ଜାତୀୟ

ଆଇଟି ନିୟମ ପ୍ରତ୍ୟାହାର କର

ନୂଆଦିଲ୍ଲୀ,୨୦ା୬: ନୂଆ ଆଇଟି ନିୟମ ଆଣି ଟୁଇଟର ଓ ଫେସ୍‌ବୁକ୍‌ ଭଳି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକୁ ନାଲିଆଖି ଦେଖାଉଥିବା କେନ୍ଦ୍ର ସରକାରଙ୍କୁ ଶନିବାର ଜାତିସଂଘରୁ ଶକ୍ତ ଝଟକା ଲାଗିଛି। ଭାରତର ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଇଣ୍ଟରମିଡିଆରି ଗାଇଡ୍‌ଲାଇନ୍ସ ଆଣ୍ଡ ଡିଜିଟାଲ ମିଡିଆ…

କୋଭିଶିଲ୍ଡ ଦେବାର ୫ ମିନିଟ୍‌ ପରେ କୋଭାକ୍ସିନ

ପାଟନା,୧୯।୬: ସୁନିଲା ଦେବୀ ନାମକ ଜଣେ ବୃଦ୍ଧାଙ୍କୁ ମାତ୍ର ୫ ମିନିଟ୍‌ର ବ୍ୟବଧାନରେ ଉଭୟ କୋଭାକ୍ସିନ ଓ କୋଭିଶିଲ୍ଡ ଟିକା ଦିଆଯାଇଛି। ୬୩ ବର୍ଷୀୟା ବୃଦ୍ଧା ଅଓ୍ବଧପୁର ଗ୍ରାମର ବାସୀନ୍ଦା। ପାଟନାସ୍ଥିତ ବେଲଦାରିଚକ ମିଡ୍‌ଲ ସ୍କୁଲରେ ଚାଲିଥିବା ଟିକାକରଣ କେନ୍ଦ୍ରରେ ତାଙ୍କୁ…

ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍‌ସି

ବୀରଭୂମ୍‌,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍‌ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍‌ସ୍ଥିତ ଟିଏମ୍‌ସି କାର୍ଯ୍ୟାଳୟ ଆଗରେ ଅନଶନରେ ବସିଥିଲେ। ସେମାନଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ପରେ ଟିଏମ୍‌ସିରେ ସାମିଲ କରାଯାଇଛି। ସାଇନ୍ଥିଆ…

ଯୋଗୀଙ୍କୁ ଭେଟିଲେ ଜିତେନ

ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହେବାର ୧୦ ଦିନ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ ପ୍ରସାଦ ଶନିବାର ଲକ୍ଷ୍ନୌଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ଏହି ବୈଠକରେ ରାଜ୍ୟରେ ଭାଜପାର ଶକ୍ତି କେଉଁଭଳି ବୃଦ୍ଧି କରାଯାଇପାରିବ…

ଶେଷ ହେଲା ମହାରାଷ୍ଟ୍ର-କର୍ନାଟକ ଜଳ ବିବାଦ

ବେଙ୍ଗାଲୁରୁ,୧୯।୬: ଆପୋଷ ବୁଝାମଣାରେ ମରୁଡି ପ୍ରବଣ ଅଞ୍ଚଳକୁ ଜଳ ଯୋଗାଣ ଓ ବନ୍ୟା ପରିଚାଳନା ପାଇଁ ଉଭୟ ମହାରାଷ୍ଟ୍ର ଓ କର୍ନାଟକ ସରକାର ନିଷ୍ପତ୍ତି ନେଇଛନ୍ତି। ଦୁଇ ରାଜ୍ୟ ମଧ୍ୟରେ ଜଳ ବିବାଦର ସାମାଧାନର ସୂତ୍ର ଖୋଜିବା ପାଇଁ ବେଙ୍ଗାଲୁରୁଠାରେ ଶନିବାର…

ବାପା, ମା’, ଭଉଣୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ଘରେ

କୋଲକାତା,୧୯।୬: ବାପା, ମା’, ଭଉଣୀ ଓ ଜେଜେମା’ଙ୍କ ହତ୍ୟା ମାମଲାରେ ପୋଲିସ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ(ଅସିଫ)ର ସାନ ଭାଇ ଅରିଫ ମହମ୍ମଦ ଶୁକ୍ରବାର ଅଭିଯୋଗ କରିବା ପରେ ଘଟଣାଟି ସାମ୍ନାକୁ ଆସିଛି। ଫେବୃୟାରୀ ୨୮ରେ ବାପା…

୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍‌, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…

ଲକ୍ଷ୍ନୌ,୧୯ା୬: ଉତ୍ତରପ୍ରଦେଶ କାନପୁରର ଜଣେ ଭଣ୍ଡ ବାବାଙ୍କ କଳାକାରନାମା ଏବେ ପଦାରେ ପଡ଼ିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। କଥିତ ଭଣ୍ଡ ବାବା ସୋସିଆଲ ମିଡିଆ ଜରିଆରେ ୫ ଜଣ ମହିଳାଙ୍କୁ ବିବାହ କରିବା ପରେ ବି ମନ ସନ୍ତୁଷ୍ଟ ହେଲା…

ସ୍ବିସ୍‌ ବ୍ୟାଙ୍କରେ ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟିରୁ ଅଧିକ: ଖଣ୍ଡନ କଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୯।୬: ସ୍ବିସ୍‌ ବ୍ୟାଙ୍କରେ ଜମା ହୋଇଥିବା ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟି ଟଙ୍କାରୁ ଅଧିକ ବୋଲି ସ୍ବିଜରଲାଣ୍ଡ୍‌ର ସେଣ୍ଟ୍ରାଲ୍‌ ବ୍ୟାଙ୍କ ପକ୍ଷରୁ ଏକ ବାର୍ଷିକ ରିପୋର୍ଟ ଗୁରୁବାର ପ୍ରକାଶ ପାଇଥିଲା। ଏହି ରିପୋର୍ଟକୁ କେନ୍ଦ୍ର ସରକାର ଶନିବାର…

୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…

ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍‌ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା ପରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଥିଲା। କିଛି ଦିନ ପୂର୍ବରୁ ୯୧ ବର୍ଷୀୟ…

ବାରମ୍ବାର କଟୁଥିଲା ବିଜୁଳି, ଯାଞ୍ଚ ପାଇଁ ଖୁଣ୍ଟରେ ଚଢ଼ିଲେ ଶକ୍ତିମନ୍ତ୍ରୀ; ଆଉ ତା’ ପରେ…

ଭୋପାଳ,୧୯ା୬: ଗ୍ବାଲିୟରରେ ବାରମ୍ବାର ବିଜୁଳି କଟୁଥିବାରୁ ମଧ୍ୟପ୍ରଦେଶର ଶକ୍ତିମନ୍ତ୍ରୀ ପ୍ରଦ୍ୟୁମ୍ନ ତୋମର ଯାଞ୍ଚ କରିବା ପାଇଁ ଇଲେକ୍ଟ୍ରି ଖୁଣ୍ଟରେ ଚଢ଼ିଥିଲେ। ଶିଡ଼ି ସାହାଯ୍ୟରେ ଖୁଣ୍ଟରେ ଚଢ଼ି ମନ୍ତ୍ରୀ ଅନାବନା ଗଛଲଟା କାଟି ସଫା କରିଛନ୍ତି। ଟ୍ରାନ୍ସଫର୍ମର ସଫା କରିବା ସହ ବିଜୁଳି…

୬୧ ବର୍ଷୀୟ ବ୍ୟକ୍ତିଙ୍କ ପେଟରୁ ଅଢ଼େଇ କିଲୋର ଟ୍ୟୁମର ବାହାର କଲେ ଡାକ୍ତର

ପାଟନା,୧୯।୬: ବିହାର ପାଟନା ସ୍ଥିତ ଏମ୍ସରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏମ୍ସର ଡାକ୍ତରମାନେ ଜଣେ ୬୧ବର୍ଷୀୟ ବୃଦ୍ଧଙ୍କ ସଫଳ ଚିକିତ୍ସା କରି ତାଙ୍କର ଜୀବନ ବଞ୍ଚାଇଥିବା ଜଣାପଡ଼ିଛି। ଯାହା ଏବେ ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାଯୋଗ୍ୟ, ସାରନରେ…

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ…

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା। ସିବିଏସ୍‌ଇ ପକ୍ଷରୁ ଭାଲ୍ୟଏଶନ୍‌ ନେଇ ଫର୍ମୂଲା ଗୁରୁବାର ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଥିଲା। ତେବେ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?