ରେଲୱେ ପାଇଁ ୧.୧୦ ଲକ୍ଷ କୋଟି: ୨୭ ସହରରେ ମେଟ୍ରୋ ସେବା
ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ରେଲଓ୍ବେ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କା ଘୋଷଣା କରାଯାଇଛି। ୨୦୩୦କୁ ଦୃଷ୍ଟିରେ ରଖି ସରକାର ରେଲଓ୍ବେ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ଫ୍ରେଟ୍ କୋରିଡୋର ଉପରେ…
କରୋନା ପରବର୍ତ୍ତୀ ଭିତ୍ତିଭୂମି ବିକାଶ : ୩ ବର୍ଷରେ ୭ ନୂଆ ଟେକ୍ସଟାଇଲ ପାର୍କ
ନୂଆଦିଲ୍ଲୀ, ୧।୨: କରୋନା ପରବର୍ତ୍ତୀ ଭିତ୍ତିଭୂମି ବିକାଶ ଉପରେ ଚଳିତ ବଜେଟରେ ଗୁରୁତ୍ୱାରୋପ କରାଯାଇଛି। ଆସନ୍ତା ୩ ବର୍ଷ ମଧ୍ୟରେ ଦେଶରେ ୭ ନୂଆ ଟେକ୍ସଟାଇଲ ପାର୍କ ନିର୍ମାଣ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଆତ୍ମନିର୍ଭର ଭାରତ ନିର୍ମାଣ…
ସରକାରଙ୍କ ଆର୍ଥିକ ଟିକା: ଆତ୍ମନିର୍ଭର ସ୍ବସ୍ଥ ଭାରତ ଯୋଜନା ପାଇଁ ୬୪ ହଜାର ୧୮୦ କୋଟି ଟଙ୍କାର ପ୍ରାବଧାନ
ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ଦେଶବାସୀଙ୍କ ପାଇଁ ସରକାର ଆର୍ଥିକ ଟିକା ଆଣିଛନ୍ତି। ସ୍ବାସ୍ଥ୍ୟ ବଜେଟରେ ୧୩୭ ପ୍ରତିଶତ ବୃଦ୍ଧି କରାଯାଇଛି। ସ୍ବସ୍ଥ୍ୟା କ୍ଷେତ୍ରକୁ ୨.୨୩ ଲକ୍ଷ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆତ୍ମନିର୍ଭର ସ୍ବସ୍ଥ ଭାରତ…
କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତି ପ୍ରଭାବିତ ହୋଇଛି: ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ, ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିବା ପୂର୍ବରୁ ନିଜର ବକ୍ତବ୍ୟରେ କହିଛନ୍ତି ଯେ, ଗତବର୍ଷ ଦେଶର ଅର୍ଥନୀତି ପାଇଁ ସମୟ ଆହ୍ବାନମୂଳକ ଥିଲା। କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତି ପ୍ରଭାବିତ ହୋଇଛି। ଦେଶରେ ଆର୍ଥିକ ସୁଧାର…
ହେଲ୍ପ ଲାଇନକୁ ଫୋନ୍ କରି ମୋଦିଙ୍କ ନମ୍ବର ମାଗୁଛନ୍ତି ଲୋକେ
ନୂଆଦିଲ୍ଲୀ,୧ ।୨: ନିକଟରେ ଲୋକ ସଭା ଚାଲିଥିବା ବେଳେ ଏମ୍ପିମାନଙ୍କ ସୁବିଧା ପାଇଁ ୨୪/୭ ହେଲ୍ପ ଲାଇନ ଆରମ୍ଭ କରାଯାଇଥିଲା । ହେଲେ ଏହି ନମ୍ବରକୁ ଏମ୍ପିଙ୍କ ଅପେକ୍ଷା ସାଧାରଣ ଲୋକଙ୍କ କଲ୍ ଏବେ ଅଧିକ ପରିମାଣରେ ଆସୁଛି ବୋଲି ଜଣାପଡିଛି…
ବ୍ରିଫ୍କେସ୍ ବଦଳରେ ଅର୍ଥମନ୍ତ୍ରୀଙ୍କ ହାତରେ ଟାବଲେଟ୍
ନୂଆଦିଲ୍ଲୀ,୧।୨: ଚଳିତ ବଜେଟକୁ ପେପର ଲେସ୍ କରାଯାଇଛି। ତେଣୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ହାତରେ ବ୍ରିଫ୍କେସ୍ ବଦଳରେ ଏକ ଟାବଲେଟ ରହିଛି। ସେ ଏହାକୁ ଧରି ସଂସଦ ଭବନ ମୁହାଁ ହୋଇଛନ୍ତି। ଟାବଲେଟ୍କୁ ଲାଲ୍ କପଡ଼ାରେ ଗୁଡାଯାଇଥିବାବେଳେ ଏଥିରେ ଅଶୋକ ସ୍ତମ୍ଭ…
୭ରେ ପ୍ରଧାନମନ୍ତ୍ରୀଙ୍କ ପଶ୍ଚିମବଙ୍ଗ ଗସ୍ତ
ଭୁବନେଶ୍ୱର,୩୧ା୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୭ ତାରିଖରେ ପଶ୍ଚିମବଙ୍ଗ ଗସ୍ତରେ ଆସି ହଳଦିଆ ଠାରେ ଏକ ବିଶାଳ କାର୍ଯ୍ୟକ୍ରମରେ ଯୋଗଦେବେ। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍ ଓ ସଡ଼କ ପରିବହନ ମନ୍ତ୍ରଣାଳୟ ଅଧୀନ ମୋଟ୍ ୪ ହଜାର ୭୦୦ କୋଟିରୁ…
ଆଲୋଚନା ଲାଗି ପରିବେଶ ସୃଷ୍ଟି କରନ୍ତୁ ସରକାର
ନୂଆଦିଲ୍ଲୀ, ୧।୨(ପି.ଟି.): ଆନ୍ଦୋଳନକାରୀ କୃଷକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମର୍ଯ୍ୟାଦାକୁ ସମ୍ମାନ ଦେବେ। ଏଥିସହିତ ସେମାନଙ୍କ ଆତ୍ମସମ୍ମାନର ସୁରକ୍ଷା ପାଇଁ ଅଙ୍ଗୀକାରବଦ୍ଧ ରହିବେ ବୋଲି ଭାରତୀୟ କିଷାନ ସଂଘ (ବିକେୟୁ) ମୁଖ୍ୟ ନରେଶ ଟିକାଏତ୍ ରବିବାର କହିଛନ୍ତି। ସରକାର ଆଲୋଚନା ଲାଗି…
ରାହୁଲଙ୍କୁ ଅଧ୍ୟକ୍ଷ କରିବା ଲାଗି ଦିଲ୍ଲୀ କଂଗ୍ରେସରେ ପ୍ରସ୍ତାବ ଗୃହୀତ
ନୂଆଦିଲ୍ଲୀ, ୧।୨: ରାହୁଲ ଗାନ୍ଧୀଙ୍କୁ ତୁରନ୍ତ କଂଗ୍ରେସ ଅଧ୍ୟକ୍ଷ କରିବା ଲାଗି ଦଳର ଦିଲ୍ଲୀ ଶାଖାରେ ରବିବାର ଏକ ପ୍ରସ୍ତାବ ଗୃହୀତ ହୋଇଛି। ଆଗାମୀ ଏପ୍ରିଲ-ମେ’ରେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଏହା ପରେ କଂଗ୍ରେସର ସାଂଗଠନିକ ନିର୍ବାଚନ…
‘ପୁତୁରା କଲ୍ୟାଣ ପାଇଁ କାର୍ଯ୍ୟ କରୁଛନ୍ତି ମମତା’
ନୂଆଦିଲ୍ଲୀ, ୧।୨: ପଶ୍ଚିମବଙ୍ଗ ଜନସାଧାରଣଙ୍କ ପ୍ରତି ମମତା ବାନାର୍ଜୀ ଅନ୍ୟାୟ କରିଛନ୍ତି। ତେଣୁ ବହୁସଂଖ୍ୟାରେ ଟିଏମ୍୍ସି ନେତା ଭାଜପାରେ ଯୋଗ ଦେଉଥିବା ହାଓଡ଼ାଠାରେ ଭାଜପାର ଏକ ରାଲିକୁ ଭର୍ଚୁଆଲି ସମ୍ବୋଧନ କରି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ଟିଏମ୍ସି ସମେତ ଅନ୍ୟ…
ଟ୍ରାକ୍ଟର ରାଲି ବେଳେ କୃଷକଙ୍କ ମୃତ୍ୟୁ ଉପରେ ଟୁଇଟ କରିବା ପଡ଼ିଲା ମହଙ୍ଗା
ନୂଆଦିଲ୍ଲୀ,୧ା୨- ଗଣତନ୍ତ୍ର ଦିବସରେ ଦିଲ୍ଲୀରେ ଟ୍ରାକ୍ଟର ରାଲି ବେଳେ ଜଣେ କୃଷକଙ୍କ ମୃତ୍ୟୁ ଘଟିଥିଲା। ଏ ସମ୍ପର୍କରେ ଏକ ଖବରକୁ ଶେୟାର କରିଥିବା ‘ଦ ଓୟାର’ ନାମକ ଏକ ଓ୍ବେବ ପୋର୍ଟାଲର ସମ୍ପାଦକ ସିଦ୍ଧାର୍ଥ ଭରାଦରାଜନଙ୍କ ନାମରେ ପୋଲିସ ମାମଲା ଦାୟର…
ମୋବାଇଲ ଇଣ୍ଟରନେଟ ସେବା ବନ୍ଦ କରିବାର ସମୟସୀମା ବଢ଼ାଇଲେ ହରିୟାଣା ସରକାର
ଚଣ୍ଡିଗଡ଼,୩୧ା୧- ହରିୟାଣା ସରକାର ରବିବାର ୧୪ ଜିଲାରେ ମୋବାଇଲ ଇଣ୍ଟରନେଟ ସେବାକୁ ବନ୍ଦ କରିବା ଅବଦ୍ଧିକୁ ବଢ଼ାଇ ଦେଇଛନ୍ତି। ସୋମବାର ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ରାଜ୍ୟର ଜନସାଧାରଣଙ୍କ ଶାନ୍ତି ବଜାୟ ରଖିବା ପାଇଁ ସରକାର ଏହି…
Archives


