ଜାତୀୟ

ଅପହୃତା ନାବାଳିକାଙ୍କୁ ଖୋଜିବା ପାଇଁ ପୋଲିସ ମାଗୁଛି ପେଟ୍ରୋଲ !

ଲକ୍ଷ୍ନୌ, ୨।୨: ଉତ୍ତରପ୍ରଦେଶର କାନପୁର ଜିଲାରେ ଗୁଡ଼ିଆ ନାମ୍ନୀ ଜଣେ ଦିବ୍ୟାଙ୍ଗ ମହିଳା ପୋଲିସ ବିଭାଗ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ତାଙ୍କ ନାବାଳିକା ଝିଅଙ୍କୁ ଗତ ମାସରେ ଜଣେ ସମ୍ପର୍କୀୟ ଅପହରଣ କରିନେଇଥିବା ସେ କହିଛନ୍ତି। ତେବେ ଏନେଇ ସେ…

କାନ୍ଥ ନୁହେଁ ସମ୍ପର୍କର ସେତୁ ସ୍ଥାପନ କରନ୍ତୁ ସରକାର: ରାହୁଲ

ନୂଆଦିଲ୍ଲୀ, ୨।୨: କୃଷି ଆଇନ ନେଇ ଚାଷୀ ସଂଗଠନ ଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନକାରୀ ଯେଭଳି ଦିଲ୍ଲୀରେ ପ୍ରବେଶ ନ କରିପାରିବେ ସେଥି ପାଇଁ ଗାଜିପୁର ଏବଂ ଟିକିରି ସୀମାରେ ବ୍ୟାରିକେଡିଂ କରାଯିବା ସହିତ ରାସ୍ତାରେ ଲୁହା ଛଡ଼…

କୃଷି ଆଇନ ନେଇ ରାଜ୍ୟସଭା ଅଚଳ

ନୂଆଦିଲ୍ଲୀ,୨।୨: କୃଷି ଆଇନକୁ ନେଇ ମଙ୍ଗଳବାର ରାଜ୍ୟସଭା ଅଚଳ ହୋଇପଡ଼ିଛି। ବିରୋଧୀ ଦଳ ସଦସ୍ୟ କୃଷି ଆଇନ ଭଳି କଳା ଆଇନକୁ ସରକାର ଫେରାଇ ନେବା ଆବଶ୍ୟକ ବୋଲି ହଟ୍ଟଗୋଳ କରିଛନ୍ତି। ଏହି ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ଦାବି କରି…

ପୋଲିଓ ବୁନ୍ଦା ବଦଳରେ ୧୨ ଶିଶୁଙ୍କ ପାଟିରେ ଦିଆଗଲା ସାନିଟାଇଜର

ୟାଭଟାମାଲ,୨।୨: ମହାରାଷ୍ଟ୍ରର ୟାଭଟାମାଲ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ୫ ବର୍ଷରୁ କମ୍‌ ବୟସ୍କ ୧୨ ଜଣ ଶିଶୁଙ୍କୁ ପୋଲିଓ ବୁନ୍ଦା ବଦଳରେ ଭୁଲ୍‌ରେ ସାନିଟାଇଜର ଖାଇବାକୁ ଦିଆଯାଇଛି। ସାନିଟାଇଜର ଖାଇବା ପରେ ଶିଶୁମାନେ ଅସୁସ୍ଥ ହେବା…

ନିର୍ବାଚନ ଉପରେ ନଜର

ନୂଆଦିଲ୍ଲୀ,୨।୨: ଚଳିତ ବର୍ଷ ପଶ୍ଚିମବଙ୍ଗ, ଆସାମ, କେରଳ ଏବଂ ତାମିଲନାଡ଼ୁରେ ବିଧାନସଭା ନିର୍ବାଚନ ଥିବାବେଳେ ବଜେଟରେ ଏହି ରାଜ୍ୟକୁ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର। ପ୍ରଥମେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ତାଙ୍କ ଭାଷଣରେ ପଶ୍ଚିମବଙ୍ଗ ଜନ୍ମିତ ନୋବେଲ ପୁରସ୍କାରପ୍ରାପ୍ତ କବି ରବୀନ୍ଦ୍ରନାଥ…

ବଜେଟ ୨୦୨୧-୨୨

ମୁଖ୍ୟାଂଶ ସ୍ବାସ୍ଥ୍ୟ ବଜେଟ ୯୪,୦୦୦ କୋଟିରୁ ୨.୩୮ ଲକ୍ଷ କୋଟିକୁ ବୃଦ୍ଧି ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ଆତ୍ମନିର୍ଭର ସ୍ବସ୍ଥ ଭାରତ ଯୋଜନା କୋଭିଡ୍‌ ଟିକା ପାଇଁ ୩୫,୦୦୦ କୋଟି ବୀମା କ୍ଷେତ୍ରରେ ବିଦେଶୀ ପୁଞ୍ଜି ବିନିଯୋଗ ୪୯%ରୁ ୭୪%କୁ ବଢ଼ିଲା ରେଲଓ୍ବେକୁ…

ଠକିଗଲେ ଚାଷୀକୁଳ

ନୂଆଦିଲ୍ଲୀ,୨ା୨:୩ ନୂଆ କୃଷି ଆଇନକୁ ନେଇ ମୁହଁାମୁହିଁ ସ୍ଥିତିରେ କେନ୍ଦ୍ର ସରକାର ଓ କୃଷକ ସଙ୍ଗଠନ। ଏହି ବିବାଦୀୟ ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀର ସିଙ୍ଘୁ, ଟିକ୍ରି ଓ ଗାଜିପୁର ସୀମାରେ ଲକ୍ଷାଧିକ କୃଷକ ଆନ୍ଦୋଳନରତ। ଚାଷୀଙ୍କ ଧାରଣା ୭୧ ଦିନରେ…

କାମକୁ ନୁହେଁ, ନାମକୁ

ନୂଆଦିଲ୍ଲୀ,୨ା୨: କରୋନା ଭୂତାଣୁ ଓ ଏହାର ମୁକାବିଲା ପାଇଁ ପର୍ଯ୍ୟାୟକ୍ରମେ ଜାରି ଲକ୍‌ଡାଉନ୍‌ ସାରା ଦେଶର ଅର୍ଥନୀତିକୁ ଉଜାଡ଼ି ଦେଇଥିବାବେଳେ ଅର୍ଥ ବ୍ୟବସ୍ଥାକୁ ସଜାଡ଼ିବା କେନ୍ଦ୍ର ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। କଳକାରଖାନା ବନ୍ଦ ହୋଇଯିବା ଓ ଆର୍ଥିକ ଗତିବିଧିରେ ତାଲା ପଡ଼ିବା…

ସୁସ୍ଥ ହେଲେ ୧୩୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୨: ଓଡ଼ିଶାରେ ସୋମବାର ୧୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୨,୨୩୯ରେ ପହଞ୍ଚିଛି। ସମ୍ବଲପୁର ଜିଲାରୁ ସର୍ବାଧିକ ୧୯, ସୁନ୍ଦରଗଡ଼ରୁ ୧୪, ବରଗଡ଼ରୁ ୧୩, ବାଲେଶ୍ୱର ଓ ପୁରୀରୁ ୧୦,…

୨୫୦ ଆକାଉଣ୍ଟ ବ୍ଲକ କଲା ଟୁଇଟର

ନୂଆଦିଲ୍ଲୀ,୧।୨: ଦେଶର ଇଲେକଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ପକ୍ଷରୁ ନିବେଦନ ପରେ ଟୁଇଟର ଇଣ୍ଡିଆ ସୋମବାର ୨୫୦ ଆକାଉଣ୍ଟକୁ ବ୍ଲକ କରିଦେଇଛି। ବ୍ଲକ ହୋଇଥିବା ସମସ୍ତ ଆକାଉଣ୍ଟ ସରକାରଙ୍କ ବିରୋଧରେ ମିଛ ଓ ଉତ୍ତେଜକ ହାସଟ୍ୟାଗ ବ୍ୟବହାର କରୁଥିଲେ। କାର୍ବାନ…

ସ୍ଥଳସେନାର ଉପମୁଖ୍ୟ ଦାୟିତ୍ୱ ନେଲେ ଚଣ୍ଡୀ ପ୍ରସାଦ

ନୂଆଦିଲ୍ଲୀ,୧।୨: ଭାରତୀୟ ସ୍ଥଳସେନାର ଉପମୁଖ୍ୟ ଭାବେ ଲେଫ୍ଟନାଣ୍ଟ ଜେନେରାଲ ଚଣ୍ଡୀ ପ୍ରସାଦ ମହାନ୍ତି ସୋମବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରୀୟ ଇଣ୍ଡିୟାନ ମିଲିଟାରି କଲେଜ ଡେରାଡୁନ, ନ୍ୟାଶନାଲ ଡିଫେନ୍ସ ଏକାଡେମି ଖଡ଼କୱାସଲା ଏବଂ ଇଣ୍ଡିୟାନ ମିଲିଟାରି ଏକାଡେମିରେ ସଫଳତା…

ଦେଶର ସମ୍ପତ୍ତିକୁ ପୁଞ୍ଜିପତିଙ୍କ ହାତକୁ ଟେକି ଦେଉଛନ୍ତି ମୋଦି ସରକାର : ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧।୨: ପାର୍ଲାମେଣ୍ଟରେ ସୋମବାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ। ଏହାକୁ ସମାଲୋଚନା କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ନରେନ୍ଦ୍ର ମୋଦିଙ୍କ ସରକାର ଦେଶର ସମ୍ପତ୍ତିକୁ ପୁଞ୍ଜିପତିମାନଙ୍କ ହାତକୁ ଟେକି ଦେଉଥିବା ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri