିତ କରିବା ଲାଗି ଡିଓକ୍ସିରିବୋନ୍ୟୁକ୍ଲେଇକ୍‌ ଏସିଡ୍‌ (ଡିଏନ୍‌ଏ) ବା ଗୁଣସୂତ୍ର ପରୀକ୍ଷା ହେଉଛି ସବୁଠୁ ବୈଧ ଓ ବୈଜ୍ଞାନିକ ଉପାୟ। ସ୍ତ୍ରୀଙ୍କ ଯୌନଗତ ବିଶ୍ୱସନୀୟତା ବା ସତୀତ୍ୱର ପ୍ରମାଣ ପାଇଁ ମା’ ଓ ଜନ୍ମିତ ସନ୍ତାନଙ୍କ...

ଇନ୍ଦିରାଙ୍କୁ ଶକ୍ତିସ୍ଥଳରେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୯।୧୧: ଲୌହ ମାନବୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୩ ତମ ଜନ୍ମ ବାର୍ଷିକୀ ଅବସରରେ ଶକ୍ତିସ୍ଥଳରେ ଗୁରୁବାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, କଂଗ୍ରେସ ରାଷ୍ଟ୍ରୀୟ...

ଆଇସୋଲେଶନରେ ସଲମାନ, ଡ୍ରାଇଭର ଦୁଇ କର୍ମଚାରୀ କରୋନା ପଜିଟିଭ

ମୁମ୍ବାଇ,୧୯ ।୧୧: ବଲିଉଡ୍ ଭାଇଜାନ୍ ସଲମାନଙ୍କ ଖାଁଙ୍କ ଡ୍ରାଇଭର ଓ ଦୁଇ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ସଲମାନ ନିଜେ ଆଇସୋଲେଶନରେ ରହିଥିବା ଜଣାପଡିଛି । ନିକଟରେ ସେ ବିଗ୍ ବସ୍ ସିଜନ-୧୪ର ହୋଷ୍ଟ ଭାବେ କାମ...

ରେକର୍ଡ ଭାଙ୍ଗିଲା ରାଜଧାନୀ

ନୂଆଦିଲ୍ଲୀ,୧୯।୧୧: ଦେଶର ରାଜଧାନୀ ଦିଲ୍ଲୀରେ କରୋନା କାୟା ବିସ୍ତାର ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୪୮୬ଟି ନୂଆ ମାମଲା ଚିହ୍ନଟ ହୋଇଛି। ଏହାସହ ୧୩୧ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ ଦିଲ୍ଲୀରେ ଗୋଟିଏ ଦିନରେ କରୋନା...

୪ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୯।୧୧: ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁରୁବାର ହୋଇଥିବା ଗୁଳି ବିନିମିୟରେ ୪ ଆତଙ୍କବାଦୀ ନିପାତ ହୋଇଛନ୍ତି। ଜମ୍ମୁ କଶ୍ମୀରର ନାଗରୋଟା ବାନ ଟୋଲପ୍ଲାଜାରେ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରିଥିଲେ ସୁରକ୍ଷାକର୍ମୀ ଛାନ୍ନଭିନ୍‌ ଆରମ୍ଭ କରିଥିଲେ। ଏହି ସମୟରେ...

ଭାଜପା ନେତ୍ରୀ ଖୁସବୁ ସୁନ୍ଦରଙ୍କ କାର ଦୁର୍ଘଟଣାଗ୍ରସ୍ତ

ଚେନ୍ନାଇ,୧୮।୧୧-ତାମିଲନାଡୁର ମେଲମାରୁଭାଥୁର ସହର ନିକଟରେ ବୁଧବାର ଭାଜପା ନେତ୍ରୀ ଖୁସବୁ ସୁନ୍ଦରଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ କଣ୍ଟେନର ତାଙ୍କ କାରକୁ ଧକ୍କା ଦେବାରୁ କାରର ଡାହାଣ ପାର୍ଶ୍ୱ ଡୋର ଭାଙ୍ଗି ଯାଇଛି। ତେବେ ଏହି ଦୁର୍ଘଟଣାରୁ ଖୁସବୁ ଅଳ୍ପକେ...

ଗୋଆର ପ୍ରଥମ ମହିଳା ରାଜ୍ୟପାଳଙ୍କ ପରଲୋକ

ପାନାଜୀ,୧୮।୧୧-ଗୋଆର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ଭାଜପା ନେତା ମୃଦୁଳା ସିହ୍ନାଙ୍କ ବୁଧବାର ପରଲୋକ ହୋଇଯାଇଛି। ୭୭ ବର୍ଷ ବୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଗୋଆର ପ୍ରଥମ ମହିଳା ରାଜ୍ୟପାଳ ଥିଲେ। ସେହିପରି ମୃଦୁଳା ଭାଜପାର...

ସୁରତ ଡାକ୍ତରଖାନାରେ ଅଗ୍ନିକାଣ୍ଡ

ସୁରତ,୧୮।୧୧-ଗୁଜୁରାଟର ସୁରଟ ସହରରେ ଥିବା ଏକ ଡାକ୍ତରଖାନାରେ ବୁଧବାର ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଡାକ୍ତରଖାନାରେ ଅଗ୍ନିକାଣ୍ଡ କିପରି ଘଟିଲା ସେ ସମ୍ପର୍କରେ କୌଣସି ସୂଚନା ମିଳିପାରି...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଶରୀରରେ କରୋନା ଟିକା ହେବ ପରୀକ୍ଷା

ଚଣ୍ଡିଗଡ,୧୮।୧୧: କରୋନା ବିରୋଧରେ ଲଢିବା ପାଇଁ ଟିକା ପ୍ରସ୍ତୁତି ଚାଲିଛି। ଏହି ସମୟରେ ହରିୟାଣା ଗୃହ ଓ ସ୍ବାସ୍ଥ୍ୟମନ୍ତ୍ରୀ ଅନିଲ ବିଜ ନିଜ ଉପରେ କରୋନା ଟିକା ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅନିଲ ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ...

କଙ୍ଗନା ରାଣାୱତଙ୍କୁ ପୁଣି ସମନ

ମୁମ୍ବାଇ,୧୮।୧୧: ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲଙ୍କୁ ପୁଣି ସମନ କରିଛି ମୁମ୍ବାଇ ପୋଲିସ। ସୋଶିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଦୁଇ ଭଉଣୀ ଦୁଇ ଗୋଷ୍ଠୀ ମଧ୍ୟରେ ସାମ୍ପ୍ରଦାୟିକ ମତଭେଦ ସୃଷ୍ଟି କରିଥିବା...

ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଅପଶବ୍ଦ କହିଲେ ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୧୮।୧୧: ଛଠ୍‌ ପୂଜାକୁ ସାର୍ବଜନୀନ ଅନୁମତି ଦେବାକୁ ନେଇ ଭାଜପା ସଦସ୍ୟ ମନୋଜ ତିଓ୍ବାରୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପ୍ରତି ଅପଶବ୍ଦ ପ୍ରୟୋଗ କରିଛନ୍ତି। ରାଜ୍ୟରେ କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଛଠ୍‌ ପୂଜା ପାଇଁ କଡ଼ା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri